Latest Odisha News

BREAKING NEWS

Browsing Category

କଟକ

Cuttack

ନିଶ୍ଚିନ୍ତକୋଇଲି ଅହମ୍ମଦ ବକ୍ସ ସରକାରୀ ଉଚ୍ଚ ବିଦ୍ୟାଳୟ ହେବ ମଡେଲ ସ୍କୁଲ

ଭୁବନେଶ୍ୱର: ଆଧୁନିକ ଓଡିଶା ଗଠନ ଓ ଭାଷାଭିତ୍ତିକ ରାଜ୍ୟ ଗଠନ ପାଇଁ ଏ ଅଞ୍ଚଳରେ ଜନ୍ମ ନେଇଥିବା ଉତ୍କଳ ଗୌରବ ମଧୁସୁଦନଙ୍କ ଭୂମିକା ଅତୁଳନୀୟ ଥିଲା। ଗଣକବି ବୈଷ୍ଣବ ପାଣି ଆମ ଓଡିଆ ସାହିତ୍ୟ, ସଂସ୍କୃତି ଓ ଅସ୍ମିତାକୁ ଋଦ୍ଧିମନ୍ତ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି…

ମୃତ୍ୟୁ ପରେ ମଧ୍ୟ ଅମର ହୋଇଗଲେ ବିରେନ୍ଦ୍ର, ଦୁଇଜଣଙ୍କୁ ଦେଲେ ନୂଆ ଜୀବନ

କଟକ: ଦୁଇ ଜଣଙ୍କୁ ଅଙ୍ଗଦାନ କରି ଅମର ହୋଇଛନ୍ତି ଜଗତସିଂହପୁର ଜିଲ୍ଲା ରଘୁନାଥପୁର ଅଞ୍ଚଳର ବୀରେନ୍ଦ୍ର ପ୍ରସାଦ ସ୍ୱାଇଁ। ତାଙ୍କ ପାଇଁ କଟକ ବଡ଼ ମେଡ଼ିକାଲରେ ଚିକିତ୍ସାଧୀନ ଥିବା ଦୁଇ ଜଣ ନୂଆ ଜୀବନ ପାଇଛନ୍ତି। ସୂଚନା ଅନୁସାରେ, ଗତ ଜୁଲାଇ ୧୪ ତାରିଖରେ ଦୁର୍ଘଟଣାରେ ଗୁରୁତର ହୋଇ କଟକ…

ହାଉସ୍ ସର୍ଜନ ଓ ନର୍ସିଂ ଷ୍ଟାଫ୍‌ଙ୍କ ଧାରଣା, ରୋଗୀ ସେବା ବାଧାପ୍ରାପ୍ତ

କଟକ: କଟକ ଏସସିବି ମେଡିକାଲ୍ କଲେଜ ଓ ହସ୍ପିଟାଲରେ ହାଉସ୍ ସର୍ଜନ ଓ ନର୍ସଙ୍କ ଧାରଣା । ଅଧୀକ୍ଷକଙ୍କ ଅଫିସ୍ ଆଗରେ ହାଉସ୍ ସର୍ଜନ ଓ ନର୍ସିଂ ଷ୍ଟାଫ୍ ଧାରଣା ଦେଇଛନ୍ତି । ସେପଟେ ଧାରଣା କାରଣରୁ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି । ସୂଚନା ଅନୁସାରେ, ମେଡିସିନ ୱାର୍ଡରେ ଜଣେ ରୋଗୀଙ୍କୁ ରକ୍ତ…

ନର୍ସିଂହୋମରେ ନିଆଁ ଲାଗିବା ଘଟଣା, ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

କଟକ: କଟକ ରାଧାରମଣ ନର୍ସିଂହୋମରେ ନିଆଁ ଲାଗିବା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରୋଗୀଙ୍କୁ ତୁରନ୍ତ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ସଚିବ, ଜିଲ୍ଲାପାଳଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ରୋଗୀଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର…

ଆୟତ୍ତ ହୋଇଛି ରାଧାରମଣ ନର୍ସିଂହୋମରେ ଲାଗିଥିବା ନିଆଁ, କିନ୍ତୁ ଧୂଆଁ ଏବେ ବି ରହିଛି

କଟକ: ଆୟତ୍ତ ହୋଇଛି କଟକ ପୁରୀଘାଟ ନିକଟ ରାଧାରମଣ ନର୍ସିଂହୋମରେ ଲାଗିଥିବା ନିଆଁ । ନର୍ସିଂହୋମର ତୃତୀୟ ମହଲାରେ ନିଆଁ ଲାଗିଥିଲା। ବିଦ୍ୟୁତ୍‌ ସର୍ଟସର୍କିଟ୍‌ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଥିବା ବେଳେ ଅଗ୍ନିଶମ କର୍ମଚାରୀମାନେ ସମସ୍ତ ଗୁରୁତରମାନଙ୍କୁ ଉଦ୍ଧାର କରି ଏସସିବିରେ…

ମର୍ମନ୍ତୁଦ ସଡକ ଦୁର୍ଘଟଣା: ଚାଲିଗଲା ୬ ଜୀବନ

କୋଲକାତା: ପଶ୍ଚିମବଙ୍ଗର ପଶ୍ଚିମ ମେଦିନୀପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମେଦିନୀପୁର ମେଡିକାଲ କଲେଜକୁ ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ ଏକ ଲରି ସହିତ ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ୬ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ…

ନର୍ସିଂହୋମ୍‌ରେ ଅଗ୍ନିକାଣ୍ଡ, ଆଇସିୟୁରେ ଲାଗିଛି ନିଆଁ

କଟକ: କଟକର ଏକ ଘରୋଇ ନର୍ସିଂହୋମ୍‌ରେ ଅଗ୍ନିକାଣ୍ଡ । ପୁରୀଘାଟ ଥାନା ନିକଟ ନର୍ସିଂହୋମ୍‌ର ୩ୟ ମହଲାରେ ନିଆଁ । ୩ୟ ମହଲାରେ ଥିବା ଆଇସିୟୁରେ ଲାଗିଛି ନିଆଁ। ଆଇସିୟୁରେ ଥିବା ରୋଗୀଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି । ୩ୟ ମହଲାରୁ ସିଡ଼ି ଲଗାଇ ଗୁରୁତର ରୋଗୀଙ୍କୁ ଉଦ୍ଧାର କରାଯାଉଛି ।…

ଚାଲିଥିଲା ପ୍ରୋସେସନ, ବରର ବାପାଙ୍କ ଉପରେ ଚଢ଼ିଗଲା ବରଯାତ୍ରୀ ବସ୍

ନରସିଂହପୁର: ବାହାଘର ପ୍ରୋସେସନରେ ଅଘଟଣ। ପୁଅ ବାହାଘର ପ୍ରୋସେସନ୍‌ରେ ଚାଲିଗଲା ବାପାର ଜୀବନ। ପ୍ରୋସେସନ୍‌ ବେଳେ ବରଯାତ୍ରୀ ବସ୍ ଧକ୍କାରେ ବରର ବାପା ମୃତ।ନରସିଂହପୁର ଥାନା ଚତରାପଦା ଛକରେ ଚଢ଼ିଗଲା ବରଯାତ୍ରୀ ବସ୍। ସୂଚନା ଅନୁସାରେ, ବିବାହ ପାଇଁ ବରଯାତ୍ରୀ ଧରି ନରସିଂହପୁରରୁ ଯାଉଥିବା…

ହୁତୁ ହୁତୁ ହୋଇ ଜଲିଗଲା ‘ମୋ ବସ୍’

କଟକ: ଜଳିଗଲା ମୋ ବସ୍ । କଟକ ସିଡିଏ ସେକ୍ଟର ୯ ରାସ୍ତାରେ ଯାଉଥିବା ସମୟରେ ହୁତୁ ହୁତୁ ହୋଇ ଜଳିଲା ମୋ ବସ । କିଛି ମୁହୂର୍ତ୍ତ ମଧ୍ୟରେ ପୂରା ନିଆଁରେ ଧ୍ବଂସ ହୋଇଯାଇଥିଲା ବସ୍। ତେବେ ଏଥିରେ କାହାର କ୍ଷତି ହୋଇନଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ…