Latest Odisha News
Browsing Category

ଦେଓଗଡ଼

Deogarh

ଜଙ୍ଗଲରେ ବାଘ ଛାଲ ବିକ୍ରି ଡିଲ, ଛାଲ ସହ ୫ ଗିରଫ

ଦେବଗଡ : ଦେବଗଡ ଜିଲ୍ଲା ବାରକୋଟ ଥାନା ଆମ୍ବକଟା ଜଙ୍ଗଲରେ ବାଘଛାଲ ବିକ୍ରି ପାଇଁ ଯୋଜନା  ବେଳେ ବାଘ ଛାଲ ଜବତ । ଜିଲ୍ଲା ପୋଲିସର ସ୍ବତନ୍ତ୍ର ସ୍କ୍ବାର୍ଡ ଛାଲ ଜବତ କରିବା ସହ ଏଥିରେ ସାମିଲ ଥିବା ପାଞ୍ଚ ଜଣଙ୍କୁ ଗିରଫ କରିଛି । ବାରକୋଟ ଥାନା ଅନ୍ତର୍ଗତ ଆମ୍ବକଟା ଜଙ୍ଗଲରେ ଏକ କଲରାପତରିଆ…

ଫରୁଆ ଭିତରେ ଦେଢ କୋଟି ମୂଲ୍ୟର ସାପ ଗରଳ

ରିଆମାଳ : ସାପ ବିଷ ବିକ୍ରି ପାଇଁ ଉଦ୍ୟମ କରୁଥିବା ବେଳେ ଗ୍ରାହକ ସାଜି ୨ଜଣଙ୍କୁ ଗିରଫ କରିଛି ପୋଲିସ । ଦେବଗଡ଼ ରିଆମାଳ ଥାନା ତାରଙ୍ଗ ଗାଁରେ ଚଢ଼ାଉ ବେଳେ ୧ କିଲୋଗ୍ରାମ ଗ୍ରାମ ଓଜନର ସାପ ବିଷ ଜବତ କରିଛି ପୋଲିସ । ଏଥିସହ ସମ୍ବଲପୁର ଜିଲ୍ଲାର ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ।…

ବାଘ ଛାଲ ଡିଲ୍ ବେଳେ ମାଡ଼ି ବସିଲା ବନ ବିଭାଗ, ୨ ଗିରଫ

ଦେବଗଡ଼: ବାଘଛାଲ ବିକ୍ରି ପାଇଁ ଡିଲ ହେଉଥିବା ବେଳେ ବନ ବିଭାଗର ଚଢଉ । ଦେବଗଡ଼ ବନଖଣ୍ଡ ରିଆମାଳ ଫରେଷ୍ଟରେଞ୍ଜ ବ୍ରାହ୍ମଣିପାଲ ଗାଁ ନିକଟରୁ ବାଘ ଛାଲ ଜବତ ହୋଇଛି । କଲରାପତରିଆ ବାଘ ଛାଲ ବିକ୍ରି ପାଇଁ ଡିଲ ଚାଲିଥିବା ବେଳେ ବନ ବିଭାଗ ଚଢଉ କରିଥିଲା । ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ…

[ଭିଡିଓ] ଦୃଷ୍ଟି ଆଢୁଆଳରେ ଶ୍ରୀ ସ୍ୱପ୍ନେଶ୍ୱର ଶିବ ମନ୍ଦିର

ଦେବଗଡ଼ : ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ସ୍ୱପ୍ନେଶ୍ୱର ଶିବ ମନ୍ଦିର। ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ ପରା ପଞ୍ଚାୟତର କଙ୍କଡାଝରଣ ଗାଁ ନିକଟରେ ରହିଛି ଶ୍ରୀ ସ୍ୱପ୍ନେଶ୍ୱର ଶିବ ମନ୍ଦିର। ଏହି ମନ୍ଦିରର ସୌନ୍ଦଯ୍ୟ ପ୍ରକୃିତ ପ୍ରେମିଙ୍କୁ ଏଠାକୁ ଆସିବାକୁ ଆନମନା କରେ। ହେଲେ ପ୍ରଚାର ପ୍ରସାର…

[ଭିଡ଼ିଓ]ଚାଷ ଜମି ସମସ୍ୟାକୁ ନେଇ ତହସିଲ କାର୍ଯ୍ୟାଳୟରେ ତାଲା ପକାଇଲେ ଗାଁ ଲୋକ

ଦେବଗଡ଼ : ଚାଷ ଜମିକୁ ମାଡୁନି ଜଳ । ହେଲେ ଲୋକଙ୍କୁ ଜଳକର ପୈଠ କରିବା ପାଇଁ  ନୋଟିସ ଜାରି କରୁଛନ୍ତି ସରକାର। ଏହାକୁ ବିରୋଧ କରି ଦେବଗଡ଼ ଜିଲ୍ଲା ରିଆମାଳ ତହସିଲ କାର୍ଯ୍ୟାଳୟରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ଦେବଗଡ଼ କୋଟପଡ଼ା ଗ୍ରାମବାସୀ । ଦେବଗଡ଼ ଜିଲ୍ଲାର ରିଆମାଳ ବ୍ଲକ…

ସମସ୍ୟାରେ ଗାଁ…

ମହାସିନ୍ଧୁ: ଗାଁରେ ଅନେକ ସମସ୍ୟା । ବିଭିନ୍ନ ମୌଳିକ ସୁବିଧାରୁ ବଂଚିତ ରହିଛନ୍ତି ଗାଁର ଲୋକେ । ଏହେଉଛି ଦେବଗଡ଼ ଜିଲ୍ଲାର ବଣପାହାଡ ଘେରା ମହାସିନ୍ଧୁ ଗାଁ । ପାହାଡ ତଳେ ବସବାସ କରନ୍ତି ବହୁ ଆଦିବାସୀ ପରିବାର । ମୁଣ୍ଡ ଗୁଂଜିବାକୁ ଭଲ ଘର ଖଣ୍ଡିଏ ନଥିବା ବେଳେ ଯିବାଆସିବା ପାଇଁ ଭଲ…

ହାତୀ ଦାନ୍ତ ବିକ୍ରି ବେଳେ ମାଡ଼ି ବସିଲା ସ୍ପେଶାଲ୍ ସ୍କ୍ୱାଡ୍

ଦେବଗଡ଼: ହାତୀ ଦାନ୍ତ ବିକ୍ରି ଉଦ୍ୟମ ବେଳେ ଚଢ଼ାଉ କଲା ସ୍ପେଶାଲ ସ୍କ୍ୱାଡ୍ । ଦେବଗଡ଼ ଜିଲ୍ଲାରୁ ଜଣେ ହାତୀ ଦାନ୍ତ ବେପାରୀ ଗିରଫ ହୋଇଛି । ତା ନାଁ ସୁନୀଲ ପୋଢ଼ । ତା ନିକଟରୁ ୨ଟି ହାତୀଦାନ୍ତ ଜବତ ହୋଇଛି । ପ୍ରଭାଷୁଣି ଗାଁ ନିକଟରେ ସୁନୀଲକୁ ଗିରଫ କଲା ପୋଲିସର ସ୍ପେଶାଲ ସ୍କ୍ୱାଡ୍ ।…

ଭିଜିଲାନ୍ସ ଜାଲରେ ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ କନିଷ୍ଠ ଯନ୍ତ୍ରୀ

ଦେବଗଡ଼: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ କନିଷ୍ଠ ଯନ୍ତ୍ରୀ ବିକାଶ ବେହେରାଙ୍କ ଘରେ ରେଡ୍ । ଏକକାଳୀନ ଭିଜିଲାନ୍ସ ଟିମ୍ ତାଙ୍କ ଘର, ସମ୍ପର୍କୀୟଙ୍କ ଘର ଓ ଅଫିସରେ ରେଡ୍ ଚଳାଇଛନ୍ତି । ୩ଟି ସ୍ଥାନରେ ରେଡ୍…

ଦେବଗଡ଼ ଜିଲ୍ଲାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଦେବଗଡ଼: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଦେବଗଡ଼ ଜିଲ୍ଲାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା ଜିଲ୍ଲାର ୨ ଲକ୍ଷ ୭୦ ହଜାର ପରିବାର ଉପକୃତ ହେବେ । ଆଜି ଭିଡିଓ କନଫରେନସିଂ ମାଧ୍ୟମରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ…

ଦୁର୍ଘଟଣା ପରେ ଜଳିଗଲା ଟ୍ରକ, ଡ୍ରାଇଭର ଜୀବନ୍ତ ଦଗ୍ଧ

ଦେବଗଡ଼: ଦୁଇଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା । ଦୁର୍ଘଟଣା ପରେ ଜଳିଗଲା ଗୋଟିଏ ଟ୍ରକ୍ । ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଳିଛି । ଦେବଗଡ଼ ଜିଲ୍ଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ବାରକୋଟ ଥାନା ଅନ୍ତର୍ଗତ ବମ୍ପରଡ଼ା ଗାଁ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା…