Latest Odisha News

BREAKING NEWS

Browsing Category

ଢେଙ୍କାନାଳ

Dhenkanal

ସତ୍ୟାନନ୍ଦର ସାଙ୍ଘାତିକ ପ୍ରେମ, ଅଳ୍ପକେ ବର୍ତ୍ତିଲା ଲିପି !

ଢେଙ୍କାନାଳ: ମାରାତ୍ମକ ପ୍ରେମ କାହାଣୀ । ସତ୍ୟାନନ୍ଦର ମିଛ ପ୍ରେମ କାହାଣୀରେ ଫସିଥିବା ଏକ ନୀରିହ ଜୀବନ ଅଲ୍ପକେ ମୃତ୍ୟୁ ମୁଖରୁ ବର୍ତ୍ତିଯାଇଛି । ଏହି ଦୁଇ ଧାଡି ଆପଣଙ୍କୁ ବୋଧ ହୁଏ ଅବୁଝା ଲାଗୁଥିବ । ହେଲେ ସତ୍ୟାନନ୍ଦ ଭଳି ଲୋକଙ୍କ ପ୍ରେମ କାହାଣୀ ଆଜି ପ୍ରେମ ଭଳି ଶବ୍ଦକୁ ବଦନାମ କରିବାକୁ…

ମିଳିଲା ଅପହୃତ ଟ୍ରକ୍‌, ଉଦ୍ଧାର ହେଲେ ଡ୍ରାଇଭର ଓ ହେଲ୍ପର୍‌

ଢେଙ୍କାନାଳ: ପରଜଙ୍ଗ ଥାନା ଅନ୍ତର୍ଗତ ଜଟିଆ ଗାଁରୁ ଟ୍ରକ ଲୁଟ୍ ମାମଲାରେ ପୋଲିସକୁ ମିଳିଲା ସଫଳତା । ଟ୍ରକକୁ ପୋଲିସ ଠାବ କରିବାରେ ସଫଳ ହୋଇଛି । ଅନ୍ୟପଟେ ଆହତ ଟ୍ରକର ଡ୍ରାଇଭର ଓ ହେଲ୍ପରକୁ ମଧ୍ୟ ଉଦ୍ଧାର କରାଯାଇଛି । ଗତକାଲି ଜଟିଆ ଗାଁ ବ୍ରାହ୍ମଣୀ ନଦୀ ପୋଲ ନିକଟରୁ ବିଳମ୍ବିତ ରାତିରେ…

ଦରଦାମ୍ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଧାରଣା

ଢ଼େଙ୍କାନାଳ: ଦରଦାମ୍ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଗଣଧାରଣା । ଢ଼େଙ୍କାନାଳ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଅତ୍ୟାବଶ୍ୟକୀୟ ଜିନିଷପତ୍ରର ଦରଦାମ ବୃଦ୍ଧିକୁ ବିରୋଧ କରାଯାଇଛି । ସେହିଭଳି ପେଟ୍ରୋଲ, ଡିଜେଲର ଦାମ୍ ବୃଦ୍ଧି ବିରୋଧରେ ପେଟ୍ରୋଲ ପମ୍ପ ସମ୍ମୁଖରେ ଢ଼େଙ୍କାନାଳ କଂଗ୍ରେସ…

ଜମି ହଡପ ଅଭିଯୋଗରେ ୧୨ ଘଣ୍ଟିଆ ଧାରଣା

ପରଜଙ୍ଗ: ଜମି ହଡପକୁ ନେଇ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ମୁକ୍ତାପଶି ଗାଁରେ ଦଳିତ ପରିବାରର ଜମି ହଡପକୁ ନେଇ ଉତ୍ତେଜନା ଦେଖାଦେଇଥିଲା । ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୧୨ ଘଣ୍ଟିଆ ଧାରଣାରେ ବସିଲେ ୫ ଗୋଟି ଦଳିତ…

ମର୍ମନ୍ତୁଦ ସଡକ ଦୁର୍ଘଟଣା,ଜଣେ ଶ୍ରମିକ ମୃତ

ପରଜଙ୍ଗ: ପରଜଙ୍ଗରେ ମର୍ମନ୍ତୁଦ ଦୁର୍ଘଟଣା । ଜଣେ ଶ୍ରମିକ ମୃତ । ଶ୍ରମିକଙ୍କୁ ଟାଟା ଏସି ଗାଡିରୁ ଘୋଷାଡି ନେଲା ଟ୍ରକ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ୫୩ ନଂ ଜାତୀୟ ରାଜପଥର ବଡଝରା ଗାଁ କେନାଲ ବ୍ରିଜ ନିକଟରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ମୃତ ଶ୍ରମିକ ଜଣଙ୍କ…

ଗାଁରେ ଗୋଷ୍ଠୀ ସଂଘର୍ଷ,୧୦ ଗୁରୁତର

ଭୁବନ : ଗୋଷ୍ଠୀ ସଂଘର୍ଷ ଘଟି ଦୁଇ ପରିବାରର ୧୦ ଗୁରୁତର ଆହତ । ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଭୂଷଳ ଗାଁରେ ଗୋଷ୍ଠୀ ସଂଘର୍ଷ ଘଟି ଦୁଇଟି ପରିବାରର ୧୦ ଜଣ ସଦସ୍ୟ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ କାମାକ୍ଷାନଗର ମେଡ଼ିକାଲରେ ଚିକିତ୍ସା ପାଇଁ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଡ୍ରାଇଭର ଜୀବନ୍ତ ଦଗ୍ଧ

କାମାକ୍ଷାନଗର : ପାଉଁଶ ବୋଝେଇ ହାଇୱା ଟ୍ରକକୁ ପଛରୁ ଧକ୍କା ଦେଲା ଟ୍ରକ, ଡ୍ରାଇଭର ଜୀବନ୍ତ ଦଗ୍ଧ । ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟ ରାସ୍ତାର ମହୁଲପାଳ ପଥପ୍ରାନ୍ତ ସେବା କେନ୍ଦ୍ର ସମ୍ମୁଖରେ ଘଟିଛି ଦୁର୍ଘଟଣା । ପାଉଁଶ ବୋଝେଇ ହାଇୱା ଟ୍ରକ ପଛ ପାଖରୁ ପାଉଁଶ ବୋଝେଇ ହାଇୱା ଟ୍ରକ ଧକ୍କା…

ଦଶୀପୁର ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷିତ

କଙ୍କଡାହାଡ଼: ଦଶୀପୁର ୭ ଦିନ ପାଇଁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷିତ । ଢେଙ୍କାନାଳ କଙ୍କଡାହାଡ଼ ବ୍ଲକ ପ୍ରଶାସନ ତରଫରୁ ଦଶୀପୁର ଜୁନ ମାସ ୪ ତାରିଖ ସକାଳ ୭ ପର୍ଯ୍ୟନ୍ତ ୭ ଦିନ ପାଇଁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରଯାଇଛି । କରୋନା ମହାମାରୀ ଏବେ ଗାଁ ମୁହାଁ ହୋଇଛି । ପ୍ରତିଦିନ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

ଢେଙ୍କାନାଳ: ପିଚୁ ଟ୍ୟାଙ୍କର ଧକ୍କାରେ ୨ ବାଇକ ଆରୋହୀ ମୃତ । କାମାକ୍ଷାନଗର ଥାନା ୫୩ ନଂ ଜାତୀୟ ରାଜପଥର ମଠକରଗୋଳା ମୁକ୍ତାପଶି ଗାଁ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ପିଚୁ ଟ୍ୟାଙ୍କର ଗାଡି ଧକ୍କାରେ ୨ଜଣ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ମୃତକ ଦୁଇ ଜଣ ଭୁବନ ଥାନା ପଳାସପିଠିଆ ଗାଁର…

ଜାଣନ୍ତୁ ଢେଙ୍କାନାଳରେ କେଉଁ ଅଂଚଳ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷିତ !

ଢେଙ୍କାନାଳ: ପ୍ରତିଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । କେତେକ ଅଂଚଳରେ କରୋନାରେ ଅଙ୍କୁଶ ଲାଗିଥିବା ସୂଚନା ରହିଛି । କିନ୍ତୁ ଢେଙ୍କାନାଳ ପରଜଙ୍ଗ ବ୍ଲକରେ ସଂକ୍ରମିତଙ୍କ ବୃଦ୍ଧି ପାଉଥିବା ସଂଖ୍ୟା ସ୍ଥାନୀୟ ପ୍ରଶାସନକୁ ଚିନ୍ତାରେ ପକାଇଛି । ଜୟପୁରାକାଟେଣୀ…