Latest Odisha News

BREAKING NEWS

Browsing Category

ଢେଙ୍କାନାଳ

Dhenkanal

ସାଇକ୍ଲୋନ୍ ୟାସ୍ ଅପଡେଟ୍‌: ଢେଙ୍କାନାଳର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି

କାମାକ୍ଷାନଗର: ବାତ୍ୟା ୟାସ୍ ପ୍ରଭାବ ଢେଙ୍କାନାଳ କାମାକ୍ଷାନଗରରେ ବି ଦେଖିବାକୁ ମିଳିଛି । ବର୍ଷା ସହ ପବନର ବେଗ ବଢ଼ିବାରେ ଲାଗିଛି । ଯାହାକୁ ନେଇ କାମାକ୍ଷାନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ କଡା ବ୍ୟବସ୍ଥା କରାଯାଇଛି । ଭୁବନ ,କାମାକ୍ଷାନଗର ଓ କଙ୍କଡ଼ାହାଡ଼ରେ ବ୍ଲକରେ ବାତ୍ୟା ଆଶ୍ରୟସ୍ଥଳୀ…

ଲୋକଙ୍କ ସୁରକ୍ଷା ନେଇ ପ୍ରଶାସନ ପ୍ରସ୍ତୁତ ….

ଭୁବନେଶ୍ୱର: ମାଡ଼ି ଆସୁଛି ୟାସ୍‌ । ବାତ୍ୟାରେ ଉତ୍ତର ଉପକୂଳ ଓଡ଼ିଶା ବିଶେଷ ପ୍ରଭାବିତ ହେବାର ଆଶଙ୍କା ରହିଛି । ଧନଜୀବନ ସୁରକ୍ଷା ପାଇଁ ସରକାର ପଦକ୍ଷେପ ନେଇଛନ୍ତି । ବାତ୍ୟା ପାଇଁ ୧୩ ଗୋଟି ଜିଲ୍ଲାରେ ୬୮୯୧ଟି ଆଶ୍ରୟସ୍ଥଳୀ ପ୍ରସ୍ତୁତ ରହିଛି । ଆଶ୍ରୟସ୍ଥଳରୀ ଶୁଖିଲା ଓ ରନ୍ଧା ଖାଦ୍ୟ ସହ…

ବିଷାକ୍ତ ଛତୁ ଖାଇ ୩ ଗୁରୁତର

କଲଦା: ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୩ ଗୁରୁତର । ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା କେରେଜୋଳି ପଞ୍ଚାୟତ ଅନ୍ତର୍ଗତ କଲଦା ଗାଁରେ ଘଟିଛି ଘଟଣା । ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୩ଜଣ ସଦସ୍ୟ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ କାମାକ୍ଷାନଗର ମେଡ଼ିକାଲରେ ଭର୍ତ୍ତି କରାଯାଇଛି…

ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ !

କଙ୍କଡ଼ାହାଡ଼: ମଦ୍ୟପ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ । ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା କରଗୋଳା ପଞ୍ଚାୟତ ଅନ୍ତର୍ଗତ ଡଙ୍ଗାପାଳ ଗାଁରେ ଘଟିଛି ବିଭତ୍ସ ହତ୍ୟାକାଣ୍ଡ । ମଦ୍ୟପ ପୁଅର ଟାଙ୍ଗିଆ ଚୋଟରେ ଚାଲି ଯାଇଛି ବାପାର ଜୀବନ । ଆକ୍ରମଣରେ ସାନ ଭଉଣୀ ଗୁରୁତର ଆହତ ହୋଇଛନ୍ତି ।…

ସ୍ୱାମୀର କାଠ ଫାଳିଆରେ ସ୍ତ୍ରୀ ମୃତ

କାମାକ୍ଷାନଗର: ସ୍ୱାମୀର କାଠ ଫାଳିଆରେ ସ୍ତ୍ରୀ ମୃତ । ନିଜର ଗର୍ଭବତୀ ସ୍ତ୍ରୀକୁ କାଠ ଫାଳିଆ ରେ ବାଡେଇ ମାରିଲା ପିଶାଚ ସ୍ବାମୀ । ଏହି ଘଟଣା ଦେଖିବାକୁ ମିଳିଛି କାମାକ୍ଷାନଗର ଥାନା ବାଙ୍ଗୁରା ଗାଁରେ । ପାରିବାରିକ କଳହକୁ କେନ୍ଦ୍ର କରି ଗାଁର ବିକ୍ରମ ନାଏକ ନିଜ ସ୍ତ୍ରୀ ବର୍ଷା ନାଏକକୁ ଏକ…

ମହୁଲ ଫୁଲ ଚୋରା ଚାଲାଣ

ବସୁଲେଇ: ମହୁଲ ଫୁଲ ଚୋରା ଚାଲାଣ ବେଳେ ଧରା ପଡିଲେ ଅଭିଯୁକ୍ତ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ବସୁଲେଇ ଗାଁ ନିକଟରୁ ମହୁଲ ବୋଝେଇ ପିକଅପ ଭ୍ୟାନ ଜବତ ହୋଇଛି । ମହୁଲ ଫୁଲ ଚାଲାଣ ନେଇ ପୁଲିସ ପାଖରେ ଖବର ଥିବା ବେଲେ ଗାଡ଼ିକୁ ଅଟକାଇ ଜବତ କରିଛି ପୋଲିସ । ଏଥିସହିତ ୩ ଜଣଙ୍କୁ ଗିରଫ…

ଗାଁରେ କରୋନା ସଚେତନତା

ଢେଙ୍କାନାଳ: କରୋନା ସ୍ଥିିତି ବିଗିଡ଼ିବାରେ ଲାଗିଥିବା ବେଳେ ଲୋକଙ୍କୁ କରାଯାଉଛି ସଚେତନ । ଏନେଇ ଘର ଘର ବୁଲି ତଦାରଖ ବି କରାଯାଉଛି । ସେହିଭଳି ଢେଙ୍କାନାଳ କାମାକ୍ଷାନଗର ବ୍ଲକ୍ ସୋଗର ଗାଁକୁ ସାନିଟାଇଜ କରାଯାଇଛି । ଦିନକୁ ଦିକ ସେଠାରେ ସଂକ୍ରମଣ ବଢୁଥିବା ବେଳେ ଏହି ସବୁ ପଦକ୍ଷେପ ନିଆଯାଇଛି…

ଦନ୍ତା ଆକ୍ରମଣରେ ଚାଷୀ ଗୁରୁତର

ଢେଙ୍କାନାଳ:ଥମୁନି ଦନ୍ତା ଆତଙ୍କ । ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର କଙ୍କିଳି ଗାଁ ପାଖ ଆମ୍ବତୋଟାରେ ଦନ୍ତା ଆତଙ୍କ । ଆକ୍ରମଣରେ ଜଣେ ଚାଷୀ ଗୁରୁତର ହୋଇଛନ୍ତି । ଗୁରୁତର ଚାଷୀ ଜଣଙ୍କ କଙ୍କିଳି ଜରିତଇଳା ଗାଁର ରେଣୁ ସେଠୀ । ରେଣୁ ବୁଧବାର ଭୋର ସମୟରୁ ଆମ୍ବ ଗୋଟାଇବା ପାଇଁ ଗାଁ ପାଖ ଆମ୍ବ…

ମରିଯାଇଛି କି ମଣିଷ ପଣିଆ??

କାମାକ୍ଷାନଗର: ରୋଗ କ’ଣ ମାନବିକତାକୁ ବି ମାରିଦିଏ ??ମଷିଣ ପଣିଆ ବି ହଜିଯାଏ?? କରୋନା ତ ଯାହା କଲା । ହେଲେ ପ୍ରଶାସନ କଣ ଠିକ୍ କରିଲା । କରୋନାରେ ଆକ୍ରାନ୍ତ ଥିଲେ ବୋଲି ଜଣେ ଶିକ୍ଷକଙ୍କ ମୃତ ଦେହକୁ ଜଙ୍ଗଲରେ ଫିଙ୍ଗି ଦେବା କେତେ ଦୂର ଠିକ୍‌? ମୃତ ଦେହକୁ ଦାହ ନକରି କୁକର ବିଲୁଆଙ୍କ ପାଖରେ…

ଭୁବନ ଅଞ୍ଚଳରେ NH କାମ କରୁଥିବା ଠିକାସଂସ୍ଥା କ୍ୟାମ୍ପରୁ ୧୪ ସଂକ୍ରମିତ, କଟକଣାକୁ ବେଖାତିର ଅଭିଯୋଗ

ଢେଙ୍କାନାଳ: ଜାତୀୟ ରାଜପଥ କାମ ନେଇଥିବା ଠିକାସଂସ୍ଥାରୁ ଏକାଥରକେ ୧୪ କରୋନା ଆକ୍ରାନ୍ତ ଚିହ୍ନଟ । ଢେଙ୍କାନାଳ ଜିଲ୍ଲା ଭୁବନ ଅଞ୍ଚଳ ଦେଇଯାଇଥିବା ୫୩ ନମ୍ବର ଜାତୀୟ ରାଜପଥର ସଂମ୍ରସାରଣ ଦାୟିତ୍ୱ ନେଇଥିବା ଠିକାସଂସ୍ଥା ବାଲାଜୀ ଇଞ୍ଜିକନ୍ ଲିମିଟେଡର ୧୪ କର୍ମଚାରୀ ସଂକ୍ରମିତ ହୋଇଛନ୍ତି ।…