Latest Odisha News

BREAKING NEWS

Browsing Category

ଢେଙ୍କାନାଳ

Dhenkanal

ଦୁଇଟି ଗୋରୁ ବୋଝେଇ ପିକଅପ୍ ଗାଡି ସହ କାର ଜବତ, ୫ ଗୋରୁ ମାଫିଆ ଅଟକ

ଢେଙ୍କାନାଳ: ଦିନକୁ ଦିନ ବଢିଚାଲିଛି ବେଆଇନ ଭାବରେ ଗୋଚାଲାଣ। ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା କାମାକ୍ଷାନଗର-ଢେଙ୍କାନାଳ ମୁଖ୍ୟ ରାସ୍ତାର ଗୋଦରବିଲି ଗାଁ ନିକଟରୁ ୨ଟି ଗୋରୁ ବୋଝେଇ ପିକଅପ୍ ଓ ଗୋଟିଏ କାର ଜବତ କରିଛି ତୁମୁସିଙ୍ଗା ପୋଲିସ। ଏଥିସହିତ ୫ ଜଣ ଗୋରୁ ମାଫିଆକୁ ଅଟକ ରଖିଛି।…

ପତ୍ନୀଙ୍କ ସହ ଘର ମାଲିକ ଓ ତାଙ୍କ ଦୁଇ ଝିଅଙ୍କୁ ମରଣାନ୍ତକ ଆକ୍ରମଣ କରି ସ୍ୱାମୀ ଫେରାର

ଢେଙ୍କାନାଳ: ଭୁଜାଲି ଧରି ପତ୍ନୀଙ୍କୁ ମରଣାନ୍ତକ ଆକ୍ରମଣ କଲା ସ୍ୱାମୀ। ଏପରିକି ପାଖରେ ଥିବା  ଦୋକାନମାଲିକ ଓ ତାଙ୍କ ଦୁଇ ଝିଅଙ୍କୁ ମାରି ଗୁରୁତର ଅବସ୍ଥା କରି ଘଟଣାସ୍ଥଳରୁ ଫେରାର ଅଛି ସ୍ୱାମୀ। ଏଭଳି ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ଟାଉନ ଥାନା ଅନ୍ତର୍ଗତ ୯ ନମ୍ବର ୱାର୍ଡ…

ଖେଳ ହେଲା କାଳ, ଯୁବକଙ୍କ ପେଟରେ ପଶିଲା ତୀର

ଢେଙ୍କାନାଳ: ଖେଳ ହେଲା କାଳ। ଯୁବକଙ୍କ ପେଟରେ ପଶିଗଲା ତୀର। ଏଭଳି ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଆମ୍ବପଳାଶ ପଞ୍ଚାୟତ ଅନ୍ତର୍ଗତ ଜାମୁନାଳୀ ଗାଁରେ। ଗାଁରେ ଧନୁ ତୀର ମରାମରି ଖେଳୁ ଖେଳୁ ଜଣେ ଯୁବକଙ୍କ ପେଟରେ ତୀରଟି ପଶି ଯାଇଥିଲା। ଗୁରୁତର ଯୁବକ ଜଣକ ହେଲେ…

ରାଜଧାନୀରେ ଅନୁଷ୍ଠିତ ହେଲା ଢେଙ୍କାନାଳ ଉତ୍ସବ

ଭୁବନେଶ୍ୱର : ଢେଙ୍କାନାଳ ସାଂସ୍କୃତିକ ପରିଷଦ, ଭୁବନେଶ୍ୱର ଆନୁକୂଲ୍ୟରେ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଢେଙ୍କାନାଳ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାର ସାଂସ୍କୃତିକ ଐତିହ୍ୟକୁ ଜିଲ୍ଲା  ତଥା ରାଜ୍ୟରେ…

ଖେଳ ପଡ଼ିଆ ନିର୍ମାଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ

ଢେଙ୍କାନାଳ : ଖେଳପଡ଼ିଆ ନିର୍ମାଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଉଭୟ ଗୋଷ୍ଠୀ ମଧ୍ୟରୁ ୨ ଗୁରୁତର ୩ ଆହତ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ରେଣ୍ଠାପାଟ ପଞ୍ଚାୟତ ଅନ୍ତର୍ଗତ ପାଣିଗେଙ୍ଗୁଟିଆ ଗାଁରେ  । ସେହି ଗାଁରେ ଖେଳପଡ଼ିଆ ନିର୍ମାଣକୁ…

ବ୍ରିଜ୍‌ ତଳକୁ ଖସିଲା ବସ୍‌; ୨ମୃତ, ଅନେକ ଆହତ

ଢେଙ୍କାନାଳ: ଭାରସମ୍ୟ ହରାଇ ବ୍ରିଜ୍‌ ତଳକୁ ଖସିଲା ବସ୍‌  । ଚାଲିଗଲା ୨ଜଣଙ୍କ ଜୀବନ  ।  ସୂଚନା ଅନୁଯାୟୀ, ୫୫ନଂ ଜାତୀୟ ରାଜପଥ ସିମିନଈ ପଞ୍ଚୁବଟି ନିକଟସ୍ଥ ବ୍ରିଜରୁ ଏକ ବସ୍ ଖସିପଡ଼ିଛି । ଫଳରେ ଘଟଣାସ୍ଥଳରେ ୨ଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଥିବା ଜଣାପଡ଼ିଛି । ମୃତ…

ପରଜଙ୍ଗରେ ହାତୀ ଆତଙ୍କ : ବୃଦ୍ଧ ଓ ବୃଦ୍ଧାଙ୍କୁ ଦଳିଦେଲା ଦନ୍ତା

ଢେଙ୍କାନାଳ : ଦିନକୁ ଦିନ ବଢି ଚାଲିଛି ହାତୀ ଉପଦ୍ରବ । ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ପରଜଙ୍ଗ ଅଞ୍ଚଳରେ ମାତିଛନ୍ତି ହାତୀ । ଫଳରେ ଦନ୍ତା ଆକ୍ରମଣରେ ୨ ଜଣଙ୍କର ମୃତ୍ୟୁ ହୋଇଛି ।ଡିହଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖାଲପାଳ ଗାଁର ବୃଦ୍ଧ ଅଲେଖ ନାୟକ ଘର ପାଖ ପଡ଼ିଆକୁ ଶୌଚ ହେବାକୁ…

ଯୋରନ୍ଦା ମେଳା ପାଇଁ ଖୋଲିଲା ବାଟ

ଢେଙ୍କାନଳ : ଯୋରନ୍ଦା ମହିମା ଗାଦିରେ ତୃତୀୟ ବେଢ଼ା ଉଚ୍ଛେଦ ପରେ ମହିମା ସମାଜର ଦୁଇଗୋଷ୍ଠୀ ସାଧୁ ସମାଜଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଥିଲା। କୌପୀନଧାରୀ ମହିମା ସମାଜ ଓ ବଳ୍କଳଧାରୀ ସମାଜ ମଧ୍ୟରେ ବିବାଦ ଯୋଗୁଁ ଯୋରନ୍ଦା ମେଳା ଠିକ୍‌ଭାବେ ପାଳନ ହେବକି ନାହିଁ ଯେଉଁ ଆଶଙ୍କା…

ନଦୀ କୂଳରେ ଫସି ରହିଲେ୧ ହଜାରରୁ ଅଧିକ ଲୋକ

ଢେଙ୍କାନାଳ : ବ୍ରାହ୍ମଣୀ ନଦୀରେ ଅଟକିଲା ବେଆଇନ ଯାତ୍ରୀବାହି ଡଙ୍ଗା । ନଦୀ କୂଳରେ ଫସି ରହିଲେ୧ ହଜାରରୁ ଅଧିକ ଲୋକ । ଏଭଳି ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା ନାଧେରା ଗାଁ ସ୍ଥିତ ବ୍ରାହ୍ମଣୀ ନଦୀ କୂଳରେ  । ମାଆ ରାମଚଣ୍ଡୀଙ୍କ ମକର ଯାତ୍ରାକୁ ଯାଇ ଫସି ରହିଥିଲେ ହଜାର ହଜାର…

ଗ୍ରୋସରି ଡିଷ୍ଟ୍ରିବ୍ୟୁଟର ମ୍ୟାନେଜରଙ୍କୁ ଭୁଜାଲିରେ ହାଣି ୧୫ ଲକ୍ଷ ଟଙ୍କା ଲୁଟି ନେଲେ ୩ ଦୁର୍ବୃତ୍ତ

ଢେଙ୍କାନାଳ: ଭୁଜାଲିରେ ହାଣି ୧୫ ଲକ୍ଷ ଟଙ୍କା ଲୁଟିଲେ ଦୁର୍ବୃତ୍ତ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି  ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଲୋଧଣୀ ଗାଁ ଓଡିଶା ଗ୍ରାମ୍ୟ ବ୍ୟାଙ୍କ ସାମ୍ନାରେ । ଜଣେ ଗ୍ରୋସରି  ଡିଷ୍ଟ୍ରିବ୍ୟୁଟର ମ୍ୟାନେଜରଙ୍କୁ ଭୁଜାଲିରେ ହାଣି ୧୫ ଲକ୍ଷ ଟଙ୍କା ଲୁଟି…