Latest Odisha News
Browsing Category

ଗଜପତି

Gajapati

ରହସ୍ୟଘେରରେ ପାରଳାଖେମୁଣ୍ଡି ACFଙ୍କ ମୃତ୍ୟୁ, ପତ୍ନୀ ଓ ଡିଏଫଓଙ୍କ ସମେତ ୩ ଜଣଙ୍କ ନାଁରେ ହତ୍ୟା ମାମଲା

ପାରଳାଖେମୁଣ୍ଡି: ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ନେଇ ସସପେନ୍ସ ବଢୁଛି । ନାନା ପ୍ରଶ୍ନବାଚୀ ଉଠିଛି । ମୃତ୍ୟୁ ପଛରେ ଷଡ଼ଯନ୍ତ୍ର ସନ୍ଦେହ କରିଛନ୍ତି ସୌମ୍ୟରଞ୍ଜନଙ୍କ ପରିବାର ଲୋକ । ପାରଳାଖେମୁଣ୍ଡି ଥାନାରେ ପୁଅର ମୃତ୍ୟୁ ପଛରେ ତିନି ଜଣଙ୍କ ସଂପୃକ୍ତି ଅଭିଯୋଗରେ…

ନିଆଁରେ ପୋଡ଼ି ହୋଇ ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି: ନିଆଁ ପୋଡ଼ି ହୋଇ ଗୁରୁତର ହୋଇଥିବା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ସରକାରୀ ଘରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ତାଙ୍କୁ ଉଦ୍ଧାର କରି କଟକର ଏକ…

ନିଆଁରେ ପୋଡ଼ି ହୋଇ ସହକାରୀ ବନ ସଂରକ୍ଷକ ଗୁରୁତର

ପାରଳାଖେମୁଣ୍ଡି: ନିଆଁରେ ପୋଡ଼ି ହୋଇଗଲେ ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ । ସରକାରୀ ଘରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇଛି । ତାଙ୍କ ନାଁ ସୌମ୍ୟରଞ୍ଜନ ମହାପାତ୍ର । ଗୁରୁତର ଅବସ୍ଥାରେ ପ୍ରଥମେ ପାରଳାଖେମୁଣ୍ଡି ମେଡିକାଲ୍ ଓ ପରେ ବ୍ରହ୍ମପୁର ଏମକେସିଜି ମେଡିକାଲକୁ…

ବେଆଇନ ଲଟେରୀ ସଂସ୍ଥା ଉପରେ ଚଢଉ, ୨ ଗିରଫ

ପାରଳାଖେମୁଣ୍ଡି : ଆଜି ବେଆଇନ ଲଟେରୀ ସଂସ୍ଥା ଉପରେ ପୋଲିସ ପକ୍ଷରୁ ଅତର୍କିତ ଚଢ଼ାଉ ହୋଇଛି । ଦୀର୍ଘ ଦିନ ଧରି ଶ୍ରୀ ଲକ୍ଷ୍ମୀ ଗଣପତି ଲକି ଡ୍ର ସ୍କିମ ନାମରେ ବେଆଇନ ଭାବେ ଲଟେରୀ ସଂସ୍ଥା ଖୋଲି ଲୋକଙ୍କୁ ପ୍ରଲୋଭନ ଦେଖାଇ ଟଙ୍କା ଆଦାୟ କରି ଆସୁଥିବା ଅଭିଯୋଗ ହୋଇଆସୁଥିଲା । ବାରମ୍ବାର…

ଓଡିଶା ସଙ୍ଗୀତ ନାଟକ ଏକାଡେମୀର ସାଧାରଣ ପରିଷଦରେ ଗଜପତି ଜିଲ୍ଲାର ପ୍ରତିନିଧିତ୍ୱ ନଥିବାରୁ ବିଧାୟକଙ୍କ କ୍ଷୋଭପ୍ରକାଶ

ଭୁବନେଶ୍ୱର: ସଂସ୍କୃତି ବିଭାଗ ଅଧିନରେ ଥିବା ଓଡ଼ିଶା ସଂଗୀତ ନାଟକ ଏକାଡେମୀର ନୂତନ ପରିଷଦ ଗଠନ ହୋଇଛି । ଏଥିରେ ଓଡିଶାର ବିଭିନ୍ନ ଜିଲ୍ଲା ୩୨ ଜଣ ସଭ୍ୟ ରହିଥିବା ବେଳେ ଗଜପତି ଜିଲ୍ଲାରୁ କାହାକୁ ସାମିଲ୍ କରାଯାଇ ନ ଥିବାରୁ କ୍ଷୋଭ ପ୍ରକାଶ କରିଛନ୍ତି ପାରଳାଖେମୁଣ୍ଡି ବିଧାୟକ କେ ନାରାୟଣ…

ଗଜପତି ଜିଲ୍ଲାରୁ ୧୧ବର୍ଷର ଶିଶୁ ପୁତ୍ର ନିଖୋଜ, ଥାନାରେ ଏତଲା

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରୁ ପୁଣି ଜଣେ ଶିଶୁ ନିଖୋଜ ହୋଇଥିବା ଅଭିଯୋଗ । ମୋହନା ଥାନା ପାଞ୍ଚଆମ୍ବ ଘାଇସାହିରୁ ଜଣେ ୧୧ ବର୍ଷୀୟ ଶିଶୁ ନିଖୋଜ ହୋଇ ଯାଇଛନ୍ତି । ଏନେଇ ମୋହନା ଥାନାରେ ଅଭିଯୋଗ କରିଛନ୍ତି ଶିଶୁର ମାଆ । ନିଖୋଜ ପୁଅର ନାଁ ଅପୂର୍ବ ଲିମା । ଅଭିଯୋଗ ଅନୁସାରେ, ଅପୂର୍ବକୁ…

ଦୁଇ ଦିନ ପରେ ଉଦ୍ଧାର ହେଲା ଅପହୃତ ହାର୍ଦ୍ଦିକ

ପାରଳାଖେମୁଣ୍ଡି: କାଶୀନଗର କୁମୁଟିସାହିରୁ ନିଖୋଜ ହୋଇଥିବା ୭ ବର୍ଷର ବାଳକ ହାର୍ଦ୍ଦିକକୁ ଆଜି ଉଦ୍ଧାର କରାଯାଇଛି । କାଶୀନଗରଠାରୁ ୩ କିଲୋମିଟର ଦୂର କଇଠପଦର ସ୍ଥିତ ସିମେଣ୍ଟ ସାମଗ୍ରୀ ତିଆରି କାରାଖାନା ନିକଟରୁ ସେ ଉଦ୍ଧାର ହୋଇଛି । ପୁଅକୁ ପାଇବା ପରେ ପରିବାରରେ ଖୁସିର ଲହରୀ ଖେଳିଯାଇଛି ।…

ପୁଣି ଜଣେ ଶିଶୁ ନିଖୋଜ

ପାରାଳାଖେମୁଣ୍ଡି: କାଶୀନଗର ଏନ୍ଏସି ଅଞ୍ଚଳରୁ ୬ ବର୍ଷର ଶିଶୁପୁତ୍ର ନିଖୋଜ ହୋଇଯାଇଛି । କୁମୁଟିସାହିର ଏହି ଶିଶୁପୁତ୍ର ଗତକାଲି ସନ୍ଧ୍ୟାରେ ଘର ସମ୍ମୁଖରେ ଖେଳୁଥିବା ବେଳେ ନିଖୋଜ ହୋଇଯାଇଥିଲା । ପରିବାର ଲୋକେ ଏ ନେଇ କାଶୀନଗର ଥାନାରେ ମାମଲା ରୁଜୁ କରିଛିନ୍ତି । ପ୍ରତୟକ୍ଷଦର୍ଶୀଙ୍କ…

ଟ୍ରେନରେ ଚଢି ସେଲଫି ନେଲା ବେଳେ ଜଳିଗଲେ ଯୁବକ

ପାରଳାଖେମୁଣ୍ଡି: ଟ୍ରେନରେ ଚଢି ସେଲଫି ନେବା ବେଳେ ଜଳିଗଲେ ଯୁବକ । ଏଥି ସହ ଜଳିଗଲା ଟ୍ରେନ ।  ଏଭଳି ଅଭାବନୀୟ ଘଟଣା ଘଟିଛି ପାରଳାଖେମୁଣ୍ଡି ଷ୍ଟେସନରେ । ସୂଚନା ଅନୁଯାୟୀ, କରୋନା ପାଇଁ ଗତ କିଛି ଦିନ ହେଲା ଟ୍ରେନଟି ଏହି ଷ୍ଟେସନଟି ଛିଡା ହୋଇ ରହିଥିଲା । ପ୍ରତ୍ୟକ୍ଷଦର୍ଶୀଙ୍କ…

ସରକାରୀ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ପାରଳାଖେମୁଣ୍ଡି: ଭିଜିଲାନ୍ସ ଜାଲରେ ସରକାରୀ ଶିକ୍ଷକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଜପତି ଜିଲ୍ଲାର ଜଣେ ସରକାରୀ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ସେ ହେଉଛନ୍ତି ଏ.ଏସ୍‌ ରାଉତପୁର ଜଙ୍ଗଲପାଡୁ ଗାଁର ଶିକ୍ଷକ ଦୁଷ୍ମନ୍ତ ନାୟକ । ଆଜି ସକାଳୁ ଏକକାଳୀନ ୧୨ଟି…