Latest Odisha News
Browsing Category

ଗଜପତି

Gajapati

ମହେନ୍ଦ୍ର ତନୟା ନଦୀରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

ଗଜପତି: ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ର ତନୟା ନଦୀରୁ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳେ କିଛି ଲୋକେ ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ନଦୀରେ ଏଖ ମୃତଦେହ ଭାସୁଥିବା ଦେଖିଥିଲେ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ପୋଲିସ । ପରେ ଅଗ୍ନିଶମ ବାହିନୀର…

ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ୨ ମୃତ, ୩ ଗୁରୁତର

ମୋହନା(ଗଜପତି): ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅକାଳେ ଚାଲିଗଲା ଦୁଇ ଜୀବନ । ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଡ଼ମାଟୁଆ ଗାଁ ଛକରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା…

ପାରଳାଖେମୁଣ୍ଡି ଉପକାରାଗାରରେ ବିଚାରାଧୀନ କଏଦୀ ମୃତ

ଗଜପତି: ବିଚାରାଧୀନ କଏଦୀ ମୃତ । ପାରଳାଖେମୁଣ୍ଡି ଉପକାରାଗାରରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ହୋଇଛି । ତାଙ୍କ ନାଁ ଜୟପାଲ ସିଂହ । ଘର ହରିଆଣାରେ । ଗଞ୍ଜେଇ କାରବାର ଅଭିଯୋଗରେ ମାସେ ତଳେ ସେ ଗିରଫ ହୋଇଥିଲେ । ଗିରଫ ପରେ ପାରଳାଖେମୁଣ୍ଡି ଜେଲରେ ଥିଲେ ଜୟପାଲ । ଅସୁସ୍ଥ ଅନୁଭବ…

ଦକ୍ଷିଣରେ କରୋନା କାୟା: ଗଞ୍ଜାମରେ ଖସୁଛି, ରାୟଗଡ଼ା ଓ ଗଜପତିରେ ମାଡୁଛି

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାରେ କରୋନାର ନାଲି ଆଖି । ମାଡ଼ି ମାଡ଼ ଚାଲିଛି । ଗଞ୍ଜାମ ପରେ ଗଜପତି ଓ ରାୟଗଡ଼ା । ଯଦିଓ ଚଳିତ ସପ୍ତାହରେ ଗଞ୍ଜାମ ଜିଲ୍ଲାରେ ପଜିଟିଭ୍ କେସ୍ କମୁଛି, କିନ୍ତୁ ଚିନ୍ତା ବଢ଼ାଇଛନ୍ତି ରାୟଗଡ଼ା ଓ ଗଜପତି ଜିଲ୍ଲା । ଗଜପତି, ରାୟଗଡ଼ା ଟେନସନ୍ ଗତ ୨୪ ଘଣ୍ଟାରେ…

ଗଜପତି ଜିଲ୍ଲା ସପ୍ତାହରେ ୪ଦିନ ସଟଡାଉନ୍, ୩ ଦିନ ଲକଡାଉନ୍

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସଂକ୍ରମଣ ବଢୁଥିବାରୁ ଜିଲ୍ଲାରେ ସପ୍ତାହରେ ଚାରି ଦିନ ସଟଡାଉନ୍ ଓ ତିନି ଦିନ ଲକଡାଉନ ଜାରି କରାଯିବ । ଏନେଇ ସୂଚନା ଦେଇଛନ୍ତି ଗଜପତି ଜିଲ୍ଲାପାଳ । ଗୁରୁବାରଠାରୁ ରବିବାର ପର୍ଯ୍ୟନ୍ତ ସଟଡାଉନ୍ ପାଇଁ ନିର୍ଦ୍ଦେଶ…

ଗଜପତି ଜିଲ୍ଲାରେ ହଜାରେ ଟପିଲା କୋଭିଡ୍ ପଜିଟିଭ୍ କେସ୍

ଗଜପତି: ଗତ ୨୪ ଘଣ୍ଟାରେ ଗଜପତି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୭୩ ନୂଆ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଜିଲ୍ଲାରେ ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ହଜାରେ ପାର କରିଛି । କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ୫୬କୁ ବୃଦ୍ଧି ପାଇଛି । ଗଜପତି ଜିଲ୍ଲାରେ ବର୍ତ୍ତମାନ ଆକ୍ଟିଭ କେସ୍ ରହିଛି…

କରୋନା ଆକ୍ରାନ୍ତ ରାଜ୍ୟର ଦ୍ୱିତୀୟ ସାମ୍ବାଦିକଙ୍କ ମୃତ୍ୟୁ

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ରାଜ୍ୟ ଦ୍ୱିତୀୟ ସାମ୍ବାଦିକ ଭାବେ ଗଜପତି ଜିଲ୍ଲାର ଜଣେ ବରିଷ୍ଠ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି । ଏକ ତେଲୁଗୁ ଖବର କାଗଜରେ ସେ ସାମ୍ବାଦିକ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ…

ମୋହନା ଅଡବା ନିକଟରେ ଓଲଟିଲା ବସ୍‌, ୧୨ ଯାତ୍ରୀ ଆହତ

ମୋହନା: ରାୟଗଡାରୁ କଟକ ଯାଉଥିବା ଏକ ଘରୋଇ ବସ୍ ଅଡବା ଥାନା ଅନ୍ତର୍ଗତ ଖ୍ରୀଷ୍ଟପୁର ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଛି । ଫଳରେ ୧୨ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଅଡବା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆହତ ଯାତ୍ରୀଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ଏମକେସିଜିକୁ ପଠାଇଛି । ସୂଚନା…

କରୋନା ଯୋଦ୍ଧା : ପ୍ରବାସୀଙ୍କ ପାଇଁ ସାହାରା ପାଲଟିଲେ ଭିନ୍ନ ଜଣେ ଅଧିକାରୀ କଲ୍ୟାଣୀ

ଭୁବନେଶ୍ୱର : ବୁଧବାର ବାଲେଶ୍ୱର ବାଲିଆପାଳରୁ ଆସିଥିଲା ପ୍ରବାସୀ ଓଡିଆଙ୍କୁ ଅଧିକାରୀଙ୍କ ଦୁର୍ବ୍ୟବହାରର ଚିତ୍ର । ବିଡିଓ ଛବିରାଣୀ ସାହୁ ସୁରଟ ଫେରନ୍ତା ପ୍ରବାସୀ ଓଡିଆଙ୍କ ଉପରେ ରାଗ ତମ ତମ ହୋଇ ଚିଲାଉଥିଲେ । ପାଣି ମାଗିବାରୁ ରାଗିପାଚି କହିଥିଲେ ମୁଁ ଜଣେ ଓଏଏସ୍ ଅଫିସର ତମ ଭଳି ଦାଦନ…

ଦକ୍ଷିଣ ଦର୍ଶନ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର... ଦକ୍ଷିଣ ଓଡ଼ିଶା ଦକ୍ଷତାର ଓଡ଼ିଶା, ଦୃପ୍ତତାର ଓଡ଼ିଶା, ଦୁର୍ଦ୍ଦାନ୍ତତାର ଓଡ଼ିଶା । ଦକ୍ଷିଣ ଓଡ଼ିଶା ଦୁର୍ବାର ଓଡ଼ିଶା । ବନଜଂଗଲରୁ ଆରମ୍ଭ କରି ପାହାଡ଼ପର୍ବତର ପ୍ରାଚୁର୍ଯ୍ୟ ଦିନେ ଦକ୍ଷିଣ ଓଡ଼ିଶାକୁ ଦୁର୍ଭେଦ୍ୟ ଦୁର୍ଗର ଦୃଢ଼ ଭାବମୂର୍ତ୍ତି…