Latest Odisha News

BREAKING NEWS

Browsing Category

ଗଞ୍ଜାମ

Ganjam

ଯୁବଙ୍କୁ ହତ୍ୟା ପରେ ପୋଡ଼ିଥିଲେ; କଙ୍କାଳ, ପାଉଁଶ ଜବତ କଲା ପୋଲିସ

ବ୍ରହ୍ମପୁର:ଗଞ୍ଜାମ ଜିଲା ବଡ଼ଗଡ଼଼ ଥାନା ଅଞ୍ଚଳରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଯୁବକଙ୍କୁ ହ୍ୟା ପରେ ପ୍ରମାଣ ନଷ୍ଟ ପାଇଁ ପୋଡ଼ି ଦେଇଥିଲେ। ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି କଙ୍କାଳ ଓ ପାଉଁଶ ଜବତ କରିଛି। ଏହି ଘଟଣା ଏବେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ମିଳିଥିବା ସୂଚନା…

ମଦ ପିଇ ଡ୍ରେନରେ ପଡ଼ିଗଲେ, ଚାଲିଗଲା ଜୀବନ

ବ୍ରହ୍ମପୁର: ମଦ୍ୟପାନ କରି ଡ୍ରେନରେ ପଡ଼ିଗଲା ପରେ ଯୁବକଙ୍କ ଜୀବନ ଚାଲିଗଲା। ବ୍ରହ୍ମପୁର ସହର ବିଜିପୁର ଠାରେ ଏଭଳି ଘଟଣା ଦେଖିବାକୁ ମିଳିଛି। ପ୍ରାପ୍ତ ସୂଚନା ଅନୁଯାୟୀ, ଗୁରୁବାର ସକାଳେ ବିଜିପୁର ଶୌଚାଳୟ କଡ଼ ନାଳରେ ଗୋଟିଏ ଶବ ଭାସୁଥିବା ଦେଖିବାକୁ ମିଳିଥିଲା। ଏନେଇ ଅଞ୍ଚଳବାସୀ ବ୍ରହ୍ମପୁର…

ସ୍କୁଟିକୁ ଧକ୍କା ଦେଲା କାର୍‌‌;ମା’,ପୁଅ ମୃତ

ବ୍ରହ୍ମପୁର: ସ୍ଥାନୀୟ ଏମକେସିଜି ମେଡ଼ିକାଲର ମୁଖ୍ୟ ଫାଟକ ସମ୍ମୁଖରେ ବୁଧବାର ବିଳମ୍ବିତ ରାତିରେ ଏକ ସ୍କୁଟିକୁ କାର୍‌‌ ଧକ୍କା ଦେବା ଫଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ମା’ ସୀତା ଆମ୍ମା(୭୦) ଏବଂ ପୁଅ ରାମଚନ୍ଦ୍ର ପାତ୍ର(୪୫)। ଉଭୟଙ୍କ ଘର ଆଙ୍କିଲି ଉମା ନଗର ସାହିରେ। ବୁଧବାର…

ପୂର୍ବତନ ଏଏସ୍‌ଆଇ ଗୋପାଳଙ୍କ ଭାଇଙ୍କୁ ଉଠାଇନେଲା କ୍ରାଇମ୍‌ ବ୍ରାଞ୍ଚ

ବ୍ରହ୍ମପୁର: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣାରେ ଅଭିଯୁକ୍ତ ପୂର୍ବତନ ଏଏସଆଇ ଗୋପାଳ କୃଷ୍ଣ ଦାଶଙ୍କ ପରିବାର ବର୍ଗଙ୍କୁ ପଚରାଉଚରା କରିଛି କ୍ରାଇମ୍‌ ବ୍ରାଞ୍ଚ। ମଙ୍ଗଳବାର ଡିଏସ୍‌ପି ଶିଶିର ମିଶ୍ରଙ୍କ ନେତୃତ୍ବରେ ୪ ଜଣିଆ ଦଳ ବ୍ରହ୍ମପୁର ସହର ଉପକଣ୍ଠ ଜଳେଶ୍ବରଖଣ୍ଡିସ୍ଥିତ…

ପୂର୍ବତନ ଏଏସଆଇ ଗୋପାଳଙ୍କ ଘରେ କ୍ରାଇମ୍‌‌ ବ୍ରାଞ୍ଚ

ବ୍ରହ୍ମପୁର: ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ତଦନ୍ତକୁ ବ୍ୟାପକ କରିଛି କ୍ରାଇମ୍‌‌ ବ୍ରାଞ୍ଚ। ମଙ୍ଗଳବାର କ୍ରାଇମ୍‌‌ ବ୍ରାଞ୍ଚର ୪ ଜଣିଆ ଏକ ଟିମ୍‌‌ ବ୍ରହ୍ମପୁର ସହର ଉପକଣ୍ଠ ଜଳେଶ୍ୱରଖଣ୍ଡି ଗ୍ରାମରେ ପହଞ୍ଚିଛନ୍ତି। ଅଭିଯୁକ୍ତ ପୂର୍ବତନ ଏଏସଆଇ ଗୋପାଳ କୃଷ୍ଣ ଦାଶଙ୍କ…

ଟିପିଏସଓଡ଼ିଏଲ ଜିଏମଙ୍କ ଅମାପ ସମ୍ପତ୍ତି

ବ୍ରହ୍ମପୁର: ଟାଟା ପାୱାର ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏସଓଡିଏଲ୍‌‌)ର ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ ଜାରି ରହିଛି। ତାଜା ସୂଚନା ମିଳିବା ସୁଦ୍ଧା ତାଙ୍କ ପାଖରେ ୯ଟି ପ୍ଲଟ୍‌‌, ଗୋଟିଏ ଫାର୍ମ ହାଉସ, ଗୋଟିଏ ଫ୍ଲାଟ୍‌‌, ୩ଟି ବହୁତାଳ…

ଭିଜିଲାନ୍ସ ଜାଲରେ ଟିପିଏସଓଡିଏଲ୍‌‌ ଜେନେରାଲ ମ୍ୟାନେଜର

ବ୍ରହ୍ମପୁର: ଟାଟା ପାୱାର ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌‌ ଲିମିଟେଡ୍‌‌(ଟିପିଏସଓଡିଏଲ୍‌‌)ର ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି। ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ପୁରୀ ଏବଂ ଗଞ୍ଜାମ ଜିଲାର ୧୦ଟି ସ୍ଥାନରେ ଚଢ଼ଉ ଚାଲିଛି। ଚଢ଼ଉରେ ଜଣେ…

କୁଆଡ଼େ ଗଲେ ଏଏସଆଇ ଗୋପାଳଙ୍କ ପରିବାର ?

ବ୍ରହ୍ମପୁର: ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ଏଏସଆଇ ଗୋପାଳ କୃଷ୍ଣ ଦାଶଙ୍କ ଘର ବ୍ରହ୍ମପୁର ସହର ଆଙ୍କୁଲିରେ। ପ୍ରଥମେ ମନ୍ତ୍ରୀଙ୍କ ଉପରେ ଗୋପାଳ ଗୁଳି ଚଳାଇଥିବା ଖବର ଆସିବା ପରେ ତାଙ୍କ ଘର ସମ୍ମୁଖରେ ଲୋକଙ୍କ ଗହଳି ଲାଗିଥିଲା। ଗୋପାଳଙ୍କ ପତ୍ନୀ ଜୟନ୍ତୀ ଏବଂ…

ସଂପର୍କରେ ତିକ୍ତତା;ବିବାହିତ ମହିଳାଙ୍କୁ ପ୍ରେମିକଙ୍କ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର:ପ୍ରେମ ସଂପର୍କରେ ତିକ୍ତତା ପରେ ପ୍ରତିଶୋଧ ପରାୟଣ ହୋଇ ବିବାହିତ ମହିଳାଙ୍କୁ କାତିରେ ମରଣାନ୍ତକ ଆକ୍ରମଣ କରିଛନ୍ତି ପ୍ରେମିକ। ପୋଲିସ ଅଭିଯୁକ୍ତ ପ୍ରମିକଙ୍କୁ ଗିରଫ କରିବା ସହ ଆକ୍ରମଣରେ ବ୍ୟବହୃତ କାତିକୁ ଜବତ କରିଛି। ଅଧିକ ତଦନ୍ତ ଚଳାଇଛି। ପୋଲିସ ସୂତ୍ରରୁ ମିଳିଥିବା ସୂଚନା…

ଓଲଟିଲା ଯାତ୍ରୀବାହୀ ବସ; ଦୁଇ ମୃତ, ୧୪ଆହତ

ବ୍ରହ୍ମପୁର: ଗଞ୍ଜାମ ଜିଲା ପାତ୍ରପୁର ବ୍ଳକ ଜରଡ଼ା ଥାନା ଅନ୍ତର୍ଗତ ବଣିଆବସା ନିକଟସ୍ଥ କାନକଟା ପାଖରେ ଏକ ଯାତ୍ରୀବାହୀ ବସ (ଓଆର୍୦୨ବିବି୯୭୭୭) ଶୁକ୍ରବାର ଅପରାହ୍ନରେ ଓଲଟି ପଡ଼ିଛି। ଫଳରେ ଦୁଇ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ପ୍ରଥମେ ପାତ୍ରପୁର…