Latest Odisha News

BREAKING NEWS

Browsing Category

ଗଞ୍ଜାମ

Ganjam

ଆସିକା ଥାନା ଦେଶରେ ଶ୍ରେଷ୍ଠ;ପୁରସ୍କୃତ କରିବେ କେନ୍ଦ୍ର ଗୃହ ମନ୍ତ୍ରୀ

ବ୍ରହ୍ମପୁର: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ତରଫରୁ ଦେଶର ଶ୍ରେଷ୍ଠ ୩ଟି ଥାନାର ନାମ ଘୋଷଣା କରାଯାଇଛି। ଏଥିରେ ଏକ ନମ୍ବରରେ ରହିଛି ଗଞ୍ଜାମ ଜିଲାର ଆସିକା ଥାନା। ୨୦୨୨ ମସିହା ପାଇଁ ଆସିକା ଥାନାକୁ ଶ୍ରେଷ୍ଠ ଥାନା ଭାବେ ଘୋଷଣା ହୋଇଛି। ଆସନ୍ତା ଜାନୁୟାରୀ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ…

ମଦୁରା ଫାଇନାନ୍ସ କମ୍ପାନୀର ୮ ଲକ୍ଷ ଠକେଇ ଘଟଣା:ଗିରଫ ହେଲେ ମ୍ୟାନେଜର

ବ୍ରହ୍ମପୁର: ବ୍ରହ୍ମପୁର ସହର ଗାନ୍ଧୀନଗର ୪ର୍ଥ ଲେନରେ ଥିବା ମଦୁରା ମାଇକ୍ରୋଫାଇନାନ୍ସ କମ୍ପାନୀରେ ୮ ଲକ୍ଷ ଟଙ୍କା ଠକେଇ ଘଟଣାରେ ଏହାର ମ୍ୟାନେଜର ରଶ୍ମୀତା ବେହେରା(୩୫)ଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଛି। ଏହି ଠକେଇ ଘଟଣାରେ ଅନ୍ୟତମ ଅଭିଯୁକ୍ତ ଥିବା ତଥା ବ୍ରହ୍ମପୁର ଶାଖାର କେନ୍ଦ୍ର…

ମଦୁରା ମାଇକ୍ରୋ ଫାଇନାନ୍ସରେ ଠକେଇ;୮ ଲକ୍ଷ ଟଙ୍କା ନେଇ ଦୁଇ ମ୍ୟାନେଜର ଫେରାର

ବ୍ରହ୍ମପୁର: ମଦୁରା ମାଇକ୍ରୋ ଫାଇନାନ୍ସ କମ୍ପାନୀରେ ୮ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଠକେଇ ହୋଇଛି। ଏହି କମ୍ପାନୀରେ କାର୍ଯ୍ୟ କରିଥିବା ଦୁଇ ମ୍ୟାନେଜର ହିଁ ଟଙ୍କା ଆତ୍ମସାତ କରି ଫେରାର ହୋଇଯାଇଥିବା ନେଇ ପୋଲିସରେ ଅଭିଯୋଗ ହୋଇଛି। କମ୍ପାନିର ଏରିଆ ମ୍ୟାନେଜରଙ୍କ ତରଫରୁ ବ୍ରହ୍ମପୁର ଟାଉନ…

ସ୍ବାସ୍ଥ୍ୟକେନ୍ଦ୍ରରୁ ଜୈବ ବର୍ଜ୍ୟ ସଂଗ୍ରହ କରିବ ସ୍ବତନ୍ତ୍ର ଯାନ

ବ୍ରହ୍ମପୁର:ବ୍ରହ୍ମପୁର ମହାନଗର ନିଗମର ପରିଚାଳନାରେ ଥିବା ୮ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ୬ଟି ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରୁ ଜୈବ ବର୍ଜ୍ୟ ସଂଗ୍ରହ ପାଇଁ ସ୍ବତନ୍ତ୍ର ଗାଡ଼ିର ବ୍ୟବହାର କରାଯିବ। ବୁଧବାର ନିଗମ କାର୍ଯ୍ୟାଳୟ ପରିସରରେ ମେୟର ସଂଘମିତ୍ରା ଦଳେଇ, ଡେପୁଟି…

ରେଲୱେରେ ଚାକିରି ଦେବା ଆଳରେ ନେଇଥିଲେ ୭ଲକ୍ଷ, ଗିରଫ କଲା ପୋଲିସ

ବ୍ରହ୍ମପୁର: ରେଲୱେରେ ଚାକିରି କରାଇଦେବା ନାଁରେ ଜଣେ ଆଶାୟୀଙ୍କ ଠାରୁ ୭ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଜଣେ ଯୁବତୀଙ୍କୁ ବ୍ରହ୍ମପୁର ଟାଉନ ଥାନା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଜଗତସିଂହପୁର ଝିଲା ଝିମାଣି ଗ୍ରାମର ଜେଏମଏସ. ପ୍ରଭା। ସେ ବର୍ତ୍ତମାନ ବ୍ରହ୍ମପୁର ଶରଧାବାଲି…

ଡା. ଶୁଭଶ୍ରୀଙ୍କ କରଙ୍କୁ ଶ୍ରଦ୍ଧାଞ୍ଜଳି

ବ୍ରହ୍ମପୁର: କେନ୍ଦୁଝର ଜିଲା ଯୋଡା ଅର୍ବାନ ହସପିଟାଲରେ କାର୍ଯ୍ୟରତ ଡା. ଶୁଭଶ୍ରୀ କରଙ୍କ ବିୟୋଗରେ ଏମକେସିଜି ମେଡ଼ିକାଲ କଲେଜ ତରଫରୁ ଶୋକ ପ୍ରକାଶ ପାଇଛି। ଦୁଇ ଦିନ ତଳେ ଡା. ଶୁଭଶ୍ରୀଙ୍କ ମୃତଦେହ ତାଙ୍କ କୋଠରୀରୁ ଠାବ ହୋଇଥିଲା। ବିଷକ୍ରିୟାରୁ ତାଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ପଛର…

ସ୍ତ୍ରୀଙ୍କୁ ହତ୍ୟା ପରେ ଜିରୋ ନାଇଟ୍‌ ପାଳିଲେ ସ୍ବାମୀ

ବ୍ରହ୍ମପୁର: ନୂଆଁ ବର୍ଷକୁ ନେଇ ସବୁଆଡ଼େ ଉତ୍ସବ ଦେଖିବାକୁ ମିଳିଥିବା ବେଳେ ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ମୟୁରପଦା ଗ୍ରାମରେ ଘଟିଯାଇଛି ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ସାଙ୍ଗମାନଙ୍କ ସହ ପାଳିଛନ୍ତି ଜିରୋ ନାଇଟ୍‌ ଏବଂ ନୂଆ ବର୍ଷ।…

ପରକୀୟା ପ୍ରୀତି; ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ

ବ୍ରହ୍ମପୁର: ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ବୋମକେଇ ଗ୍ରାମରେ ପରକୀୟା ପ୍ରୀତିକୁ ନେଇ ହତ୍ୟାକାଣ୍ଡ ଘଟିଛି। ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟା କରିଛନ୍ତି ସ୍ତ୍ରୀ। ପୋଲିସ ଉଭୟଙ୍କୁ ଅଟକ ରଖିଛି। ପଚରାଉଚରା ଚାଲିଛି। ମିଳିଥିବା ସୂଚନା ଅନୁଯାୟୀ, ଗତ ୧୯ ତାରିଖ ଠାରୁ ବୋମକେଇ…

କ୍ରେଡିଟ୍‌ କାର୍ଡ ନଥାଇ ସାଇବର ଠକ ନେଇଗଲେ ଲକ୍ଷେ ୨୦ ହଜାର ଟଙ୍କା

ବ୍ରହ୍ମପୁର: ଗୋଟିଏ କ୍ରେଡିଟ କାର୍ଡ ବନ୍ଦ ହୋଇଯାଇଥିଲା। ଆଉ ଗୋଟିଏ କାର୍ଡ ପାଇଁ ଆଦୌ ଆବେଦନ କରିନାହାନ୍ତି। ଅଥଚ ଦୁଇଟି କାର୍ଡ ଜରିଆରେ ୧ଲକ୍ଷ ୨୦ ହଜାର ଟଙ୍କା ବ୍ୟାଙ୍କ ଆକାଉଣ୍ଟରୁ ନେଇଯାଇଛନ୍ତି ସାଇବର ଠକ୍‌। ଏନେଇ ବ୍ରହ୍ମପୁର ସାଇବର ଥାନାରେ ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ,…

ବିକ୍ରି ହେଉଛି ଗୋପାଳପୁର ବେଳାଭୂମି ମହୋତ୍ସବର ପାସ୍‌; ଧରିଲା ପୋଲିସ

ବ୍ରହ୍ମପୁର: ଗୋପାଳପୁର ବେଳାଭୂମି ମହୋତ୍ସବର ପାସ୍‌ ବିକ୍ରି ଘଟଣାରେ ଦୁଇ ଯୁବକଙ୍କୁ କାବୁ କରିଛି ପୋଲିସ। ପାସ୍‌ ବିକ୍ରି କରିଥିବା ବ୍ୟକ୍ତିଙ୍କୁ ମଧ୍ୟ ପୋଲିସ ଧରିବାରେ ସଫଳ ହୋଇଛି। ଘଟଣାର ଅଧିକ ତଦନ୍ତ ଜାରି ରହିଥିବା ବେଳେ ପାସ୍‌ ବିକ୍ରି କରୁଥିବା ବ୍ୟକ୍ତିଙ୍କ ନାଁରେ ଅପରାଧିକ ମାମଲା…