Latest Odisha News
Browsing Category

ଗଞ୍ଜାମ

Ganjam

ଜାଗା ମିଶନ୍‌ରେ ଚିହ୍ନଟ ହେବେ ବସ୍ତି ବାସିନ୍ଦା;ଆରମ୍ଭ ହେବ ତଥ୍ୟ ସଂଗ୍ରହ

ବ୍ରହ୍ମପୁର:ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର ପଟ୍ଟା ପ୍ରଦାନ ପାଇଁ ବ୍ରହ୍ମପୁର ମହାନଗର ନିଗମ ତରଫରୁ ଗତ ୧୦ ତାରିଖରୁ ଚାଲିଥିବା ଡ୍ରୋନ୍‌ ସର୍ଭେ ଶେଷ ହୋଇଯାଇଛି। ସୋମବାର ଠାରୁ ଦୁଇ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ମହାନଗର ନିଗମର ସମ୍ମିଳନୀ କକ୍ଷରେ ଆରମ୍ଭ ହୋଇଯାଇଛି। ଡ୍ରୋନ୍‌…

ସରିଲା ଡ୍ରୋନ୍‌ ସର୍ଭେ, ଏଥର ହିତାଧିକାରୀ ଚିହ୍ନଟ

ବ୍ରହ୍ମପୁର:ବ୍ରହ୍ମପୁର ମହାନଗର ନିଗମ ତରଫରୁ ଚାଲିଥିବା ଡ୍ରୋନ୍‌ ସର୍ଭେ ରବିବାର ଶେଷ ହୋଇଯାଇଛି। ଜାଗା ମିଶନରେ ବସ୍ତି ବାସିନ୍ଦାଙ୍କୁ ଜମିର ପଟ୍ଟା ପ୍ରଦାନ ପାଇଁ ଏହି ସର୍ଭେ କରାଯାଇଥିଲା। ବର୍ତ୍ତମାନ ସର୍ଭେ ଶେଷ ହୋଇଥିବା ବେଳେ ଏଥିରେ ସାମିଲ କର୍ମଚାରୀଙ୍କୁ ନେଇ ସୋମବାର ଏବଂ ମଙ୍ଗଳବାର…

ୟୋନା ଆପ୍ ଅପଡେଟ ବାହାନାରେ ୫ ଲକ୍ଷ ଟଙ୍କା ଠକେଇ

ବ୍ରହ୍ମପୁର: ୟୋନୋ ଆପ୍‌ ଅପଡେଟ କରିବା ବାହାନାରେ ବ୍ରହ୍ମପୁରର ଜଣେ ବ୍ୟକ୍ତିଙ୍କ ଠାରୁ ସାଇବର ଠକମାନେ ୫ ଲକ୍ଷ ଟଙ୍କା ଠକି ନେଇଛନ୍ତି। ଠକେଇର ଶିକାର ହୋଇଥିବା ବ୍ୟକ୍ତି ଜଣଙ୍କ ହେଲେ ଭାବିନୀପୁରର ଦେବରାଜ ନଗରରେ ରହୁଥିବା ପିତାମ୍ବର ପ୍ରଧାନ(୭୪)। ଘଟଣାକୁ ନେଇ ପିତାମ୍ବର ବ୍ରହ୍ମପୁର ସାଇବର…

ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା: ଗଞ୍ଜାମରୁ ୩୮୬୦ ସାମିଲ

ବ୍ରହ୍ମପୁର: ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ଅନୁସାରେ ପ୍ରାପ୍ତ ସମୁଦାୟ ୩୮୬୦ ଜଣ ଗଞ୍ଜାମ ଜିଲାର କଳାକାର ଭତ୍ତା ପାଇବା ସକାଶେ ତାଲିକା ପ୍ରସ୍ତୁତ ହୋଇସାରିଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଛତ୍ରପୁରସ୍ଥିତ ଜିଲା ମୁଖ୍ୟାଳୟରେ ଏକ ବୈଠକ ଶୁକ୍ରବାର…

ଥାନାରେ ବ୍ୟବସାୟୀଙ୍କୁ ନିର୍ଧୁମ ମାଡ଼; ଆଇଆଇସିଙ୍କ ବଦଳି

ବ୍ରହ୍ମପୁର: ଥାନା ଭିତରେ ଜଣେ ବ୍ୟବସାୟୀଙ୍କୁ ନିର୍ଧୁମ ମାଡ଼ ମାରିବା ଘଟଣାରେ ଗୋପାଳପୁର ଥାନା ଆଇଆଇସି ଶ୍ରୀକାନ୍ତ ଖମାରୀଙ୍କ ବଦଳି ହୋଇଯାଇଛି। ତାଙ୍କୁ ବ୍ରହ୍ମପର ପୋଲିସ ଜିଲା ମୁଖ୍ୟାଳୟକୁ ବଦଳି କରାଯାଇଛି। ମାରାଇନ୍‌‌ ଥାନା ଆଇଆଇସି ସାରଦା ପ୍ରସନ୍ନ ଦାସଙ୍କୁ ଗୋପାଳପୁର ଥାନା ଆଇଆଇସି…

ବ୍ରହ୍ମପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ବଳାତ୍କାର ପୀଡ଼ିତାଙ୍କ ଆତ୍ମାହୂତି ଉଦ୍ୟମ

ବ୍ରହ୍ମପୁର:ବ୍ରହ୍ମପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟ ପରିସରରେ ଜଣେ ମହିଳା ଆତ୍ମାହୂତି ଉଦ୍ୟମ କରିଛନ୍ତି। ନିଜ ଦେହରେ ପେଟ୍ରୋଲ୍‌ ଢ଼ାଳି ଆତ୍ମାହୂତି ଉଦ୍ୟମ କରୁଥିବା ବେଳେ କୋର୍ଟରେ ମୂତୟନ ପୋଲିସ କର୍ମଚାରୀ ତାଙ୍କୁ କାବୁ କରିଦେଇ ବୈଦ୍ୟନାଥପୁର ଥାନା ପୋଲିସରେ ଜିମା ଦେଇଥିଲେ। ଏନେଇ…

କୋର୍ଟ ପରିସରରେ ପେଟ୍ରୋଲ ଢ଼ାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ

ବ୍ରହ୍ମପୁର: କୋର୍ଟ ଭିତରେ ବିଚାରପତିଙ୍କୁ ଆକ୍ରମଣ ଘଟଣାର କିଛି ଦିନ ପରେ ପୁଣି ଚର୍ଚ୍ଚାକୁ ଆସିଛି ବ୍ରହ୍ମପୁର SDJMଙ୍କ କୋର୍ଟ। ଶୁକ୍ରବାର ଜଣେ ମହିଳା ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି। ଶୁକ୍ରବାର ପ୍ରାୟ ସାଢ଼େ ୧୧ଟା ବେଳେ ଏହି ଘଟଣା ଘଟିଛି। ମହିଳାଙ୍କୁ ପୋଲିସ

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାକୁ ନିନ୍ଦାକଲା ବ୍ରହ୍ମପୁର ପ୍ରେସ୍‍ କ୍ଲବ

ବ୍ରହ୍ମପୁର: ବରଗଡ ଜିଲ୍ଲା ପଦ୍ମପୁର ଉପନିର୍ବାଚନ ପ୍ରଚାର ସମୟରେ ନନ୍ଦିଘୋଷ ଟିଭିର କାର୍ଯ୍ୟରତ ସାମ୍ବାଦିକ ଦେବହରି ବେହେରାଙ୍କୁ କିଛି ଅସାଧୁ ବ୍ୟକ୍ତି ଆକ୍ରମଣ କରିଥିବା ନେଇ ଜଣାପଡିଛି। ଏହାକୁ ବିରୋଧ କରିବା ସହ ଆକ୍ରମଣକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି ବ୍ରହ୍ମପୁର…

ଦୋକାନରୁ ୪୭୫ ଗ୍ରାମ ସୁନା ଚୋରାଇ ଆକାଉଣ୍ଟାଣ୍ଟ, ସେଲ୍‌ସମ୍ୟାନ ଗିରଫ

ବ୍ରହ୍ମପୁର: ବ୍ରହ୍ମପୁର ସହର ବଡବଜାର ଥାନା ଅନ୍ତର୍ଗତ ବଡବଜାର ମୁଖ୍ୟଛକରେ ଥିବା ଏକ ସୁନା ଦୋକାନରୁ ଚୋରୀ କରିଥିବା ଅଭିଯୋଗରେ ପୁଲିସ୍‍ ସୁନା ଦୋକାନରେ କାର୍ଯ୍ୟରତ ଆକାଉଣ୍ଟାଣ୍ଟ ଓ ସେଲ୍ସମ୍ୟାନ୍‍କୁ ଗିରଫକରିଥିବା ନେଇ ବ୍ରହ୍ମପୁର ଏସ୍‌ପି ଡା. ସର୍ବଣା ବିବେକ ଏମ୍‌ ସୂଚନା ଦେଇଛନ୍ତି।…

ଉଦ୍‌ଘାଟିତ ହେଲା ସୋନାପୁର ବେଳାଭୂମିରେ ଇକୋ ରିଟ୍ରେଟ୍

ବ୍ରହ୍ମପୁର: ଓଡିଶା ପର୍ଯ୍ୟଟନ ବିଭାଗର ପ୍ରୟାସ କ୍ରମେ ସୋନାପୁର ଠାରେ ଆରମ୍ଭ ହୋଇଛି ‘ଇକୋ ରିଟ୍ରେଟ୍’। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତା ମାଧ୍ୟମରେ ଗୁରୁବାର ପୂର୍ବାହ୍ନ ଏହାକୁ ଉଦ୍‌ଘାଟନ କରିଥିଲେ। ଆସନ୍ତା ୯୦ ଦିନ ଅର୍ଥାତ୍ ଫେବୃୟାରୀ ୨୦୨୩ ପର୍ଯ୍ୟନ୍ତ ଏହା ଚାଲୁ ରହିବ।…