Latest Odisha News
Browsing Category

ଗଞ୍ଜାମ

Ganjam

ବ୍ରହ୍ମପୁରରେ ‘ପ୍ରତିକ୍ଷା’ ଟିମ୍‌

ବ୍ରହ୍ମପୁର: ବିଶିଷ୍ଟ ସିନେ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ବହୁ ପ୍ରତୀକ୍ଷିତ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ ଆସନ୍ତା ଡିସେମ୍ବର ୨ ରେ ମୁକ୍ତିଲାଭ କରିବାକୁ ଯାଉଛି। ଏଥିପାଇଁ ରାଜ୍ୟର ଅନେକ ପ୍ରମୁଖ ଅଞ୍ଚଳରେ ‘ପ୍ରତୀକ୍ଷା’ ଟିମ ଦ୍ବାରା ଜୋରସୋରରେ ପ୍ରମୋସନ କାର୍ଯ୍ୟ…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ୯ ବିଭାଗରେ ପିଜି ଖୋଲିବାକୁ ଅନୁମତି

ବ୍ରହ୍ମପୁର: ଗଞ୍ଜାମ ଜିଲା ଛତ୍ରପୁର ଠାରେ ରହିଥିବା ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ନୂତନ ଭାବରେ ୯ଟି ବିଭାଗର ପିଜି ପାଠ୍ୟକ୍ରମ ଖୋଲିବାକୁ ଖୋଲିବାକୁ ଅନୁମତି ମିଳିଛି। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଅନୁମତି ମିଳିଥିବା ବେଳେ ଏହାକୁ ନେଇ ଖୁସିର ମାହୋଲ ଦେଖାଯାଇଛି।…

ପରୀକ୍ଷାମୂଳକ ଭାବେ କାର୍ଯ୍ୟକ୍ଷମ ହେଲା ଶୀତଳାପଲ୍ଲୀ ଏସ୍‌ଟିପି

ବ୍ରହ୍ମପୁର:ବ୍ରହ୍ମପୁର ସହରରେ ପୂର୍ବରୁ ମହୁଡ଼ା ଠାରେ ଗୋଟିଏ ସେପ୍ଟେଜ୍‌ ଟ୍ରିଟମେଣ୍ଟ ପ୍ଲାଣ୍ଟ(ଏସଟିପି) ଥିବା ବେଳେ ଶୀତଳାପଲ୍ଲୀ ଠାର ନବନିର୍ମିତ ଦ୍ବିତୀୟ ଏସ୍‌ଟିପିକୁ ସୋମବାର ପରୀକ୍ଷାମୂଳକ ଭାବେ କାର୍ଯ୍ୟକ୍ଷମ କରାଯାଇଛି। ନିର୍ମାଣଧିନ ଏହି ପ୍ରକଳ୍ପ ପାଇଁ ୩ କୋଟି ୫୦ ଲକ୍ଷ ଟଙ୍କା…

କୋର୍ଟ ପରିସରରେ ଜଜ୍‌ଙ୍କୁ ଛୁରୀରେ ଆକ୍ରମଣ ଉଦ୍ୟମ

ବ୍ରହ୍ମପୁର: ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୨ଟା ବେଳେ ବ୍ରହ୍ମପୁର ଉପଖଣ୍ଡୀୟ ବିଚାର ବିଭାଗୀୟ ଜଜ୍‌(ଏସ୍‌ଡିଜେଏମ୍‌) ପ୍ରଜ୍ଞା ପାରମିତା ପ୍ରତିହାରୀଙ୍କୁ ଜଣେ ବ୍ୟକ୍ତି ଛୁରୀରେ ଆକ୍ରମଣ ଉଦ୍ୟମ କରିଥିଲେ। ଉପସ୍ଥିତ ଆଇନ୍‌ଜୀବୀମାନେ ତାଙ୍କୁ କାବୁ କରିଥିଲେ। ତାଙ୍କ ନାମ ଭଗବାନ ସାହୁ…

ଲମ୍ପି ରୋଗ ଭୟରେ ପୂଜାର୍ଚ୍ଚନା

ବ୍ରହ୍ମପୁର: ଗଞ୍ଜାମ ଜିଲାର ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଗାଈ ବାଛୁରୀଙ୍କ ଶରୀରରେ ଲମ୍ପି ରୋଗ ଦେଖିବାକୁ ମିଳିଛି। ଶତାଧିକ ଆକ୍ରାନ୍ତ ହୋଇଥିବା ବେଳେ ବହୁ ଗାଈର ମୃତ୍ୟୁ ହେଲାଣି। ରୋଗ ଭଲ ହେଉନଥିବା ଯୋଗୁ ଅଞ୍ଚଳବାସୀଙ୍କ ମଧ୍ୟରେ ଭୟ ଦେଖିବାକୁ ମିଳୁଛି। ଅନେକ ଏଥିପାଇଁ ପୂଜାର୍ଚ୍ଚନା…

ହଷ୍ଟେଲରେ ରହୁଥିବା ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ଚେଙ୍କ

ବ୍ରହ୍ମପୁର: ବ୍ରହ୍ମପୁର ଏକ ଘରୋଇ ସ୍କୁଲରେ ପଢୁଥିବା ଜଣେ ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଚେଙ୍କ ଦେବା ସହ ମାଡ ମରିଥିବା ଅଭିଯୋଗ ହୋଇଛି। ପିଡ଼ିତ ଛାତ୍ରଙ୍କ ମାଆ ପୁଲିସ ନିକଟରେ ଲିଖିତ ଅଭିଯୋଗ କରିବା ପରେ ଗୋସାଇଁନୂଆଗାଁ ଥାନା ପୁଲିସ ଏକ ମାମଲା ରୁଜୁ କରିଛି।…

ବିଜେପି ଜିଲା ସଭାପତିଙ୍କୁ ତହସିଲଦାରଙ୍କ ଅପଶବ୍ଦ ଅଭିଯୋଗରେ ବିକ୍ଷୋଭ

ବ୍ରହ୍ମପୁର:ଗଞ୍ଜାମ ଜିଲା ବିଜେପି ସଭାପତି ବିଭୂତି ଭୂଷଣ ଜେନାଙ୍କୁ କନିଷି ତହସିଲଦାର ଅପଶଦ୍ଦ କହିବା ପ୍ରତିବାଦରେ ଶତାଧିକ ବିଜେପି କର୍ମୀଙ୍କ ସମେତ ନିଜେ ବିଜେପି ସଭାପତି ଦୀର୍ଘ ସାଢ଼େ ୫ ଘଣ୍ଟା ଧରି ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶେଷରେ ଦୁଇଟି ଫାଟକରେ…

ବ୍ରହ୍ମପୁର ହେବ ରାଗିଂମୁକ୍ତ ସହର:୨୯ କଲେଜର ଅଧ୍ୟକ୍ଷଙ୍କୁ ନେଇ ଏସ୍‍ପିଙ୍କ ଉଚ୍ଚସ୍ତରୀୟ ବୈଠକ

ବ୍ରହ୍ମପୁର: ବ୍ରହ୍ମପୁର ସହରକୁ ରାଗିଂମୁକ୍ତ କରିବା ପାଇଁ ବ୍ରହ୍ମପୁର ପୁଲିସ୍‍ ପକ୍ଷରୁ ନିଆଯାଇଛି ବଡ ପଦକ୍ଷେପ। କିଛିଦିନ ହେବ ସହରର ୨ଟି ପ୍ରମୁଖ ମହାବିଦ୍ୟାଳୟରେ ରାଗିଂ ଘଟଣାକୁ ନେଇ ସାରା ରାଜ୍ୟରେ ବ୍ରହ୍ମପୁର ସହର ନିନ୍ଦିତ ହେବା କାରଣରୁ ରାଗିଂମୁକ୍ତ ସହର କରିବା ପାଇଁ ବ୍ରହ୍ମପୁର…

ଡାକ୍ତରୀ ଛାତ୍ରୀଙ୍କୁ ନିର୍ଯାତନା ଘଟଣାରେ ହାଉସ ସର୍ଜନ ଗିରଫ

ବ୍ରହ୍ମପୁର: ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଜଣେ ଏମବିବିଏସ୍‌ ଶେଷ ବର୍ଷର ଛାତ୍ରୀଙ୍କୁ ନିର୍ଯାତନା ଓ ଆକ୍ରମଣ ଘଟଣାରେ ପୋଲିସ ଜଣେ ହାଉସ ସର୍ଜନଙ୍କୁ ଗିରଫ କରିଛି। ଗିରଫ ଜଣକ ହେଲେ ସୁପନ କୁମାର ପାଢୀ। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ,…

ଅଲିଭ ରିଡଲେଙ୍କ ଆଗମନ ପାଇଁ ପ୍ରସ୍ତୁତି;୫୨କିମି ବେଳାଭୂମିରେ ହେବ ଅଣ୍ଡାଦାନ

ବ୍ରହ୍ମପୁର:ବିଦେଶୀ ଅତିଥି ଅଲିଭ ରିଡଲେଙ୍କ ଆଗମନ ପାଇଁ ପ୍ରସ୍ତୁତି ହେଲାଣି ଗଞ୍ଜାମ ଉପକୂଳ। କେବଳ ବନ ବିଭାଗ ନୁହଁ, ଅନ୍ୟାନ୍ୟ ବିଭାଗ ଏବଂ ସ୍ଥାନୀୟ ଅଞ୍ଚଳବାସୀଙ୍କ ତରଫରୁ ଏହାକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମିଳନ ଠାରୁ ଅଣ୍ଡାଦାନ ଏବଂ ଛୁଆ ବାହାରିବା ପର୍ଯ୍ୟନ୍ତ, ସେମାନଙ୍କ…