Latest Odisha News

BREAKING NEWS

Browsing Category

ଗଞ୍ଜାମ

Ganjam

ଉଚ୍ଛେଦ ସତ୍ତ୍ବେ ଭଙ୍ଗା ଘର ଛାଡ଼ିବାକୁ ନାରାଜ ଶତାଧିକ ବସ୍ତି ବାସିନ୍ଦା

ବ୍ରହ୍ମପୁର:ବ୍ରହ୍ମପୁର ମହାନଗର ନିଗମର ୩୭ ନମ୍ବର ୱାର୍ଡ ଲାଞ୍ଜିପଲ୍ଲୀ ଗୌଡ଼ବନ୍ଧି ବସ୍ତି ଉଚ୍ଛେଦକୁ ତିନି ଦିନ ବିତିଗଲାଣି। ତଥାପି ଭଙ୍ଗା ଘର ଛାଡ଼ିବାକୁ ଅନେକ ବସ୍ତି ବାସିନ୍ଦା ରାଜି ହେଉନାହାନ୍ତି। ବର୍ଷା ମାଡ଼ ଖାଇ ମଧ୍ୟ ଭଙ୍ଗା ଘରେ ସାହାରା ନେଇଛନ୍ତି। ଅନେକ ବାସିନ୍ଦା ଭୋକ ଉପବାସରେ…

ବେଆଇନ୍‍ କାରଖାନାରୁ ୧୦ କୋଟି ଟଙ୍କାର ଗୁଟଖା, କଞ୍ଚାମାଲ, ମସିନ ଜବତ

ବ୍ରହ୍ମପୁର: ବ୍ରହ୍ମପୁର ସହର ଉପକଣ୍ଠ ତଥା ଗୋଳନ୍ଥରା ଥାନା ଅନ୍ତର୍ଗତ ହଳଦିଆପଦର ଏବଂ ଅଟୋନଗରରେ ଚାଲିଥିବା ବେଆଇନ ଗୁଟଖା କାରଖାନା ଉପରେ ପୋଲିସ ଚଢ଼ଉ କରିଛି। ପ୍ରାୟ ୧୦ କୋଟି ଟଙ୍କାର ଗୁଟଖା, କଞ୍ଚାମାଲ ଏବଂ ଯନ୍ତ୍ରପାତି ଜବତ ହୋଇଛି। ଏନେଇ ଗୋଳନ୍ଥରା ଥାନାରେ ତିନିଟି ମାମଲା ରୁଜୁ…

ଏମକେସିଜି ସୁପରସ୍ପେସିଆଲିଟି କୋଠାରୁ ପୁଣି ଖସିଲା ସିଲିଂ

ବ୍ରହ୍ମପୁର:ଏମକେସିଜି ମେଡ଼ିକାଲ କଲେଜ ଏବଂ ହସପିଟାଲର ସୁପରସ୍ପେସିଆଲିଟି କୋଠାରୁ ପୁଣିଥରେ ସିଲିଂ ଜିପସମ୍‍ ଖସିଛି। ଶୁକ୍ରବାର ଏହି କୋଠାର ତୃତୀୟ ମହଲାରେ ଥିବା ଏଣ୍ଡୋକ୍ରାଇନୋଲୋଜି ବିଭାଗର ଛାତରୁ ସିଲିଂ ଖସିଛି। ଏହାକୁ ନେଇ ରୋଗୀଙ୍କ ମଧ୍ୟରେ ଭୟ ଦେଖିବାକୁ ମିଳିଛି। ତେବେ ସିଲିଂ ଖସିବା…

ଅଗ୍ନିକାଣ୍ଡର ଦେଢ଼ ମାସ ପରେ ଏମକେସିଜି ସୁପରସ୍ପେସିଆଲିଟି କୋଠାର ଅପରେସନ ଥିଏଟର୍‌ କାର୍ଯ୍ୟକ୍ଷମ

ବ୍ରହ୍ମପୁର: ଏମକେସିଜି ମେଡିକାଲର ସୁପରସ୍ପେସିଆଲିଟି କୋଠାର ପଞ୍ଚମ ମହଲାରେ ଗତ ଅଗଷ୍ଟ ୨୬ରେ ଅଗ୍ନିକାଣ୍ଡ ଘଟିଥିଲା। ଏହା ପରଠୁ ଏହି ମହଲାର ସମସ୍ତ ଅପରେସନ ଥିଏଟର୍‌ ବନ୍ଦ ରହିଥିଲା। ମରାମତି ପରେ ଗୁରୁବାର ଠାରୁ ପୁଣିଥରେ କାର୍ଯ୍ୟକ୍ଷମ ହୋଇଛି ବୋଲି ଅଧ୍ୟକ୍ଷ ତଥା ଡିନ୍ ପ୍ରଫେସର…

ଦୁଇ ବର୍ଷ ପରେ ସରକାରୀ ବୈଠକରେ ଗୋପାଳପୁର ବିଧାୟକ

ବ୍ରହ୍ମପୁର: ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଗୁରୁବାର ଜିଲା ଗ୍ରାହକ ସୁରକ୍ଷା ପରିଷଦର ପ୍ରଥମ ବୈଠକ ଜିଲାପାଳ ତଥା ଗ୍ରାହକ ସୁରକ୍ଷା ପରିଷଦର ଅଧ୍ୟକ୍ଷ ଦିବ୍ୟଜ୍ୟୋତି ପରିଡା ସଭାପତିତ୍ବ କରିଥିଲେ। ତେବେ ଏହି ବୈଠକରେ ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀ…

ଉପସ୍ବାସ୍ଥ୍ୟ କେନ୍ଦ୍ରକୁ ଆଇଏସ୍‌ଓ ମାନ୍ୟତା

ବ୍ରହ୍ମପୁର:ଗଞ୍ଜାମ ଜିଲା ଧରାକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ଆର୍‌.ଦାମୋଦରପଲ୍ଳୀ ଉପସ୍ବାସ୍ଥ୍ୟ ଏବଂ ଆରୋଗ୍ୟ କେନ୍ଦ୍ରକୁ ଆଇଏଏସ୍‌ଓ ମାନ୍ୟତା ମିଳିଛି। ଏନେଇ ଜିଲା ସ୍ବାସ୍ଥ୍ୟ ପ୍ରଶାସନ ତରଫରୁ ସୂଚନା ପ୍ରଦାନ କରାଯାଇଛି। ଲୋକମାନଙ୍କୁ ମାଗଣାରେ ସ୍ବାସ୍ଥ୍ୟ ସୁବିଧା ଏବଂ…

ଆହତ ଅଜଗରର ହେଲା ଅସ୍ତ୍ରୋପଚାର

ବ୍ରହ୍ମପୁର:ଗଞ୍ଜାମ ଜିଲା ଚିକିଟି ବ୍ଲକର ଆର୍‌.ସୁବାଣୀ ବସ୍‌ଷ୍ଟାଣ୍ଡ ନିକଟରୁ ମଙ୍ଗଳବାର ଗୁରୁତର ଆହତ ଅଜଗର ବୁଲୁଥିବା ଦେଖିବାକୁ ମିଳିଥିଲା। ସୂଚନା ପାଇ ବ୍ରହ୍ମପୁର ବନ ବିଭାଗ ଏବଂ ସ୍ନେକ ହେଲ୍‌ପଲାଇନର ସଦସ୍ୟମାନେ ପହଞ୍ଚି ସାପଟିକୁ ଉଦ୍ଧାର କରିଥିଲେ । ସାପର ଲମ୍ବ ୯ ଫୁଟ ଥିବା ବେଳେ…

ହାତୀଓଟ ଓଏଭି ଦେଶର ପଞ୍ଚମ ଶ୍ରେଷ୍ଠ ବିଦ୍ୟାଳୟ

ବ୍ରହ୍ମପୁର: ଗଞ୍ଜାମ ଜିଲା ପୋଲସରା ବ୍ଲକସ୍ଥିତ ହାତୀଓଟ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପୁଣି ଥରେ ଜାତୀୟ ସ୍ତରୀୟ ରାଙ୍କିରେ ପୁଣି ଥରେ ବାଜି ମାରିଛି। ଜାତୀୟ ସ୍ତରୀୟରେ ଶ୍ରେଷ୍ଠ ସରକାରୀ ବିଦ୍ୟାଳୟ ତାଲିକାରେ ହାତୀଓଟ ଓଏଭି ପଞ୍ଚମ ସ୍ଥାନରେ ରହିଛି। ଏଜୁକେସନ ୱାର୍ଲଡ ଇଣ୍ଡିଆ ସ୍କୁଲ…

ତୃତୀୟ ପର୍ଯ୍ୟାୟରେ ଗଞ୍ଜାମର ୧୦୭ ବିଦ୍ୟାଳୟର ହେବ ରୂପାନ୍ତରୀକରଣ

ବ୍ରହ୍ମପୁର: ଗଞ୍ଜାମ ଜିଲାର ୧୦୭ଟି ସରକାରୀ ଉଚ୍ଚ ବିଦ୍ୟାଳୟକୁ ୫-ଟି ରୂପାନ୍ତରୀକରଣ ଅଭିଯାନରେ ସାମିଲ କରାଯିବ। ଏନେଇ ମଙ୍ଗଳବାର ୫-ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ୍ ଗଞ୍ଜାମ ଜିଲାର ରୂପାନ୍ତରୀତ ହେବାକୁ ଥିବା ବିଦ୍ୟାଳୟ ସମ୍ପର୍କରେ ଭିଡ଼ିଓ କନ୍‌ଫ୍ରେନ୍ସ ମାଧ୍ୟମରେ ଜଣାଇଥିଲେ।…

ସାଇବର ଠକଙ୍କ ଶିକାର ହେଲେ ଥାନା ଅଧିକାରୀ

ବ୍ରହ୍ମପୁର: ସାଧାରଣ ଲୋକଙ୍କ ପରେ ବର୍ତ୍ତମାନ ସରକାରୀ ଅଧିକାରୀମାନେ ମଧ୍ୟ ସାଇବର ଠକଙ୍କ ଶିକାର ହେବାରେ ଲାଗିଛନ୍ତି। ଏଭଳି କିଛି ସାଇବର ଅପରାଧର ଶିକାର ହୋଇଛନ୍ତି ଗଞ୍ଜାମ ଜିଲା ପାଟପୁର ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ। ତାଙ୍କ ନାଁରେ ଫେସବୁକ୍‌ ଏବଂ ହ୍ବାଟସଆପ୍‌ରେ ଆକାଉଣ୍ଟ ସାଇବର…