Latest Odisha News

BREAKING NEWS

Browsing Category

ଗଞ୍ଜାମ

Ganjam

ନକଲି ପୋଲିସକୁ ଧରିଲେ ବ୍ରହ୍ମପୁର ଏସପି

ବ୍ରହ୍ମପୁର: ଦୁର୍ଗା ପୂଜା ପାଇଁ ପାଟ୍ରୋଲିଂ କରିବା ସମୟରେ ନକଲି ପୋଲିସକୁ ଧରିଛନ୍ତି ନିଜେ ବ୍ରହ୍ମପୁର ଏସପି ଡା. ସର୍ବଣା ବିବେକ ଏମ୍‍। ପୋଲିସ ଲେଖାହୋଇଥିବା କାର୍‍ ଜବତ କରାଯାଇଛି ଏବଂ ଚାଳକଙ୍କୁ ଅଟକ ରଖାଯାଇଛି। ସେ ସୂଚନା ଦେଇଛନ୍ତି ଯେ, ରବିବାର ପୂଜା ପାଇଁ ପାଟ୍ରୋଲିଂ ଚାଲିଥିବା…

କାର୍‍ ଭିତରୁ ମିଳିଲା ୩.୭୦୦କିଲୋ ସୁନା, ୧୮୦ କିଲୋ ରୂପା

ବ୍ରହ୍ମପୁର: ପୁଣି ଏକ ବଡ଼ ଧରଣର ଚୋରା ସୁନା ଚାଲାଣକୁ ଧରିଛି ବ୍ରହ୍ମପୁର ପୋଲିସ। ମିଳିଥିବା ସୂଚନା ଅନୁଯାୟୀ, ତାମିଲନାଡ଼ୁରୁ ଏକ ସ୍କୋଡା କାରରେ ବିପୁଳ ପରିମାଣର ସୁନା ଓ ରୂପ ବ୍ରହ୍ମପୁରକୁ ଅଣାଯାଉଥିବା ନେଇ ବ୍ରହ୍ମପୁର ଏସପି ଡା. ସର୍ବଣା ବିବେକ ଏମ୍‍ଙ୍କ ପାଖକୁ ସୂଚନା ଆସିଥିଲା। ଏସପିଙ୍କ…

ସ୍ବଚ୍ଛ ସର୍ବେକ୍ଷଣରେ ବ୍ରହ୍ମପୁର ପୁରସ୍କୃତ

ବ୍ରହ୍ମପୁର:ବ୍ରହ୍ମପୁର ମହାନଗର ନିଗମକୁ ସ୍ବଚ୍ଛ ସର୍ବେକ୍ଷଣରେ ସଫଳତା ମିଳିଛି। ୩ରୁ ୧୦ ଲକ୍ଷ ଜନସଂଖ୍ୟା ବିଶିଷ୍ଠ ସହର ବର୍ଗର ଅଭିନବୀକରଣ ଏବଂ ଶ୍ରେଷ୍ଠ କାର୍ଯ୍ୟକାରିତା(ଇନୋଭେସନ ଆଣ୍ଡ ବେଷ୍ଟ ପ୍ରାକ୍ଟିସ୍‌)ରେ ବ୍ରହ୍ମପୁରକୁ ଶ୍ରେଷ୍ଠ ସହର ଭାବେ ପୁରସ୍କୃତ କରାଯାଇଛି। ଦିଲ୍ଲୀର ଅନୁଷ୍ଠିତ…

ଅଫିସ୍‌ରେ ମଦ୍ୟପାନ ଘଟଣା:ଆରବିଏସକେ ମ୍ୟାନେଜରଙ୍କ ବୁର୍ଲା ବଦଳି

ବ୍ରହ୍ମପୁର: ଗଞ୍ଜାମ ଜିଲା ରାଷ୍ଟ୍ରୀୟ ବାଲ୍‌ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ(ଆରବିଏସ୍‌କେ)ର ଆସିଷ୍ଟାଣ୍ଟ ମ୍ୟାନେଜର ସନ୍ଦୀପ କୁମାର ତ୍ରିପାଠୀ କାର୍ଯ୍ୟାଳୟ ଭିତରେ ବସି ମଦ୍ୟପାନ ସଂପର୍କିତ ଫଟୋ ଭାଇରାଲ୍‌ ହୋଇଥିଲା। ସ୍ବାସ୍ଥ୍ୟ ବିଭାଗ ଏହାର ତଦନ୍ତ କରିଥିଲା। ତାଙ୍କ ବିରୋଧରେ ଅନେକ ଡାକ୍ତର,…

ଥାନା ଭିତରେ ଆତ୍ମହତ୍ୟା

ବ୍ରହ୍ମପୁର:ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଭିତରେ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ଏହାକୁ ନେଇ ଉତ୍ତେଜନା ଦେଖିବାକୁ ମିଳିଛି। ମୃତକ ଜଣକ ହେଲେ ଚମାଖଣ୍ଡି ଗ୍ରାମର ତ୍ରିଲୋଚନ ରେଡ଼ି(୩୨)। ମିଳିଥିବା ସୂଚନା ଅନୁଯାୟୀ, ତ୍ରିଲୋଚନା ପୂର୍ବରୁ ଅନେକ ଗଣ୍ଡଗୋଳ ମାମଲାରେ ସଂପୃକ୍ତ ଥିଲେ ।…

କୁକୁର ବାନ୍ଧିବା ଘଟଣା:ଏନଏଚଆରସିରେ ମାମଲା

ବ୍ରହ୍ମପୁର:ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପରିସରରେ ୧୨ଟି କୁକୁରକୁ ଗୋଡ଼ ଓ ମୁହଁ ବାନ୍ଧିବା ଘଟଣା ଜାତୀୟ ମାନବାଧିକାର କମିଶନରେ ପହଞ୍ଚିଛି। ବ୍ରହ୍ମପୁରର ସମାଜେସବୀ ରବିନ୍ଦ୍ର କୁମାର ମିଶ୍ର ଏନେଇ କମିଶନରେ ଅଭିଯୋଗ କରିଛନ୍ତି। ସେ ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି ଯେ, କୁକୁରଗୁଡ଼ିକୁ ଅତି…

ପୁଅ ମାଡ଼ରେ ବାପା ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ଘାଂସିବିଲି ଗ୍ରାମରେ ପୁଅର ମାଡ଼ରେ ବାପାର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ୭୨ ବର୍ଷୀୟ ପ୍ରଭାକର ସାହୁ। ପୁଅ ଅନ୍ତର୍ୟ୍ୟାମୀ ସାହୁ ଓ ବାପା ପ୍ରଭାକର ସାହୁଙ୍କ ମଧ୍ୟରେ କୌଣସି ଘଟଣାକୁ ନେଇ ବଚସା ହୋଇଥିଲା। ସେଥିରେ ପୁଅ ଉତକ୍ଷୀପ୍ତ ହୋଇ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ପାଖରୁ ମିଳିଲାଣି ୪ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି

ବ୍ରହ୍ମପୁର: ଗଞ୍ଜାମ ଜିଲା ଭଞ୍ଜନଗର ଜଳସେଚନ ବିଭାଗ ଅନ୍ତର୍ଗତ ବାଘୁଆ ପ୍ରକଳ୍ପର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁଚରଣ ସାହୁଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି। ଜିଲାର ୯ଟି ସ୍ଥାନରେ ଚଢଉ ପରେ ତାଙ୍କ ପାଖରୁ ୪ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ମିଳିଛି। ପ୍ରାୟ ୨୦…

ଆଇଜର ପ୍ରତିଷ୍ଠାତା ନିର୍ଦେଶକଙ୍କ ପରଲୋକ

ବ୍ରହ୍ମପୁର: ବ୍ରହ୍ମପୁର ସ୍ଥିତ ଭାରତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ(ଆଇଜର)ର ପ୍ରତିଷ୍ଠାତା ନିର୍ଦେଶକ ପ୍ରଫେସର କେ. ଭେଙ୍କେଟ ରମଣ ଚାରୀ(୬୮)ଙ୍କ ଶୁକ୍ରବାର ଅପରାହ୍ନ ୩ଟା ୧୫ ବେଳେ ପରଲୋକ ହୋଇଯାଇଛି। ତାଙ୍କ ପରଲୋକ ବିଷୟରେ ଆଇଜର ପକ୍ଷରୁ ଏକ ପ୍ରେସ ବିବୃତିରେ ସୂଚନା…

ଶିଶୁ ଅନୁକୂଳ ଥାନା ଉଦ୍‌ଘାଟିତ

ବ୍ରହ୍ମପୁର: ବ୍ରହ୍ମପୁର ମହିଳା ଥାନା ପରିସରରେ ଶିଶୁ ଅନୁକୁଳ ଥାନା ଗୃହ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ବ୍ରହ୍ମପୁର ଦକ୍ଷିଣାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ । ବ୍ରହ୍ମପୁର ଏସ୍‌ପି ଡା. ସର୍ବଣା ବିବେକ ଏମ୍‌, ଅତିରିକ୍ତ ଏସ୍‌ପି ଅସୀମ…