Latest Odisha News

BREAKING NEWS

Browsing Category

ଗଞ୍ଜାମ

Ganjam

ବ୍ରହ୍ମପୁରରେ ଜବତ ହେଲା ବିପୁଳ ପରିମାଣର ନକଲି ଗୁଟ୍‌ଖା

ବ୍ରହ୍ମପୁର: ବାରମ୍ବାର ଚଢ଼ଉ ଏବଂ କାର୍ଯ୍ୟାନୁଷ୍ଠାନ ସତ୍ତ୍ୱେ ବ୍ରହ୍ମପୁର ସହରରୁ ଗୋଟିଏ ପରେ ଗୋଟିଏ ନକଲି ଗୁଟ୍‌ଖା କାରଖାନା ଠାବ ହେବାରେ ଲାଗିଛି । ମଙ୍ଗଳବାର ରାତିରେ ଏଭଳି ଏକ କାରଖାନା ଉପରେ ଚଢ଼ଉ କରାଯାଇଥିଲା । ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଲୋଚାପଡା ଶ୍ରୀମା ନଗରରୁ ଗୁଟଖା…

ଥାନା ସାମନାରେ ଆତ୍ମହତ୍ୟା ଉଦ୍ୟତ ମହିଳାଙ୍କ ସମେତ ସ୍ବାମୀ ଓ ଭାଇ ନାଁରେ ମାମଲା

ବ୍ରହ୍ମପୁର: ଗଞ୍ଜାମ ଜିଲା ଛତ୍ରପୁର ଥାନା ସାମନାରେ ମଙ୍ଗଳବାର ରାତିରେ ଝିଲି ପାତ୍ର ନାମକ ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ବୁଧବାର ଏହି ଘଟଣାକୁ ନେଇ ତିନି ଜଣଙ୍କ ନାଁରେ ଛତ୍ରପୁର ଥାନାରେ ଏତଲା ରୁଜୁ ହୋଇଛି। ସେମାନେ ହେଲେ ଆତ୍ମହତ୍ୟା ଉଦ୍ୟମ କରିଥିବା ଝିଲି ଏବଂ…

ମଦ ବିରୋଧୀ ନେତାଙ୍କୁ ହତ୍ୟା ଘଟଣାରେ ୩ ଜଣ ଗିରଫ

ବ୍ରହ୍ମପୁର: ଗତ ୨୦ ତାରିଖରେ ଘଟିଥିବା ଗଞ୍ଜାମର ଜରଡ଼ା ଥାନା ଅନ୍ତର୍ଗତ ପଳାସପୁର ଗ୍ରାମର ବୃନ୍ଦାବନ ଜାନି ହତ୍ୟାକାଣ୍ଡରେ ମଙ୍ଗଳବାର ତିନି ଜଣ ଗିରଫ ହୋଇଛନ୍ତି। ଶନିବାର ପଳାସପୁର ଗ୍ରାମର ଏକ ବିଲରୁ ମୁଣ୍ଡ-ଗଣ୍ଡି ଅଲଗା ହୋଇଥିବା ଶବ ବିଲ ମଧ୍ୟରୁ ମିଳିଥିଲା। ଏହି ହତ୍ୟାକାଣ୍ଡର…

ବ୍ରହ୍ମପୁର ମାଁ ବୁଢୀ ଠାକୁରାଣୀ ମନ୍ଦିରର ହେବ ଉନ୍ନତିକରଣ

ବ୍ରହ୍ମପୁର: ଗଞ୍ଜମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା ତାରା ତାରିଣୀଙ୍କ ମନ୍ଦିରର ଉନ୍ନତିକରଣ ଭଳି ବ୍ରହ୍ମପୁରର ମା ବୁଢୀ ଠାକୁରାଣୀ ମନ୍ଦିର ମଧ୍ୟ ନୂଆ ରୂପ ପାଇବ। ସୋମବାର ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ମନ୍ଦିର ପରିଦର୍ଶନ କରିଥିଲେ। ମନ୍ଦିର ଚାରିପାଖ ବୁଲିବା ସହ ନକ୍ସା…

ପେଟ ଭିତରୁ ବାହାରିଲା ଷ୍ଟିଲ ଗ୍ଲାସ୍; ସୁରତରେ ପଶିଥିଲା, ବ୍ରହ୍ମପୁର ଏମ୍‌କେସିଜିରେ ବାହାରିଲା

ବ୍ରହ୍ମପୁର: ବ୍ରହ୍ମପୁର ସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ରବିବାର ଏକ ଭିନ୍ନ ଧରଣର ଅ​‌ସ୍ତ୍ରୋପଚାର କରାଯାଇଛି । ଜଣେ ବ୍ୟକ୍ତିଙ୍କ ପେଟ ଭିତରେ ଥିବା ଏକ ବଡ ଷ୍ଟିଲ ଗ୍ଲାସକୁ ଅ​‌ସ୍ତ୍ରୋପଚାର କରି ବାହାର କରାଯାଇଛି। ସୁରତରେ ସାଙ୍ଗ…

ଜାଲ ରେସିଡେଣ୍ଟ ସାର୍ଟିଫିକେଟ: ତିନି ଗିରଫ

ବ୍ରହ୍ମପୁର; ସେନାରେ ନିଯୁକ୍ତି ପାଇବା ନିମନ୍ତେ ଜାଲ୍‌ ରେସିଡେଣ୍ଟ ସାର୍ଟିଫିକେଟ ଦେଇଥିବା ଅଭିଯୋଗରେ ଗୋପାଳପୁର ଥାନା ପୁଲିସ ୨ ଜଣ ଯୁବକ ସମେତ ଜାଲ ରେସିଡାଣ୍ଟ ପ୍ରସୃତ କରିଥିବା ଜନସେବା କେନ୍ଦ୍ର ମାଲିକକୁ ଗିରଫ କରାଯାଇଛି । ଅନ୍ୟ ପଟେ ଜାଲ ମାଟ୍ରିକ ସାର୍ଟିଫିକେଟ ମାମଲାରେ ଅନ୍ୟ ୨…

ଗଞ୍ଜାମରେ ୮.୨୨ ଲକ୍ଷ ଶିଶୁ ଖାଇବେ କୃମି ନାଶକ ଔଷଧ; ଆଜିଠୁ ଆରମ୍ଭ ମିଶନ

ବ୍ରହ୍ମପୁର: ବ୍ରହ୍ମପୁର ସହର ସ୍ଥିତ ଭି.ଭି. ଗିରି ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଗଞ୍ଜାମ ଜିଲ୍ଲା ସ୍ତରୀୟ ଜାତୀୟ କୃମି ନାଶକ ଦିବସ ଶୁକ୍ରବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦିବସକୁ ଉଦଘାଟନ କରିବା ସହ…

ଗଞ୍ଜାମରେ ୧୫୦ଟି ସ୍ମାର୍ଟ ହାଇସ୍କୁଲରେ ସୌରଚାଳିତ ଇନଭର୍ଟର ସ୍ଥାପନ ପାଇଁ ଚୁକ୍ତିନାମା

ବ୍ରହ୍ମପୁର: ଗୁଣାତ୍ମକ ଶିକ୍ଷାର ବୃଦ୍ଧି ଓ ଛାତ୍ରଛାତ୍ରୀଙ୍କୁ ଡିଜିଟାଲ ମାଧ୍ୟମରେ ଶିକ୍ଷାର ଅଭିବୃଦ୍ଧି ଲାଗି ରାଜ୍ୟ ସରକାରଙ୍କ ୫-ଟି ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ମାଧ୍ୟମରେ ଗଞ୍ଜାମ ଜିଲାରେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ୩୬୬ଟି ହାଇସ୍କୁଲ ‘ସ୍ମାର୍ଟସ୍କୁଲ’ରେ ପରିଣତ…

ବିଦ୍ୟୁତ ସଂଯୋଗ କଟିଯିବ କହି ଯନ୍ତ୍ରୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଠକି ନେଲେ ସାଇବର୍‌ ଲୁଟେରା

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଗତ କିଛି ଦିନ ହେଲା ଗୋଟିଏ ପରେ ଗୋଟିଏ ସାଇବର୍‌ ଠକେଇ ଜନିତ ଘଟଣା ସାମ୍ନାକୁ ଆସୁଛି । କେହି ଏଥିରୁ ବର୍ତ୍ତି ପାରୁନାହାନ୍ତି । ଏପରିକି ଜଣେ ଯନ୍ତ୍ରୀ ମଧ୍ୟ ଏହି ସାଇବର୍‌ ଲୁଟେରାଙ୍କ ଠକେଇର ଶିକାର ହୋଇଛନ୍ତି । ଘରର ବିଦ୍ୟୁତ୍‌ ସଂଯୋଗ କଟିଯିବ କହି…

ମଦ ଚଢ଼ାଉ ବେଳେ ତହସିଲଦାରଙ୍କୁ ଆକ୍ରମଣ

ବ୍ରହ୍ମପୁର: ଗଂଜାମ ଜିଲା ପାତ୍ରପୁର ବ୍ଲକ ତଥା ଜରଡା ଥାନା ଅନ୍ତର୍ଗତ ବୁଢ଼ୀ ଘାଟିଗାଁରେ ଶନିବାର ପୂର୍ବାହ୍ନରେ ମଦ ଧରପଗଡ଼ ବେଳେ ଉତ୍ତେଜନା ଦେଖା ଦେଇଛି। କେତେକ ଗ୍ରାମବାସୀଙ୍କ ଆକ୍ରମଣରେ ତହସିଲଦାର ଅମିତ କୁମାର ନାୟକ ଏବଂ ଅବକାରୀ ବିଭାଗର କେତେକ କର୍ମଚାରୀ ଆହତ ହୋଇଛନ୍ତି।…