Latest Odisha News

BREAKING NEWS

Browsing Category

ଗଞ୍ଜାମ

Ganjam

ହିଞ୍ଜିଳିକାଟୁ ତହସିଲରେ ଲାଞ୍ଚ କାରବାର; ବରିଷ୍ଠ ରାଜସ୍ୱ ସହାୟକ ଗିରଫ

ବ୍ରହ୍ମପୁର: ଜମି ବିବାଦ ସମାଧାନ କରି ପଟ୍ଟା କରାଇଦେବା ପାଇଁ ଲାଞ୍ଚ ନେଉଥିବା ବରିଷ୍ଠ ରାଜସ୍ୱ ସହାୟକ ଗିରଫ ହୋଇଛନ୍ତି । ହିଞ୍ଜିଳିକାଟୁ ତହସିଲର ବରିଷ୍ଠ ରାଜସ୍ୱ ସହାୟକ ଜଣେ ପୂର୍ବତନ ସେନା କର୍ମଚାରୀଙ୍କୁ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ୟୁନିଟ ତାଙ୍କୁ…

ବିଜେପି ଯୁବ ମୋର୍ଚ୍ଚା ସଭାପତିଙ୍କ ଇସ୍ତଫା

ବ୍ରହ୍ମପୁର: ବିଜେପି ଘୁମୁସର ସାଙ୍ଗଠନିକ ଜିଲାର ଯୁବ ମୋର୍ଚ୍ଚା ସଭାପତି ପଦରୁ ପ୍ରମୋଦ କୁମାର ପଣ୍ଡା ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଏବଂ ଯୁବ ମୋର୍ଚ୍ଚା ସଭାପତି ଈରାସିସ ଆଚାର୍ଯ୍ୟଙ୍କ ପାଖକୁ ପଠାଇଛନ୍ତି। ଗୁରୁବାର କୋଦଳା ଠାରେ…

ଘୁମୁସର ବନଖଣ୍ଡରେ ଦନ୍ତା ହାତୀ ମୃତଦେହ ଜବତ, ଦାନ୍ତ ଚୋରି

ବ୍ରହ୍ମପୁର: ଗଞ୍ଜାମ ଜିଲା ଉତ୍ତର ଘୁମୁସର ବନଖଣ୍ଡରେ ଏବେ ଅସୁରକ୍ଷିତ ହୋଇପଡ଼ିଛନ୍ତି ଦନ୍ତା ହାତୀ।ବୁଧବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବନାଞ୍ଚଳ ଓ ବେଲଗୁଣ୍ଠା ସେକ୍ସନ୍ ତଥା ଜଗନ୍ନାଥପ୍ରସାଦ ବ୍ଲକ୍ ଝାଡ଼ଭୂମି ପଞ୍ଚାୟତ କନ୍ଧନୂଆପଲ୍ଲୀ ଗ୍ରାମ ନିକଟ କାଜୁ ଜଙ୍ଗଲ ଭିତରୁ ଗୋଟିଏ ଦନ୍ତାହାତୀର…

ବ୍ରହ୍ମପୁରରେ ମାସ୍କ ପିନ୍ଧୁନାହାନ୍ତି ଲୋକେ; ବିଏମସିର ଅବିରତ ଚଢ଼ଉ

ବ୍ରହ୍ମପୁର: ବ୍ରହ୍ମପୁର ସହରରେ କରୋନା ସଂକ୍ରମଣର ଭୟବହତା ଦେଖିବାକୁ ମିଳିନି । ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବିଶେଷ ବୃଦ୍ଧି ହୋଇନି। ତଥାପି ମାସ୍କ ପିନ୍ଧିବାକୁ ବ୍ରହ୍ମପୁର ମହାନଗର ନିଗମ ତରଫରୁ ବାଧ୍ୟତାମୂଳକ କରାଯାଇଛି । ଏନେଇ ନିଗମର ଆୟୁକ୍ତ ଜେ.ସୋନାଲଙ୍କ ତରଫରୁ ନିର୍ଦ୍ଦେଶନାମା…

ଗଞ୍ଜାମରେ ମିଳୁନି କୋଭିସିଲ୍‌ଡ ଟିକା

ବ୍ରହ୍ମପୁର: ଗଞ୍ଜାମ ଜିଲାରେ କୋଭିସିଲ୍‌ଡ ଟିକା ଖୋଜିଲେ ମିଳୁନି । ଜିଲା ବ୍ୟାପି ସବୁଆଡ଼େ କୋଭିସିଲ୍‌ଡ ସରିଯାଇଛି। ଯାହା ଫଳରେ ଜିଲାରେ କୋଭିଡ ଟିକାକରଣ ପ୍ରଭାବିତ ହୋଇଛି । କେବଳ ବ୍ରହ୍ମପୁର ସହର ନୁହଁ, ଜିଲାର ଗ୍ରାମାଞ୍ଚଳ ଏବଂ ଛୋଟ ସହର ଗୁଡ଼ିକରେ ମଧ୍ୟ କୋଭିସିଲ୍‌ଡ ଶେଷ ହୋଇଯାଇଛି ।…

ଗଞ୍ଜାମରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌

ବ୍ରହ୍ମପୁର: ଭାରତୀୟ ପାଣିପାଗ ବିଭାଗ ଆକଳନ ଅନୁଯାୟୀ ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ବର୍ଷା ପରବର୍ତ୍ତି ସ୍ଥିତିରେ ବନ୍ୟା ପରିସ୍ଥିତି ଦେଖା ଦେବା ନେଇ ଆକଳନ କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡା ଜିଲାର…

ପ୍ରେମିକର ଘର ଆଗରେ ପ୍ରେମିକାଙ୍କ ଧାରଣା

ବ୍ରହ୍ମପୁର: ଗଞ୍ଜାମ ଜିଲାରେ ପୁଣି ଥରେ ପ୍ରେମ ଓ ପ୍ରତାରଣାର ଅଭିଯୋଗ ଆସିଛି । ପ୍ରେମିକଙ୍କ ଘର ଆଗରେ ଧାରଣା ଦେଇଛନ୍ତି ପ୍ରେମିକା । ଘଟଣା ହେଲା, ରାମଗିରି ଗ୍ରାମର ଶିବ ପ୍ରଧାନ କାମ ସନ୍ଧାନରେ ଗୁଜରାଟର ସୁରତକୁ ଯାଇଥିଲେ । ସେଠାରେ ଖଲିକୋଟ ଥାନା ସଚ୍ଛିନା ଗ୍ରାମର ଯୁବତୀ ଜଣକ ମଧ୍ୟ…

କବିସୂର୍ଯ୍ୟନଗରରୁ ଅପହରଣ, ପାଟପୁରରୁ ମିଳିଲା ଅର୍ଦ୍ଧଦଗ୍ଧ ଶବ

ବ୍ରହ୍ମପୁର: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଅଞ୍ଚଳରୁ ଅପହରଣ ହୋଇଥିବା ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ଶବ ପାଟପୁର ଥାନା ଝରଣ ଗ୍ରାମ ନିକଟସ୍ଥ କାଜୁ ଜଙ୍ଗଲରୁ ମିଳିବା ଘଟଣା ସାରା ଜିଲାରେ ଆଲୋଡ଼ନ ଖେଳାଇ ଦେଇଛି। ଅପହରଣ ପରେ ହତ୍ୟା ଏବଂ ହତ୍ୟା ପ୍ରମାଣକୁ ଲୁଚାଇବା ପାଇଁ ଶବକୁ ଜାଳି ଦିଆଯାଇଥିବା…

ବ୍ରହ୍ମପୁରରେ ବୁଷ୍ଟର ଡୋଜ୍‌: ପ୍ରଥମ ଦିନରେ ୨୩ ଶହଙ୍କୁ ମିଳିଲା ଟୀକା

ବ୍ରହ୍ମପୁର:ରାଜ୍ୟର ବିଭିନ୍ନ ସ୍ଥାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି । ଏହାର ମୁକାବିଲା ପାଇଁ ବ୍ୟାପକ ଟିକାକରଣ ଉପରେ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି। ଅଧିକରୁ ଅଧିକ କ୍ୟାମ୍ପ ଆୟୋଜନ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ବ୍ରହ୍ମପୁର…

ମାଟି ତଳୁ ବୃଦ୍ଧଙ୍କ ମୃତଦେହ ଜବତ କଲା ପୋଲିସ; ଗୁଣି ଗାରେଡ଼ି ସନ୍ଦେହ

ବ୍ରହ୍ମପୁର: ଗଞ୍ଜାମ ଜିଲା ଶେରଗଡ଼ ଥାନା ଅନ୍ତର୍ଗତ ବନ୍ଧାଗୁଡ଼ା ଗ୍ରାମର ତ୍ରିନାଥ ପାତ୍ରଙ୍କ ଶବକୁ ମାଟି ତଳୁ ଜବତ କରିଛି ଶେରଗଡ଼ ଥାନା ପୋଲିସ । ତ୍ରିନାଥ ନିଖୋଜ ହୋଇଥିବା ନେଇ ତାଙ୍କ ଭାଇ ଚନ୍ଦ୍ରୁ ପାତ୍ର ଶେରଗଡ଼ ଥାନାରେ ଏତଲା ଦେଇଥିଲେ। ପୋଲିସ ତଦନ୍ତ ବେଳେ ଅନନ୍ତନଗର ତୋଟାରେ…