Latest Odisha News

BREAKING NEWS

Browsing Category

ଗଞ୍ଜାମ

Ganjam

କବିସୂର୍ଯ୍ୟନଗରରୁ ଅପହରଣ, ପାଟପୁରରୁ ମିଳିଲା ଅର୍ଦ୍ଧଦଗ୍ଧ ଶବ

ବ୍ରହ୍ମପୁର: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଅଞ୍ଚଳରୁ ଅପହରଣ ହୋଇଥିବା ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ଶବ ପାଟପୁର ଥାନା ଝରଣ ଗ୍ରାମ ନିକଟସ୍ଥ କାଜୁ ଜଙ୍ଗଲରୁ ମିଳିବା ଘଟଣା ସାରା ଜିଲାରେ ଆଲୋଡ଼ନ ଖେଳାଇ ଦେଇଛି। ଅପହରଣ ପରେ ହତ୍ୟା ଏବଂ ହତ୍ୟା ପ୍ରମାଣକୁ ଲୁଚାଇବା ପାଇଁ ଶବକୁ ଜାଳି ଦିଆଯାଇଥିବା…

ବ୍ରହ୍ମପୁରରେ ବୁଷ୍ଟର ଡୋଜ୍‌: ପ୍ରଥମ ଦିନରେ ୨୩ ଶହଙ୍କୁ ମିଳିଲା ଟୀକା

ବ୍ରହ୍ମପୁର:ରାଜ୍ୟର ବିଭିନ୍ନ ସ୍ଥାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି । ଏହାର ମୁକାବିଲା ପାଇଁ ବ୍ୟାପକ ଟିକାକରଣ ଉପରେ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି। ଅଧିକରୁ ଅଧିକ କ୍ୟାମ୍ପ ଆୟୋଜନ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ବ୍ରହ୍ମପୁର…

ମାଟି ତଳୁ ବୃଦ୍ଧଙ୍କ ମୃତଦେହ ଜବତ କଲା ପୋଲିସ; ଗୁଣି ଗାରେଡ଼ି ସନ୍ଦେହ

ବ୍ରହ୍ମପୁର: ଗଞ୍ଜାମ ଜିଲା ଶେରଗଡ଼ ଥାନା ଅନ୍ତର୍ଗତ ବନ୍ଧାଗୁଡ଼ା ଗ୍ରାମର ତ୍ରିନାଥ ପାତ୍ରଙ୍କ ଶବକୁ ମାଟି ତଳୁ ଜବତ କରିଛି ଶେରଗଡ଼ ଥାନା ପୋଲିସ । ତ୍ରିନାଥ ନିଖୋଜ ହୋଇଥିବା ନେଇ ତାଙ୍କ ଭାଇ ଚନ୍ଦ୍ରୁ ପାତ୍ର ଶେରଗଡ଼ ଥାନାରେ ଏତଲା ଦେଇଥିଲେ। ପୋଲିସ ତଦନ୍ତ ବେଳେ ଅନନ୍ତନଗର ତୋଟାରେ…

ଅସୁରକ୍ଷିତ ବ୍ରହ୍ମପୁର ବଡ଼ ମେଡ଼ିକାଲ; ନୂତନ କୋଠା ସିଲିଂରୁ ଝରିଲା ପାଣି

ବ୍ରହ୍ମପୁର:କୋଟି କୋଟି ଟଙ୍କା ବ୍ୟୟରେ ଏମକେସିଜି ମେଡିକାଲରେ ନିର୍ମିତ ହୋଇଥିବା ଏକାଧିକ ନୂତନ କୋଠା ଏବେ ରୋଗୀଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିଛି। ଏହି କୋଠାରୁ କେତେବେଳେ ସିଲିଂ ଖସୁଛି ତ ଆଉ କେତେବେଳେ ଝରଣା ଭଳି ପାଣି ବୋହୁଛି। ଯାହା ଚିକିତ୍ସିତ ହେଉଥିବା ରୋଗୀ ପାଇଁ ବିପଦ ଡାକି…

କଣ୍ଟେନର୍‌ର ସିକ୍ରେଟ୍‌ ଚାମ୍ବରରୁ ମିଳିଲା ୧୬୦କିଲୋ ଗଞ୍ଜେଇ

ବ୍ରହ୍ମପୁର:ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ରାକେଟ୍‌ ଠାବ କରିଛି ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ। ଗୋଟିଏ କଣ୍ଟେନର୍‌ରେ ଗଜପତି ଜିଲା ମୋହନାରୁ ଖଲ୍ଲିକୋଟ ନିର୍ମଳ ଝର ଦେଇ ଜାତୀୟ ରାଜପଥରେ ଚାଲାଣ ହେଉଥିବା ୧୬୦ କେଜି ଗଞ୍ଜେଇ ଧରିଛି ଅବକାରୀ ବିଭାଗ। ଏ ସଂକ୍ରାନ୍ତରେ କଣ୍ଟେନର୍‌…

ଶିକାର ପରେ ସମ୍ବର କାଟିଲା ବେଳେ ଧରିଲା ବନ ବିଭାଗ

ବ୍ରହ୍ମପୁର: ଶିକାର ପରେ ବିକ୍ରି ପାଇଁ ଏକ ସମ୍ବରକୁ କାଟିଲା ବେଳେ ଶିକାରୀଙ୍କୁ ଧରି ମାଂସ ଜବତ କରିଛି ବ୍ରହ୍ମପୁର ବନ ବିଭାଗ । ଶିକାରୀଙ୍କୁ ଅଟକ ରଖାଯାଇଥିବା ବେଳେ ସମ୍ବର ମାଂସକୁ ପ୍ରାଣୀ ଚିକିତ୍ସାଳୟକୁ ପଠାଯାଇଛି । ବ୍ରହ୍ମପୁର ରେଞ୍ଜର ରଜତ ମିଶ୍ରଙ୍କ ଠାରୁ ମିଳିଥିବା ସୂଚନା…

ଜାଣନ୍ତୁ; ବ୍ରହ୍ମପୁରରେ କେଉଁଠି ମିଳିବ ବୁଷ୍ଟର ଡୋଜ୍‌

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଶୁକ୍ରବାର ଠାରୁ କରୋନା ଟୀକାର ବୁଷ୍ଟର୍‌ ଡୋଜ୍‌ ୧୮ରୁ ୫୯ ବର୍ଷ ବୟସ୍କଙ୍କୁ ପ୍ରଦାନ କରାଯିବ । ଏନେଇ ବ୍ରହ୍ମପୁର ମହାନଗର ନିଗମ ତରଫରୁ ଘୋଷଣା କରାଯାଇଛି । ସହରରେ ଥିବା ସମସ୍ତ ୮ଟି ସହରାଞ୍ଚଳ ପ୍ରାଥମିକ ସ୍ଵାସ୍ଥ୍ୟକେନ୍ଦ୍ର(ୟୁପିଏଚ୍‌ସି)ରେ ସହରବାସୀ…

ଅଶ୍ଲୀଳ ଫଟୋ ଭାଇରାଲ ପରେ ନାବାଳିକାଙ୍କ ଆତ୍ମହତ୍ୟା; ୩ ଜଣ ଗିରଫ

ବ୍ରହ୍ମପୁର: ଅଶ୍ଲୀଳ ଫଟୋ ଭାଇରାଲ ପରେ ଜଣେ ୧୫ ବର୍ଷୀୟା ନାବାଳିକାଙ୍କ ଆତ୍ମହତ୍ୟା ଏବଂ ପରେ ଏହି ଘଟଣାକୁ ନେଇ ୩ ଜଣ ଗିରଫ। ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଜଡ଼ାହାଟୁଣି ଗ୍ରାମରେ ଏହି ଘଟଣା ଘଟିଛି । ଗତ ୮ ତାରିଖରେ ନାବାଳିକା ଜଣକ ଆତ୍ମହତ୍ୟା କରିଥିବା ବେଳେ ବୁଧବାର ପୋଲିସ…

ଗଂଜାମରେ ଯୁବକଙ୍କୁ ହତ୍ୟା

ବ୍ରହ୍ମପୁର: ଗଂଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ମହୁରୀ କାଳୁଆ ନିକଟରେ ଜଣଙ୍କ ମୃତଦେହ ରବିବାର ସକାଳେ ମିଳିଛି। ମୃତକ ଜଣଙ୍କ ବ୍ରହ୍ମପୁର ଖଲାସୀ ସାହିର ଶିବ ବେହେରା ବୋଲି ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି। ରବିବାର ସକାଳେ ଶିବଙ୍କ ମୃତଦେହ ପଡିଥିବା ନେଇ ସ୍ଥାନୀୟ ଲୋକେ ଦେଖିବା…

ଚୋର ଗ୍ୟାଙ୍ଗ୍‌ ପାଖରୁ ଜବତ ହେଲା ୨୫ଟି ପାଣି ପମ୍ପ, ମୋଟର୍‌

ବ୍ରହ୍ମପୁର: ଆସିକା ପୋଲିସ ଏକ ଚୋର ଗ୍ୟାଙ୍ଗ୍‌କୁ ଧରିବା ସହିତ ସେମାନଙ୍କ ପାଖରୁ ବିଭିନ୍ନ ପ୍ରକାରର ୨୫ଟି ପାଣି ପମ୍ପ ଏବଂ ମୋଟର୍‌ ଜବତ କରିବାରେ ସଫଳ ହୋଇଛି । ଅଭିଯୁକ୍ତମାନେ ହେଲେ ଚିତ୍ରସେନ ଦଳେଇ (୩୦),ମିଟୁ ଦଳେଇ (୩୭), ପ୍ରହଲ୍ଲାଦ ବିଶ୍ୱାଳ (୨୭), ଚରଣ ବିଶ୍ୱାଳ (୨୭)। ଏମାନଙ୍କ ଘର…