Latest Odisha News

BREAKING NEWS

Browsing Category

ଗଞ୍ଜାମ

Ganjam

ଗଞ୍ଜାମ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ ଦିବ୍ୟଜ୍ୟୋତି ପରିଡ଼ା

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ନୂତନ ଜିଲାପାଳ ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ଦିବ୍ୟଜ୍ୟୋତି ପରିଡ଼ା । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସମ୍ମିଳନୀ କକ୍ଷରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଦାୟୀ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ବିଦାୟ…

ବୋହୂ କାଠ ଫାଳିଆ ମାଡ଼ରେ ଶ୍ୱଶୁର ମୃତ

ବ୍ରହ୍ମପୁର: ଘରୋଇ କଳିକୁ ନେଇ ବୋହୂର କାଠ ଫାଳିଆ ମାଡ଼ରେ ଶ୍ୱଶୁର ମୃତ। ଗଂଜାମ ଜିଲା ଆସିକା ଥାନା ଅନ୍ତର୍ଗତ କିଶୋରଚନ୍ଦ୍ର ପଲ୍ଲୀ ଗ୍ରାମରେ ଏହି ଘଟଣା ଘଟିଛି। ଶନିବାର ବିଳମ୍ବିତ ରାତିରେ ବୋହୂ ସୁଲତା ନାୟକ ଏବଂ ଶ୍ୱଶୁର ସୀମାଞ୍ଚଳ ନାୟକ(୫୫)ଙ୍କ ମଧ୍ୟରେ ଘରୋଇ କଳିକୁ ନେଇ ଯୁକ୍ତିତର୍କ…

୧୦ ଜିଲ୍ଲାର ‘ଆହାର’ରେ ବ୍ରହ୍ମପୁର ଆଚାର

ବ୍ରହ୍ମପୁର:ବ୍ରହ୍ମପୁର ଆଚାରର ପ୍ରସିଦ୍ଧି ଦେଶ ବିଦେଶରେ ରହିଛି । ଦୂରଦୂରାନ୍ତରରୁ ଲୋକମାନେ ବ୍ରହ୍ମପୁର ଆସନ୍ତି ଆଚାର କିଣିବା ପାଇଁ । ବ୍ରହ୍ମପୁର ଆଚାରର ଏହି ସ୍ବତନ୍ତ୍ରତା ବର୍ତ୍ତମାନ ମହିଳାଙ୍କ ସଶକ୍ତିକରଣ କରିବା ଦିଗରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନେଇଛି । ମିଶନ ଶକ୍ତି ଏବଂ…

ଗଞ୍ଜାମ ଡିଆର୍‌ଡିଏ ନିର୍ଦ୍ଦେଶକ ହେଲେ କୀର୍ତ୍ତି ୱାସନ

ବ୍ରହ୍ମପୁର: ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ନୂତନ ପ୍ରକଳ୍ପ ନିର୍ଦ୍ଦେଶକ(ପିଡି) ଭାବେ ୱି.କୀର୍ତ୍ତି ୱାସନ୍ ଶନିବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ୨୦୧୮ ବ୍ୟାଚ୍‌ର ଆଇଏଏସ୍ ଅଫିସ ଅଟନ୍ତି । ୱାସନ୍ ୨୦୨୦ ସେପ୍ଟେମ୍ବର ୯ ତାରିଖରେ ବ୍ରହ୍ମପୁର ଉପ-ଜିଲାପାଳ ଭାବେ ନିଯୁକ୍ତି…

ଗଞ୍ଜାମ ଜିଲାର ବିପର୍ଯ୍ୟୟ ପରିଚାଳନାକୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ପ୍ରଶଂସା

ବ୍ରହ୍ମପୁର:ପ୍ରାକୃତିକ ବିପର୍ଯ୍ୟୟ ହେଉ କିମ୍ବା ଜିଲାରେ ଦେଖାଯାଉଥିବା ଯେ କୌଣସି ଆପଦ ବିପଦ ହେଉ, ଗଞ୍ଜାମ ଜିଲା ପ୍ରଶାସନ ସଠିକ ସମୟରେ ସଠିକ ପଦକ୍ଷେପ ଗ୍ରହଣ କରି ଜନ ଜୀବନକୁ ସୁରକ୍ଷିତ କରିଥିବା ହେତୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭୂୟସୀ ପ୍ରଶଂସା କରିଛନ୍ତି । ଏତତ ବ୍ୟତୀତ ଜିଲା ପ୍ରଶାସନ…

‘ଅଗ୍ନିପଥ’ ହିଂସା ଆଶଙ୍କାରେ ବ୍ରହ୍ମପୁର ଷ୍ଟେସନରେ କଡ଼ା ସୁରକ୍ଷା

ବ୍ରହ୍ମପୁର: 'ଅଗ୍ନିପଥ' ବିରୋଧରେ ବିଭିନ୍ନ ସ୍ଥାନରେ ବ୍ୟାପକ ହିଂସାକାଣ୍ଡ ଦେଖିବାକୁ ମିଳିଛି। ବିଶେଷ କରି ପଡୋଶୀ ଆନ୍ଧ୍ରପ୍ରଦେଶର କେତେକ ସ୍ଥାନରେ ଟ୍ରେନରେ ନିଆଁ ଲଗାଇଦେବା ସହ ବ୍ୟାପକ ଭଙ୍ଗାରୁଜା ମଧ୍ୟ ହୋଇଛି। ଏହାକୁ ଦୃଷ୍ଟିରେ ରଖି ସତର୍କ ହୋଇଯାଇଛି ରେଳ ବିଭାଗ। ବ୍ରହ୍ମପୁର ରେଳ…

ବ୍ରହ୍ମପୁରରେ ‘ଅଗ୍ନିପଥ’କୁ ତୀବ୍ର ବିରୋଧ

ବ୍ରହ୍ମପୁର: କେନ୍ଦ୍ର ସରକାରଙ୍କ 'ଅଗ୍ନିପଥ' ଯୋଜନାକୁ ଦେଶବ୍ୟାପୀ ବିରୋଧ କରାଯାଉଥିବା ବେଳେ ବ୍ରହ୍ମପୁର ସହରରେ ମଧ୍ୟ ଏହାର ପ୍ରଭାବ ପଡିଛି। ବିଭିନ୍ନ ସଂଗଠନ ଏବଂ ସେନାରେ ନିଯୁକ୍ତି ଆଶାୟୀଙ୍କ ତରଫରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପୂର୍ବାହ୍ନରେ ବହୁ ସଂଖ୍ୟକ ସେନା…

ଓଡ଼ିଶାରେ ଘର, ଆନ୍ଧ୍ରରେ ବିଦ୍ୟାଳୟ : ଗୋଟିଏ ପରେ ଗୋଟିଏ ବିଦ୍ୟାଳୟରେ ପଡୁଛି ତାଲା , ପାଠ ପଢାରେ ସମସ୍ୟା

ବ୍ରହ୍ମପୁର: ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶର ସୀମାନ୍ତ ଅଞ୍ଚଳ ଯଥା ଗଞ୍ଜାମ ଜିଲାର ପାତ୍ରପୁର ବ୍ଳକରେ ଗୋଟିଏ ପରେ ଗୋଟିଏ ଓଡ଼ିଆ ବିଦ୍ୟାଳୟ ବନ୍ଦ ହେବାରେ ଲାଗିଛି ।  ଭାବେ ଓଡ଼ିଆ ଛାତ୍ରଛାତ୍ରୀଙ୍କ ସଂଖ୍ୟା ହ୍ରାସ ପାଉଥିବା ଯୋଗୁ ଅନେକ ବିଦ୍ୟାଳୟରେ ତାଲା ପଡ଼ିଲାଣି । ଅପରପକ୍ଷେ ଓଡ଼ିଶାର…

ଗଞ୍ଜାମ ଜିଲା:୨୦୨୨-୨୩ ଆର୍ଥିକ ବର୍ଷରେ ୧୦ ହଜାର ୬୪ କୋଟି ଋଣ ପ୍ରଦାନ ଲକ୍ଷ୍ୟ

ବ୍ରହ୍ମପୁର: ଛତ୍ରପୁର ଠାରେ ଗଂଜାମ ଜିଲ୍ଲା ବ୍ୟାଙ୍କ ସମୂହ ଅର୍ଥ ପରାମର୍ଶଦାତା କମିଟି ବୈଠକ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାରେ ଥିବା ବ୍ୟାଙ୍କ ଗୁଡିକ ଋଣ ଲକ୍ଷ୍ୟ ପୂରଣ କରିବା ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଥିଲେ। ଜିଲ୍ଲାର…

ଗଞ୍ଜାମରେ ବ୍ୟାପୁଛି ବାସନ୍ଦ କଳଙ୍କ: ସରପଞ୍ଚ ପ୍ରାର୍ଥୀଙ୍କ ପରିବାରକୁ ଗାଁ ବାସନ୍ଦ ଅଭିଯୋଗ

ବ୍ରହ୍ମପୁର: ସାମାଜିକ ବାସନ୍ଦ, ଜାତିରୁ ବାସନ୍ଦ ଭଳି କୁସଂସ୍କାର ଗଞ୍ଜାମ ଜିଲାରେ ଦିନକୁ ଦିନ ବଢିବାରେ ଲାଗିଛି। କିଛି ନିର୍ଦ୍ଧିଷ୍ଟ କୁଳ ସମାଜର ମୁଖିଆମାନେ ନିଜ ପତିଆରା ପାଇଁ ଏଭଳି କୁପ୍ରଥା ପ୍ରଚଳନ କରିଆସୁଛନ୍ତି। ଏକାଧିକ ଘଟଣା, ଦୁର୍ଘଟଣା ଓ ପୁଲିସର ତାଗିଦ ପରେ ମଧ୍ୟ ବାସନ୍ଦ ପ୍ରଥା…