Latest Odisha News

BREAKING NEWS

Browsing Category

ଗଞ୍ଜାମ

Ganjam

ଗଞ୍ଜେଇ, ଅଫିମ ସହ ୮କେଜି ୫୯୬ଗ୍ରାମ ସୁନା ଜବତ

ବ୍ରହ୍ମପୁର: ଖଲ୍ଲିକୋଟ ପୋଲିସକୁ ବଡ଼ ସଫଳତା। ଗଞ୍ଜାମ ଖଲ୍ଲିକୋଟ ଖଜାପଲ୍ଲୀରେ ଜଣେ ଗଞ୍ଜେଇ ଚାଲାଣକାରୀଙ୍କ ଘରେ ପୋଲିସ ଓ ଅବକାରୀ ବିଭାଗର ଚଢ଼ାଉ। ତାଙ୍କ ଘରୁ ୩୪କେଜି ୯୪ଗ୍ରାମ ଗଞ୍ଜେଇ ଜବତ ହୋଇଛି। ଏହାସହ ୧୦କେଜିରୁ ଅଧିକ ଅଫିମ, ୭୫ଲକ୍ଷ ଟଙ୍କା ଏବଂ ୮କେଜି ୫୯୬ଗ୍ରାମ ସୁନା ଜବତ ହୋଇଛି।…

ଗାଁରେ ଥମୁନି ହାତୀ ଆତଙ୍କ

ଭୁବନେଶ୍ୱର: ପୁଣି ମାତିଛି ହାତୀ । ବିଭିନ୍ନ ସ୍ଥାନରେ ଥମୁନି ହାତୀ ଉପଦ୍ରବ । ଗାଁ ଭିତରକୁ ଜଙ୍ଗଲୀ ହାତୀ ପଶି ଆସୁଥିବା ବେଳେ ଏକର ଏକର ଫସଲ ନଷ୍ଟ କରିଚାଲିଛନ୍ତି । ଘରଦ୍ୱାର ଭାଙ୍ଗୁଥିବା ବେଳେ ଗାଁରେ ଲୋକେ ଆତିଙ୍କିତ ଅବସ୍ଥାରେ ରହିଛନ୍ତି । ଅନ୍ୟ ସ୍ଥାନ ଭଳି ଗଂଜାମ ଧରାକେଟରୁ ନେଇ…

ସାମୁହିକ ସ୍ବଚ୍ଛତା ଦିବସ, ପ୍ଲାଷ୍ଟିକର ବ୍ୟବହାର ଉପରେ ରୋକ୍

ଗଞ୍ଜାମ : ଗଞ୍ଜାମ ଜିଲ୍ଲାରେ ସାମୁହିକ ସ୍ବଚ୍ଛତା ଦିବସ ପାଳନ ।  ପ୍ଲାଷ୍ଟିକର ବ୍ୟବହାରକୁ ସମ୍ପୂର୍ଣ୍ଣ ବାରଣ କରିବା ନେଇ ପ୍ରଚାର ପ୍ରସାର କାର୍ଯ୍ୟକ୍ରମ  ଆରମ୍ଭ କରାଯାଇଛି । ଏହି ସ୍ବଚ୍ଛତା କାର୍ଯ୍ୟକ୍ରମ ମାସ ତମାମ ପାଳନ କରାଯାଇ ରାଲି ମାଧ୍ୟମରେ ଜନ ସଚେତନତା ପାଇଁ ଅଭିଯାନ ଜାରି ରହିବ…

ସମ୍ଭାବ୍ୟ ବାତ୍ୟା ପାଇଁ ଗଞ୍ଜାମ ଜିଲ୍ଲାପାଳଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ବ୍ରହ୍ମପୁର: ସମ୍ଭାବ୍ୟ ବାତ୍ୟା ଗୁଲାବ ପାଇଁ ସଜାଗ ଗଞ୍ଜାମ ପ୍ରଶାସନ । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ଜରୁରୀ କାଳୀନ ବୈଠକ । ବିଭିନ୍ନ ବିଭାଗର ଅଧିକାରୀ ମାନେ ବୖଠକରେ ଉପସ୍ଥିତ ରହିଛନ୍ତି । ଜିଲ୍ଲା ପ୍ରଶାସନ ପକ୍ଷରୁ ଜିରୋ କାଜୁଆଲଟି ଉପରେ…

ଅଟୋ ଧକ୍କାରେ ବସ୍ ଡ୍ରାଇଭର ମୃତ, ୪ ଜଣ ଆହତ

ବ୍ରହ୍ମପୁର: ଅଟୋ ଧକ୍କାରେ ବସ୍ ଡ୍ରାଇଭର ମୃତ । ବସ୍ ଠିଆ କରି ପରିଶ୍ରା ପାଇଁ ଯିବା ବେଳେ ଧକ୍କା ଦେଇଥିଲା ଅଟୋ । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ନିକଟସ୍ଥ ଚୁଡଙ୍ଗପୁରରେ ଏହି ଦୁର୍ଘଟଣା ଘଟିଛି । ମୃତ ଡ୍ରାଇଭର ହେଲେ ନୟାଗଡ଼ ଜିଲ୍ଲାର ସୁଧାକର ସାହୁ । ଏହି ଦୁର୍ଘଟଣାରେ ଅଟୋ ଡ୍ରାଇଭର ଓ…

ଗୋଷ୍ଠୀ ସଂଘର୍ଷରୁ ଗଡ଼ିଲା ମୁଣ୍ଡ: ଯୁବକଙ୍କୁ ହତ୍ୟା ପରେ ଘରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ବ୍ରହ୍ମପୁର: ଗୋଷ୍ଠୀ ସଂଘର୍ଷରୁ ଗଡ଼ିଲା ମୁଣ୍ଡ । ବିଚ୍ ରାସ୍ତାରେ ଯୁବକଙ୍କୁ ହତ୍ୟା । ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଂଘର୍ଷ ନେଇଛି ଜୀବନ । ଯୁବକଙ୍କୁ ହତ୍ୟା ପରେ ତାଙ୍କ ଘରେ ନିାଁ ଲଗାଇଦେଲେ ଦୁର୍ବୃତ୍ତ । ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ ଖଦାଳ ସାହିରେ ଏହି ଅଭାବନୀୟ ଘଟଣା ଘଟିଛି…

ଅଜଣା ଗାଡ଼ି ଧକ୍କାରେ ଦୁଇ ମହିଳା ମୃତ

ବ୍ରହ୍ମପୁର: ଅଜଣା ଗାଡ଼ି ଧକ୍କାରେ ଦୁଇ ମହିଳାଙ୍କ ମୃତ୍ୟୁ । ବ୍ରହ୍ମପୁର-ଦିଗପହଣ୍ଡି ରାସ୍ତା ଗୋକର୍ଣ୍ଣପୁର ବ୍ରିଜ୍ ନିକଟରେ ଏହି ଦୁର୍ଘଟଣା ଘଟିଛି । ମୃତକମାନେ ହେଲେ ତମାଳ ବିନ୍ଧାଣୀ ଓ ଚିନାରୀ ବାଙ୍ଗାରୀ ପାତ୍ର। ଏହି ଘଟଣା ପରେ ଉତ୍ୟକ୍ତ ଲୋକ କ୍ଷତିପୂରଣ ଦାବିରେ ଦିଗପହଣ୍ଡି-ବ୍ରହ୍ମପୁର…

ବଢ଼ୁଛି ବିଭିନ୍ନ ନଦୀର ଜଳସ୍ତର

ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ରବିବାର ଦିନତମାମ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଛି। ପୁରୀ, ଖୋର୍ଧା, ଜଗତ୍‌ସିଂହପୁର ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ଜନଜୀବନ ଅସ୍ତ‌ବ୍ୟସ୍ତ ହୋଇପଡ଼ିଛି । ପଶ୍ଚିମ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ‌ହେବାର ସମ୍ଭାବନା…

ମୁହାଁମୁହିଁ ଧକ୍କା ପରେ ଘର ଉପରେ ମାଡ଼ିଗଲା ଟ୍ରକ୍

ବ୍ରହ୍ମପୁର: ମୁହାଁମୁହିଁ ପିଟି ହେଲେ ଦୁଇଟି ଟ୍ରକ୍ । ଏହାପରେ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଘର ଉପରେ ମାଡ଼ିଗଲା । ତେବେ ଏଥିରେ କେହି ମୃତାହତ ହୋଇ ନାହାନ୍ତି । ବ୍ରହ୍ମପୁର-ଦିଗପହଣ୍ଡି ୨୧୭ ନମ୍ବର ଜାତୀୟ ରାଜପଥରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ବ୍ରହ୍ମପୁର…

ଘର ଭିତରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର

ଗଞ୍ଜାମ: ଘର ଭିତରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର । ତଳେ ଚଟାଣରେ ସ୍ତ୍ରୀର ମୃତ୍ୟଦେହ ପଡ଼ିଥିବା ବେଳେ ଝୁଲନ୍ତା ଅବସ୍ଥାରେ ସ୍ୱାମୀଙ୍କ ମୃତଦେହ ଉଦ୍ଧାର ହୋଇଛି । ଗଞ୍ଜାମ ଜିଲ୍ଲା ପୋଲସରା ଅନ୍ତର୍ଗତ ସୋଡ଼କ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ସ୍ତ୍ରୀକୁ…