Latest Odisha News

BREAKING NEWS

Browsing Category

ଗଞ୍ଜାମ

Ganjam

ଡ୍ରାଇଭର୍ ରଚିଥିଲା ଏଟିଏମ୍ ଭ୍ୟାନ୍ ଅପହରଣ ନାଟକ

ବ୍ରହ୍ମପୁର: ଡ୍ରଇଭର୍ ୪୨୦ । ଯେଉଁ ଏଟିଏମ୍ ଟଙ୍କା ଭର୍ତ୍ତି ଭ୍ୟାନ୍ ଚଳାଉଥିଲା ତାକୁ ଅପହରଣ କରି ଟଙ୍କା ଲୁଟ୍ କରିବାକୁ ମାଷ୍ଟରପ୍ଲାନ୍ କରିଥିଲା । ସହଯୋଗୀଙ୍କୁ ନେଇ ଅପରହଣ ନାଟକ ରଚିଥିଲା । ବ୍ରହ୍ମପୁର ବଡ଼ବଜାର ଥାନା ଅଞ୍ଚଳରୁ ଏଟିଏମ୍ ଟଙ୍କା ଭର୍ତ୍ତି ଭ୍ୟାନକୁ ଅପହରଣ ଘଟଣାର…

ଆଜି ଗଞ୍ଜାମ ଜିଲ୍ଲାରେ ୧୦ ଟି ସ୍ମାର୍ଟ ସ୍କୁଲର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠୁ ସ୍କୁଲର ରୂପାନ୍ତରୀକରଣର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଗଞ୍ଜାମ ଜିଲ୍ଲାର ଶେରଗଡ଼ ଓ ହିଞ୍ଜିଳି ବ୍ଲକରେ ୫ଟି ଲେଖାଏ ସ୍ମାର୍ଟ ସ୍କୁଲର ଲୋକାର୍ପଣ କରିବେ । ଉର୍ଚୁଆଲ୍ ମୋଡରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୩୦ ତାରିଖ ଭିତରେ…

ମଦ ପିଇବାକୁ ଟଙ୍କା ଦେଲେନି ବାପା, ଛୁରୀ ଭୁସି ମାରିଦେଲା ପୁଅ

କବିସୂର୍ଯ୍ୟନଗର(ଗଞ୍ଜାମ): ମଦ ପିଇବା ପାଇଁ ବାପା ଟଙ୍କା ଦେଲେନି । ପୁଅ ମୁଣ୍ଡକୁ ପିତ୍ତ ଚଢ଼ିଲା । ବାପାଙ୍କୁ ଛୁରୀ ଭୁସି ହତ୍ୟା କରିଛି କୁଳାଙ୍ଗାର ପୁଅ । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ମହାଛାଇ ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା । ମୃତକ ହେଲେ ଗାଁର କରୁଣାକର ସାହୁ ।…

ପ୍ରେମିକ ସାଜିଲା ପିଶାଚ: ପ୍ରେମିକାକୁ ଜୀଅନ୍ତା ଜାଳିଦେଲା

ଗଞ୍ଜାମ: ପ୍ରେମିକ ସାଜିଲା ପିଶାଚ । ଯାହାକୁ ଭଲ ପାଉଥିଲା ତାକୁ ପୋଡ଼ି ମାରି ଦେଲା । ଯୁବତୀଙ୍କୁ ଜୀଅନ୍ତା ଜାଳି ଦେଇଥିବା ଅଭିଯୋଗ । ଏଭଳି ବାଭତ୍ସ ଓ ହୃଦୟବିଦାରକ ଘଟଣା ସାମନାକୁ ଆସିଛି ଗଞ୍ଜାମ ଜିଲ୍ଲା ପୋଲସରା ଅଞ୍ଚଳରୁ । ଚିକିତ୍ସାଧୀନ ଅବସ୍ଥାରେ ଯୁବତୀଙ୍କର ମୃତ୍ୟୁ ହୋଇଛି । ଅଭିଯୋଗ…

ଗଞ୍ଜାମ ଜିଲ୍ଲାରେ ଆଜିଠୁ ଦିଆଯିବ କୋଭାକ୍ସିନ୍ ଟିକା

ବ୍ରହ୍ମପୁର: ଆଜିଠୁ ଗଞ୍ଜାମ ଜିଲ୍ଲାରେ ଲୋକଙ୍କୁ ଦିଆଯିବ କୋଭାକ୍ସିନ୍ ଟିକା । ଭୁବନେଶ୍ୱର ବାହାରେ ପ୍ରଥମ ଥର ଅନ୍ୟ ସ୍ଥାନରେ କୋଭାକ୍ସିନ ଟିକା ଦିଆଯିବ । ୧୮ ବର୍ଷରୁ ଅଧିକ ଯେଉଁମାନେ ପ୍ରଥମ ଡୋଜ୍ ନେବେ ସେମାନଙ୍କୁ କୋଭାକ୍ସିନ ଟିକା ଦିଆଯିବ । ଦ୍ୱିତୀୟ ଡୋଜ୍ ଅପେକ୍ଷାରେ ଥିବା…

ଟିକା ନେଇ ନଥିଲେ ଗଞ୍ଜାମ ଜିଲ୍ଲାରେ ଦୋକାନ ଖୋଲିବା ମନା

ବ୍ରହ୍ମପୁର: କରୋନା ମହାମାରୀ ବିରୋଧୀ ଲଢ଼େଇରେ ଲକଡାଉନ୍, ସଟଡାଉନ୍ ହେଉଛି ଟିକାକରଣ ସବୁବେଳେ ମୁକାବିଲାରେ କିଛି ନା କିଛି ନୂଆ କରିଥାଏ ଗଞ୍ଜାମ ଜିଲ୍ଲା ପ୍ରଶାସନ । ଏବେ ଟିକାକରଣକୁ ଗୁରୁତ୍ୱ ଦେଇ ଅଭିନବ ନିଷ୍ପତ୍ତି ନେଇଛନ୍ତି ଜିଲ୍ଲାପାଳ । ତାଲାବନ୍ଦ କଟକଣା ଭିତରେ ଯେତିକି ବ୍ୟବସାୟିକ…

ତୃତୀୟ ଲହର ସତର୍କତା: ଗଞ୍ଜାମ ଜିଲ୍ଲାରେ ଆଜିଠୁ ଶିଶୁମାନଙ୍କର ସ୍ୱାସ୍ଥ୍ୟ ଯାଞ୍ଚ

ବ୍ରହ୍ମପୁର: କରୋନାର ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ଶିଶୁଙ୍କ ସ୍ୱାସ୍ଥ୍ୟକୁ ବିଶେଷ ଦୃଷ୍ଟି ଦିଆଯାଉଛି । ଆଜିଠୁ ଗଞ୍ଜାମ ଜିଲ୍ଲାରେ ଶିଶୁମାନଙ୍କର ସ୍ୱାସ୍ଥ୍ୟ ଯାଞ୍ଚ କରାଯିବ । ଡୋର୍ ଟୁ ଡୋର୍ ସର୍ଭେ ଚାଲିବ । ଆଶାକର୍ମୀ,…

ସ୍ତ୍ରୀକୁ ପଥରରେ ଛେଚି ମାରିବା ପରେ ଜୀବନ ହାରିଦେଲା ସ୍ୱାମୀ

ଗଞ୍ଜାମ: ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ହତ୍ୟା କରିବା ପରେ ସ୍ୱାମୀ ଆତ୍ମହତ୍ୟା କରିଥିବା ଅଭିଯୋଗ । ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବେଢ଼ାଛେଲୁ କୁମ୍ଭାରସାହିରେ ଏହି ଘଟଣା ଘଟିଛି । ଗତକାଲି ରାତିରେ ଘଟିଛି ଏହି ଘଟଣା । ମୃତକ ହେଲେ ଗାଁର ପ୍ରଶାନ୍ତ ମୁଦୁଲି…

ଗଞ୍ଜାମ ଜିଲ୍ଲାରେ ଡୋର୍ ଟୁ ଡୋର୍ ଅକ୍ସିଜେନ୍ ଚେକିଂ ସର୍ଭେ ଆରମ୍ଭ

ବ୍ରହ୍ମପୁର: କରୋନା ସଂକ୍ରମଣରେ ବ୍ରେକ ଲଗାଇବା ଓ ମହାମାରୀ ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନର ତତ୍ପରତା । ଆଜିଠୁ ଆରମ୍ଭ ହୋଇଛି ଡୋର୍ ଟୁ ଡୋର୍ ଅକ୍ସିଜେନ୍ ଚେକିଂ ସର୍ଭେ କାମ । ଅକ୍ସିମିଟର ଜରିଆରେ ଘରକୁ ଘର ଯାଉଛନ୍ତି ଆଶା କର୍ମୀ । ଲୋକଙ୍କୁ ଅକ୍ସିଜେନ୍ ଲେଭଲ୍ ଯାଞ୍ଚ କରୁଛନ୍ତି…

ଗଞ୍ଜାମରେ ବାହାଘର ପୂର୍ବରୁ ପରିବାର ଲୋକଙ୍କ କୋଭିଡ୍ ଟେଷ୍ଟ, ପଜିଟିଭ୍ ଆସିଲେ ଅନୁମତି ନାହିଁ

ଗଞ୍ଜାମ: କରୋନାର ସେକେଣ୍ଡ ଓ୍ୱେଭ ଦ୍ରୁତ ମାଡୁଛି । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କଟକଣା ଅଧିକ କଡ଼ାକଡ଼ି ହେଲାଣି । ଏଣିକି ଗଞ୍ଜାମ ଜିଲ୍ଲାରେ ବାହାଘର ଆୟୋଜନ ନେଇ ନୂଆ ନିୟମ କରିଛି ପ୍ରଶାସନ । ବିବାହ ପୂର୍ବରୁ ପରିବାର ଲୋକଙ୍କ କୋଭିଡ୍ ଟେଷ୍ଟ ହେବ । ସମସ୍ତଙ୍କର…