Latest Odisha News

BREAKING NEWS

Browsing Category

ଗଞ୍ଜାମ

Ganjam

ଭଞ୍ଜନଗରରେ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର

ଭଞ୍ଜନଗର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତି ଜନସମର୍ଥନ ଦେଖି ବିରୋଧୀଙ୍କ ନିଦ ହଜିଗଲାଣି । ସେମାନେ କେବଳ ଅପପ୍ରଚାରରେ ମାତିଛନ୍ତି । ମିଶନ ଶକ୍ତି ଓ ବିଏସକେୱାଇ ଭଳି ଯୋଜନାକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି । ସେମାନଙ୍କ ବିକାଶକୁ ବିରୋଧ କରୁଛନ୍ତି । ବିରୋଧୀଙ୍କୁ ଭୋଟରେ…

କବିସୂର୍ଯ୍ୟନଗର ଓ ଦିଗପହଣ୍ଡିରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର, କହିଲେ ଏଠାରେ ବିରୋଧୀର ସ୍ଥିତି ନାହିଁ

ଗଞ୍ଜାମ: ସାଧାରଣ ନିର୍ବାଚନ ପାଇଁ ଜୋରଦାର ଚାଲିଛି ରାଜନେତାଙ୍କ ପ୍ରଚାର । ଏହାରିଭିତରେ ବିଜେଡି ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି କବିସୂର୍ଯ୍ୟନଗର ଓ ଦିଗପହଣ୍ଡିରେ ନିର୍ବାଚନ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବାକୁ ଆହ୍ବାନ ଦେଇଛନ୍ତି । କବିସୂର୍ଯ୍ୟନଗରରେ ଆସ୍କା…

ହିଞ୍ଜିଳିରୁ ଆରମ୍ଭ ହେଲା ନବୀନଙ୍କ ପ୍ରଚାର, ବିରୋଧିଙ୍କୁ କଲେ ଟାର୍ଗେଟ

ହିଞ୍ଜିଳି: ଆଗକୁ ନିର୍ବାଚନ ଥିବା ବେଳେ ଆଜି ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ନବୀନ ପଟ୍ଟନାୟକ । ନିର୍ବାଚନ ପ୍ରଚାର ପାଇଁ ନିଜ ନିର୍ବାଚନ କ୍ଷେତ୍ର ହିଞ୍ଜିଳିରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ନବୀନ…

ବିଶ୍ୱ ସ୍ବାସ୍ଥ୍ୟ ଦିବସ: ଗୋଷ୍ଠୀ ସ୍ୱାସ୍ଥ୍ୟର ବିକାଶ ପାଇଁ ଟିପିଏସଓଡିଏଲର ପ୍ରୟାସ

ବ୍ରହ୍ମପୁର: ଆଜି ବିଶ୍ଵ ସ୍ଵାସ୍ଥ୍ୟ ଦିବସ । ଏହି ଅବସରରେ ବ୍ରହ୍ମପୁର ସ୍ଥାନୀୟ ଗୋଷ୍ଠୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ପ୍ରୟାସ ଜାରି ରଖିଛି ଟିପିଏସଓଡିଏଲ୍ । ବିଶ୍ୱ ସ୍ବାସ୍ଥ୍ୟ ଦିବସ ଉପଲକ୍ଷେ ଚଳିତ ବର୍ଷର ଥିମ୍ ରହିଛି "ମାଇଁ ହେଲଥ, ମାଇଁ ରାଇଟ୍" ତଥା ‘ମୋ ସ୍ବାସ୍ଥ୍ୟ,…

ଗ୍ରୀଷ୍ମ ଋତୁକୁ ଦୃଷ୍ଟିରେ ରଖି ଟିପିଏସ୍ଓଡିଏଲର ବଡ ନିଷ୍ପତି, ଲାଗୁ ହେଲା ଡ୍ରୋନ୍ ନିରୀକ୍ଷଣ ବ୍ୟବସ୍ଥା

ବ୍ରହ୍ମପୁର: ଚଳିତ ଗ୍ରୀଷ୍ମ କାଳରେ ଭରସାଯୋଗ୍ୟ ବିଜୁଳି ଯୋଗାଣକୁ ସର୍ବାଧିକ ଗୁରୁତ୍ୱ ଦେଉଛି ଟିପିଏସଓଡିଏଲ୍ । ସୁରକ୍ଷା ମାର୍ଗଦର୍ଶିକାକୁ କଡ଼ାକଡ଼ି ଭାବେ ପାଳନପୂର୍ବକ ବିଜୁଳି ଯୋଗାଣ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ପ୍ରଯୁକ୍ତିବିଦ୍ୟାର ପ୍ରୟୋଗକୁ ପ୍ରାଥମିକତା ଦେଇ କମ୍ପାନୀ ନିଜର…

ପବିତ୍ର ସରସ୍ଵତୀ ପୂଜାରେ ମୁଖ୍ୟମନ୍ତ୍ରୀଙ୍କ ଭେଟି, ଗଞ୍ଜାମ ଜିଲ୍ଲା ଶେରଗଡକୁ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ପବିତ୍ର ସରସ୍ଵତୀ ପୂଜା ଅବସରରେ ଗଞ୍ଜାମ ଶେରଗଡ଼ବାସୀଙ୍କୁ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଗଞ୍ଜାମ ଜିଲ୍ଲା ଶେରଗଡକୁ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ହିଞ୍ଜିଳି ଶେରଗଡ ନିର୍ବାଚନମଣ୍ଡଳୀ ପାଇଁ ୩୦୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର…

ପିକଅପ୍ ଭ୍ୟାନ ଓ ବସ୍ ମୁହାଁମୁହିଁ ଧକ୍କା, ୩ ମୃତ, ଅନେକ ଆହତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ଖଡଭାଗ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍ ସହିତ ମୁହାଁମୁହିଁ ଧକ୍କା ହୋଇଛି ଏକ ପିକଅପ୍ ଭ୍ୟାନ । ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…

କାଳ ସାଜିଲା ଘନ କୁହୁଡି, ଅକାଳରେ ଚାଲିଗଲା ୫ ଜୀବନ

ବ୍ରହ୍ମପୁର: କାଳ ସାଜିଲା ଘନ କୁହୁଡି । ଜିଲ୍ଲା ସୋରଡା ଥାନା ବରାଡି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅକାଳରେ ଚାଲିଗଲା ୫ଜଣଙ୍କ ଜୀବନ । ବାଇକ ଓ ସ୍କୁଟି ମୁହାଁମୁହିଁ ଧକ୍କା ହେବା ଫଳରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ସୋରଡା ଡାକ୍ତରଖାନାରେ…

ଜାନୁଆରୀ ୨୫ ରୁ ଗୋପାଳପୁର ବେଳାଭୂମି ମହୋତ୍ସବ

ଗଞ୍ଜାମ: ଚଳିତ ଜାନୁଆରୀ ୨୫ ତାରିଖ ଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଗୋପାଳପୁର ବେଳାଭୂମି ମହୋତ୍ସବ । ଏ ନେଇ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । କିଭଳି ଶାନ୍ତି ଶୃଙ୍ଖଳା ମଧ୍ୟରେ ମହୋତ୍ସବ ଆୟୋଜନ ହେବ ଏ ନେଇ…

ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ରେଞ୍ଜର: ଏକକାଳୀନ ୫ଟି ସ୍ଥାନରେ ଚାଲିଛି ଚଢାଉ

ଆସିକା : ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ରେଞ୍ଜର  । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅବସରପ୍ରାପ୍ତ ରେଞ୍ଜର ଜଗବନ୍ଧୁ ପାଢୀଙ୍କ ଘରେ ରେଡ୍ କରାଯାଉଛି । ଏକକାଳୀନ ୫ଟି ସ୍ଥାନରେ ଚଢାଉ ଚାଲିଛି । ଆସିକା , ଭଞ୍ଜନଗର , ବ୍ରହ୍ମପୁର ଓ ଭୁବନେଶ୍ବର ସ୍ଥିତ ଘରେ ରେଡ୍ କରୁଛି ଭିଜିଲାନ୍ସ…