Latest Odisha News

BREAKING NEWS

Browsing Category

ଗଞ୍ଜାମ

Ganjam

ବାରହା ଆକ୍ରମଣରେ ୭ ଆହତ

ସାନଖେମୁଣ୍ଡି: ବାରହା ଆକ୍ରମଣରେ ୭ଜଣ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ଶେରଗଡ ବ୍ଲକ୍ ସଦର ଥାନା ଅନ୍ତର୍ଗତ ପୋଚିଲି ଗାଁର ଚନ୍ଦ୍ରମଣୀପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସୂଚନାଅନୁସାରେ, ଗାଁର କିଛି ଲୋକ ନିଜ ନିଜର କ୍ଷେତକୁ ମୁଗ ଆଣିବା ପାଇଁ ଯାଇଥିଲେ । ସେଠାରେ ବାରହା…

ସ୍କୁଲରେ ୨ ଛାତ୍ର ମଧ୍ୟରେ ଗଣ୍ଡଗୋଳକୁ ନେଇ ଛୁରାମାଡ଼

ଭଞ୍ଜନଗର: ସ୍କୁଲରେ ୨ ଛାତ୍ର ମଧ୍ୟରେ ଗଣ୍ଡଗୋଳକୁ ନେଇ ଛୁରାମାଡ଼ ହୋଇଛି । ଫଳରେ ୧୦ମ ଶ୍ରେଣୀ ଛାତ୍ର ଅମିତ ନାୟକ ଗୁରୁତର ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଗାଙ୍ଗପୁର ଥାନା ବଡବୋରସିଙ୍ଗ ଗାଁ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗୁରୁତର ଛାତ୍ରଙ୍କୁ ଭଞ୍ଜନଗର…

ଯୁବକଙ୍କୁ ପିଟି ପିଟି ମାରିଦେଲେ ! ଗାଁ ଦାଣ୍ଡରେ ପଡ଼ିଛି ମୃତଦେହ

ବ୍ରହ୍ମପୁର: ଯୁବକଙ୍କୁ ପିଟିପିଟି ମାରି ଦେଇଥିବା ଅଭିଯୋଗ । ମୃତଦେହ ନିକଟରେ ପଡ଼ିଛି ଇଟା ଓ କାଠ ଫାଳିଆ । ଫଳରେ ହତ୍ୟା ସନ୍ଦେହ କରାଯାଉଛି । ଗାଁ ଦାଣ୍ଡରେ ପଡିଛି ମୃତଦେହ । ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ହୁମ୍ମା ଗାଁରେ ଘଟିଛି ଏହି ଅଭାବନୀ ଘଟଣା । ମୃତକ ହେଲେ ବଡ଼ସାହିର ଦଣ୍ଡପାଣି…

ଟ୍ରାକ୍ଟର ମାଡିଯିବାରୁ ଡ୍ରାଇଭର ମୃତ

ଭଞ୍ଜନଗର: ଟ୍ରାକ୍ଟର ଚଢିଯାଇ ଡ୍ରାଇଭରଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ବଡଗଡ ଥାନା ଅନ୍ତର୍ଗତ ପାଟପୁରରେ । ନୂଆଗାଁରୁ ଧାନ ଲୋଡ୍ କରି ପାଟପୁର ମିଲକୁ ଆସୁଥିବା ବେଳେ ଅଘଟଣ ଘଟିଛି । ଟ୍ରାକ୍ଟର ମାଡିଯିବା ଯୋଗୁଁ ଡ୍ରାଇଭରଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ…

ମାଉଜର ଦେଖାଇ ଲକ୍ଷାଧିକ ଟଙ୍କା ସହ ଲାପଟପ୍ ଲୁଟିଲେ ଦୁର୍ବୃତ୍ତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପାଲୁର ଛକ ସୁବଳୟା ଗାଁ ନିକଟରେ ଲୁଟ୍ । ମାଉଜର ଦେଖାଇ ଲକ୍ଷାଧିକ ଟଙ୍କା ସହ ଲାପଟପ୍‌ ଲୁଟିନେଇଛନ୍ତି ଦୁର୍ବୃତ୍ତ । ଗଞ୍ଜାମ ଜିଲ୍ଲା ହୁମ୍ମାରୁ ରମ୍ଭା ଆସୁଥିବା ବେଳେ ଜନସେବା କେନ୍ଦ୍ର କର୍ମଚାରୀ ଛାୟାକାନ୍ତ ବେହେରାଙ୍କଠାରୁ ଲୁଟ୍ କରିଛନ୍ତି ଦୁର୍ବୃତ୍ତ ।…

ଦିଗପହଣ୍ଡିରେ ନକଲି ଲେବର ଅଫିସ୍‌ ସିଲ୍‌ 

ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ସହର ପୁଞ୍ଜିକୟାଁ ଛକ ନିକଟରେ ଥିବା ନକଲି ଲେବର କାର୍ଡ କାର୍ଯ୍ୟାଳୟକୁ ଶ୍ରମ ଅଧିକାରୀଙ୍କ ଦ୍ବାରା ସିଲ୍ କରାଯାଇଛି । ବି ୱାନ କଷ୍ଟ୍ରକ୍ସନ ଲେବର ନାଁରେ ସାଧାରଣ ଲୋକଙ୍କ ଠାରୁ ଲେବର କାର୍ଡ କରେଇ ଦେବା ନାଁରେ ଜଣଙ୍କ ପିଛା ୪୫୦ ଟଙ୍କା ଲେଖା…

ଜଜ୍‌ଙ୍କ ଜାଲ ଦସ୍ତଖତ କରି ଅଭିଯୁକ୍ତକୁ ବେଲ୍‌ ଦେବା ଘଟଣାରେ ଏଏସଆଇ ଗିରଫ

ବୁଗୁଡା : ଜଜଙ୍କ ଜାଲ ଦସ୍ତଖତ କରି ଅଭିଯୁକ୍ତକୁ ବେଲ୍‌ ଦେବା ଘଟଣାରେ ଏଏସଆଇଙ୍କୁ ଗିରଫ କରିଛି ବୁଗୁଡା ପୋଲିସ । ଗିରଫ ଏଏସ୍‌ଆଇଙ୍କ ନାଁ ସୂର୍ଯ୍ୟନାରାୟଣ ବେହେରା । ସୂଚନା ଅନୁଯୟୀ, କରଚୁଲି ଗାଁର ବିଜୟ ବେହେରା ଓରଫ ବାବୁଲି ନିଜ ପୁତୁରାକୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ଜାନୁଆରୀ…

ନାଟକ ଏକାଡେମୀ ତରଫରୁ ସନ୍ୟାସୀ ମହାରଣାଙ୍କୁ ମିଳିଲା ୨୦୨୧ ମସିହାର ରଙ୍ଗମଞ୍ଚ ସମ୍ମାନ

ବ୍ରହ୍ମପୁର : ବ୍ରହ୍ମପୁର ନାଟକ ଏକାଡେମୀ ତରଫରୁ କ୍ଷୁଦ୍ର ଚଳଚ୍ଚିତ୍ର ନିର୍ମାତା ପ୍ରଯୋଜକ ନିର୍ଦ୍ଦେଶକ ସନ୍ୟାସୀ ମହରଣାଙ୍କୁ ଚଳିତ ୨୦୨୧ ମସିହା ରଙ୍ଗମଞ୍ଚ ସମ୍ମାନ ପ୍ରଦାନ କରାଯାଇଛି । କରୋନା ମହାମାରୀ ସମୟରେ ସାଧାରଣ ଲୋକଙ୍କୁ ସଚେତନ କରେଇବା ପାଇଁ ଶ୍ରୀ ମହାରଣା ଅନେକ କ୍ଷୁଦ୍ର…

ହିଞ୍ଜିଳିରେ ଆଜି ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ଆଜି ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ପୌରାଞ୍ଚଳରେ ବହୁ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସନ୍ଧ୍ୟା ୫ଟାରେ ଭିଡ଼ିଓ କନଫରେନ୍ସିଂରେ ବିଭିନ୍ନ ପ୍ରକଳ୍ପକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ହିଞ୍ଜିଳିକାଟୁବାସୀଙ୍କୁ ମୋଟ୍ ୨୮ କୋଟି ୫୭ହଜାରଟଙ୍କାର…

ଟିକା ନେଲେ ଗଞ୍ଜାମ ଜିଲ୍ଲାପାଳ ଓ ଏସପି

ବ୍ରହ୍ମପୁର: ଆଜିଠୁ ରାଜ୍ୟରେ ଆଗ ଧାଡ଼ିର କରୋନା ଯୋଦ୍ଧାଙ୍କୁ ଆରମ୍ଭ ହୋଇଛି ଟିକାକରଣ । ଗଞ୍ଜାମରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଥିବା ବେଳେ ଆଜି ଟିକା ନେଇଛନ୍ତି ଜିଲ୍ଲାପାଳ ଓ ଏସପି। ଛତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଓ ଏସପି ବ୍ରିଜେସ…