Latest Odisha News
Browsing Category

ଗଞ୍ଜାମ

Ganjam

ଗଂଜାମରୁ ଜବତ ହେଲା ୭୦ ଲକ୍ଷ ଟଙ୍କା ମୂଲ୍ୟର ବାଣ !

ଗଂଜାମ: ଚଳିତବର୍ଷ ଓଡିଶାରେ ବାଣ ବିକ୍ରି କରିବା ଓ ଫୁଟାଇବା ଉପରେ ନିଷେଧାଦେଶ ଜାରି କରିଛନ୍ତି ରାଜ୍ୟ ସରକାର । ଏପରି ସ୍ଥିତିରେ ବେଆଇନ ବାଣ କାରବାର ଉପରେ ରୋକ ଲଗାଇବାକୁ ପୋଲିସ ପ୍ରଶାସନ ଅଣ୍ଟା ଭିଡିଛି । ମାତ୍ର କିଛିଦିନ ପୂର୍ବରୁ ଅନୁଗୁଳରେ ଜବତ ହୋଇଥିଲା ୨୫ ଲକ୍ଷ ଟଙ୍କା ମୂଲ୍ୟର…

ଜୀବନ ଯୁଦ୍ଧରେ ପରାଜୟ ହେବେନି ତ ଅଜୟ ?

ଗଂଜାମ: ଜୀବନ କ'ଣ ଜାଣିବା ପୂର୍ବରୁ ବଂଚିବା ପାଇଁ ଅହରହ କରୁଛି ସଂଘର୍ଷ । ଅପ୍ରତ୍ୟଶିତ ରୋଗ ନିକଟରେ ବନ୍ଧାପଡିଛି କଅଁଳିଆ ବୟସ । ତଥାପି ହାର ମାନିନି । ଭାଗ୍ୟକୁ ଆଦରି ଭଗବାନଙ୍କୁ ପୂଜି ବଂଚିବା ପାଇଁ ସ୍ୱପ୍ନ ଦେଖୁଛି । ଏ ହେଉଛି ବେଗୁନିଆପଡା ବ୍ଲକ ସୁମଣ୍ଡଳ ପଂଚାୟତ ଭାଲ୍ୟାଝର ଗାଁର…

ରାଜଧାନୀ ପରେ ଗଂଜାମ ପାଳି, ୨ ସାମ୍ବାଦିକ ଗିରଫ ୧ ଫେରାର୍ !

ଗଂଜାମ: ପୁଣି ସାମ୍ବାଦିକତାରେ ଲାଗିଲା କଳଙ୍କର ଛିଟା । କିଛି ହାତଗଣତି ଭ୍ରଷ୍ଟ ସାମ୍ବାଦିକଙ୍କ ପାଇଁ ବଦନାମ ହେଉଛି ସାମ୍ବାଦିକତା ପେଶା । ଗତକାଲି ବଟି ଆଦାୟ ଭଳି ଅଭିଯୋଗରେ ରାଜଧାନୀରୁ ଗିରଫ ହୋଇଥଲେ ୫ ଜଣ ଆତ୍ମଘୋଷିତ ସାମ୍ବାଦିକ । ଏହି ଘଟଣାର ମାତ୍ର ଗୋଟିଏ ଦିନ ପରେ ବ୍ଲାକମେଲିଂ କରି…

ପୂର୍ବ ଶତ୍ରୁତାରୁ ଛୁରା ମାଡ଼, ଜଣେ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲାରେ ଅଭାବନୀୟ ଘଟଣା । ଛୁରା ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଘଟଣା ଘଟିଛି ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବନ୍ଥପଲ୍ଲୀ ଗାଁରେ । ମୃତକଙ୍କ ନାଁ ବଚନ ସ୍ୱାଇଁ । ଅଭିଯୋଗ ହୋଇଛି, ବଚନଙ୍କୁ ଗାଁର କଙ୍ଗାରୁ ଭୂୟାଁ ଛୁରି ଭୁସୀ ଦେଇଥିଲେ ।…

ପୋଖରୀରେ ବୁଡ଼ି ଦୁଇ ଭଉଣୀ ମୃତ

ଖଲ୍ଲିକୋଟ: ପୋଖରୀରେ ଗାଧୋଇବା ବେଳେ ସଲିଳ ସମାଧି । ପାଣିରେ ବୁଡ଼ି ଗଲେ ଦୁଇ ଭଉଣୀ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ତୁଳସୀପୁର ଗାଁରେ ଘଟିଛି ଏହି ଦୁଃଖଦ ଘଟଣା । ମୃତକଙ୍କର ବୟସ ଯଥାକ୍ରମେ ୮ ଓ ୧୦ ବର୍ଷ । ଆଜି ଦୁହେଁ ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ । ଏହି ଘଟଣାକୁ ନେଇ ସ୍ଥାନୀୟ…

କରୋନା ସଂକ୍ରମଣରେ ଗଞ୍ଜାମକୁ ଟପିଲା କଟକ, ୨୦ ହଜାର ଡେଇଁଲା ପଜିଟିଭ୍ କେସ୍

ଭୁବନେଶ୍ୱର: ଖୋର୍ଦ୍ଧା ପରେ ରାଜ୍ୟରେ ଦ୍ୱିତୀୟ ସର୍ବାଧିକ କରୋନା ସଂକ୍ରମିତ ଜିଲ୍ଲା କଟକ । ଗଞ୍ଜାମକୁ ପଛକୁ ଠେଲି ଦୁଇ ନମ୍ବରକୁ ଉଠିଛି । ଆଜି କଟକ ଜିଲ୍ଲାରେ ୨୦ ହଜାର ପାର କରିଛି ପଜିଟିଭ୍ କେସ୍ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୩୦ ଆକ୍ରାନ୍ତ । କଟକରେ ୨୦ ହଜାର ସଂକ୍ରମିତ କଟକ…

ତିନି ଦିନ ଭିତରେ କରୋନା କେସରେ ଗଞ୍ଜାମକୁ ଟପିଯିବ କଟକ

ଭୁବନେଶ୍ୱର: କରୋନାକୁ କାବୁ ପାଇଛି ଗଞ୍ଜାମ ଜିଲ୍ଲା । ଏବେ ପ୍ରତିଦିନ ଶହେରୁ କମ୍ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । କିନ୍ତୁ କଟକରେ ନିୟନ୍ତ୍ରଣକୁ ଆସୁନି ମହାମାରୀ । ସ୍ଥିତି ସଙ୍ଗୀନ । ଦୈନିକ ପାଖାପାଖି ୬ଶହ ପଜିଟିଭ୍ କେସ୍ ବାହାରୁଛି । ଦିନେ ଦୁଇ ଦିନ ଭିତରେ ଗଞ୍ଜାମକୁ ଟପିଯିବ କଟକ…

ଗଂଜାମରେ ଆସନ୍ତା ୨୪ ତାରିଖରୁ ପାଳନ ହେବ କୋଭିଡ ସପ୍ତାହ

ଛତ୍ରପୁର: ଆସନ୍ତା ୨୪ ତାରିଖରୁ ଅକ୍ଟୋବର ୧ ତାରିଖ ଯାଏଁ ଗଂଜାମରେ ଜିଲ୍ଲାସ୍ତରୀୟ କୋଭିଡ ସପ୍ତାହ ପାଳନ ହେବ । ଏହି ସପ୍ତାହରେ ସଚେନତାକୁ ବ୍ୟାପକ କରାଯିବାର ଲକ୍ଷ୍ୟ ରହିଛି । ଏ ନେଇ ଆଜି ଜିଲ୍ଲାପାଳ ବିଜୟ ଅମନୃତ କୁଲାଙ୍ଗେ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଓ ଅନ୍ୟ…

ଅଜଣା ଟ୍ରକ ଧକ୍କାରେ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ଜଣେ ଆହତ

ଛତ୍ରପୁର: ଗଂଜାମ ଛତ୍ରପୁରରେ ଶନିବାର ଟ୍ରକ ଧକ୍କାରେ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଛାତ୍ର ଆହତ ହୋଇଛନ୍ତି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେବ ବ୍ୟବଚ୍ଛେଦ ପାଇଁ ପଠାଇଛି । ସୂଚନା ଅନୁଯାୟୀ, ସ୍ଥାନୀୟ ଶିଳ୍ପାଞ୍ଚଳର ହରିଶଙ୍କର ପଣ୍ଡାଙ୍କ ଏକମାତ୍ର ପୁଅ ହରିଶଙ୍କର, ତାର…

ଧାନ ବିଲରେ ୬ ଫୁଟ୍ ଲମ୍ବର କୁମ୍ଭୀର

ଗଂଜାମ: ଗଂଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ତଲାସିଙ୍ଗୀ ଗାଁର ଏକ ଧାନ ବିଲରୁ ଏକ ଛଅ ଫୁଟ ଲମ୍ବର କୁମ୍ଭୀର ଉଦ୍ଧାର ହୋଇଛି । ବନବିଭାଗ ଓ ପୋଲିସ କର୍ମଚାରୀଙ୍କ ମିଳିତ ଉଦ୍ୟମରେ ଏହାକୁ ଉଦ୍ଧାର କରାଯାଇଥିଲା । ସୂଚନା ଅନୁଯାୟୀ, ଗାଁର ସୀମାଞ୍ଚଳ ପାଣିଗ୍ରାହୀଙ୍କ ଧାନବିଲରେ…