Latest Odisha News
Browsing Category

ଗଞ୍ଜାମ

Ganjam

ବନ୍ଦ ହେବନି ବ୍ରହ୍ମପୁର ଶୀତଳାପଲ୍ଲୀରେ ଥିବା ଟାଟା କୋଭିଡ୍ ହସ୍ପିଟାଲ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ କାର୍ଯ୍ୟକ୍ଷମ ଟାଟା କୋଭିଡ୍ ହସ୍ପିଟାଲରେ ବନ୍ଦ ହେବନି । କରୋନାର ଦ୍ୱିତୀୟ ଲହରି ଆଶଙ୍କାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପୂର୍ବ ନିଷ୍ପତ୍ତି ବଦଳାଇଛି । ବ୍ରହ୍ମପୁର ଶୀତଳାପଲ୍ଲୀରେ ଥିବା ଟାଟା କୋଭିଡ୍ ହସ୍ପିଟାଲରେ 55 ଆଇସିୟୁ ବେଡ୍ ସହ ରୋଗୀ ଚିକିତ୍ସା…

ଅଙ୍ଗାରଗାଁରେ ‘ମୋ ଗାଁରେ ତହସିଲ କାର୍ଯ୍ୟକ୍ରମ’ ଆୟୋଜିତ

ବେଗୁନିଆପଡା: ଗଞ୍ଜାମ ଜିଲ୍ଲା କୋଦଳା ତହସିଲ ଅନ୍ତର୍ଗତ ଅଙ୍ଗାରଗାଁ ପଞ୍ଚାୟତ କାର୍ଯ୍ୟାଳୟରେ 'ମୋ ଗାଁରେ ତହସିଲ' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ତହସିଲଦାର ଅବନୀ କୁମାର ସାହୁ, ଅତିରିକ୍ତ ତହସିଲଦାର ଅଶୋକ କୁମାର ତ୍ରିପାଠୀ, ସୁପରଭାଇଜର ବିଶ୍ୱନାଥ ବେହେରା ପ୍ରମୁଖ ଯୋଗ ଦେଇ…

ଗଞ୍ଜାମ ଦେଲା ଖୁସି ଖବର: ଦିନକରେ ୩୫୯୭ କୋଭିଡ୍ ଟେଷ୍ଟ, ସବୁ ରିପୋର୍ଟ ନେଗେଟିଭ୍

ବ୍ରହ୍ମପୁର: ହାରୁଛି କରୋନା, ଜିତିଛି ଗଞ୍ଜାମ ଜିଲ୍ଲା । କରୋନା ଲଢ଼େଇ ଭିତରେ ଖୁସି ଖବର ସାମନାକୁ ଆସିଛି । ଆଜି ଗଞ୍ଜାମରେ ସବୁ କରୋନା ରିପୋର୍ଟ ଆସିଛି ନେଗେଟିଭ୍‌ । ୩୫୯୭ଟି ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟ ହୋଇଥିଲା । ସେଥିରୁ ଜଣଙ୍କଠାରେ ମଧ୍ୟ ପଜିଟିଭ ବାହାରି ନାହିଁ । ଏନେଇ ସୂଚନା…

ଗଂଜାମରୁ ଜବତ ହେଲା ୭୦ ଲକ୍ଷ ଟଙ୍କା ମୂଲ୍ୟର ବାଣ !

ଗଂଜାମ: ଚଳିତବର୍ଷ ଓଡିଶାରେ ବାଣ ବିକ୍ରି କରିବା ଓ ଫୁଟାଇବା ଉପରେ ନିଷେଧାଦେଶ ଜାରି କରିଛନ୍ତି ରାଜ୍ୟ ସରକାର । ଏପରି ସ୍ଥିତିରେ ବେଆଇନ ବାଣ କାରବାର ଉପରେ ରୋକ ଲଗାଇବାକୁ ପୋଲିସ ପ୍ରଶାସନ ଅଣ୍ଟା ଭିଡିଛି । ମାତ୍ର କିଛିଦିନ ପୂର୍ବରୁ ଅନୁଗୁଳରେ ଜବତ ହୋଇଥିଲା ୨୫ ଲକ୍ଷ ଟଙ୍କା ମୂଲ୍ୟର…

ଜୀବନ ଯୁଦ୍ଧରେ ପରାଜୟ ହେବେନି ତ ଅଜୟ ?

ଗଂଜାମ: ଜୀବନ କ'ଣ ଜାଣିବା ପୂର୍ବରୁ ବଂଚିବା ପାଇଁ ଅହରହ କରୁଛି ସଂଘର୍ଷ । ଅପ୍ରତ୍ୟଶିତ ରୋଗ ନିକଟରେ ବନ୍ଧାପଡିଛି କଅଁଳିଆ ବୟସ । ତଥାପି ହାର ମାନିନି । ଭାଗ୍ୟକୁ ଆଦରି ଭଗବାନଙ୍କୁ ପୂଜି ବଂଚିବା ପାଇଁ ସ୍ୱପ୍ନ ଦେଖୁଛି । ଏ ହେଉଛି ବେଗୁନିଆପଡା ବ୍ଲକ ସୁମଣ୍ଡଳ ପଂଚାୟତ ଭାଲ୍ୟାଝର ଗାଁର…

ରାଜଧାନୀ ପରେ ଗଂଜାମ ପାଳି, ୨ ସାମ୍ବାଦିକ ଗିରଫ ୧ ଫେରାର୍ !

ଗଂଜାମ: ପୁଣି ସାମ୍ବାଦିକତାରେ ଲାଗିଲା କଳଙ୍କର ଛିଟା । କିଛି ହାତଗଣତି ଭ୍ରଷ୍ଟ ସାମ୍ବାଦିକଙ୍କ ପାଇଁ ବଦନାମ ହେଉଛି ସାମ୍ବାଦିକତା ପେଶା । ଗତକାଲି ବଟି ଆଦାୟ ଭଳି ଅଭିଯୋଗରେ ରାଜଧାନୀରୁ ଗିରଫ ହୋଇଥଲେ ୫ ଜଣ ଆତ୍ମଘୋଷିତ ସାମ୍ବାଦିକ । ଏହି ଘଟଣାର ମାତ୍ର ଗୋଟିଏ ଦିନ ପରେ ବ୍ଲାକମେଲିଂ କରି…

ପୂର୍ବ ଶତ୍ରୁତାରୁ ଛୁରା ମାଡ଼, ଜଣେ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲାରେ ଅଭାବନୀୟ ଘଟଣା । ଛୁରା ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଘଟଣା ଘଟିଛି ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବନ୍ଥପଲ୍ଲୀ ଗାଁରେ । ମୃତକଙ୍କ ନାଁ ବଚନ ସ୍ୱାଇଁ । ଅଭିଯୋଗ ହୋଇଛି, ବଚନଙ୍କୁ ଗାଁର କଙ୍ଗାରୁ ଭୂୟାଁ ଛୁରି ଭୁସୀ ଦେଇଥିଲେ ।…

ପୋଖରୀରେ ବୁଡ଼ି ଦୁଇ ଭଉଣୀ ମୃତ

ଖଲ୍ଲିକୋଟ: ପୋଖରୀରେ ଗାଧୋଇବା ବେଳେ ସଲିଳ ସମାଧି । ପାଣିରେ ବୁଡ଼ି ଗଲେ ଦୁଇ ଭଉଣୀ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ତୁଳସୀପୁର ଗାଁରେ ଘଟିଛି ଏହି ଦୁଃଖଦ ଘଟଣା । ମୃତକଙ୍କର ବୟସ ଯଥାକ୍ରମେ ୮ ଓ ୧୦ ବର୍ଷ । ଆଜି ଦୁହେଁ ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ । ଏହି ଘଟଣାକୁ ନେଇ ସ୍ଥାନୀୟ…

କରୋନା ସଂକ୍ରମଣରେ ଗଞ୍ଜାମକୁ ଟପିଲା କଟକ, ୨୦ ହଜାର ଡେଇଁଲା ପଜିଟିଭ୍ କେସ୍

ଭୁବନେଶ୍ୱର: ଖୋର୍ଦ୍ଧା ପରେ ରାଜ୍ୟରେ ଦ୍ୱିତୀୟ ସର୍ବାଧିକ କରୋନା ସଂକ୍ରମିତ ଜିଲ୍ଲା କଟକ । ଗଞ୍ଜାମକୁ ପଛକୁ ଠେଲି ଦୁଇ ନମ୍ବରକୁ ଉଠିଛି । ଆଜି କଟକ ଜିଲ୍ଲାରେ ୨୦ ହଜାର ପାର କରିଛି ପଜିଟିଭ୍ କେସ୍ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୩୦ ଆକ୍ରାନ୍ତ । କଟକରେ ୨୦ ହଜାର ସଂକ୍ରମିତ କଟକ…

ତିନି ଦିନ ଭିତରେ କରୋନା କେସରେ ଗଞ୍ଜାମକୁ ଟପିଯିବ କଟକ

ଭୁବନେଶ୍ୱର: କରୋନାକୁ କାବୁ ପାଇଛି ଗଞ୍ଜାମ ଜିଲ୍ଲା । ଏବେ ପ୍ରତିଦିନ ଶହେରୁ କମ୍ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । କିନ୍ତୁ କଟକରେ ନିୟନ୍ତ୍ରଣକୁ ଆସୁନି ମହାମାରୀ । ସ୍ଥିତି ସଙ୍ଗୀନ । ଦୈନିକ ପାଖାପାଖି ୬ଶହ ପଜିଟିଭ୍ କେସ୍ ବାହାରୁଛି । ଦିନେ ଦୁଇ ଦିନ ଭିତରେ ଗଞ୍ଜାମକୁ ଟପିଯିବ କଟକ…