Latest Odisha News
Browsing Category

ଗଞ୍ଜାମ

Ganjam

ଗଂଜାମରେ ଆସନ୍ତା ୨୪ ତାରିଖରୁ ପାଳନ ହେବ କୋଭିଡ ସପ୍ତାହ

ଛତ୍ରପୁର: ଆସନ୍ତା ୨୪ ତାରିଖରୁ ଅକ୍ଟୋବର ୧ ତାରିଖ ଯାଏଁ ଗଂଜାମରେ ଜିଲ୍ଲାସ୍ତରୀୟ କୋଭିଡ ସପ୍ତାହ ପାଳନ ହେବ । ଏହି ସପ୍ତାହରେ ସଚେନତାକୁ ବ୍ୟାପକ କରାଯିବାର ଲକ୍ଷ୍ୟ ରହିଛି । ଏ ନେଇ ଆଜି ଜିଲ୍ଲାପାଳ ବିଜୟ ଅମନୃତ କୁଲାଙ୍ଗେ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଓ ଅନ୍ୟ…

ଅଜଣା ଟ୍ରକ ଧକ୍କାରେ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ଜଣେ ଆହତ

ଛତ୍ରପୁର: ଗଂଜାମ ଛତ୍ରପୁରରେ ଶନିବାର ଟ୍ରକ ଧକ୍କାରେ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଛାତ୍ର ଆହତ ହୋଇଛନ୍ତି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେବ ବ୍ୟବଚ୍ଛେଦ ପାଇଁ ପଠାଇଛି । ସୂଚନା ଅନୁଯାୟୀ, ସ୍ଥାନୀୟ ଶିଳ୍ପାଞ୍ଚଳର ହରିଶଙ୍କର ପଣ୍ଡାଙ୍କ ଏକମାତ୍ର ପୁଅ ହରିଶଙ୍କର, ତାର…

ଧାନ ବିଲରେ ୬ ଫୁଟ୍ ଲମ୍ବର କୁମ୍ଭୀର

ଗଂଜାମ: ଗଂଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ତଲାସିଙ୍ଗୀ ଗାଁର ଏକ ଧାନ ବିଲରୁ ଏକ ଛଅ ଫୁଟ ଲମ୍ବର କୁମ୍ଭୀର ଉଦ୍ଧାର ହୋଇଛି । ବନବିଭାଗ ଓ ପୋଲିସ କର୍ମଚାରୀଙ୍କ ମିଳିତ ଉଦ୍ୟମରେ ଏହାକୁ ଉଦ୍ଧାର କରାଯାଇଥିଲା । ସୂଚନା ଅନୁଯାୟୀ, ଗାଁର ସୀମାଞ୍ଚଳ ପାଣିଗ୍ରାହୀଙ୍କ ଧାନବିଲରେ…

ଗଞ୍ଜାମରେ ଶହେ ତଳକୁ ଖସିଲା ପଜିଟିଭ୍ କେସ, ୯୩% ସୁସ୍ଥ

ଭୁବନେଶ୍ୱର: ଗଞ୍ଜାମରେ ନିୟନ୍ତ୍ରଣକୁ ଆସୁଛି କରୋନା । ଧୀରେ ଧୀରେ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ରାଜ୍ୟରେ କରୋନାର ରେଡହଟ୍ ଥିବା ଗଞ୍ଜାମ ଜିଲ୍ଲାରେ ଦୁଇ ମାସ ପରେ ଶହେ ତଳକୁ ଖସିଲି ପଜିଟିଭ୍ କେସ୍ । ଗତ ୨୪ ଘଣ୍ଟାରେ ଗଞ୍ଜାମରୁ ୯୭ ଜଣ ନୂଆ ଭୂତାଣୁ ସଂକ୍ରମିତ…

କାଲି ଏକ ନମ୍ବର ହେବ ଖୋର୍ଦ୍ଧା !

ଭୁବନେଶ୍ୱର: କରୋନା ସଂକ୍ରମଣରେ ଗଞ୍ଜାମକୁ ଟପିଯିବ ଖୋର୍ଦ୍ଧା । ରେଡହଟ୍ ଜିଲ୍ଲା ଭାବରେ ଉଭା ହୋଇଛି । ପ୍ରତିଦିନ ପାଞ୍ଚ ଶହରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । କେତେବେଳେ ସଂଖ୍ୟା ସାତ ଶହ ବି ଡେଇଁ ଯାଉଛି । ଏଯାଏଁ ଗଞ୍ଜାମ ସଂକ୍ରମିତ ଜିଲ୍ଲା ତାଲିକାର ଏକ ନମ୍ବରରେ ରହିଛି ।…

କରୋନାକୁ କାବୁ ପାଉଛି ଗଞ୍ଜାମ, ସୁସ୍ଥ ହେଲେଣି ୯୦% ଆକ୍ରାନ୍ତ

ଗଞ୍ଜାମ: ରାଜ୍ୟରେ କରୋନାର ସଂକ୍ରମିତ ଜିଲ୍ଲା ଗଞ୍ଜାମ । ୧୮ ହଜାର ୬୯ ଜଣ ଆକ୍ରାନ୍ତ ହୋଇଛନ୍ତି । ଦ୍ରୁତଗତିରେ ବଢ଼ିଥିଲା ସଂକ୍ରମଣ । ସେହି ଅନୁପାତରେ ଆକ୍ରାନ୍ତ ସୁସ୍ଥ ବି ହୋଇଛନ୍ତି । ଏବେ ଗଞ୍ଜାମରେ ନିୟନ୍ତ୍ରଣକୁ ଆସୁଛି ବେକାବୁ କରୋନା । ଗଞ୍ଜାମରେ ୯୦% ଆକ୍ରାନ୍ତ ସୁସ୍ଥ ଗଞ୍ଜାମ…

ଗଞ୍ଜାମରେ କରୋନା ଆରୋଗ୍ୟଙ୍କ ପୁଣି ଥରେ ହେବ ସ୍ୱାସ୍ଥ୍ୟ ପରୀକ୍ଷା

ଗଞ୍ଜାମ: କୋଭିଡ୍ ମୁକିବାଲ କ୍ଷେତ୍ରରେ ଗଞ୍ଜାମ ଜିଲ୍ଲା ପ୍ରଶାସନର ନୂଆ ପଦକ୍ଷେପ । କରୋନାରୁ ଆରୋଗ୍ୟ ଲାଭ କରିଥିବା ଲୋକଙ୍କର ପୁଣି ଥରେ ହେବ ସ୍ୱାସ୍ଥ୍ୟ ପରୀକ୍ଷା । ଏହି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ଆସନ୍ତାକାଲିଠୁ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବା…

ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ଓଡ଼ିଶାର ହସ୍ତକଳା ଶିଳ୍ପୀ ପରିବାର ଓ ପ୍ରବାସୀ ଶ୍ରମିକଙ୍କ ପାଇଁ ମିସନ ଅନ୍ନ ସେବା…

ଭୁବନେଶ୍ୱର: ସର୍ବଭାରତୀୟ ସ୍ତରରେ ମିସନ ଅନ୍ନ ସେବାର ଅଂଶ ସ୍ୱରୂପ କୋଭିଡ୍‌-୧୯ ଲକ୍‌ଡାଉନ୍ ସମୟରେ ସାରା ଦେଶରେ ପ୍ରବାସୀ ଶ୍ରମିକ ଓ ଅଭାବୀ ବର୍ଗର ଲୋକମାନଙ୍କୁ ପାଞ୍ଚ କୋଟିରୁ ଉର୍ଦ୍ଧ୍ୱ ଭୋଜନ ବଣ୍ଟନ ଓ ସହାୟତା ପ୍ରଦାନ କରିଥିବା ରିଲାଏନ୍ସ ଫାଉଣ୍ଡେସନ ଏବେ ଏହି ସହାୟତାକୁ ସଂପ୍ରସାରିତ…

ଖୋର୍ଦ୍ଧାରେ ମାଡୁଛି, ଗଞ୍ଜାମରେ ଖସୁଛି: ଜାଣନ୍ତୁ ରେଡହଟ୍ ଜିଲ୍ଲାର କୋଭିଡ୍ ଷ୍ଟାଟସ୍

ଭୁବନେଶ୍ୱର: ଗଞ୍ଜାମ ପରେ କରୋନାର ରେଡ ହଟ୍ ଜିଲ୍ଲା ପାଲଟିଛି ଖୋର୍ଦ୍ଧା । ସଂକ୍ରମିତଙ୍କ ସଂଖ୍ୟା ବଢୁଛି । କିନ୍ତୁ ଗଞ୍ଜାମରେ କମୁଛି ପଜିଟିଭ୍ କେସ । ଖୋର୍ଦ୍ଧାରେ ଆକ୍ଟିଭ୍ କେସ୍ ବଢୁଥିବା ବେଳେ ଗଞ୍ଜାମରେ ସୁସ୍ଥତା ହାର ବଢୁଛି । ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୦…

ଗଂଜାମର ବିଭିନ୍ନ କୋଭିଡ ହସ୍ପିଟାଲରେ ଏଯାଏଁ ଜନ୍ମଗ୍ରହଣ କରିଛନ୍ତି ୫୭ ଶିଶୁ

ବ୍ରହ୍ମପୁର: ରାଜ୍ୟରେ ସବୁଠୁ ଅଧିକ କୋଭିଡ୍ ପଜିଟିଭ୍ ରୋଗୀ ଗଂଜାମ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ଯାହା ଏକ ଚିନ୍ତାର ବିଷୟ ହୋଇଥିବା ବେଳେ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲରେ ଜନ୍ମଗ୍ରହଣ କରିଛନ୍ତି ପ୍ରାୟ ୫୭ ଜଣ ଶିଶୁ । ଯାହା କୋଭିଡ ହସ୍ପିଟାଲରେ ଖୁସିର ବାତାବରଣ ତିଆରି କରିଛି ।…