Latest Odisha News
Browsing Category

ଗଞ୍ଜାମ

Ganjam

ଅଗଷ୍ଟ ୧୫ରୁ ଖୋଲିବ ଏମକେସିଜି ଓପିଡି

ବ୍ରହ୍ମପୁର: ଆସନ୍ତା ୧୫ ତାରିଖରୁ ଖୋଲିବ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର ଓପିଡି । ଏନେଇ ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ତେବେ ମେଡିକାଲ ଆସିବା ବେଳେ ରୋଗୀ ଓ ସମ୍ପର୍କୀୟ ମାନିବେ କୋଭିଡ୍ ନିୟମ । ମାସ୍କ ପିନ୍ଧିବା ବାଧ୍ୟତାମୂଳକ ।…

ଗଂଜାମରେ ଟ୍ରାକ୍ଟର ତଳେ ଚାପି ହୋଇ ଚାଷୀ ତଥା ବିଜେଡି ନେତାଙ୍କ ମୃତ୍ୟୁ

ଗଂଜାମ: ପାତ୍ରପୁର ବ୍ଲକ ଜରଡା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ବିଜେଡି ନେତା ତଥା ଚାଷୀ ଦେବାଶିଷ ପାଢୀଙ୍କର ଆଜି ଟ୍ରାକ୍ଟର ତଳେ ଛାପି ହୋଇ ମୃତ୍ୟୁ ହୋଇଛି । ସୂଚନାଯୋଗ୍ୟ ଯେ, ମୃତ ଦେବାଶିଷଙ୍କ ଜମିରେ ଆଜି ଟ୍ରାକ୍ଟର ଯୋଗେ ଜମି ଚାଷ ହେଉଥିଲା । ତେବେ କାଦୁଅରେ ଟ୍ରାକ୍ଟରଟି ଫସି…

ଆସନ୍ତାକାଲି ଗଞ୍ଜାମ ଜିଲ୍ଲାର ସରପଞ୍ଚମାନଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାରେ ୧୩ ହଜାର ଛୁଇଁବ କରୋନା ସଂକ୍ରମିତଙ୍କ ସଂଖ୍ୟା । ସେହି ହିସାବରେ ଅଧିକ ଆକ୍ରାନ୍ତ ସୁସ୍ଥ ବି ହେଲେଣି । ବେକାବୁ କରୋନା ଧିରେ ଧିରେ ନିୟନ୍ତ୍ରଣକୁ ଆସୁଥିବା ବେଳେ ଆସନ୍ତାକାଲି ଜିଲ୍ଲାର ସବୁ ସରପଞ୍ଚଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

ଗଞ୍ଜାମରେ ୧୦ ହଜାର ପାର କଲା କରୋନା ସୁସ୍ଥଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟର କରୋନା ପ୍ରଭାବିତ ଜିଲ୍ଲା ଗଞ୍ଜାମ । ସଂକ୍ରମିତ ଜିଲ୍ଲା ତାଲିକାର ଟପ୍ ପୋଜିସନରେ ଅଛି । ସେହିପରି ଜିଲ୍ଲାରୁ ଅଧିକ ଲୋକ ସୁସ୍ଥ ବି ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ୧୦ ହଜାରରୁ ଅଧିକ ଆକ୍ରାନ୍ତ ଆରୋଗ୍ୟ ଲାଭ କଲେଣି । ରାଜ୍ୟ ତୁଳନାରେ ଗଞ୍ଜାମ ଜିଲ୍ଲାରେ ସୁସ୍ଥତା ହାର…

ଗଂଜାମରେ କରୋନା ସୁସ୍ଥ ହାର ୭୮ ପ୍ରତିଶତ

ଗଂଜାମ : ରାଜ୍ୟରେ ସର୍ବାଧିକ କରୋନା ସଂକ୍ରମିତ ଜିଲ୍ଲା ହେଉଛି ଗଂଜାମ । କିନ୍ତୁ ଜିଲ୍ଲାରେ ଦିନକୁ ଦିନ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ଏବେ ଗଂଜାମରେ କରୋନା ସୁସ୍ଥହାର ୭୮ ପ୍ରତିଶତ । ଏ ନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଜିଲ୍ଲାପାଳ ବିଜୟ ଅମୃତ…

ଗଞ୍ଜାମ ଜିଲ୍ଲାରେ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୩.୮

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଭୂମିକମ୍ପ । ଆଜି ସକାଳ ୭ଟା ୧୦ ମିନିଟରେ ମୃଦୁ କମ୍ପନ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ତୀବ୍ରତା ଥିଲା ୩.୮ । ବ୍ରହ୍ମପୁରଠାରୁ ୭୩ କିଲୋମିଟର ପଶ୍ଚିମ ଦକ୍ଷିଣ-ପଶ୍ଚିମ ଦିଗରେ ଥିଲା ଭୂମିକମ୍ପର କେନ୍ଦ୍ରସ୍ଥଳ । ସ୍ୱଳ୍ପ ସମୟ ପାଇଁ ଥରିଥିଲା ଗଞ୍ଜାମ…

ବନ୍ଦ ରହିବ ଗଞ୍ଜାମ ଜିଲ୍ଲାର ପ୍ରବେଶ ଓ ପ୍ରସ୍ଥାନ ପଥ

ଗଞ୍ଜାମ: ଚଳିତ ସପ୍ତାହରେ ଗଞ୍ଜାମ ଜିଲ୍ଲାରେ କରୋନା ସଂକ୍ରମଣ କମୁଛି । ଜିଲ୍ଲାବାସୀ କୋଭିଡ୍ କଟକଣାକୁ ମାନୁଥିବାରୁ ପଜିଟିଭ୍ ସଂଖ୍ୟା ହ୍ରାସ ପାଉଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାର ପ୍ରବେଶ ଓ ପ୍ରସ୍ଥାନ ପଥ ବନ୍ଦ ରହିବ । ଏହି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ…

ଗଞ୍ଜାମ ପାଇଁ ଗୁଡ୍ ନିଉଜ୍: କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ଗଞ୍ଜାମ: ରାଜ୍ୟରେ ସବୁଠୁ ଅଧିକ ସଂକ୍ରମିତ ଜିଲ୍ଲା ଗଞ୍ଜାମ । କରୋନା ଆକ୍ରାନ୍ତ ସଂଖ୍ୟା ପାଖାପାଖି ୧୦ ହଜାର । ଚଳିତ ମାସରେ ବଢ଼ିଛି ସଂକ୍ରମଣ । କିନ୍ତୁ ମାସର ଶେଷ ସପ୍ତାହ ତଥ୍ୟ କହୁଛି, ଜିଲ୍ଲାରେ ପଜିଟିଭ୍ କେସ୍ କମୁଛି । ପୂର୍ବ ସପ୍ତାହ ଅପେକ୍ଷା ଖସିଛି । ସେହିପରି ସୁସ୍ଥ ହେଉଛନ୍ତି…

ଗଞ୍ଜାମ ଜିଲ୍ଲାର ଦୋକାନୀଙ୍କ ପାଇଁ ପଞ୍ଚ ସୂତ୍ରୀ ନିୟମ

ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ କରୋନା ବେକାବୁ । ମାଡ଼ି ମାଡ଼ି ଚାଲିଥିବା ବେଳେ ମୁକାବିଲା ପାଇଁ କୋଭଡ୍ କଟକଣାକୁ କଡ଼ାକଡ଼ି କରିବା ସହ ଜନସଚେତନତାକୁ ଗୁରୁତ୍ୱ ଦେଉଛି ଜିଲ୍ଲା ପ୍ରଶାସନ । ଏବେ ଗଞ୍ଜାମ ଜିଲ୍ଲାରେ ଦୋକାନୀଙ୍କ ପାଇଁ ପଞ୍ଚ ସୂତ୍ରୀ ନିୟମ ଜାରି କରାଯାଇଛି । ଦୋକାନ ଆଗରେ ଡବଲ୍…

କରୋନା ଯୋଦ୍ଧାଙ୍କ କରୁଣ କାହାଣୀ: ମୃତ୍ୟୁ ପରେ ପାଖ ମାଡିଲେନି ସମ୍ପର୍କୀୟ, ମୃତଦେହ ଉଠାଇଲେ ସାମ୍ବାଦିକ

ଗଂଜାମ: କରୋନା ମହାମାରୀ ସମୟରେ କରୋନା ଯୋଦ୍ଧାମାନେ ନିଜ ଜୀବନକୁ ବାଜି ଲଗାଇ କର୍ମ କ୍ଷେତ୍ରରେ କାମ କରୁଛନ୍ତି । କିନ୍ତୁ ସେହିମାନେ ଯଦି କରୋନାରେ ମୃତ୍ୟୁ ବରଣ କରନ୍ତି ତେବେ ତାଙ୍କ ପାଇଁ ନା ଆଗେଇ ଆସୁଛନ୍ତି ସମ୍ପର୍କୀୟ ନା ସହକର୍ମୀ । ଏପରି ଏକ ଘଟଣା ଘଟିଛି ଗଂଜାମ କୋଦଳା ଅଂଚଳରେ ।…