Latest Odisha News

BREAKING NEWS

Browsing Category

ଗଞ୍ଜାମ

Ganjam

ଲକଡାଉନ୍ ଘୋଷିତ ଚାରି ଜିଲ୍ଲାରେ ୬୪% ଆକ୍ଟିଭ୍ କେସ୍

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ଅଧିକ ସଂକ୍ରମିତ ଚାରି ଜିଲ୍ଲା ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁରକୁ ଲକଡାଉନ୍ ଘୋଷଣା କରିଛନ୍ତି ସରକାର । ଏହାସହ ରାଉରକେଲା ମହାନଗର ନିଗମ ଅଞ୍ଚଳରେ ବି ୧୪ ଦିନିଆ ସଟଡାଉନ୍ ଲାଗୁ ହେବ । କାରଣ ସେସବୁ ଜିଲ୍ଲାରେ ସଂକ୍ରମିତ ଓ ଆକ୍ଟିଭ୍ କେସ୍ ଅଧିକ…

ଗଞ୍ଜାମ ଜିଲ୍ଲାରେ ପାଞ୍ଚ ହଜାର ମୁହାଁ କରୋନା କେସ୍

ଗଞ୍ଜାମ: ଗତ ୨୪ ଘଣ୍ଟାରେ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨୪୬ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ଭିତରେ ୩୭ ଜଣ କରୋନା ଯୋଦ୍ଧା ସଂକ୍ରମିତ ହୋଇଛନ୍ତି । ରାଜ୍ୟ ବାହାରରୁ ୩ ଜଣ ଫେରିଥିବା ବେଳେ ଅନ୍ୟ ୨୦୬ଟି ଲୋକାଲ୍ କଣ୍ଟାକ୍ଟ କେସ୍ । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ୩୭…

କରୋନାରେ ଗଂଜାମ ସାମ୍ବାଦିକଙ୍କ ମୃତ୍ୟୁ

ଗଂଜାମ : ହିଂଜିଳିକାଟୁର ଜଣେ କାର୍ଯ୍ୟରତ ସାମ୍ବାଦିକଙ୍କର କରୋନା ସଂକ୍ରମଣ ଯୋଗୁଁ ମୁତ୍ୟୁ ହୋଇଛି । ଆଜି ଅପରାହ୍ନରେ କିମସ୍ କୋଭିଡ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ଗତ ୧୫ ଦିନ ହେଲା ସେ ଅସୁସ୍ଥ ଥିବାରୁ ତାଙ୍କ ସ୍ୱାବ ନମୁନା ଟେଷ୍ଟ କରାଯାଇଥିଲା । ସେତେବେଳେ ସେ ପଜିଟିଭ୍ ଥିବା…

ରାଜ୍ୟର କରୋନା ହଟସ୍ପଟ୍ ୫ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ କରୋନା କେସ ବଢୁଛି । ଚିନ୍ତା ବଢ଼ାଇଛନ୍ତି ପାଞ୍ଚ ଜିଲ୍ଲାର ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଓ ସୁନ୍ଦରଗଡ଼ । ହଟସ୍ପଟ୍ ୫ ଜିଲ୍ଲାରୁ ପ୍ରତିଦିନ ଗଣ୍ଡା ଗଣ୍ଡା ପଜିଟିଭ୍ ବାହାରୁଛନ୍ତି । ମାଡ଼ି ମାଡ଼ି ଚାଲିଛି କରୋନା । ଜୁଲାଇରେ ଲମ୍ବା ଲମ୍ଫ ମାରୁଛି । ରାଜ୍ୟରେ…

ଗଞ୍ଜାମରେ କରୋନା ନେଇଛି ୩୦ ମୁଣ୍ଡ, ସାତ ଦିନରେ କେବଳ ୧୭

ଗଞ୍ଜାମ: ଜିଲ୍ଲାରେ ପ୍ରତିଦିନ ମୁଣ୍ଡ ନେଉଛି କରୋନା । ଜୁଲାଇରେ ବଢୁଛି ସଂକ୍ରମଣ । ତାସହ ମୃତ୍ୟୁ ସଂଖ୍ୟା ବି ବଢୁଛି । ଜିଲ୍ଲାରେ ଏଯାଏଁ ୩୦ ମୁଣ୍ଡ ନେଲାଣି ପ୍ରାଣଘାତୀ ଭାଇରସ୍ । କିନ୍ତୁ ଚିନ୍ତାଜନକ ପ୍ରସଙ୍ଗ ହେଉଛି ଏଯାଏଁ ଯେତିକି ମଲେଣି ତାଭିତରୁ କେବଳ ୧୭ ଜଣ ଚଳିତ ମାସରେ (ଜୁଲାଇ)…

ଗଞ୍ଜାମ ଜିଲ୍ଲାର ସହରାଞ୍ଚଳ ଆଜିଠୁ ପାଞ୍ଚ ଦିନ ସଟଡାଉନ୍

ଗଞ୍ଜାମ: କରୋନା ଚେକ୍ ଭାଙ୍ଗିବା ପାଇଁ ଆଜିଠୁ ଗଞ୍ଡାମ ଜିଲ୍ଲାର ସହରାଞ୍ଚଳରେ ଲାଗୁ ହୋଇଛି ସଟଡାଉନ୍ । ଆସନ୍ତା ୧୩ ତାରିଖ ଯାଏଁ ଜିଲ୍ଲାର ସମସ୍ତ ମ୍ୟୁନିସିପାଲିଟି, ହିଞ୍ଜିଳାକାଟୁ ପୌରାଞ୍ଚଳ, ବ୍ରହ୍ମପୁର ମହାନଗର ନିଗମ ଓ ବ୍ଲକ ହେଡକ୍ୱାର୍ଟର ଅଞ୍ଚଳରେ କଟକଣା ବଳବତ୍ତର ରହିବ । ଏହି…

କାଲିଠୁ ଗଂଜାମର କୌଣସି ଷ୍ଟେସନରେ ଟ୍ରେନ ରହିବ ନାହିଁ

ଭୁବନେଶ୍ୱର : ଗଂଜାମରେ କୋଭିଡ୧୯ ପରିସ୍ଥିତି ଦିନକୁ ଦିନ ଜଟିଳ ହବୋରେ ଲାଗିଛି । ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଇଷ୍ଟକୋଷ୍ଟ ରେଳବାଇକୁ ଆସନ୍ତାକାଲିଠାରୁ ଗଂଜାମର କୌଣସି ଷ୍ଟେସନରେ ଟ୍ରେନ ନ ଅଟକାଇବାକୁ ଅନୁରୋଧ କରିଛନ୍ତି । ଏଥି ସହ ବାଲୁଗାଁ ଷ୍ଟେସନରେ ମଧ୍ୟ ଟ୍ରେନ ଅଟକିବ ନାହିଁ ।…

ଗଞ୍ଜାମ ଟେନସନ୍: ସାତ ଦିନରେ ୧୩ ଶହ ନୂଆ କରୋନା କେସ୍

ଗଞ୍ଜାମ: ଜୁଲାଇ ମାସରେ ଜିଲ୍ଲାରେ କରୋନା ସ୍ଥିତି ସାଙ୍ଗାତିକ । ତିନି ହଜାର ପାଖାପାଖି ହେଲାଣି ପଜିଟିଭ୍ କେସ୍ । ଜିଲ୍ଲାରେ ମୋଟ୍ ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୮୩୬ । କିନ୍ତୁ ଜୁଲାଇ ମାସର ଏହି ସାତ ଦିନର ରିପୋର୍ଟ ଦେଖିଲେ ଯେକେହି ଆଶ୍ଚଯ୍ୟ ହୋଇଯିବ । ସପ୍ତାହେ ଭିତରେ ସାମନାକୁ…

ବ୍ରହ୍ମପୁର MKCG ମେଡିକାଲର OPD ବନ୍ଦ

ବ୍ରହ୍ମପୁର: ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରରେ ଓପିଡି ବନ୍ଦ । ଜିଲ୍ଲାରେ କରୋନା ସଂକ୍ରମଣ ବଢୁଥିବାରୁ ଓ ଜନସ୍ୱାର୍ଥକୁ ଦୃଷ୍ଟିରେ ରଖିଏଭଳି ପଦକ୍ଷେପ ନେଇଛି ପ୍ରଶସାନ । ଟ୍ୱିଟ୍ କରି ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ହସ୍ପିଟାଲ ପରିସରରେ ପ୍ରବେଶ…

ଆଜିଠୁ ଗଞ୍ଜାମ ଜିଲ୍ଲାର ସହରାଞ୍ଚଳରେ ଡୋର୍ ଟୁ ଡୋର୍ ସ୍କ୍ରିନିଂ

ଗଞ୍ଜାମ: ଜିଲ୍ଲାରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ମୁକିବାଲା ପାଇଁ କଟକଣାକୁ କଡ଼ାକଡ଼ି କରିଛି ପ୍ରଶାସନ । ସେହିପରି ସ୍ୱାସ୍ଥ୍ୟ ପରୀକ୍ଷାକୁ ବି ଗୁରୁତ୍ୱ ଦିଆଯାଉଛି । ଆଜିଠୁ ଜିଲ୍ଲାର ସହରାଞ୍ଚଳରେ ଆରମ୍ଭ ହେବ ଡୋର୍ ଟୁ ଡୋର୍ ସ୍କ୍ରିନିଂ । ସ୍ୱାସ୍ଥ୍ୟ ବିଭାଗର ଟିମ୍ ଘରକୁ ଘର…