Latest Odisha News

BREAKING NEWS

Browsing Category

ଗଞ୍ଜାମ

Ganjam

ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଚର, ୨ମୃତ, ୧୨ ଆହତ

ବ୍ରହ୍ମପୁର: ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଚର । ଟ୍ରାକ୍ଟର ଓଲଟିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ କାଞ୍ଚିଲି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ମୃତକ ଦ୍ୱୟ ହେଉଛନ୍ତି ଗଞ୍ଚାମ ଜିଲ୍ଲା ପାତ୍ରପୁର ବ୍ଲକ୍ ଗୁଡ଼ିପଦର…

ଗାଧୋଇବାକୁ ଯାଇ ଗାଁ ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ

ବ୍ରହ୍ମପୁର: ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ। ରବିବାର ଗଞ୍ଜାମ ଜିଲ୍ଲାର ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା ନରେନ୍ଦ୍ରପୁର ପଞ୍ଚାୟତର କୀର୍ତ୍ତିପୁର ଗାଁରେ ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଉଛନ୍ତି ଗାଁର ନରସୁ ପଲାଇଙ୍କ ଦୁଇ ନାତୁଣୀ ରୋଶନୀ ରାଉତ (୭) ଓ…

ଚାଷ ଜମିକୁ ହାତୀ ଘଉଡାଇବାକୁ ଯାଇ ଗୁରୁତର ହେଲେ ଯୁବକ

ଗଞ୍ଜାମ : ଥମୁନି ହାତୀ ଆତଙ୍କ  । ହାତୀ ମଣିଷ ଲଢେଇ ଭିତରେ କେତେବେଳେ ମଣିଷ ତାର ଜୀବନ ହାରୁଛି ତ ଆଉ କେତେବେଳ ହାତୀର ଜୀବନ ଯାଉଛି । ଏହାରି ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ଆସିଛି ଏକ ଅଭାବନୀୟ ଘଟଣା  । ଜଗନ୍ନାଥପ୍ରସାଦ ରେଞ୍ଜ ପାଲପଡ଼ା ଵୋଡା ନଦୀ ନିକଟରେ ୧୩ ଟିକିଆ ହାତୀପଲଙ୍କ ଉତ୍ପାତ୍ତ…

ଆମ୍ବାଗଡ ବୁଡୁ ପାତ୍ର ହତ୍ୟା ମାମଲା: ୮ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର; ଦୀର୍ଘ ୬ ବର୍ଷ ପରେ ବ୍ରହ୍ମପୁର ଆମ୍ବାଗଡ ବୁଡୁ ପାତ୍ର ହତ୍ୟା ମାମଲାରେ ଅଭିଯୁକ୍ତକୁ ଦଣ୍ଡାଦେଶ । ୮ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ବ୍ରହ୍ମପୁର ଏଡିଜେ-୧ କୋର୍ଟ । ଗତ ୨୦୧୭ ମସିହାରେ ବୁଡୁ ପାତ୍ରଙ୍କୁ ହତ୍ୟା କରାଯାଇଥିଲା । ସୂଚନା ଅନୁସାରେ, ଗତ ୨୦୧୭…

ସୀମା ଟପିଲା ବର୍ବରତା : ଦିବ୍ୟାଙ୍ଗଙ୍କୁ ମାଡ ମାରି ଲହୁଲୁହାଣ କଲା ଖଲ୍ଲିକୋଟ ପୋଲିସ

ଖଲ୍ଲିକୋଟ : ସବୁ ସୀମା ଟପିଗଲା ଖଲ୍ଲିକୋଟ ପୋଲିସ । ଭୁଲିଗଲା ମଣିଷ ପଣିଆ  । ଜଣେ ଦିବ୍ୟାଙ୍ଗ ଯୁବକକୁ ନିସ୍ତୁକ ଭାବେ ମାଡ ମାରି ଲହୁଲୁହାଣ କରିଛି ପୋଲିସ । ଆଉ ଉପାୟଶୂନ୍ୟ ହୋଇ  ନ୍ୟାୟ ପାଇଁ  ଗଞ୍ଜାମ ଏସପିଙ୍କ ଦ୍ବାରସ୍ଥ ହୋଇଛି  । ଖଲ୍ଲିକୋଟ ଥାନା ଶ୍ୟାମସୁନ୍ଦରପୁର ଗାଁରେ ଏଭଳି…

ଆସ ବୁଲିଯିବା ଓଡିଶା: ପର୍ଯ୍ୟଟକଙ୍କୁ ଆକୃଷ୍ଟ କରେ ତାମ୍ପରା ହ୍ରଦ

ଗଞ୍ଜାମ: ଶୀତ ଋତୁ ଡିସେମ୍ୱର ମାସ ଓ ଜାନୁଆରୀ ନୂଆ ବର୍ଷର ଆଗମନରେ ସମସ୍ତଙ୍କ ବୁଲିବା ଓ ପିକନିକ୍ କରିବା ସମୟ । ପରିବାର ବର୍ଗଙ୍କ ସହ ହେଉ ଅବା ସାଙ୍ଗ ସାଥି ମେଳରେ ବୁଲି ଯିବା ସହ ଭୋଜି ଭାତ କରି ମଉଜ କରିବା ସହ କଲରଫୁଲ ଫଟୋ ଉଠାଇ ସାଇତି ରଖିବା ସମସ୍ତଙ୍କ ମନ । ଏଥିପାଇଁ ନିଜ ମନ ପସନ୍ଦର…

ଗଞ୍ଜାମ ଭଞ୍ଜନଗରରେ ଚାଷୀଙ୍କୁ ଦଳିଦେଲା ଦନ୍ତା , ଗାଁରେ ଚାପା ଉତ୍ତେଜନା

ଗଞ୍ଜାମ : ଥମୁନି ହାତୀ ଆତଙ୍କ  । ହାତୀ ମଣିଷ ଲଢେଇ ମଧ୍ୟରେ କେତେବେଳେ ମଣିଷର ଜୀବନ ଯାଉଛି ତ କେତେବେଳେ ହାତୀ ବଳି ପଡୁଛି  । ଏମିତି କିଛି ଘଟଣା ଘଟିଛି ଗଞ୍ଜାମ ଭଞ୍ଜନଗର ଅଂଚଳରେ  । ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି । ମୃତକ ଟୁନା ଗୌଡ ବୋଲି ଜଣାପଡିଛି  । ଗତକାଲି…

ପରଲୋକରେ ବରିଷ୍ଠ ବିଜେପି ନେତା ସତୀଶ ପାତ୍ର

ବ୍ରହ୍ମପୁର: ପରଲୋକରେ ବରିଷ୍ଠ ବିଜେପି ନେତା ସତୀଶ ପାତ୍ରଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ହୋଇଥିଲା। ହଠାତ୍ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ବ୍ରହ୍ମପୁର MKCG ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ତାଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି । …

ଝରକା ଭାଙ୍ଗି ଲୁଟ, ୫୦ ଲକ୍ଷ ଟଙ୍କାର ସୁନା ଗହଣା ନେଇଗଲେ ଦୁର୍ବୃତ୍ତ

ବ୍ରହ୍ମପୁର: ଝରକା ଭାଙ୍ଗି ଲୁଟିଲେ୨୫ ଭରି ସୁନା । ଛତ୍ରପୁର ଥାନା ଅଧିନ ତୁଳସୀନଗର ଚତୁର୍ଥ ଲାଇନର କିଶୋର ଚନ୍ଦ୍ର ଗୌଡ଼ଙ୍କ ଘରୁ ଲୁଟ । ବିଳମ୍ବିତ ରାତିରେ ଘରେ ପଶି ଲୁଟିଲେ ୨୫ ଭରି ସୁନା,୪୦ ଭରି ରୂପା , ନଗଦ୨୫ ହଜାର ଟଙ୍କା। ଏହାସହ ଏଟିଏମ ,ଆଧାର କାର୍ଡ ଓ ଆନ୍ୟନ୍ୟ କାଗଜପତ୍ର ଚୋରୀ କରି…

ଆଜି ଦିଗପହଣ୍ଡିରେ ବ୍ଲକ ଅଧ୍ୟକ୍ଷ ଉପନିର୍ବାଚନ :ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ: ଆଜି ଦିଗପହଣ୍ଡିରେ ହେବାକୁ ଯାଉଛି ବ୍ଲକ ଅଧ୍ୟକ୍ଷ ଉପନିର୍ବାଚନ  । ଆଜି ଦିନ ୧୦ଟାରୁ ୧୧ଟା ମଧ୍ୟରେ ପ୍ରାର୍ଥୀପତ୍ର ଦାଖଲ ହେବାକୁ ଥିବାବେଳେ ୧୧ଟାରୁ ୧୧ଟା ୩୦ ମଧ୍ୟରେ ପ୍ରାର୍ଥୀ ପତ୍ର ଯାଞ୍ଚ ହେବ  । ଏବଂ ଦିନ ୧୨ଟାରେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ପାଇଁ ସମୟ ନିର୍ଘଣ୍ଟ ହୋଇଛି ।…