Latest Odisha News

BREAKING NEWS

Browsing Category

ଗଞ୍ଜାମ

Ganjam

ଦିଗପହଣ୍ଡିରେ ଡ଼ବଲ ମର୍ଡର, ୨ ଜଣଙ୍କୁ ହତ୍ୟା କରି ଜାଳି ଦେଲେ ଦୁର୍ବୃତ୍ତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ମହୁଡ଼ା ଗାଁରେ ଡ଼ବଲ ମର୍ଡର। ବୁଧବାର ବିଳମ୍ବିତ ରାତି ଗାଁ ଭିତରେ ୨ ଜଣଙ୍କୁ ବୀଭତ୍ସ ଭାବେ ହତ୍ୟା କରି ସେମାନଙ୍କୁ ଗାଁ ମଝିରେ ଜାଳି ଦେବା ସହ ଗୋଟିଏ ବାଇକ ମଧ୍ୟ ଜାଳି ଦେଇଛନ୍ତି ଦୁର୍ବୃତ୍ତ। ମୃତକ ଦୁଇଜଣ ହେଲେ ଶିବ ଗୌଡ଼ ଓ ଲିଟୁ…

ଗଞ୍ଜାମରେ ସଡ଼କ ଦୁର୍ଘଟଣା: ୧୨ ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଖେମୁଣ୍ଡି କଲେଜ ସମ୍ମୁଖରେ ରବିବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣାରେ ୧୨ଜଣଙ୍କ ମୃତ୍ୟୁ ହୋଇଛି । ପ୍ରାରମ୍ଭିକ ସୂଚନା ଅନୁଯାୟୀ, ବ୍ରହ୍ମପୁରରେ ଏକ ବିବାହ କାର୍ଯ୍ୟକ୍ରମରେ ସାମିଲ ହେବା ପରେ ଏକ ମିନି ବସ୍ ଦିଗପହଣ୍ଡି ଆଡ଼କୁ…

୭ ଜଣିଆ ଡକାୟତ ଗ୍ୟାଙ୍ଗ୍‌କୁ ଧରିଲା ବ୍ରହ୍ମପୁର ପୁଲିସ

ବ୍ରହ୍ମପୁର: ବ୍ରହ୍ମପୁର ଏବଂ ଗଞ୍ଜାମ ଜିଲାରେ ଏକାଧିକ ଡକାୟତି ଘଟଣାରେ ସଂପୃକ୍ତ ଥିବା ଏକ ଡକାୟତ ଗ୍ୟାଙ୍କ୍‌କୁ ଧରିବାରେ ସଫଳ ହୋଇଛି ବ୍ରହ୍ମପୁରର ଗୋଷାଇଁନୂଆଗାଁ ଥାନା ପୁଲିସ। ଏହି ଗ୍ୟାଙ୍ଗ୍‌ର ସମସ୍ତ ୭ଜଣଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ନିକଟରୁ ୫ଟି ବାଇକ, ଗୋଟିଏ ଦେଶୀ…

ଓଡ଼ିଶା-ଆନ୍ଧ୍ର ସୀମାରେ ଅଟକିଛି ହଜାର ହଜାର ଟ୍ରକ୍‌

ବ୍ରହ୍ମପୁର: ଡ୍ରାଇଭରମାନଙ୍କ ଆନ୍ଦୋଳନ ଯୋଗୁ ଅତ୍ୟାବଶ୍ୟକୀୟ ସାମଗ୍ରୀର ଯୋଗାଣ ଉପରେ ଗୁରୁତର ପ୍ରଭାବ ପଡ଼ିବା ଆରମ୍ଭ ହୋଇଗଲାଣି । କାରଣ କେବଳ ଯାତ୍ରୀବାହୀ ନୁହଁ, ବରଂ ମାଲ୍ ବାହୀ ଗାଡ଼ିଗୁଡ଼ିକ ମଧ୍ୟ ରାସ୍ତାରେ ଅଟକିଛି । ଶହେ କି ଦୁଇ ଶହ ନୁହଁ, ବରଂ ହଜାରେରୁ ଅଧିକ ଜାତୀୟ ରାଜପଥ ଉପରେ ଠିଆ…

ବ୍ରହ୍ମପୁର ପୋଲିସ ଉପରକୁ ଅପରାଧୀଙ୍କ ବୋମା ମାଡ଼

ବ୍ରହ୍ମପୁର: ଅପରାଧୀଙ୍କୁ ଧରିବାକୁ ଯାଇଥିବା ପୋଲିସ ଉପରକୁ ବୋମା ମାଡ଼। ବ୍ରହ୍ମପୁର ସହର ଉପକଣ୍ଠ ତଥା ନିମଖଣ୍ଡି ଥାନା ଅନ୍ତର୍ଗତ ଶ୍ରୀକ୍ଷେତ୍ରବିହାର ଅଞ୍ଚଳରେ ବୁଧବାର ଅପରାହ୍ନରେ ଘଟିଛି ଏଭଳି ଘଟଣା। ଦୁଇ ମହିଳାଙ୍କ ସମେତ ମୋଟ ୫ଜଣଙ୍କୁ ଥାନାକୁ ଆଣି ଅଟକ ରଖିଛି ପୋଲିସ। ତେବେ ବୋମା…

କନଷ୍ଟେବଳ ପରୀକ୍ଷାର ନକଲି ପ୍ରଶ୍ନପତ୍ର ଭାଇରାଲ ଘଟଣା: ସାମ୍ବାଦିକ, ଯୁବକଙ୍କ ନାଁରେ ମାମଲା

ବ୍ରହ୍ମପୁର: ପୋଲିସ କନଷ୍ଟେବଳ ଲିଖିତ ପରୀକ୍ଷା ବେଳେ ନକଲି ପ୍ରଶ୍ନପତ୍ର ଭାଇରାଲ କରିଥିବା ଦୁଇ ଯୁବକଙ୍କ ନାଁରେ ବ୍ରହ୍ମପୁର ସାଇବର ଅପରାଧ ଏବଂ ଅର୍ଥନୈତିକ ଅପରାଧ ଥାନାରେ ମାମଲା ରୁଜୁ ହୋଇଛି। ବ୍ରହ୍ମପୁର ଟାଉନ ଥାନାର ଏସଆଇ ରାଜକିଶୋର ପାତ୍ରଙ୍କ ଏତଲାକୁ ଭିତ୍ତି କରି ଦୁଇ ଯୁବକଙ୍କ ନାଁରେ…

ବିରଳ;ଦିନରେ ଅଲିଭ ରିଡଲେ କଇଁଛଙ୍କ ଗଣ ଅଣ୍ଡାଦାନ

ବ୍ରହ୍ମପୁର: ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ଗୁରବାର ଦିନରେ ବିରଳ ଅଲିଭ ରିଡଲେ ସାମୁଦ୍ରିକ କଇଁଛଙ୍କ ଗଣ ଅଣ୍ଡାଦାନ ପ୍ରକ୍ରିୟା ଦେଖିବାକୁ ମିଳିଛି। ପାଗର ଅନୁକୂଳ ଅବସ୍ଥା ଯୋଗୁଁ ଏବଂ ଦକ୍ଷିଣା ପବନ ବୋହିବା ଫଳରେ ବର୍ତମାନ ଏହି ଅଣ୍ଡା ଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବନ ବିଭାଗ…

ଖୋଲାରେ ବିଲେଇ ମଳତ୍ୟାଗ କରିବାରୁ ପାଳିତଙ୍କ ନାଁରେ ଥାନାରେ ମାମଲା

ବ୍ରହ୍ମପୁର: ବିଲେଇ ପାଇଁ ହଟହଟା ସାହି ବାସିନ୍ଦା। ଶେଷରେ ପୋଷା ବିଲେଇ ପାଇଁ ମିଲିକ ବିରୋଧରେ ଥାନାରେ ଏତଲା। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଛତ୍ରପୁର ସହରର ଶଙ୍କର ମଠ ସାହି ପାଣି କଲୋନୀରେ। ସାହିର ଜଣେ ମହିଳା ଘରେ ୩୦ରୁ ଅଧିକ ବିଲେଇ ପାଳିଛନ୍ତି। ଆଉ ବିଲେଇମାନେ ଏଣେ…

କିଲିମାଞ୍ଜରୋ ଆରୋହଣ ପରେ ବ୍ରହ୍ମପୁର ଫେରିଲେ ମଧୁସ୍ମିତା; ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ବ୍ରହ୍ମପୁର: ଆଫ୍ରିକା ମହାଦେଶର ଉଚ୍ଚତ୍ତମ ଶୃଙ୍ଗ କିଲିମାଞ୍ଜରୋ (୫,୮୯୫ମି)କୁ ସଫଳତାର ସହ ଆରୋହଣ କରିବା ପରେ ବ୍ରହ୍ମପୁର ଘରକୁ ଫେରିଛନ୍ତି ମଧୁସ୍ମିତା ପାତ୍ର। ପରିବର ବର୍ଗଙ୍କ ତରଫରୁ ବ୍ରହ୍ମପୁର ଷ୍ଟେସନ ଠାରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଅନ୍ୟପଟେ…

ବ୍ରହ୍ମପୁର ରାଜନୀତିକୁ ଫେରିବେ କି ସିଦ୍ଧାନ୍ତ ? ଜାଣନ୍ତୁ କ’ଣ କହିଲେ ପୂର୍ବତନ ସାଂସଦ

ବ୍ରହ୍ମପୁର:ଗତ ସାଧାରଣ ନିର୍ବାଚନରେ ଟିକେଟ୍‌ କଟିବା ପରେ ବ୍ରହ୍ମପୁର ରାଜନୀତିରୁ ଦୂରେଇ ଯାଇଥିବା ଦୁଇ ଥରର ସାଂସଦ ସିଦ୍ଧାନ୍ତ ମହାପାତ୍ରଙ୍କ ପୁଣି ଥରେ ଆବିର୍ଭାବ ଘଟିଛି। ବୁଧବାର ବ୍ରହ୍ମପୁରରେ ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲା ସଭାପତି ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକଙ୍କ ଘରେ…