Latest Odisha News

BREAKING NEWS

Browsing Category

ଜଗତସିଂହପୁର

Jagatsinghpur

ଦୁର୍ବଳ ବନ୍ଧ ଯୋଗୁ ବଢୁଛି ଚିନ୍ତା

ପାରାଦ୍ଵୀପ: ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକରେ ତାଣ୍ଡବ ରଚିବାକୁ ଯାଉଛି ବନ୍ୟାଜଳ। ହାଂସୁଆନଦୀରେ ୬୦ ଫୁଟର ଘାଇ ହୋଇଯିବା ଫଳରେ ସୋମପୁର ପଞ୍ଚାୟତଭିତରେ ବନ୍ୟା ଜଳ ପସିବା ଆରମ୍ଭ ହୋଇଯାଇଛି । ବିଶେଷ କରି ଘାଇ ମୁହଁ ନିକଟରେ କାଇଥୋଳ, ଅଣଖିଆ ଗାଁରେ ପାଣି ପଶି ଗାଁ ଭିତରେ ଆଣ୍ଠୁଏ ପାଣି…

[ଭିଡିଓ] ମହଙ୍ଗା ପଡିଲା ପୂଜା ଛୁଟି, ଅକାଳରେ ଚାଲିଗଲା ଜୀବନ

ପାରାଦୀପ: ବିହାର ରାଜ୍ୟରୁ ଓଡିଶାର ପାରାଦୀପକୁ ବୁଲି ଆସିଥିଲେ ୪ଜଣ ଯୁବକ । ବିଶ୍ୱକର୍ମା ପୂଜା ଛୁଟିରେ ଆସି ପାରାଦୀପ କଳିଙ୍ଗ ବାଲିଯାତ୍ରା ପଡିଆ ନିକଟସ୍ଥ ସମୁଦ୍ର କୂଳରେ ଗାଧୋଉଥିଲେ । ହେଲେ ସମୁଦ୍ରରେ ମଜା ମସ୍ତି କରିବା ସେମାନଙ୍କୁ ମହଙ୍ଗା ପଡିଛି । ଆଇଓସିଏଲ୍‌ରେ ଶ୍ରମିକ ଭାବେ…

ସମୁଦ୍ର ଆଁରେ ଗାଁ

ଜଗତସିଂହପୁର: ଲଗାଣ ବର୍ଷା ଯୋଗୁ କୂଳ ଲଂଘିଲା ସମୁଦ୍ର । ଜନବସତି ଆଡ଼କୁ ମାଡ଼ି ଆସିଲା ସମୁଦ୍ର । ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ୍‌ ଶିଆଳି ନିକଟରେ ଆଜି ଜନବସତି ଆଡ଼କୁ ପ୍ରାୟ ୧୦୦ ମିଟର ମାଡ଼ି ଆସିଛି ସମୁଦ୍ର ଜଳ। ଯାହାଫଳରେ ସମୁଦ୍ର ନିକଟବର୍ତ୍ତୀ ଫଳରେ ପଦ୍ମପୁର,ଶିଆଳି, ରାମତରା ଓ…

ଚମ୍ପଟ୍ ମାରିଲା ଚାଇନା କମ୍ପାନୀ, ଫସିଗଲେ ଆଇଓସିଏଲ୍ ଠିକାଦାର

ପାରାଦ୍ୱୀପ: ଏକ ଚାଇନା କମ୍ପାନୀ ପାଇଁ ଦ୍ୱନ୍ଦରେ ପଡିଛନ୍ତି ଆଇଓସିଏଲର ସବ୍‌-କଣ୍ଟ୍ରାକ୍ଟର । ବକୈୟା ୧୨ କୋଟିରୁ ଅଧିକ ଟଙ୍କା ଦାବିରେ ଆଇଓସିଏଲ ଗେଟ୍ ସାମ୍ନାରେ ଧାରଣା ଦେଇଛନ୍ତି । ତେବେ ଘଟଣା ପଛର ପ୍ରଛଦପଟ୍ଟ କାହାଣୀ ଯେତିକି ରହସ୍ୟମୟ ସେତିକି ସନ୍ଦେହଜନକ ମଧ୍ୟ । ଆଇଓସିଏଲର ପିପି…

ସ୍ତ୍ରୀ ଓ ଝିଅକୁ ହାଣିବା ପରେ ସ୍ୱାମୀର ଆତ୍ମହତ୍ୟା ଅଭିଯୋଗ

ଜଗତସିଂହପୁର: ସ୍ତ୍ରୀ ଓ ଝିଅକ ହାଣିଲା ସ୍ୱାମୀ । ଏହାପରେ ନିଜେ ଆତ୍ମହତ୍ୟା କରିଥିବା ଅଭିଯୋଗ । ଘର ଭିତରି ସ୍ୱାମୀର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଜୋତଚାନ୍ଦପାଟଣା ଗାଁରେ । ମୃତକ ହେଲେ  ଲୋକନାଥ ପାଲ ।…

ଜହ୍ନ ରାଇଜରେ ଜାଗା ଭେଟି…

କୁଜଙ୍ଗ  : ଆଉ ବେଶୀ ଦୂର ନୁହେଁ ଜହ୍ନର ରାଇଜ । ଏଇ ଜହ୍ନ, ଯିଏ କେବଳ ଲେଖନୀ ଆଉ କାଗଜ ପୃଷ୍ଠାରେ ସ୍ଥାନୀତ ହେଉଥିଲା ।  ହେଲେ ଏବେ ସେହି ଜହ୍ନରେ ରହିବାକୁ ମଣିଷ ଦୁଇ ପାଦ ଆଗକୁ ଆସିଗଲାଣି । ଜହ୍ନରେ ଜାଗା କିଣି ଭେଟି ଦେଉଛି ନିଜ ପରିବାରକୁ । ଜଗତସିଂହପୁର କୁଜଙ୍ଗ ବ୍ଲକ୍ ବଡ଼ଙ୍ଗ ଅଞ୍ଚଳର…

ଲୋକଙ୍କ ସୁରକ୍ଷା ନେଇ ପ୍ରଶାସନ ପ୍ରସ୍ତୁତ ….

ଭୁବନେଶ୍ୱର: ମାଡ଼ି ଆସୁଛି ୟାସ୍‌ । ବାତ୍ୟାରେ ଉତ୍ତର ଉପକୂଳ ଓଡ଼ିଶା ବିଶେଷ ପ୍ରଭାବିତ ହେବାର ଆଶଙ୍କା ରହିଛି । ଧନଜୀବନ ସୁରକ୍ଷା ପାଇଁ ସରକାର ପଦକ୍ଷେପ ନେଇଛନ୍ତି । ବାତ୍ୟା ପାଇଁ ୧୩ ଗୋଟି ଜିଲ୍ଲାରେ ୬୮୯୧ଟି ଆଶ୍ରୟସ୍ଥଳୀ ପ୍ରସ୍ତୁତ ରହିଛି । ଆଶ୍ରୟସ୍ଥଳରୀ ଶୁଖିଲା ଓ ରନ୍ଧା ଖାଦ୍ୟ ସହ…

ଆସୁଛି ବାତ୍ୟା “ୟଶ”, ପ୍ରସ୍ତୁତ ଜଗତସିଂହପୁର ପ୍ରଶାସନ

ଜଗତସିଂହପୁର: ଚେତାବନୀ ଦେଇଛି ଭାରତୀୟ ପାଣିପାଗ ବିଭାଗ । ଆସୁଛି ବାତ୍ୟା “ୟଶ୍‌” । ଏହି ବାତ୍ୟା ଆମ୍ଫାନ୍ ସହ ସମକକ୍ଷ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଏଥିପାଇଁ ଆଜିଠୁ ସାଧାରଣ ଜନତାଙ୍କ ସମେତ ମତ୍ସ୍ୟଜୀବୀଙ୍କୁ ସଚେତନ କରିଛି ଜଗତସିଂହପୁର ଜିଲ୍ଲା ପ୍ରଶାସନ । ଜଗତସିଂହପୁରରେ…

ପାରାଦୀପରେ ଜାହାଜରେ ୧୪ କରୋନା ପଜିଟିଭ୍

ପାରାଦୀପ: ଜାହାଜରେ କରୋନା । ପାରାଦୀପ ବନ୍ଦରରେ ଏକ ଜାହାଜରୁ ୧୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରରର ଏକ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଜାହାଜଟି ତାମିଲନାଡୁର ତୁତିକରିନ ବନ୍ଦରରୁ କୋଇଲା ଆଣି ପାରାଦୀପ ବନ୍ଦରରେ ପହଞ୍ଚିଥିଲା…

ଜୀବନସାଥୀ ହେଲେ ପ୍ରମୋଦିନୀ-ସରୋଜ

ଜଗତସିଂହପୁର: ଏସିଡ ମାଡ଼ର ଶିକାର ହୋଇଥିବା ପ୍ରମୋଦିନୀଙ୍କ ଭାଗ୍ୟରେ ଆଜି ନୂତନ ପରିବର୍ତ୍ତନ ଆସିଛି। ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ପ୍ରମୋଦିନୀ ରାଉଳ । ୫ ବର୍ଷରୁ ଅଧିକ ପ୍ରେମ ସମ୍ପର୍କ ପରେ ଆଜି ବନ୍ଧୁ ସରୋଜଙ୍କୁ ଜୀବନସାଥୀ ଭାବେ ଗ୍ରହଣ କରିଛନ୍ତି ପ୍ରମୋଦିନୀ ।  ୨୦୦୯ ମସିହାରେ…