Latest Odisha News
Browsing Category

ଜଗତସିଂହପୁର

Jagatsinghpur

ଜଗତସିଂହପୁର ଜିଲ୍ଲା ରାଜ୍ୟ ‘ବାଣୀକ୍ଷେତ୍ର’ ଭାବେ ଘୋଷିତ 

ଜଗତସିଂହପୁର: ରାଜ୍ୟ ସରକାର ଜଗତସିଂହପୁର ଜିଲ୍ଲାକୁ ରାଜ୍ୟ ‘ବାଣୀକ୍ଷେତ୍ର’ ଭାବେ ଘୋଷଣା କରିଛନ୍ତି । ପୂର୍ବରୁ ମୌଖିକ ଭାବେ ବିଭିନ୍ନ ସରକାରୀ ଓ ବେସରକାରୀ କାର୍ଯ୍ୟକ୍ରମରେ ଜିଲ୍ଲାକୁ ବାଣୀକ୍ଷେତ୍ର ଭାବେ ସମ୍ବୋଧିତ କରାଯାଉଥିଲା । କିନ୍ତୁ ଜିଲ୍ଲାପାଳଙ୍କ ପ୍ରସ୍ତାବ କ୍ରମେ ରାଜ୍ୟ ସରକାର…

କାଳିଆପାଟ ସାଂସ୍କୃତିକ ମଞ୍ଚ ପକ୍ଷରୁ ତିନି ସାରସ୍ୱତ ସାଧକଙ୍କୁ ସମ୍ମାନିତ କରାଯିବ

ଜଗତସିଂହପୁର : କୁଜଙ୍ଗର କାଳିଆପାଟ ସାଂସ୍କୃତିକ ମଞ୍ଚ ପକ୍ଷରୁ ଦୁଇ ବରପୁତ୍ର ନାରାୟଣ ବୀରବର ସାମନ୍ତ ଓ ସନ୍ଥ ରାଜୀବ ଲୋଚନ ଦାସଙ୍କ ନାମରେ ନାମିତ ସମ୍ମାନ ତିନିଜଣ ସାରସ୍ୱତ ସାଧକଙ୍କୁ ପ୍ରଦାନ କରାଯିବ। କବି ପିତାମ୍ବର ତରାଇଙ୍କୁ ନାରାୟଣ ବୀର ବର ସମ୍ମାନ ବନମାଳୀ ସାହୁଙ୍କୁ ସନ୍ଥ ରାଜୀବ…

ଟ୍ରେନରେ କଟି ୩ଟି ହରିଣ ମୃତ, ୪ରୁ ଅଧିକ ଆହତ 

ଜଗତସିଂହପୁର : ଟ୍ରେନ୍‌ ଧକ୍କାରେ ୩ ହରିଣ ମୃତ । ଜଗତସିଂହପୁର ରଘୁନାଥପୁର ଥାନା ଗୋପାଳପୁର ନିକଟରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ବନବିଭାଗ ଟିମ୍‌ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛନ୍ତି । ହରିଣମାନେ ନିକଟସ୍ଥ ଧଳତଙ୍ଗଗଡ଼ ଜଙ୍ଗଲରୁ ବାହାରକୁ ଚରିବାକୁ ଆସିଥିଲେ । ଟ୍ରେନ୍‌…

କରୋନା କଟକଣା ଭିତରେ ଲାଲଗଡ଼ରେ ଉଡିଲା ତ୍ରିରଙ୍ଗା

ଭୁବନେଶ୍ବର : ଲାଲଗଡ଼ରେ ଉଡିଲା ତ୍ରିରଙ୍ଗା । କୋଭିଡ କଟକଣା ଭିତରେ ମାଲକାନଗିରି ଜିଲ୍ଲାରେ ପାଳିତ ହୋଇଛି ୭୨ ତମ ସାଧାରଣତନ୍ତ୍ର ଦିବସ । ମନ୍ତ୍ରୀ ତୁଷାରକାନ୍ତି ବେହେରା ଜିଲ୍ଲାସ୍ତରୀୟ କାର‌୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ…

ଜଗତସିଂହପୁରରୁ ୪ଲକ୍ଷ ୭୦ହଜାର ଟଙ୍କାର ବ୍ରାଉନସୁଗର ଜବତ, ୨ ବେପାରୀ ଗିରଫ

ଜଗତସିଂହପୁର: ପୁଣି ବ୍ରାଉନସୁଗର ଜବତ । ଜଗତସିଂହପୁର ଜିଲ୍ଲାରୁ ଜବତ ହୋଇଛି ବ୍ରାଉନସୁଗର । ଯାହାର ଆନୁମାନିକ ମୂଲ୍ୟ ୪ଲକ୍ଷ ୭୦ହଜାର ଟଙ୍କା ହେବ । ଏହି ଘଟଣାରେ ଦୁଇ ଜଣ ବେପାରୀଙ୍କୁ ଗିରଫ କରାଯାଇଛି । ଜଗତସିଂହପୁର ସଦର ଥାନା ଅନ୍ତର୍ଗତ ଆଳିପିଙ୍ଗଳ ଓ କୁସିଦା ଅଞ୍ଚଳରୁ ରେଡ୍ କରିଥିଲା…

ଭିଜିଲାନ୍ସ ଜାଲରେ ଜଗତସିଂହପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସିନିଅର ଆସିଷ୍ଟାଣ୍ଟ

ଜଗତସିଂହପୁର: ଭିଜିଲାନ୍ସ ଜାଲରେ ଜଗତସିଂହପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସିନିଅର ଆସିଷ୍ଟାଣ୍ଟ । ତାଙ୍କ ନାଁ ସଂଯୁକ୍ତ ଦାସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୪ଟି ଜାଗାରେ ରେଡ୍ ଚାଲିଛି । ସଂଯୁକ୍ତାଙ୍କ ଜଗତସିଂହପୁର ଜିଲ୍ଲା ସାତପୁରରେ ଥିବା ଦୁଇ ମହଲା ଘରେ ଚଢ଼ାଉ…

ଜଗତସିଂହପୁରରୁ ୩୦୦ ଗ୍ରାମ ବ୍ରାଉନସୁଗର ଜବତ, ଜଣେ ଗିରଫ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ତର୍ତ୍ତଙ୍ଗ ଗାଁରୁ ୩୦୦ ଗ୍ରାମ ବ୍ରାଉନସୁଗର ଜବତ । ଏହି କାରବାରରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି । ଜବତ ବ୍ରାଉନସୁଗର ଆନୁମାନିକ ମୂଲ୍ୟ ପ୍ରାୟ ୩୦ ଲକ୍ଷ ଟଙ୍କା ହେବ । ଜଗତସିଂହପୁର ସଦର ପୋଲିସ ଓ ଅବକାରୀ ବିଭାଗ ଟିମ ଚଢାଉ କରି…

ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମତଦାନ

ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଆରମ୍ଭ ହୋଇଛି ଭୋଟଗ୍ରହଣ । କୋଭିଡ କଟକଣା ଭିତରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ ଚାଲିବ । ଦୁଇଟି ନିର୍ବାଚନ ମଣ୍ଡଳୀର ମୋଟ୍ ୧୫ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ସାଢେ ୪ଲକ୍ଷ ଭୋଟର । ବାଲେଶ୍ୱରରେ ୩୪୬ ଓ…

ବାଲେଶ୍ୱର ଓ ତିର୍ତ୍ତୋଲରେ କାଲି ଭୋଟ, ବୁଥ୍‌ରେ ପହଞ୍ଚିଲେଣି ପୋଲିଂ ପାର୍ଟି 

ଭୁବନେଶ୍ୱର: ପ୍ରଚାର ଲଢ଼େଇ ଥମିଛି । ଆସନ୍ତାକାଲି ଅସଲ ଲଢ଼େଇ । ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭୋଟ୍ ପଡ଼ିବ । ଅବାଧ, ମୁକ୍ତ ଓ ଶାନ୍ତିଶୃଙ୍ଖଳାରେ ମତଦାନ ସାରିବା ପାଇଁ ସମସ୍ତ ପ୍ରସ୍ତୁତି ସରିଛି । ବୁଥରେ ପହଞ୍ଚି ସାରିଲେଣି ପୋଲିଂ ପାର୍ଟି । ସମସ୍ତ ସରଞ୍ଜାମ ଧରି ସେମାନେ…

ଆଜି ସରୁଛି ପ୍ରଚାର: ଦୁଲୁକୁଛି ବାଲେଶ୍ୱର ଓ ତିର୍ତ୍ତୋଲ ବ୍ୟାଟଲ୍ ଗ୍ରାଉଣ୍ଡ

ଭୁବନେଶ୍ୱର: ହାତରେ ରହିଲା ଆଉ ମାତ୍ର କେଇ ଘଣ୍ଟାର ସମୟ । ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଆଜି ସରିବ ପ୍ରଚାର । ଭୋଟରଙ୍କୁ ମନାଇବା ପାଇଁ ପ୍ରାର୍ଥୀଙ୍କ ପାଖରେ ଶେଷ ସୁଯୋଗ ରହିଛି । ନିଜ ସପକ୍ଷରେ ଜନମତ ସୃଷ୍ଟି କରିବାକୁ ଲାଗି ପଡ଼ିଛନ୍ତି ତିନି ପ୍ରମୁଖ ଦଳ ବିଜେଡି,…