Latest Odisha News

BREAKING NEWS

Browsing Category

ଜଗତସିଂହପୁର

Jagatsinghpur

ଜିଲ୍ଲା ସ୍ତରୀୟ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ

ଜଗତସିଂହପୁର/ନୂଆପଡା : ୭୫ତମ ଗଣତନ୍ତ୍ର ଦିବସ ପାଇଁ ଝଲସୁଛି ପଲ୍ଲୀ ଠାରୁ ସହର । ଦେଶ ତଥା ରାଜ୍ୟର କୋଣ ଅନୁକୋଣ ସବୁଠି ତ୍ରିରଙ୍ଗାରେ ରଙ୍ଗାୟିତ । ଏଥିପାଇଁ ସମସ୍ତ ଦେଶବାସୀ ଉତ୍ସାହିତ । ଜଗତସିଂହପୁର ସଦର ମହକୁମା ସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ପରିସରରେ ପାଳିତ  ହୋଇଯାଇଛି…

ପାରାଦ୍ଵୀପ ଠାରେ ୭ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ସମନ୍ୱିତ ଇସ୍ପାତ କାରଖାନା ପାଇଁ ଜନ ଶୁଣାଣି

ପାରାଦ୍ଵୀପ: ଜଗତସିଂହପୁର  ଜିଲ୍ଲାର ପାରାଦ୍ଵୀପସ୍ଥିତ ନୂଆଗଡ ଗ୍ରାମରେ ଆର୍ସଲରମିତ୍ତଲ ନିପ୍ପନ ଷ୍ଟିଲ୍ ଇଣ୍ଡିଆ (ଏଏମ୍/ଏନ୍ଏସ୍ ଇଣ୍ଡିଆ) ର ପ୍ରସ୍ତାବିତ ବାର୍ଷିକ ୭ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ସମନ୍ୱିତ ଇସ୍ପାତ କାରଖାନା ପାଇଁ ଜନ ଶୁଣାଣି ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର …

ନବବର୍ଷ ୨୦୨୪: ଜଗତସିଂହପୁରର ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ଜଗତସିଂହପୁର: ସରିଯାଇଛି ପୁରୁଣା ବର୍ଷ ୨୦୨୩ । ପୁଣି କିଛି ନୂଆ ଆଶା ନୂଆ ଉଦ୍ଧିପନା ନେଇ ପାଦ ଥାପିଛି ନବବର୍ଷ ୨୦୨୪ । ଇଂରାଜୀ ନବବର୍ଷ ୨୦୨୪ର ସ୍ଵାଗତ ନିମନ୍ତେ ଜଗତସିଂହପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ତଥା ଝଙ୍କଡ଼ ବାସିନୀ ମା'ଶାରଳାଙ୍କ ପୀଠ ଏବଂ ଜିଲ୍ଲାର ପ୍ରସିଦ୍ଧ ବିଭୂତି କ୍ଷେତ୍ର…

ବୁଲାଇ ନେବା ନାଁରେ ନାବାଳିକା ଅପହରଣ, କଟକ ରେଲ୍ଓ୍ବେ ଷ୍ଟେସନରୁ ଉଦ୍ଧାର କଲେ ପରିବାର ଲୋକ

ପାରାଦୀପ: ଦୁଇ ନାବାଳିକାକୁ ବୁଲାଇ ନେବା ନାଁରେ ଅପହରଣ । କଟକ ରେଲ୍ଓ୍ବେ ଷ୍ଟେସନରୁ ଉଦ୍ଧାର କରିବା ସହ ଅପହରଣକାରୀ ଦୁଇ ମହିଳାଙ୍କୁ ଧରି ପୋଲିସକୁ ଯିମା ଦେଲେ ପରିବାର ଲୋକେ। ଏଭଳି ଘଟଣା ଘଟିଛି ପାରାଦୀପ ଉପକଣ୍ଠ ନୂଆଗଡ ପଞ୍ଚାୟତରେ। ଜଣେ ନାବାଳିକା ଅଭୟଚାନ୍ଦ ପୁର ଥାନା ଅଧିନ ରଙ୍ଗିଆ ଗଡ…

ମା’ ଶାରଳା’ ମନ୍ଦିର ହୁଣ୍ଡି ଲୁଟ ମାମଲା: ଗିରଫ ହେଲା ମୁଖ୍ୟ ଅଭିଯୁକ୍ତ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ତଥା ଝଙ୍କଡ଼ ବାସିନୀ ମା' ଶାରଳା’ଙ୍କ  ମନ୍ଦିର ହୁଣ୍ଡି ଭାଙ୍ଗି ଟଙ୍କା ଚୋରି ହୋଇଥିବା ଘଟଣାରେ ତିର୍ତ୍ତୋଲ ପୋଲିସକୁ ମିଳିଛି ବଡ଼ ସଫଳତା । ଜଣେ ଅଭିଯୁକ୍ତକୁ ଗିରଫ କରିଛି ତିର୍ତ୍ତୋଲ ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଲେ କେନ୍ଦୁଝର…

ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ ଉତ୍କଳ ଭାରତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆମ ଓଡ଼ିଶା ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଉଚ୍ଚବିଦ୍ୟାଳୟର ସଂସ୍କୃତି ବିଭାଗ ସଂଯୋଜକ ଡକ୍ଟର ସୁଧୀର କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏହି…

ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ବନ୍ଦ ଡାକରା

ଜଗସିଂହପୁର : ମେଡିକାଲ କଲେଜ ପ୍ରତିଷ୍ଠା ଓ ପଲ୍ଲୀ ସ୍ୱାସ୍ଥ୍ୟକେନ୍ଦ୍ରକୁ କଟକ ସ୍ଥାନାନ୍ତର ବନ୍ଦ କରିବା ଦାବିରେ ଜଗସିଂହପୁର ବନ୍ଦ ଡାକରା  । ଆଜି  ଜିଲ୍ଲା ସ୍ବାସ୍ଥ୍ୟ ସୁରକ୍ଷା ଅଭିଯାନ ପକ୍ଷରୁ ସକାଳ ୬ଟା ରୁ ସନ୍ଧ୍ୟା ୬ଟା  ଯାଏଁ ବନ୍ଦ ପାଳନ କରାଯାଉଛି । ବନ୍ଦ ପ୍ରଭାବରେ ଆଜି ସଦର…

ପାରାଦୀପ ଜାହାଜରୁ ୨୨ ପ୍ୟାକେଟ କୋକେନ ଜବତ: ଷ୍ଟିଲ ପ୍ଲେଟ ଆଣି ଆସୁଥିଲା MV DEBI ଜାହାଜ

ପାରାଦୀପ: ପାରାଦୀପ ବନ୍ଦର ପିଆଇସିଟି ବର୍ଥରେ ଚାଞ୍ଚଲ୍ୟ । ଷ୍ଟିଲ ପ୍ଲେଟ ନେଇ ପାରାଦୀପ ଆସିଥିବା MV DEBI PANAMA ଜାହାଜରୁ ଆଜି ସକାଳେ ୨୨ଟି ସନ୍ଦିଗ୍ଧ ପ୍ୟାକେଟ ମିଳିଥିଲା । ଜାହାଜଟି ଇଣ୍ଡୋନେସିଆରୁ ଆସିଥିଲା । ଜାହାଜ ଭିତରୁ ସନ୍ଦେହଜନକ ପ୍ୟାକେଟ ମିଳିବା ଘଟଣାର ଯାଞ୍ଚ ବେଳେ ସେହି…

ଜଗସିଂହପୁର ପୌରପରିଷଦ ଉପନିର୍ବାଚନ : ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ

ଜଗତସିଂହପୁର : ଜଗସିଂହପୁର ପୌରପରିଷଦ ୬ ନମ୍ବର ୱାର୍ଡ ଉପନିର୍ବାଚନ ପାଇଁ ବାଜିଲା ବିଗୁଲ। ନୋଟିଫିକେଶନ ପରେ ଆଜି କାଉନସିଲର ପ୍ରାର୍ଥୀ ପାଇଁ ନାମାଙ୍କନ ପତ୍ର ଦାଖଲ କରାଯାଇଛି। ରୋଜାଲୀନ ଦାସ ବିଜେଡି ପ୍ରାର୍ଥୀନୀ ଭାବରେ ପ୍ରାର୍ଥୀ ପତ୍ର ଦାଖଲ କରିଥିବା ବେଳେ କଂଗ୍ରେସ ପକ୍ଷରୁ ଚିନ୍ମୟୀ…

ପୋଲିସ ଆଇନର ୩୦ ଧାରା ଉଚ୍ଛେଦ ଦାବିରେ ଧାରଣା : ପ୍ରଶାସନ ନଶୁଣିଲେ ତୀବ୍ର ହେବ ଆନ୍ଦୋଳନ

ଜଗତସିଂହପୁର : ପୋଲିସ ଆଇନର ୩୦ ଧାରା ଲାଗୁକୁ ନେଇ ପ୍ରତିବାଦ  । ଜଗତସିଂହପୁର ସଦର ଥାନା ଗଣତନ୍ତ୍ର ଛକଠାରେ ଧାରଣା ଦିଆଯାଇଛି। କମ୍ରେଡ  ବାସୁଦେବ ଙ୍କ ନେତୃତ୍ୱରେ ଧାରଣାରେ ବିଜେପି ନେତା ପ୍ରତାପ ମିଶ୍ର,କଂଗ୍ରେସ ଯୁବନେତା ବିପ୍ଳବ ଚୌଧୁରୀ ଓ ବିଭିନ୍ନ ସଙ୍ଗଠନ ର କର୍ମକର୍ତ୍ତା ପ୍ରମୁଖ …