Latest Odisha News

BREAKING NEWS

Browsing Category

ଯାଜପୁର

Jajpur

ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଯାଜପୁର ଟାଉନ୍: ଘର ଭିତରୁ ଝୁଲନ୍ତା ଅବସ୍ଥାରେ ଦମ୍ପତିଙ୍କ ମୃତଦେହ ଉଦ୍ଧାର । ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଉତ୍ତରକୁଳ ପଞ୍ଚାୟତ ସୁନ୍ଦରପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକମାନେ ହେଲେ ଦୀପକ କୁମାର ନାଥ ଓ ଅନୀତା ନାଥ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।…

ଡକାୟତି ଘଟଣାରେ ୬ ଗିରଫ

ଯାଜପୁର: ଯାଜପୁର ବରି ଥାନା କୃଷ୍ଣନଗରରେ ଡକାୟତି ଘଟଣାରେ ୬ ଜଣ ଅଭିଯୁକ୍ତ ଗିରଫ । ଏଥିସହ ପୋଲିସ ଅଭିଯୁକ୍ତଙ୍କ ନିକଟରୁ ଚୋରି ଅଳଙ୍କାର ଓ ନଗଦ ଟଙ୍କା ଜବତ କରିଛି । କୃଷ୍ଣନଗର ଗ୍ରାମର କାଞ୍ଚନ ଶୁକ୍ଳଙ୍କ ଘରୁ ଗତ ୨୮ ତାରିଖ ବିଳମ୍ବିତ ରାତିରେ ଡକାୟତି ହୋଇଥିଲା । ଡ଼କାୟତମାନେ କାଞ୍ଚନଙ୍କ…

ଶିକ୍ଷକ ସ୍ୱାମୀ ସାଜିଲା ସୈତାନ୍: ସ୍ତ୍ରୀକୁ ପିଟି ପିଟି ମାରିଦେଲା

ଯାଜପୁର: ସ୍ୱାମୀ ସାଜିଲା ସୈତାନ୍ । ଘରୋଇ କଳହର କୁପରିଣତି । ସ୍ତ୍ରୀକୁ ଅତି ନିର୍ମମ ଭାବରେ ହତ୍ୟା ଅଭିଯୋଗ । ଏକ ଲୁହା ହାମରରେ ପିଟି ପିଟି ମାରି ଦେଲା ଶିକ୍ଷକ ସ୍ୱାମୀ । ଯାଜପୁର ଜିଲ୍ଲା କୋରାଇ ଥାନା ରଣପୁର ଗାଁରେ ଏଭଳି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ଦୀପ୍ତିମୀ ଜେନା ।…

ଭୁବନେଶ୍ୱର ଭୀମଟାଙ୍ଗି ମର୍ଡର ମିଷ୍ଟ୍ରି: ଅଭିଯୁକ୍ତର ମାଆ କଲେ ଚାଞ୍ଚଲ୍ୟକର ଖୁଲ୍ଲାସା

ଯାଜପୁର: ଭୁବନେଶ୍ୱର ଭୀମଟାଙ୍ଗି ଅଞ୍ଚଳରେ ଭଡ଼ାଘରେ ମହିଳାଙ୍କୁ ନିର୍ମମ ହତ୍ୟା ଘଟଣାରେ ମୁହଁ ଖୋଲିଲେ ଅଭିଯୁକ୍ତ ଜଗନ୍ନାଥ ପ୍ରଧାନଙ୍କ ମାଆ । ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି । ଜଗନ୍ନାଥଙ୍କ ସହ ବିବାହ ପୂର୍ବରୁ ମୃତ ପ୍ରିୟଙ୍କା ପ୍ରିୟଦର୍ଶିନୀଙ୍କର ପ୍ରେମ ସମ୍ପର୍କ ଥିଲା । ଦୁହେଁ…

ସ୍ୱାମୀ ବାଣ୍ଟିଲା ସ୍ତ୍ରୀର ଅଶ୍ଳୀଳ ଭିଡିଓ, ବାନ୍ଧିନେଲା ପୋଲିସ

ଯାଜପୁର: ସ୍ୱାମୀ ହେଉଛି ସ୍ତ୍ରୀର ସୁରକ୍ଷା କବଚ । ଜନ୍ମଜନ୍ମର ସାଥୀ, ବୈବାହିକ ଜୀବନର ସାରଥୀ । ହେଲେ ଏହି ସମସ୍ତ ଉକ୍ତିକୁ ଭୁଲ ପ୍ରମାଣିତ କରି ଜଣେ ସ୍ୱାମୀ ଆଜି ପୁରୁଷ ସମାଜକୁ କଳଙ୍କିତ କରିଛି । ଖୋଦ ନିଜ ସ୍ତ୍ରୀର ଅଶ୍ଳୀଳ ଭିଡିଓ ପ୍ରଘଟ କରି ଯାଜପୁର ଜିଲ୍ଲାର ଜଣେ ବ୍ୟକ୍ତି ପୋଲିସ…

ନଗଡ଼ାବାସୀ ନେଲେ କରୋନା ଟିକା

ଯାଜପୁର: ବହୁ ଚର୍ଚ୍ଚିତ ତଥା ଅପପୁଷ୍ଟିର ଅପବାଦ ମୁଣ୍ଡେଇଥିବା ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ନଗଡ଼ାରେ ଟିକାକରଣ ହୋଇଛି। ସୋମବାର ଉପର ଓ ତଳ ନଗଡ଼ାର ୬୫ଜଣ ଜୁଆଙ୍ଗ ଆଦିବାସୀ, ଗୁହିଆସାଳରୁ ୫୬, ତୁମୁଣିର ୩୮ଜଣ ଜୁଆଙ୍ଗଙ୍କୁ ପ୍ରଥମ ଡୋଜ୍ ଟିକା ପ୍ରଦାନ କରାଯାଇଛି। ଏହା ସହିତ ନାଲିଆଡାବରରେ…

ଲଜ୍ଜା ! ୫ ବର୍ଷ ଶିଶୁ କନ୍ୟାକୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

ଯାଜପୁର: ଚକୋଲେଟ୍ ଲୋଭ ଦେଖାଇ ଜଣେ ୫ ବର୍ଷର ନିଷ୍ପାପ ଓ ନିରୀହ ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ । ଯାଜପୁର ଜିଲ୍ଲା ବିହାରୀ ପଞ୍ଚାୟତ ଅଞ୍ଚଳରୁ ଏଭଳି ଲଜ୍ଜାଜନକ ଘଟଣା ସାମନାକୁ ଆସିଛି । ଏହି ଘଟଣାରେ ଅଭିଯୁକ୍ତ ପ୍ରଫୁଲ୍ଲ ପଣ୍ଡାକୁ ଗିରଫ କରିଛି ଯାଜପୁର ଥାନା ପୋଲିସ । ଡାକ୍ତରୀ ପରୀକ୍ଷା…

ଶିଶୁକୁ ଫେରାଇ ନେବାକୁ ମା’ର ଅନୁରୋଧ

ଯାଜପୁର : ଶିଶୁ କନ୍ୟା ବିକ୍ରି ହେବା ଘଟଣା । ଶିଶୁ କନ୍ୟାକୁ ନେବା ପାଇଁ ଜିଲା ଶିଶୁ ମଙ୍ଗଳ ସମିତିର ଦ୍ୱାରସ୍ଥ ହୋଇଛନ୍ତି ଶିଶୁର ମାଆ । ତେବେ ପୋଲିସ ରିପୋର୍ଟ ମଗାଯିବା ପରେ ଶିଶୁକୁ ହସ୍ତାନ୍ତର କରାଯିବ ବୋଲି ଜଣା ଯାଇଛି । ଯାଜପୁର ଜିଲା ବିଂଝାରପୁର ଥାନା ପଂତେପୁର ମଲିଆ ଗାଁର ଏହି ଶିଶୁ…

ବାଇକରେ ଲୁଚିଥିଲା ନାଗ ସାପ, ଫଣା ଟେକି ବାହାରିଲା

ଯାଜପୁର: ବାଇକରେ ଲୁଚିଥିଲା ନାଗ ସାପ । ସିଟ୍ ପୋଛିବା ବେଳେ ଦେଖିଥିଲେ ବାଇକ୍ ଆରୋହୀ । ସ୍ନେକ୍ ହେଲପ୍ ଲାଇନ ସଦସ୍ୟଙ୍କୁ ଖବର ଦେଇଥିଲେ । ଏଭଳି ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲାରେ । ବିରଜାପୁର ରାମବାଗର ଦେବେନ୍ଦ୍ର କୁମାର ନାୟକଙ୍କ ବାଇକରୁ ଉଦ୍ଧାର ହୋଇଚି ଗୋଟିଏ ନାଗ ସାପ ।…

ଉଦ୍ଧାର ଟଙ୍କା ଶୁଝି ନପାରି ଅଢ଼େଇ ବର୍ଷ ଶିଶୁ କନ୍ୟାକୁ ବାପା ବିକି ଦେଇଥିବା ଅଭିଯୋଗ

ଯାଜପୁର: ଉଦ୍ଧାର ଆଣିଥିବା ଟଙ୍କା ଶୁଝି ପାରିଲା ନାହିଁ ବାପା । ଶେଷରେ ନିଜର ଅଢ଼େଇ ବର୍ଷର ଶିଶୁ କନ୍ୟାକୁ ବିକ୍ରି କରି ଦେଇଥିବା ଅଭିଯୋଗ ହୋଇଛି । ଏଭଳି ଘଟଣା ସାମନାକୁ ଆସିଛି ଯାଜପୁର ଜିଲ୍ଲା ବିଞ୍ଝାରପୁର ଅଞ୍ଚଳରୁ । ଜେଜେବାପାଙ୍କ ଅଭିଯୋଗ ପରେ ଶିଶୁ କନ୍ୟାକୁ ଉଦ୍ଧାର କରିଛି…