Latest Odisha News

BREAKING NEWS

Browsing Category

ଯାଜପୁର

Jajpur

ଜମିଜମା ବିବାଦକୁ ନେଇ କଟୁରୀ ବୁଲିଲା, ୨ ଗୁରୁତର

ଯାଜପୁର: ଜମିଜମା ବିବାଦକୁ ନେଇ ତୁମୁଳକାଣ୍ଡ । ଦୁଇ ପଡୋଶୀଙ୍କ ମଧ୍ୟରେ ପ୍ରଥମେ ଯୁକ୍ତିତର୍କ, ପରେ ଧସ୍ତାଧସ୍ତି ଓ ଶେଷରେ କଟୁରୀ ଚୋଟରେ ଝଗଡାର ଅବସାନ ଘଟିଥିଲା । କିଛି ଏଭଳି ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ଯାଜପୁର ଜିଲ୍ଲାର ଅରିଲୋ ଗାଁ । ରିପୋର୍ଟ ଅନୁଯାୟୀ ପ୍ରତାପ ସାମଲ ଓ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯବାନ ମୀର ମତବର ଅଲ୍ଳିଙ୍କ ଦେହାନ୍ତ, ଜନ୍ମମାଟିରେ ହେଲା ଶେଷକୃତ୍ୟ 

ଯାଜପୁର: ଯାଜପୁର ଜିଲା ବିଂଝାରପୁର ଥାନା ଅଳକୁଣ୍ଡ ଅଂଚଳର ଯବାନ ମୀର ମତବର ଅଲ୍ଳିଙ୍କ ପରଲୋକ । ମୀର ଆସାମ  ରାଇପଂଲ୍ସରେ କାର୍ଯ୍ୟରତ ଥିବା ସମୟରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ହୋଇଛି । ଗତକାଲି ସନ୍ଧ୍ୟାରେ ଯବାନ ମୀର ଅଲ୍ଳିଙ୍କ ମରଶରୀର ନିଜ ଜନ୍ମମାଟିରେ ପହଁଞ୍ଚିଥିଲା…

ବାଇକକୁ ପିଟିଲା ଟ୍ରକ: ଦମ୍ପତି ମୃତ, ଝିଅ ଗୁରୁତର

ଯାଜପୁର: ବାଇକକୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ଦମ୍ପତି ମୃତ । ୮ ବର୍ଷର ଝିଅ ଗୁରୁତର ହୋଇଛି । ଯାଜପୁର ଜିଲ୍ଲା ଧର୍ମଶାଳା ଦେଇ ଯାଇଥିବା ୧୬ ନମ୍ୱର ଜାତୀୟ ରାଜପଥର ନେଉଳପୁର ନିକଟରେ ଏହି ଦୁର୍ଘଟଣା ଘଟିଛି । ବାଇକରେ ସ୍ୱାମୀ-ସ୍ତ୍ରୀ ଓ ଝିଅ ଯାଉଥିବା ବେଳେ ଧକ୍କା ଦେଇଥିଲା ଟ୍ରକ ।…

ପୋଖରୀ ଭିତରୁ କଙ୍କାଳ ଉଦ୍ଧାର, ହତ୍ୟା ପରେ ଫିଙ୍ଗି ଦେଇଥିବା ସନ୍ଦେହ

ଯାଜପୁର: ଭୁବନେଶ୍ୱର ଉପକଣ୍ଠ ଯାଁଳା ଫାଣ୍ଡି ପରିସରରେ ଗାଡ଼ି ଭିତରୁ ମିଳିଥିଲା ନରକଙ୍କାଳ । ଏବେ ଯାଜପୁର ଜିଲ୍ଲାରେ ପୋଖରୀ ଭିତରୁ କଙ୍କାଳ ଉଦ୍ଧାର ହୋଇଛି । ଯାଜପୁର ସଦର ଥାନା ଅନ୍ତର୍ଗତ କପିଳେଶ୍ୱର ବଣିଆପଡ଼ାର ଏକ ପୋଖରୀରୁ ଉଦ୍ଧାର ହୋଇଛି ମଣିଷ କଙ୍କାଳ ଉଦ୍ଧାର । ଏହି ଖବର ଜଣାପଡ଼ିବା…

କଂଗ୍ରେସର ଗଣବିକ୍ଷୋଭ, ଧର୍ମଶାଳା ତହସିଲ ଅଫିସ ଘେରିଲେ କଂଗ୍ରେସ କର୍ମୀ 

ଚଣ୍ଡିଖୋଲ: ୪ ଦଫା ଦାବି ନେଇ ଧର୍ମଶାଳା କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି । ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲ ଅଫିସ ସମ୍ମୁଖରେ ଗଣବିକ୍ଷୋଭ କରିଛନ୍ତି କଂଗ୍ରେସ କର୍ମୀ । ଯଥାଶୀଘ୍ର ଦାବି ପୂରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନ ଜୋରଦାର କରିବାକୁ ଚେତାବନୀ ଦେଇଛନ୍ତି । ଧର୍ମଶାଳା…

ନଦୀରେ ଗାଧୋଉଥିବା ବେଳେ ଅଘଟଣ: ଏକାସଙ୍ଗେ ଚାଲିଗଲା ଦୁଇ ଭାଇଙ୍କ ଜୀବନ, ଅଞ୍ଚଳରେ ଶୋକାକୂଳ ପରିବେଶ 

ଯାଜପୁର: ଗୋଟିଏ ଘରୁ ଏକାସଙ୍ଗେ ଲିଭିଗଲା ଦୁଇଟି ଜୀବନ ଦୀପ । ଗାଧୋଇବା ବେଳେ ଖରସ୍ରୋତା ନଦୀରେ ବୁଡି ପ୍ରାଣ ହରାଇଛନ୍ତି ୨ ଭାଇ । ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଚିନ୍ତାପଲ୍ଲୀ ଅଞ୍ଚଳରେ ଏହି ଅଭାବନୀୟ ଘଟଣା ଘଟିଛି । ମୃତ ୨ ଭାଇ ଚିନ୍ତାପଲ୍ଲୀର କାହ୍ନୁଚରଣ ଚନ୍ଦଙ୍କ ବଡ଼ପୁଅ ଦୀନବନ୍ଧୁ ଓ…

ମୁଖ୍ୟ ସଚିବଙ୍କ ଯାଜପୁର ଜିଲ୍ଲା ଗସ୍ତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

ଯାଜପୁର: ଯାଜପୁର ଜିଲ୍ଲାରେ ରାଜ୍ୟ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଜିଲ୍ଲାରେ ବିଭିନ୍ନ ମେଗା ପ୍ରକଳ୍ପ ଗୁଡ଼ିକର ସମୀକ୍ଷା କରାଯିବା ସହ ତାହାର ସୁଫଳ ଲୋକଙ୍କୁ ଯଥାଶୀଘ୍ର ମିଳିବା ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ମୁଖ୍ୟ ସଚିବ । ରବିବାର ପୁର୍ବାହ୍ନରେ ଜିଲାକୁ ଦିନିକିଆ ଗସ୍ତରେ…

ପୋଲିସ ଗାଡ଼ି ଜାଳି ଦେବା ଘଟଣାରେ ୧୩ ଜଣ ଅଟକ

ଯାଜପୁର: ମହଙ୍ଗା ପଡ଼ିଲା ପୋଲିସ ଗାଡ଼ିକୁ ଜାଳି ଦେବା । ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ପଣସୁଧା ଗାଁରେ ପୋଲିସ ଗାଡ଼ି ଜାଳି ଦେଇଥିବା ଅଭିଯୋଗରେ ୧୩ ଜଣଙ୍କୁ ଅଟକ ରଖିଛି ପୋଲିସ । ଗତକାଲି ରାତିରେ ଦୁଇଟି ପୋଲିସ ଗାଡ଼ିରେ ନିଆଁ ଲଗାଇ ଦେଇଥିଲେ ଗାଁର କିଛି ଲୋକ ।…

ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର

ଯାଜପୁର: ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ବଙ୍ଗାଳି ସାହିରେ ନିଆଁଲାଗି ଯିବାରୁ ୫ ବଖରା ଚାଳଘର ଜଳିପୋଡି ପାଉଁଶ ହୋଇଯାଇଛି । ଗାଁର ରାମଚନ୍ଦ୍ର ଓ ନଟବର ସେନଙ୍କ ଘରେ ନିଆଁ ଲାଗିଯିବାରୁ ତାଙ୍କର ଚାଳ ଘର ସମ୍ପୂର୍ଣ ଜଳିଯାଇଛି । ସର୍ଟ ସର୍କିଟ ଯୋଗୁ ନିଆଁ ଲାଗିଯାଇ ଥିବା ଅନୁମାନ…

ଯାଜପୁରରୁ ହାତୀ ଦାନ୍ତ ଜବତ, ତିନି ଗିରଫ

ଯାଜପୁର: ସ୍ୱତନ୍ତ୍ର ଟାସ୍କ ଫୋର୍ସ (ଏସଟିଏଫ୍‌) ଆଜି କବାଟବନ୍ଧ ଛକନିକଟ ବ୍ରାହ୍ମଣୀ ବ୍ରିଜ ନିକଟରେ ଚଢଉ କରି ତିନିଟି ହାତୀ ଦାନ୍ତ ଜବତ କରିଛି । ଏଥି ସହ ତିନି ଜଣଙ୍କୁ ଗିରଫ କରିଛି । ଏମାନେ ହେଲେ କେନ୍ଦୁଝର ଭଗବାନପୁରର ପୀତବାସ ବାରିକ, ବଡ଼ବିଲର ଆନନ୍ଦ ମହାକୁଡ଼ ଓ ଯାଜପୁର କଣ୍ଟାବନ୍ଧର…