Latest Odisha News

BREAKING NEWS

Browsing Category

ଯାଜପୁର

Jajpur

ବସକୁ ଧକ୍କା ଦେଲା ହାଇୱା, ଜଣେ ମୃତ, ୧୦ ଆହତ

ଯାଜପୁର: ହାଇୱାକୁ ଧକ୍କା ଦେଲା ବସ୍ । ଜଣେ ମୃତ, ୧୦ ଆହତ । ଏନ୍ଏଚ୍ ୧୬ କଡେଇ ଛକ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଘଟଣାସ୍ଥଳରେ ବସ୍ ଡ୍ରାଇଭରର ମୃତ୍ୟୁ ହୋଇଥିବା ବେଳେ ବସରେ ଥିବା ପ୍ରାୟ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସୂଚନା ଅନୁସାରେ, ଆଜି ଭୋର ୪ ଟା ସମୟରେ…

ଧର୍ମଶାଳା ଓସାରାରେ ବିଜେଡି କର୍ମୀଙ୍କ ଲଙ୍କାକାଣ୍ଡ, ସାମାନ୍ୟ ବଚସାରୁ କଲେ ଭଙ୍ଗାରୁଜା

ଯାଜପୁର: ଧର୍ମଶାଳା ଓସାରାରେ ବିଜେଡି କର୍ମୀଙ୍କ ଭଙ୍ଗାରୁଜା । ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପସ୍ଥିତିରେ ଏହି ଅଘଟଣ ହୋଇଥିବା ସୁଚନା ରହିଛି । । ସୂଚନା ମୁତାବକ,ରାଲି ରେ ଯାଉଥିବା ବେଳେ ସାମାନ୍ୟ ବଚସାରୁ ଭଙ୍ଗାରୁଜା କଲେ ବିଜେଡି କର୍ମୀ । ଜଣେ ପୂର୍ବତନ ସରପଞ୍ଚ କାର୍‌ରେ…

ବବିବାବୁ ହେଉଛନ୍ତି ମୁଖ୍ୟମନ୍ତ୍ରୀଙ୍କ ସେନାପତି: ପାଣ୍ଡିଆନ

ଯାଜପୁର: ସରିଛି ତୃତୀୟ ପର୍ଯ୍ୟାୟ ମତଦାନ । ଏବେ ଅପେକ୍ଷା ଶେଷ ତଥା ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ । ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ରାଜନୈତୀକ ଦଳ ମାନଙ୍କର ପ୍ରଚାର ପ୍ରସାର । ଏହି ଅବସରରେ ଯାଜପୁର ଏବଂ ସୁକିନ୍ଦାରେ ନିର୍ବାଚନୀ ପ୍ରଚାର କରିଛନ୍ତି ବିଜେଡି ବରିଷ୍ଠ…

ପଥର ଖାଦାନରେ ଅଘଟଣ,ଜଣେ ଶ୍ରମିକ ମୃତ

ଯାଜପୁର: ପଥର ଖାଦାନରେ ଅଘଟଣ । ଯାଜପୁର ଧର୍ମଶାଳା ତହସିଲ ଡଙ୍କାରୀ କଳାପଥର ଖାଦାନରେ ଅଘଟଣ ଘଟିଛି । ଏହି ଅଘଟଣରେ ଜଣେ ଶ୍ରମିକ ମୃତ । ଖାଦାନ ଭିତରେ ଆଉ ୩ ଜଣ ଶ୍ରମିକ ଫସି ରହିଥିବା ସୂଚନା ରହିଛି । ଚାପି ରହିଥିବା ଆଶଙ୍କାରେ ଉଦ୍ଧାର ପାଇଁ ଉଦ୍ୟମ ଜାରିରହିଛି । ଘଟଣା ସ୍ଥଳରେ ପୋଲିସ…

ବିଦ୍ୟୁତ୍‌ ଆଘାତରେ ବାପାପୁଅ ମୃତ

ଯାଜପୁର: ବିଦ୍ୟୁତ୍‌ ଆଘାତରେ ବାପାପୁଅ ମୃତ । ଯାଜପୁର ରୋଡ୍ ଥାନା ବେଙ୍ଗପାଟିଆ ଗାଁରେ ଦେଖିବାକୁ ମିଳିଛି ଏହି ଅଭାବନୀୟ ଘଟଣା ।ଘରେ ବାପପୁଅ ବିଦ୍ୟୁତ୍‌ କାମ କରୁଥିବା ବେଳେ ଏହି ଅଘଟଣ ଘଟିଛି । ଏଥିରେ ବାପାପୁଅ ଙ୍କର ମୃତ୍ୟୁ ହୋଇଥିବା ବେଳେ  ମା’ ଗୁରୁତର । ଗୁରୁତର ଅବସ୍ଥାରେ…

ବଢିଲା ୟୁଟ୍ୟୁବର ମୋନାଲିସା ଭଦ୍ରାଙ୍କ ଅଡୁଆ, ବନ୍ୟଜନ୍ତୁଙ୍କ ଭିଡିଓ ମାମଲାକୁ ଘାଣ୍ଟିବ ଇଡି

ଯାଜପୁର: ବଢିଲା ୟୁଟ୍ୟୁବର ମୋନାଲିସା ଭଦ୍ରାଙ୍କ ଅଡୁଆ । ସୋସିଆଲ ମିଡିଆରେ ବନ୍ୟଜନ୍ତୁଙ୍କ ଭିଡିଓ ଛାଡିବା ମାମଲାର ଖୋଳତାଡ କରିବ ଇଡି । ପୁର୍ବରୁ ବନ୍ୟଜନ୍ତୁଙ୍କ ସହ ଭିଡିଓ କରି ସୋସିଆଲ ମିଡିଆରେ ପୋଷ୍ଟ କରିବା ଓ ଘରେ ବନ୍ୟଜନ୍ତୁଙ୍କୁ ପୋଷିବା ଘଟଣାରେ ଉଭୟ ମୋନାଲିସା ଓ ତାଙ୍କ ସ୍ୱାମୀ…

ଯାଜପୁର ଦୁର୍ଘଟଣା, ଆଇସିୟୁରେ ଅଛନ୍ତି ୫ଜଣ

ଯାଜପୁର: ଯାଜପୁର ଜିଲ୍ଲା ବାରବାଟୀ ଛକ ଅଞ୍ଚଳରେ ଏକ ଯାତ୍ରୀ ବାହୀ ବସ ଓଲଟିବା ଘଟଣାରେ ଏଯାବତ୍ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଇସିୟୁରେ ୫ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଦେଇଛନ୍ତି ଏସ୍‌ସିବି କୁଳସଚିବ ଡ.ଅବିନାଶ ରାଉତ । ଡ.ଅବିନାଶଙ୍କ କହିବା ଅନୁସାରେ, ଗତକାଲି ଯେଉଁ ୪୬…

ଆତ୍ମ ସମର୍ପଣ କଲେ ୟୁଟ୍ୟୁବର ମୋନାଲିସା ଭଦ୍ର

ଯାଜପୁର: ଚର୍ଚ୍ଚିତ ୟୁଟ୍ୟୁବର ମୋନାଲିସା ଭଦ୍ରଙ୍କ ଘର ଉପରେ ବନ ବିଭାଗର ଚଢ଼ାଉ ଘଟଣା। ଯାଜପୁର ରୋଡ଼ ବନ ବିଭାଗ କାର୍ଯ୍ୟାଳୟରେ ଆତ୍ମସମର୍ପଣ କଲେ ଭଦ୍ର ଦମ୍ପତି । ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ଯାଜପୁର ରୋଡ଼ ରେଞ୍ଜର ଜୋତି ରଞ୍ଜନ ମହାପାତ୍ର । ସୂଚନା…

ଭାରସାମ୍ୟ ହରାଇ ଟ୍ରକ ପଛକୁ ପିଟିଲା ବାଇକ, ୩ ମୃତ

ଯାଜପୁର: କଳିଙ୍ଗନଗର ଥାନା ଜିନ୍ଦଲ କାରଖାନା ମୁଖ୍ୟ ଫାଟକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଚଳନ୍ତା ଟ୍ରକ୍ ପଛରେ ପିଟିହୋଇ ୩ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମେଡ଼ିକାଲରେ ଅନ୍ୟ ଜଣଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣା ସମ୍ପର୍କରେ…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ନାବାଳକ ମୃତ

ଯାଜପୁର: ଗାଧୋଇବାକୁ ଯାଇ ପୋଖରୀରେ ବୁଡି ନାବାଳକ ମୃତ । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅନ୍ତର୍ଗତ ପ୍ରୀତିପୁର ନୂଆ ଗାଁରେ । ମୃତକ ହେଲେ ସ୍ଥାନୀୟ ଅଞ୍ଚଳର ସଞ୍ଜୟ କୁମାର ଦାସଙ୍କ ୧୪ ବର୍ଷୀୟ ପୁଅ ବିଶ୍ୱରଞ୍ଜନ ଦାସ । ସୂଚନା ମୁତାବକ ଆଜି…