Latest Odisha News
Browsing Category

ଝାରସୁଗୁଡ଼ା

Jharsuguda

ଖୋଲିଲା ରହସ୍ୟ, ବିନା ଡକ୍ୟୁମେଣ୍ଟରେ ବେଆଇନ ଭାବେ ଆସିଛନ୍ତି ଯୁବତୀ ଜଣଙ୍କ

କଟକ: ଖୋଲିଲା ବାଂଲାଦେଶରୁ ଓଡ଼ିଶାକୁ ଯୁବତୀ ଚାଲାଣର ରହସ୍ୟ । କଟକରୁ ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣାର ପର୍ଦ୍ଦାଫାସ କରିଛନ୍ତି ଡିସିପି । ବିନା ଡକ୍ୟୁମେଣ୍ଟରେ ବେଆଇନ ଭାବେ ଯୁବତୀ ଜଣଙ୍କ ଆସିଛନ୍ତି ବୋଲି କହିଛନ୍ତି ଡିସିପି । ତେବେ ଏନେଇ ବାଂଲାଦେଶ ଏମ୍ବାସୀକୁ ସରକାରୀ ସ୍ତରରେ ଜଣାଯିବ ।…

ଖାତାକୁ ଗଲା ସୁଭଦ୍ରାର ତୃତୀୟ ଦଫା ଟଙ୍କା

ସୁନ୍ଦରଗଡ: ପୁଣି ଖାତାକୁ ଗଲା ସୁଭଦ୍ରାର କିସ୍ତି । ବାଦ୍ ପଡିଥିବା ଯୋଗ୍ୟ ଆଉ ୨୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଆଜି ୫ ହଜାର ଟଙ୍କା ସୁଭଦ୍ରା ଟଙ୍କା ଚଢିଛି । ସୁଭଦ୍ରା ପ୍ରଥମ କିସ୍ତିର ତୃତୀୟ ଦଫା ଟଙ୍କା ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଆକାଉଣ୍ଟକୁ ସୁନ୍ଦରଗଡରେ ଆୟୋଜିତ…

ଜାନୁଆରୀ ୩୧ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା: ଆଇନ ମନ୍ତ୍ରୀ

ପୁରୀ: ଜାନୁଆରୀ ୩୧ ସୁଦ୍ଧା ରତ୍ନଭଣ୍ଡାର ମରାମତି କାମ ସରିବା ସହ ସରିବ ଗଣତି ମଣତି ପ୍ରକ୍ରିୟା । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଜିପିଏସ୍ ରିପୋର୍ଟରେ ଅନ୍ୟ କିଛି ସୁଡ଼ଙ୍ଗ ନଥିବା ନେଇ ସ୍ପଷ୍ଟ ହୋଇଛି । ସେହିପରି ଧାତବ ଦ୍ରବ୍ୟ ଥିବା ନେଇ ଯେଉଁ ପରିକଳ୍ପନା…

ସରିଲା ବାଲିଯାତ୍ରା, ଅସମ୍ଭାଳ ଭିଡକୁ ୨୫୦ କୋଟି ଟପିଲା ଏଥର ବେପାର

କଟକ: ସରିଛି ଐତିହାସିକ କଟକ ବାଲିଯାତ୍ରା । ଶନିବାର ଏସିଆର ସର୍ବବୃହତ୍‌ ମୁକ୍ତାକାଶ ବାଣିଜ୍ୟ ମେଳା କଟକ ବାଲିଯାତ୍ରା ଶେଷ ହୋଇଥିବା ବେଳେ, ଶେଷ ଦିନରେ ଛାତି ପିଟାପିଟି ଭିଡ ଦେଖିବାକୁ ମିଳିଥିଲା । ପାଖାପାଖି ୧୩ ଲକ୍ଷରୁ ଅଧିକ ଜନ ସମାଗମ ହୋଇଥିବା ବେଳେ ପୋଲିସଙ୍କ ନିୟନ୍ତ୍ରଣ ବାହାରେ…

ଯାଯାବର ଗଣହତ୍ୟା ମାମଲା, ୭ ଗିରଫ

ସୁନ୍ଦରଗଡ଼: ଯାଯାବର ଗଣହତ୍ୟା ମାମଲାରେ ୭ ଗିରଫ l କର୍ଣ୍ଣାଟକରୁ ୭ ଜଣଙ୍କୁ ଗିରଫ କରି ଓଡ଼ିଶା ଆଣିଲା ପୋଲିସ l ଅକ୍ଟୋବର ୨୯ ତାରିଖ ସଦର ଥାନା କରମଡିହ ନିକଟ ଗୀତାପଡ଼ାରେ ଶୋଇଥିବା ବେଳେ ୫ ଜଣଙ୍କୁ ନିର୍ମମ ହତ୍ୟା କରାଯାଇଥିଲା l ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୯ ତାରିଖରେ ସୁନ୍ଦରଗଡ ସଦର…

ଦୀପାଳିଙ୍କ ଆବେଦନକୁ ଗ୍ରହଣ କଲେ ନିର୍ବାଚନ ଆୟୋଗ, ଯାଞ୍ଚ ହେବ ଇଭିଏମ

ଝାରସୁଗୁଡା: ଦୀପାଳି ଦାସଙ୍କ ଆବେଦନକୁ ଗ୍ରହଣ କଲେ ନିର୍ବାଚନ ଆୟୋଗ । ଯାଞ୍ଚ ହେବ ୧୩ ପୋଲିଂ ଷ୍ଟେସନର ଇଭିଏମ୍ । ନିର୍ବାଚନ ଫଳାଫଳରେ ଘୋଟାଲା ହୋଇଥିବା ଅଭିଯୋଗ କରିଥିଲେ ଦୀପାଳି । ଝାରସୁଗୁଡା ପୂର୍ବତନ ବିଧାୟିକା ତଥା ପରାଜିତ ବିଜେଡି ବିଧାୟିକା ପ୍ରାର୍ଥୀ ଦୀପାଳି ଦାସ…

ଝାରସୁଗୁଡ଼ା ସହର ସାରା ପାଣ୍ଡିଆନଙ୍କ ପୋଷ୍ଟର

ଝାରସୁଗୁଡ଼ା: ଚଳିତ ନିର୍ବାଚନରେ ଓଡିଶାର ୨୪ ବର୍ଷର ନିରବଚ୍ଛିନ୍ନ ସରକାରକୁ ଲାଗିଛି ଶକ୍ତ ଝଟକା । ସାଧାରଣ ନିର୍ବାଚନ ଫଳାଫଳ ବିଜେଡି ପାଇଁ ଅପ୍ରତ୍ୟାଶିତ ରହିଛି ଓ କେତେକଙ୍କୁ ପୁରା ଚକିତ ମଧ୍ୟ କରିଛି। ବିଭିନ୍ନ ପ୍ରସଙ୍ଗରେ ପାଣ୍ଡିଆନଙ୍କ ଓଭର କନଫିଡେନ୍ସ ଆଜି ନବୀନ ଓଡ଼ିଶା ଅନ୍ତର ଏକ…

ବାପାଙ୍କ ଗଡରେ ଝିଅର ପରାଜୟ, ଝାରୁସୁଗୁଡାରେ ଫୁଟିଲା ପଦ୍ମ

ଝାରସୁଗୁଡା: ବାପାଙ୍କ ଗଡରେ ପରାସ୍ତ ହେଲେ ଝିଅ ଦୀପାଳି । ପଦ୍ମ ହାତକୁ ଗଲା ଝାରୁସୁଗୁଡା । ଝାରୁସୁଗୁଡା ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କୁ ୧୩୨୨ ଭୋଟରେ ହରାଇଛନ୍ତି ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ । ବାପା ନବକିଶୋର ଦାସଙ୍କ ହତ୍ୟା ଘଟଣା ପରେ ଗତବର୍ଷ ଝାରସୁଗୁଡା…

ସ୍କୁଲ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା:୧୦ରୁ ଅଧିକ ଆହତ

ଝାରସୁଗୁଡ଼ା :ଝାରସୁଗୁଡ଼ା ବେଳପାହାଡରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସ୍କୁଲ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି l ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ବେଳପାହାଡ଼ର ଏକ ଘରୋଇ ହସ୍ପିଟାଲ ଏବଂ ମଣ୍ଡଳିଆ ସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି…

ବିଶାଳ ଦାସଙ୍କ ପିଏଙ୍କ ଘରେ ଆଇଟି ଟିମର ଛାନଭିନ୍

ଝାରସୁଗୁଡା: ବିଶାଳ ଦାସଙ୍କ ପିଏଙ୍କ ଘରେ ଆୟକର ବିଭାଗର ଚଢାଉ । ଦିବଙ୍ଗତ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କ ପିଏଙ୍କ ଘରେ ଆଜି ଚଢ଼ାଉ କରିଛି ଆୟକର ବିଭାଗ। ବିଶାଳ ଦାସଙ୍କ ପିଏ ବା ବ୍ୟକ୍ତିଗତ ସହକାରୀ ଆଶିଷ…