Latest Odisha News

BREAKING NEWS

Browsing Category

କଳାହାଣ୍ଡି

Kalahandi

ଯାଯାବର ଗଣହତ୍ୟା ମାମଲା, ୭ ଗିରଫ

ସୁନ୍ଦରଗଡ଼: ଯାଯାବର ଗଣହତ୍ୟା ମାମଲାରେ ୭ ଗିରଫ l କର୍ଣ୍ଣାଟକରୁ ୭ ଜଣଙ୍କୁ ଗିରଫ କରି ଓଡ଼ିଶା ଆଣିଲା ପୋଲିସ l ଅକ୍ଟୋବର ୨୯ ତାରିଖ ସଦର ଥାନା କରମଡିହ ନିକଟ ଗୀତାପଡ଼ାରେ ଶୋଇଥିବା ବେଳେ ୫ ଜଣଙ୍କୁ ନିର୍ମମ ହତ୍ୟା କରାଯାଇଥିଲା l ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୯ ତାରିଖରେ ସୁନ୍ଦରଗଡ ସଦର…

୨୦୧୯ ଜୁନାଗଡ଼ ଗଣଦୁଷ୍କର୍ମ ମାମଲା: ୫ ବର୍ଷ ପରେ ୬ ଜଣଙ୍କୁ ଆଜୀବନ କାରାଦଣ୍ଡ

ଜୁନାଗଡ: ପ୍ରକାଶ ପାଇଛି ଜୁନାଗଡ ଗଣ ଦୁଷ୍କର୍ମ ମାମଲାର ରାୟ। କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବନମାଳୀପୁରର ଘନା ଜଙ୍ଗଲରେ ୫ ବର୍ଷ ତଳେ ହୋଇଥିବା ବହୁ ଚର୍ଚ୍ଚିତ ଗଣବଳାତ୍କାର ଘଟଣାର ରାୟ ଆଜି ପ୍ରକାଶ ପାଇଛି। ଏହି ଘଟଣାରେ ୬ ଜଣଙ୍କୁ ଆଜୀବନ କାରାଦଣ୍ଡ ମିଳିଛି। ଧର୍ମଗଡ଼…

ସରପଞ୍ଚଙ୍କୁ ଅଧାରାସ୍ତାରେ ମାଡିବସିଲା ଭିଜିଲାନ୍ସ

କଳାହାଣ୍ଡି: ଭିଜିଲାନ୍ସ ଜାଲରେ ପଡିଲେ ସରପଞ୍ଚ । କଳାହାଣ୍ଡି ଜିଲ୍ଲା ଗୋଲମୁଣ୍ଡା ବ୍ଲକ ବୃନ୍ଦାବାହାଲ ଗ୍ରାମପଞ୍ଚାୟତର ସରପଞ୍ଚ ଦିନେଶ କୁମାର ରାଉତଙ୍କୁ ରାସ୍ତା ଉପରୁ ରେଡ୍ ହ୍ୟାଣ୍ଡେଡ୍ ଧରିଛି ଭିଜିଲାନ୍ସ । ଏହାସହିତ ତାଙ୍କ ଠାରୁ ୫ ଲକ୍ଷରୁ ଅଧିକ ଟଙ୍କା ସହିତ ତାଙ୍କ ବୋଲେରୋ ଜବତ…

ଧର୍ମଗଡରେ ବିଜେପିର ବାଜିମାତ୍, ଜିତିଲେ ସୁଧୀର ପଟ୍ଟଯୋଶୀ

ଧର୍ମଗଡ: ଧର୍ମଗଡରେ ଝଣ୍ଡା ପୋତିଲା ବିଜେପି । କଳାହାଣ୍ଡି ଧର୍ମଗଡ ବିଧାନସଭାରେ ବିଜୟୀ ହେଲେ ବିଜେପି ପ୍ରାର୍ଥୀ ସୁଧିର ରଞ୍ଜନ ପଟ୍ଟଯୋଶୀ । ବିଜେଡିର ପୁଷ୍ପେନ୍ଦ୍ର ସିଂଦେଓଙ୍କୁ ୧୮, ୬୮୫ ଭୋଟରେ ପରାସ୍ତ କରିଛନ୍ତି ବିଜେପିର ସୁଧିର ରଞ୍ଜନ ପଟ୍ଟଯୋଶୀ । ଏବେ ଓଡିଶାରେ ଚାଲିଛି…

ଭିଜିଲାନ୍ସ ଜାଲରେ ପିଇଓ, ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ

କଳାହାଣ୍ଡି: ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ । ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପିଇଓ । ଥୁଆମୂଳ ରାମପୁର ବ୍ଲକ କାଣିଗୁମା ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ୟାସୀ ନାଏକ କାଗଜପତ୍ର କାମ ପାଇଁ  ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ…

ଭବାନୀପାଟଣାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ: କହିଲେ ‘ଯାହା ଆମେ କହୁ ତାହା କରୁ, ଏହା ଆମ ଚରିତ୍ର’

ଭବାନୀପାଟଣା: ଲୋକସଭା ନିର୍ବାଚନର ମାହୋଲ ଭିତରେ ଘନ ଘନ ଓଡିଶାକୁ ଛୁଟୁଛି କେନ୍ଦ୍ରିୟ ନେତାଙ୍କ ସୁଅ । ଏହାରିଭିତରେ ଓଡ଼ିଶାରେ ପହଞ୍ଚିଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଓଡ଼ିଶା ଗସ୍ତରେ ଆସି ଭବାନୀପାଟଣାରେ ପହଞ୍ଚିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି…

ଜେଲ ପାଚେରୀ ଡେଇଁ ୨ ବିଚାରଧିନ କଏଦୀ ଫେରାର

ଭବାନୀପାଟଣା: ଜିଲ୍ଲା ମୁଖ୍ୟ କାରାଗାରରୁ ୨ ବିଚାରଧୀନ ବନ୍ଦୀ ଚମ୍ପଟ୍‌ । ୨ ବନ୍ଦୀଙ୍କ ଫେରାର ନେଇ ସୂଚନା ଦେଲ ଜେଲ୍‌ ସୁପରିଟେଣ୍ଡଣ୍ଟ । ୨ ବନ୍ଦୀଙ୍କ ମଧ୍ୟରୁ ଜଣେ ନୂଆପଡ଼ାର, ଅନ୍ୟଜଣେ ଧର୍ମଗଡ଼ର ହୋଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ, ରବିବାର ସକାଳୁ ବଗିଚା କାମ କରୁଥିବା…

କଳାହାଣ୍ଡିରୁ ବାଘ ଛାଲ ଜବତ, ୨ ଗିରଫ

କଳାହାଣ୍ଡି: ଓଡ଼ିଶା ବନ୍ୟପ୍ରାଣୀ ଲୋଭରେ ପଡୋଶୀ ତସ୍କରୀ । ଅବାଧରେ ଚାଲିଛି ବାଘ ଛାଲ ଡିଲ୍ । ଓଡ଼ିଶାର ସୀମାବର୍ତ୍ତୀ ଜିଲ୍ଲା କଳାହାଣ୍ଡିରୁ ଜବତ ହେଲା ବାଘ ଛାଲ । ନର୍ଲା ରେଳ ଷ୍ଟେସନ ପାଖରେ ବିକ୍ରି ପାଇଁ ଡିଲ ବେଳେ ଖବର ପାଇ ମାଡ଼ି ବସିଲା ଏସଟିଏଫ ଟିମ୍ । ୨ ଅଭିଯୁକ୍ତଙ୍କୁ ଗିରଫ କରିବା…

ମାଓ କ୍ୟାମ୍ପରେ ଚଢ଼ାଉ, ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ

କଳାହାଣ୍ଡି: ମାଓ କ୍ୟାମ୍ପ ଉପରେ ପୋଲିସର ଚଢ଼ାଉ । ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ । ସଦର ଥାନା ଅନ୍ତର୍ଗତ ମନସ୍କା ଗାଁ ନିକଟରେ ଥିବା ଗୁଣ୍ଡୁରୀ ସଂରକ୍ଷିତ ଜଙ୍ଗଲ ଏବଂ ଯୁଗସାଇପାଟଣା ରେ ମାଓ ଗତିବିଧି ଥିବା ସୂଚନା ମିଳିଥିଲା । ଏହା ପରେ ଏସପି ଅଭିଳାଷ ଜି ଏବଂ ସିଆାରପିଏଫ…