Latest Odisha News

BREAKING NEWS

Browsing Category

କଳାହାଣ୍ଡି

Kalahandi

କଳାହାଣ୍ଡିରୁ ବାଘ ଛାଲ ଜବତ, ୨ ଗିରଫ

କଳାହାଣ୍ଡି: ଓଡ଼ିଶା ବନ୍ୟପ୍ରାଣୀ ଲୋଭରେ ପଡୋଶୀ ତସ୍କରୀ । ଅବାଧରେ ଚାଲିଛି ବାଘ ଛାଲ ଡିଲ୍ । ଓଡ଼ିଶାର ସୀମାବର୍ତ୍ତୀ ଜିଲ୍ଲା କଳାହାଣ୍ଡିରୁ ଜବତ ହେଲା ବାଘ ଛାଲ । ନର୍ଲା ରେଳ ଷ୍ଟେସନ ପାଖରେ ବିକ୍ରି ପାଇଁ ଡିଲ ବେଳେ ଖବର ପାଇ ମାଡ଼ି ବସିଲା ଏସଟିଏଫ ଟିମ୍ । ୨ ଅଭିଯୁକ୍ତଙ୍କୁ ଗିରଫ କରିବା…

ମାଓ କ୍ୟାମ୍ପରେ ଚଢ଼ାଉ, ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ

କଳାହାଣ୍ଡି: ମାଓ କ୍ୟାମ୍ପ ଉପରେ ପୋଲିସର ଚଢ଼ାଉ । ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ । ସଦର ଥାନା ଅନ୍ତର୍ଗତ ମନସ୍କା ଗାଁ ନିକଟରେ ଥିବା ଗୁଣ୍ଡୁରୀ ସଂରକ୍ଷିତ ଜଙ୍ଗଲ ଏବଂ ଯୁଗସାଇପାଟଣା ରେ ମାଓ ଗତିବିଧି ଥିବା ସୂଚନା ମିଳିଥିଲା । ଏହା ପରେ ଏସପି ଅଭିଳାଷ ଜି ଏବଂ ସିଆାରପିଏଫ…

ଶଙ୍ଖ ଛାଡ଼ି ହାତ ଧରିଲେ ବଳଭଦ୍ର ମାଝୀ

ଭବାନୀପାଟଣା: ଶଙ୍ଖ ଛାଡ଼ି ହାତ ଧରିଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ। ଦୁଇ ସପ୍ତାହ ତଳେ ବିଜେଡି ଛାଡ଼ିଥିବା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ଭବାନୀପାଟଣାରେ  କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ…

ଭବାନୀପାଟଣା ମେଡିକାଲ କଲେଜରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଗଲେ ରୋଗୀ

ଭବାନୀପାଟଣା: ଭବାନୀପାଟଣା ମେଡିକାଲ କଲେଜରେ ଅଗ୍ନିକାଣ୍ଡ । ଭବାନୀପାଟଣା ସହିଦ ରେଣ୍ଡୋ ମାଝୀ ସରକାରୀ ମେଡିକାଲ କଲେଜରେ ନିଆଁ ଲାଗିଯାଇଛି । ରାତି ପ୍ରାୟ ୧୨ଟା ବେଳେ ସ୍ତ୍ରୀ ପ୍ରସୂତି ଓ ଶିଶୁ ବିଭାଗ ବିଲ୍ଡିଂର ଚତୁର୍ଥ ମହଲାରେ ନିଆଁ ଲାଗିଥିଲା । ତେବେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ…

ରେଞ୍ଜରଙ୍କୁ ଦଳିଦେଲା ଦନ୍ତା

ଭବାନୀପାଟଣା : ଥମୁନି ହାତୀଙ୍କ ଦୌରାତ୍ମ୍ୟ  । ହାତୀ ମଣିଷ ଲଢେଇ ମଧ୍ୟରେ କେତେବେଳା ହାତୀର ଜୀବନ ଯାଉଛି ତ ଆଉ କେତେ ମଣିଷ ତାର ବହୁମୂଲ୍ୟ ଜୀବନ ହରାଉଛି । ଆଜି ଏମିତି କିଛି ଘଟଣା ଘଟିଛି ଭବାନୀପାଟଣାରେ । ରେଞ୍ଜରଙ୍କୁ ଦଳି ଦେଇଛି ହାତୀ  । ନର୍ଲା ରେଞ୍ଜ ରତନପୁର ଗାଁ ନିକଟରେ ହାତୀଟି…

ଘର ଭିତରୁ ବିଧବା ମହିଳାଙ୍କ ମୃତଦେହ ଉଦ୍ଧାର, ପୋଡ଼ି ମାରି ଦିଆଯାଇଥିବା ଆଭିଯୋଗ

କଳାହାଣ୍ଡି: ଏକ ଘର ଭିତରୁ ବିଧବା ମହିଳାଙ୍କ ମୃତଦେହ ଉଦ୍ଧାର। ତାଙ୍କୁ ପୋଡ଼ି ମାରି ଦିଆଯାଇଥିବା ଆଭିଯୋଗ। ଏଭଳି ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଚିଚୈଗୁଡ଼ା ଗ୍ରାମରେ। ସୂଚନା ଅନୁସାରେ ରବିବାର ସକାଳୁ ଏକ ଘର ଭିତରୁ ପଦ୍ମାବତୀ ମେହେର (୪୨ବର୍ଷ) ନାମକ ଜଣେ…

ଅସୁସ୍ଥ ହାତୀର ମୃତ ଦେହ ଉଦ୍ଧାର, ନର୍ଲା ରେଞ୍ଜରୁ ଠାବ କଲା ବନବିଭାଗ

କଳାହାଣ୍ଡି: ଅସୁସ୍ଥ ହାତୀର ମୃତ ଦେହ ଉଦ୍ଧାର । ନର୍ଲା ରେଞ୍ଜରୁ ଠାବ କଲା ବନବିଭାଗ । ବିଳମ୍ବିତ ରାତିରେ ମୃତ୍ୟୁ ହୋଇଥିବା ସନ୍ଦେହ । କିଛି ଦିନ ହେବ ଅସୁସ୍ଥ ହାତୀକୁ ଚିକିତ୍ସା କରୁଥିଲେ ବନ୍ୟ ପ୍ରାଣୀ ଚିକିତ୍ସକ ଓ କର୍ମଚାରୀ । ସୂଚନା ଅନୁସାରେ, ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଅଧିନରେ…

ଭିଜିଲାନ୍ସ ଜାଲରେ ଜିଆରଏସ ମ୍ୟାଡାମ୍, ଲାଞ୍ଚ ନେଲାବେଳେ ମାଡିବସିଲା ଟିମ୍

କଳାହାଣ୍ଡି: ମହଙ୍ଗା ପଡିଲା ଲାଞ୍ଚ ନେବା । ଭିଜିଲାନ୍ସ ହାତରେ ଧରାପଡିଲେ ଜିଆରଏସ ମ୍ୟାଡାମ୍ । କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଜିଆରଏସ ଶ୍ରୀମତି ମାରଗ୍ରେଟ ପାଣିଗ୍ରାହୀଙ୍କୁ ଗିରଫ କରିଛି ଭିଜିଲାନ୍ସ । ମନରେଗା କାମ ପାଇଁ ଜବ୍ କାର୍ଡ ହୋଲ୍ଡରଙ୍କ ଠାରୁ ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା…

ତ୍ରିପୁରାରୁ ଆସିଲା ଦୁଃଖଦ ଖବର, ମାତୃଭୂମି ପାଇଁ ପୁଣି ସହୀଦ ହେଲେ ଆଉ ଜଣେ ଓଡିଆ ଯବାନ

କଳାହାଣ୍ଡି: ତ୍ରିପୁରାରୁ ଆସିଲା ଦୁଃଖଦ ଖବର । ମାତୃଭୂମି ପାଇଁ ପୁଣି ସହିଦ ହେଲେ ଆଉ ଜଣେ ଓଡ଼ିଆ ଯବାନ । ଆସାମ ତ୍ରିପୁରାରେ କାର୍ଯ୍ୟରତ ଅବସ୍ଥାରେ ଜଣେ ଓଡ଼ିଆ ଯବାନ ସହିଦ ହୋଇଥିବା ସୂଚନା ମିଳିଛି । ସହିଦ ଯବାନ ଜଣଙ୍କ ହେଉଛନ୍ତି କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ ବେଲଖଣ୍ଡି…

ପାର୍କ ଉଦଘାଟନ କରିବାକୁ ଯାଇ ହଟହଟା ହେଲେ ବିଧାୟକ : ଗାଁ ଲୋକ କହିଲେ ଆଗ ରାସ୍ତା ମରାମତି , ପରେ ପାର୍କ

ଲାଞ୍ଜିଗଡ : ଆଗେ ରାସ୍ତା ମରାମତି କର , ତା ପରେ ବିଧାୟକଙ୍କୁ ଗାଁ ଭିତରକୁ ପଶିବାକୁ ଦେବୁ  । ଏହା ଥିଲା କିଛି ଗାଁ ଲୋକଙ୍କ ଦାବି  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି  କଳାହାଣ୍ଡି ଜିଲ୍ଲା ନିୟମଗିରି ପାହାଡର ପାଦଦେଶରେ ଥିବା ତ୍ରିଲୋଚପୁରର ଗାଁ ରେ  । ଏଠାରେ ଗାଁକୁ ସଂଯୋଗ…