Latest Odisha News

BREAKING NEWS

Browsing Category

କଳାହାଣ୍ଡି

Kalahandi

ବାଘ ଛାଲ ରାକେଟର ୭ ବେପାରୀ ଗିରଫ, ୯ଟି ବାଘ ଛାଲ ଜବତ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରୁ ଏକ ବାଘ ଛାଲ ରାକେଟର ପର୍ଦ୍ଦାଫାସ ହୋଇଛି । ଦୁଇ ଦିନର ଚଢ଼ାଉ ପରେ ୯ଟି ବାଘ ଛାଲ ଓ ୭ ଜଣ ବେପାରୀଙ୍କୁ ଗିରଫ କରିଛି ଓ୍ୱାଇଲ୍ଡ ଲାଇଫ୍ କ୍ରାଇମ କଣ୍ଟ୍ରୋଲ ବ୍ୟୁରୋ ଟିମ୍ । ବାଘ ଛାଲ ସହ ବାଘ ଦାନ୍ତ ବି ଜବତ ହୋଇଛି । ବାହାର ରାଜ୍ୟର ଜଣେ ଗ୍ରାହକଙ୍କ…

ବାଘ ଛାଲ ସମେତ ୪ ବେପାରୀ ଗିରଫ

ଭବାନୀପାଟଣା: ରାଜ୍ୟରେ ବଢ଼ି ଚାଲିଛି ପଶୁ ଶିକାର । ବେଧଡକ ଭାବରେ ପଶୁଙ୍କୁ ଶିକାର କରୁଛନ୍ତି ଶିକାରୀ । ଏମିତି ଏକ ରାକେଟର ପୁଣି ପର୍ଦ୍ଦାଫାସ ହୋଇଛି । କଳାହାଣ୍ଡି ଜିଲ୍ଲାରୁ ୪ ବାଘଛାଲ ବେପାରୀଙ୍କୁ ଗିରଫ କରିଛି ଓ୍ୱାଇଲ୍ଡ ଲାଇଫ୍ କ୍ରାଇମ୍ କଣ୍ଟ୍ରୋଲ୍ ବ୍ୟୁରୋ ଟିମ୍ । ସେମାନଙ୍କ ପାଖରୁ…

ଗଛରେ ପିଟିହେଲା ବାଇକ୍, ୩ ଜଣଙ୍କର ମୃତ୍ୟୁ

ଭବାନୀପାଟଣା: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ । ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଗଛରେ ବାଇକ୍ ପିଟିହେଲା । କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ମୂର୍ଲାପଦର ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକଙ୍କ ଭିତରେ ଅଛନ୍ତି ମରିଆବନ୍ଧଲି ଗାଁର ଦୁଇ ଭାଇ…

ମଣ୍ଡିରେ ଧାନ ଗଜା, ପ୍ୟାକ୍ସ ସମ୍ପାଦକ ନିଲମ୍ବିତ

ଜୁନାଗଡ଼: ମଣ୍ଡିରେ ପଡ଼ି ରହିଛି ବସ୍ତା ବସ୍ତା ଧାନ । ନା ଆସିଛି ଟୋକନ୍ ନା ଉଠାଯାଉଛି ଧାନ । ଧାନ ଉଠାଣ ଦାବି ନେଇ ବହୁବାର ଚାଷୀଙ୍କ ବିରୋଧ ବି ଜାରି ରହିଛି । ହେଲେ ସେମାନଙ୍କ ସମସ୍ୟା ଶୁଣିବାକୁ ଯେମିତି କେହି ନାହିଁ । ପ୍ରତିଥର ପ୍ରତିଶ୍ରୁତି ଦେଇ କାମ ସରିଯାଉଛି । ହେଲେ ଏବେ ବି ମଣ୍ଡିରେ…

ମଣ୍ଡିରେ ପଡ଼ି ଧାନ ଗଜା

ଜୁନାଗଡ: କଳାହାଣ୍ଡି ଜୁନାଗଡରେ ଚାଷୀ ମାନଙ୍କ ସମସ୍ୟା ବଢ଼ିବାରେ ଲାଗିଛି । ପାଖରେ ଥିବା ଦାସୀ ଗାଁ ମଣ୍ତିରେ ଧାନ ଉଠାଣ ଦାବି କରି ଚାଷୀଙ୍କ ମଧ୍ୟରେ ବଢୁଛି ଅସନ୍ତୋଷ । ମଣ୍ତି ଗଜା ହେବାରେ ଲାଗିଲାଣି ।  ଖୁବ୍ ଶୀଘ୍ର ସମାଧାନ ନହେଲେ ଚାଷୀ ମାନେ ଏକାଠି ହୋଇ ରାଜରାସ୍ତାକୁ ଓହ୍ଲାଇବାର…

ଜମିରେ ପଡିଛି ଧାନ, ଚିନ୍ତାରେ ଚାଷୀକୁଳ

କଳାହାଣ୍ଡି : କୃଷି ଓ କୃଷକ କଲ୍ୟାଣ ପାଇଁ ସରକାର କରିଛନ୍ତି ଅନେକ ଯୋଜନା । କିନ୍ତୁ କିଛି ବିଭାଗୀୟ ଅଧିକାରୀଙ୍କ ତାଳମେଳ ଅଭାଵରେ ନିରୀହ ଚାଷୀ ବଳି ପଡ଼ୁଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି, କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଳକରେ । ବର୍ତ୍ତମାନ ପର୍ଯ୍ୟନ୍ତ ଧାନ ଅମଳ ଶେଷ…

ପରିବହନ ବେଳେ ୨୦ରୁ ଅଧିକ କଣ୍ଟେନରରୁ ଅକ୍ସିଜେନ୍ ଲିକ୍

କଳାହାଣ୍ଡି: ପରିବହନ ସମୟରେ କଣ୍ଟେନରରୁ ଅକ୍ସିଜେନ୍ ନିର୍ଗତ ହୋଇଛି । ରେଳ ଯୋଗେ ଅକ୍ସିଜେନ୍ ପରିବହନ କରାଯାଉଥିଲା । ତେବେ କେସିଙ୍ଗା ରେଳଷ୍ଟେସନ ନିକଟରେ ହଠାତ୍ ଅକ୍ସିଜେନ୍ କଣ୍ଟେନରରୁ ବାହାରିବାକୁ ଲାଗିଥିଲା । ଲିକ୍ ଯୋଗୁ ଦୀର୍ଘ ସମୟ ଯାଏଁ ଏହି ଅମ୍ଳଜାନ ନିର୍ଗତ ହେଉଥିଲା । ପ୍ରାୟ…

ଶୋଇଥିବା ବେଳେ ଯୁବକଙ୍କୁ ଗଳା କାଟି ହତ୍ୟା

ଭବାନୀପାଟଣା: ରାତିରେ ଘର ଆଗରେ ଶୋଇଥିବା ବେଳେ ଯୁବକଙ୍କୁ ଗଳା କାଟି ହତ୍ୟା ଅଭିଯୋଗ । ଧାରୁଆ ଅସ୍ତ୍ରରେ ଗଣ୍ଡିରୁ ମୁଣ୍ଡକୁ କେହି ଦୁର୍ବୃତ୍ତ ଅଲଗା କରି ବୀଭତ୍ସ ହତ୍ୟା କରିଛି । କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ସିମିଲିଭଟ୍ଟା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକ…

ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବି

କଳାହାଣ୍ଡି: ରାଜ୍ୟ ସରକାର ଓ କେନ୍ଦ୍ର ସରକାର ଗ୍ରାମାଞ୍ଚଳରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ଗରିବ ଆଦିବାସୀଙ୍କ ପାଇଁ ପିଇବା ପାଣିର ସୁବିଧା କରୁଛନ୍ତି । ହେଲେ କିଛି ଅଞ୍ଚଳ ଲୋକେ ଏଥିରୁ ବଞ୍ଚିତ ରହୁଛନ୍ତି । କଳାହାଣ୍ଡି ଜିଲ୍ଲା ଆଦିବାସୀ ଅଧ୍ୟୁଷିତ ରାମପୁର ବ୍ଲକ ଅନ୍ତର୍ଗତ ବିରମଳ…

କରୋନା ଯୋଦ୍ଧାଙ୍କୁ ଅଣଦେଖା, ଦାବି ପୂରଣ ନ ହେଲେ ଆନ୍ଦୋଳନ !

ଭବାନୀପାଟଣା: କରୋନା ମହାମାରୀ ଭଳି ବିଶ୍ୱବିପତ୍ତିରେ ଓଡିଶାର ଆଶାକର୍ମୀଙ୍କ ଯୋଗଦାନ କିଛି କମ୍ ନାହିଁ । ଗତବର୍ଷ ଘରଘର ବୁଲି ସର୍ଭେ କରିବା ସହ ଲୋକଙ୍କୁ କରୋନାକୁ ନେଇ ସଚେତନ କରାଇବାରେ ଏମାନେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ । ତଥାପି ଏମାନଙ୍କ ଉପରେ ଆଜି ଯାଏଁ ସରକାରଙ୍କ କୃପାଦୃଷ୍ଟି…