Latest Odisha News

BREAKING NEWS

Browsing Category

କଳାହାଣ୍ଡି

Kalahandi

କୁଆଡେ ଯିବେ ନିମ୍ନ ଓ ମଧ୍ୟବିତ୍ତ ପରିବାର ?

ଭବାନୀପାଟଣା: କରୋନା ମହାମାରୀ ପାଇଁ ସବୁଠୁ ବେଶି ଉପେକ୍ଷିତ ହୋଇଛନ୍ତି ନିମ୍ନ ଓ ମଧ୍ୟବିତ୍ତ ବର୍ଗର ଲୋକେ । ରୋଜଗାର ଠପ୍‌, ଖାଦ୍ୟ ଜୁଟାଇବାକୁ ହଜିଯାଇଛି ରାତିର ନିଦ । ଦାଦନ ହେଉ କି ଦିନ ମଜୁରିଆ । ଛୋଟମୋଟ ଚାକିରିଆ ହୁଅନ୍ତୁ ଅବା କ୍ଷୁଦ୍ର ବ୍ୟବସାୟ । ଦୁଇ ପଇସା ଆଣିଲେ ନିମ୍ନ ଓ…

ବିଦ୍ୟୁତ ସମସ୍ୟାକୁ ବିରୋଧ

କଳାହାଣ୍ଡି:ବିଦ୍ୟୁତ ଯୋଗାଇ ଦେବା ପାଇଁ ଦାବି । ସାମାନ୍ୟ ଝଡ ପବନ ହେଲେ ବିଦ୍ୟୁତ ସେବା ବିଛିନ୍ନ ହେଇ ଯାଉଛି । ଏନେଇ ଲୋକଙ୍କ ମନରେ ଅସନ୍ତୋଷ ଦେଖିବାକୁ ମିଳିଛି । ଜୟପାଟଣା ବ୍ଲକ ପାଇଁ ବିଦ୍ୟୁତ କାଟ ଯେମିତି ନିତି ଦିନିଆ ଘଟଣାରେ ପରିଣତ ହୋଇଥିବା ଅଭିଯୋଗ ହୋଇଛି। କିଛି ଦିନ ହେଲା…

ଜୁହାର ପାଉଣ୍ଡେସନ୍ ମୁମ୍ବାଇ ଆନୁକୂଲ୍ୟରେ ଭବାନୀପାଟଣାରେ ଅକ୍ସିଜେନ୍ ବ୍ୟାଙ୍କ ଉଦଘାଟିତ

ଭବାନୀପାଟଣା: ଜୁହାର ଫାଉଣ୍ଡେସନ ମୁମ୍ବାଇ ଆନୁକୂଲ୍ୟରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ସ୍ଥିତ ପ୍ରଗତି କଲେଜରେ ଅକ୍ସିଜେନ ବ୍ୟାଙ୍କ ଉଦଘାଟିତ ହୋଇଛି । ଭର୍ଚୁଆଲରେ ଶକ୍ତି ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଅକ୍ସିଜେନ ବ୍ୟାଙ୍କକୁ ଉଦଘାଟନ…

ଆଲୋକ ଦେଖିଲେ ଗାଁର ଲୋକେ

କଳାହାଣ୍ଡି: ଦୀର୍ଘ ଦିନ ପରେ ଅନ୍ଧାରରୁ ମୁକ୍ତି ପାଇଲେ ଖଲିଆପାଲି ଗ୍ରାମ ବାସୀ । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ଉପରେ ଯୋଜନା ପ୍ରଣୟନ କରି ଅନେକ ଉନ୍ନୟନ ମୂଳକ କାର୍ଯ୍ୟ ହାତକୁ ନେଉଛନ୍ତି । ହେଲେ କେତେକ ଆସାଧୁ ବିଭାଗୀୟ କର୍ମଚାରୀ ମାନଙ୍କ ଖାମଖିଆଲି ଯୋଗୁ ସଠିକ ଭାବରେ ଯୋଜନା…

ଦୁଇଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ଡ୍ରାଇଭର ମୃତ

ଭବାନୀପାଟଣା: ଟ୍ରକ ଓ ମିନି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା । ଚାପି ହୋଇ ମିନି ଟ୍ରକ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା କଶୃପଡ଼ା ନିକଟରେ ଏହି ଦୁର୍ଘଟଣା ଘଟିଛି । ଉଭୟ ଟ୍ରକ ମଧ୍ୟରେ ଏତେ ଜୋରରେ ଧକ୍କା ହୋଇଛି ଯେ ମିନି ଟ୍ରକ ଡ୍ରାଇଭର…

ପୁଣି ଭିଜିଲାନ୍ସ ରେଡ୍

କଳାହାଣ୍ଡି:ପୁଣି ଭିଜିଲାନ୍ସ ରେଡ୍ । ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ କର୍ଲାମୁଣ୍ଡା ରାଜସ୍ବ ନିରୀକ୍ଷକ। କର୍ଲାମୁଣ୍ଡା ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ଆର୍ ଆଇ । ଜମିର ମିଉଟେସନ କରିଦେବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୨୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ…

ପୁଣି ଖଟିଆରେ ବୁହା ହେଲେ ଗର୍ଭବତୀ

ଭବାନୀପାଟଣା: ଦୁର୍ଗମ ଅଞ୍ଚଳରେ ପୁଣି ଜନନୀ ଯନ୍ତ୍ରଣା । ରାସ୍ତା ନଥିବାରୁ ଖଟିଆରେ ବୁହା ହେଲେ ଗର୍ଭବତୀ । ଘଟଣା ଘଟିଛି କଳାହାଣ୍ଡି ଥୁଆମୂଳ ରାମପୁର ପଡାପଦର ପଞ୍ଚାୟତ ଭିତରଡୁଙ୍ଗାରେ । ପାହାଡ ଜଙ୍ଗଲ ଅଞ୍ଚଳ ହୋଇଥିବା ବେଳେ ବେଳେ ଗମନା ଗମନର କୌଣସି ସବୁିଧା ନାହିଁ । ଏମିତି ଅଣ ଓସାରିଆ…

ନିମ୍ନ ମାନର ରାସ୍ତା କାମ ଯୋଗୁ ଅଶାନ୍ତି

କଳାହାଣ୍ଡି :ଲୋକଙ୍କ ସୁବିଧା ପାଇଁ କରାଯାଉଛି ଯୋଜନା ପରେ ଯୋଜନା । ଏନେଇ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ବି କରାଯାଉଛି । ହେଲେ କିଛି ଅସାଧୁ କର୍ମଚାରୀଙ୍କ ପାଇଁ ଯୋଜନା ସବୁ ପ୍ରହସନ ପାଲଟିଛି । ଯାହା ଏହି କଳାହାଣ୍ଡି କୋକସରା ବ୍ଲକରେ ଦେଖିବାକୁ ମିଳିଛି । ଗାଁରେ ରାସ୍ତା ନଥିବାରୁ ତିଆରି…

ଛତିଶଗଡ଼ରେ ମାଡୁଛି ମହାମାରୀ, ପଶ୍ଚିମ ଓଡ଼ିଶା ଏହି ୪ ଜିଲ୍ଲାରେ ବଢୁଛି ଭାଇରସ୍ ଭୟ

ଭୁବନେଶ୍ୱର: ଛତିଶଗଡ଼ରେ କରୋନା କେସ୍ ଉପରମୁହାଁ । ସେଠି ବଢୁଛି ଦୈନିକ ସଂକ୍ରମଣ । ସୀମାନ୍ତବର୍ତ୍ତୀ ପଶ୍ଚିମ ଓଡ଼ିଶା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି । ୪ଟି ଜିଲ୍ଲା ନୂଆପଡ଼ା, ସୁନ୍ଦରଗଡ଼, ବରଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେଇଛି । ଏସବୁ…

ବଢ଼ିଲା ପଜିଟିଭ୍ କେସ୍, ରାଜ୍ୟକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନାର ଦୈନିକ ସଂକ୍ରମଣ । କଡ଼ାକଡ଼ି ହେଉଛି କଟକଣା । ସଂକ୍ରମଣ ପାଞ୍ଚ ଶହ ମୁହାଁ ହୋଇଥିବା ବେଳେ ମୁକାବିଲା ପାଇଁ ପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ୍ । କଳାହାଣ୍ଡି ଜିଲ୍ଲା ବୃନ୍ଦାବାହାଳ ପଞ୍ଚାୟତ ଲିମସେର ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି ।…