Latest Odisha News

BREAKING NEWS

Browsing Category

କଳାହାଣ୍ଡି

Kalahandi

୩୧ରେ ଉତକେଲାରୁ ଭୁବନେଶ୍ୱରକୁ ଉଡିବ ବିମାନ: ଆଜି ଟ୍ରାଏଲ ରନ୍

କଳାହାଣ୍ଡି: ଆସନ୍ତା ୩୧ ତାରିଖରୁ କଳାହାଣ୍ଡି ଜିଲ୍ଲାର ଉତକେଲାରୁ ଭୁବନେଶ୍ୱରକୁ ଉଡିବ ବିମାନ। ‌ଏହାପୂର୍ବରୁ ଆଜି ଟ୍ରାଏଲ ରନ୍ କରାଯିବ। ସଫଳତାର ସହ କିଭଳି ଉତକେଲାରୁ ବିମାନ ଉଡାଣ କରିବ। ସେଥିପାଇଁ ଡିଜିସିଏ ପକ୍ଷରୁ ଏହି ଉଡାଣ ପରୀକ୍ଷଣ କରାଯିବ। ଆଜିର ଟ୍ରାଏଲ୍ ରନ୍ ସଫଳ ହେବା ପରେ…

ରାଜବାଟୀରେ ଇଏ କି ନ୍ୟାୟ ? ସାଇକେଲରେ ବାନ୍ଧି ପିଟିଲେ , ବୁଲାଇଲେ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ଅଭାବନୀୟ ଘଟଣା ଘଟିଛି  । ରାଜବାଟୀକୁ ଚୋରୀ କରିବାକୁ ଆସି ଧରାପଡିଛି ଚୋର  । ଆଉ ଚୋରକୁ କାବୁ କରିବା ପରେ ତାକୁ ଅକଥନୀୟ ନିର୍ଯ୍ୟାତନା ଦିଆଯାଇଛି । ସୁରକ୍ଷାକର୍ମୀଙ୍କ ନିର୍ଯ୍ୟାତନା ସବୁ ସୀମା ପାର୍ କରିଛି  । ରାଜବାଟୀର ସୁରକ୍ଷାକର୍ମୀ…

କଳାହାଣ୍ଡି ଧର୍ମଗଡରେ ସଶସ୍ତ୍ର ଡକାୟତି: ଡକାୟତ ଲୁଟିଲେ ୨୫ଭରି ସୁନା

ଧର୍ମଗଡ : କଳାହାଣ୍ଡି ଧର୍ମଗଡରେ ସଶସ୍ତ୍ର ଡକାୟତି  । ଘର ଆଲମିରା ଭାଙ୍ଗି ଡକାୟତମାନେ ଲୁଟିଛନ୍ତି ୨୫ ଭରି ସୁନା ଅଳଙ୍କାର  । ଏଭଳି କିଛି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା କୋକସରା ଥାନା ଓଲମା ଗାଁରେ  । ଗତକାଲି ବିଳମ୍ବିତ ରାତିରେ ଦୁର୍ବୁତ୍ତମାନେ ଧନଞ୍ଜୟ ସାହୁଙ୍କ ଘରେ…

ଗୁଣାତ୍ମକ ଶିକ୍ଷା ପ୍ରଦାନରେ ରାଜ୍ୟ ସରକାରଙ୍କ ଉଦ୍ୟମକୁ କିସ୍‌ର ପ୍ରୟାସ ଶକ୍ତିଶାଳୀ କରିବ: ନବୀନ ପଟ୍ଟନାୟକ

କଳାହାଣ୍ଡି: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କିସ୍‌-କଳାହାଣ୍ଡି ଉଦ୍‌ଘାଟିତ । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଅନ୍ତର୍ଗତ ବାଦିଲିଠାରେ ୫୦କୋଟି ଟଙ୍କା ବ୍ୟୟରେ ନିର୍ମିତ କିସ୍‍ର ନୂତନ ଶାଖା ଉଦ୍‍ଘାଟନ । କିସ୍‍ର ନୂତନ ଶାଖା କିସ୍‍- କଳାହାଣ୍ଡିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର…

ଉତ୍ତର-ଦକ୍ଷିଣ ଉପକୂଳ ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ: ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ଶନିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ବୋଲି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସୂଚନା ଦିଆଯାଇଛି । ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ଦୁଇ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବ ବୋଲି ପାଣିପାଗ ବିଭାଗ…

[ଦେଖନ୍ତୁ ଭିଡିଓ] ଢିଙ୍କିଆରେ ସମାଜସେବୀ ମେଧା ପାଟକରଙ୍କୁ ବିରୋଧ: ପରିବେଶ ସୁରକ୍ଷା ପାଇଁ ଆନ୍ଦୋଳନ ଜାରି

କଳାହାଣ୍ଡି :  ଢିଙ୍କିଆରେ ପହଁଚିବା ପରେ ସମାଜସେବୀ ମେଧା ପାଟକରଙ୍କୁ ଗାଁଲୋକଙ୍କ ତୀବ୍ର ବିରୋଧ । ସମାଜସେବୀଙ୍କୁ ଗାଁ ଭିତରେ ପୂରାଇ ଦେଲେନି ଲୋକେ । ଗାଁ ମୁଣ୍ଡରେ ଅଟକାଇଲେ । କାହିଁକି ଢିଙ୍କିଆକୁ ଆସିଛନ୍ତି ବୋଲି ସମାଜସେବୀଙ୍କୁ ଗ୍ରାମବାସୀ କଲେ ପ୍ରଶ୍ନ । ଆମ ଭିତରେ ଭାଇଚାରା…

ଭବାନୀପାଟଣାରେ ଆରମ୍ଭ ପ୍ରାଣୀ ସହାୟତା ଆମ୍ବୁଲାନ୍ସ ସେବା

ଭବାନୀପାଟଣା: ବିଳମ୍ବରେ ହେଉ ପଛେ ପ୍ରାଣୀଙ୍କ ଚିକିତ୍ସା ବାବଦରେ ସରକାରଙ୍କ ଆଭିମୁଖ୍ୟ ବଦଳିବାରେ ଲାଗିଛି । ଏହି ଧାରାରେ ଆଜି ଭବାନୀପାଟଣାରେ ପ୍ରାଣୀ ସମ୍ପଦ ବିଭାଗ ତରଫରୁ ଏକ ପ୍ରାଣୀ ସହାୟତା ଆମ୍ବୁଲାନ୍ସ ସେବାର ଉଦ୍‌ଘାଟନ କରାଯାଇଛି । କଳାହାଣ୍ଡି ଜିଲ୍ଲାପାଳ ତଥା ଜିଲ୍ଲା ଜୀବେ…

ଲାଲବାହିନୀର ଲଙ୍କାକାଣ୍ଡ: ଜାଳିଦେଲେ ଟ୍ରାକ୍ଟର, ଜେସିବି ମେସିନ୍

ଭବାନୀପାଟଣା: ପୁଣି ମାତିଲେ ମାଓବାଦୀ । ରାସ୍ତାକାମକୁ ବିରୋଧ କରି ଲଙ୍କାକାଣ୍ଡ ଘଟାଇଛନ୍ତି । ଜାଳି ଦେଲେ ରାସ୍ତାକାମରେ ନିୟୋଜିତ ଟ୍ରାକ୍ଟର, ଜେସିବି ମେସିନ୍ ଓ ଟିପର୍ । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ସାନ ପିପିଲି ଗାଁରେ ଏଭଳି ଲଙ୍କାକାଣ୍ଡ କରିଛନ୍ତି ମାଓବାଦୀ ।…

[ଦେଖନ୍ତୁ ଭିଡିଓ] ସିସିଟିଭି ଫୁଟେଜରୁ ଧରାପଡ଼ିଲା ଗୁଳିକାଣ୍ଡ ଘଟାଇଥିବା ଅଭିଯୁକ୍ତ

ନୂଆପଡା  : ନୂଆପଡା ଜିଲ୍ଲା ସିନାପାଲିରେ ଗାଡି ପାର୍କିଂକୁ ନେଇ ବଚସା ପରେ ଗୁଳିମାଡ ।  ଛତିଶଗଡ଼ରୁ ଅଭିଯୁକ୍ତ ଗିରଫ । ଗତକାଲି ଦିନରେ ସିନାପାଲି ରାବଣ ଛକ ନିକଟରେ ଗୁଳିମାଡ଼ ହୋଇଥିଲା । ଏଥିରେ ବାପା ପୁଅ ଗୁରୁତର ହୋଇଥିବା ବେଳେ ଅଭିଯୁକ୍ତ ଛତିଶଗଡ଼ରୁ ଗିରଫ ହୋଇଛି । ଗାଡି ପାର୍କିଂକୁ…

[ଦେଖନ୍ତୁ ଭିଡିଓ] ଦୁର୍ଦ୍ଦାନ୍ତ ମାଓବାଦୀ ଲାଳସୁ ଲାପକାର ଆତ୍ମସମର୍ପଣ

କଳାହାଣ୍ଡି  : ଦୁର୍ଦ୍ଦାନ୍ତ ମାଓବାଦୀ ଲାଳସୁ ଲାପକାର ଆତ୍ମସମର୍ପଣ । କଳାହାଣ୍ଡି ଏସ୍‌ପି ଏମ୍‌ ଶ୍ରବଣା ବିବେକ ଏବଂ ଡିଆଇଜିଙ୍କ ଉପସ୍ଥିତିରେ କଲେ ଆତ୍ମସମର୍ପଣ । ଲାଳସୁ ବହୁ ହିଂସାକାଣ୍ଡରେ ସାମିଲ ଥିବା ସୂଚନା । ଖବର ଅନୁଯାୟୀ, ମାଓବାଦୀ ଲାଳସୁର ବୟସ ୩୦ ବର୍ଷ ହୋଇଥିବା ବେଳେ ୨୦୦୯…