Latest Odisha News

BREAKING NEWS

Browsing Category

କଳାହାଣ୍ଡି

Kalahandi

ପୁଣି ହାତୀର ମୃତଦେହ ଉଦ୍ଧାର

ଭବାନୀପାଟଣା: ପୁଣି ହାତୀର ମୃତଦେହ ଉଦ୍ଧାର । କଳାହାଣ୍ଡି ଜିଲ୍ଲା ନର୍ଲା ରେଞ୍ଜରେ ଆଉ ଏକ ହାତୀର ମୃତଦେହ ଠାବ ହୋଇଛି । ବାଗପୁର ଗାଁ ନିକଟ ବିଲରେ ପଡ଼ିଛି ହାତୀର ମୃତଦେହ । ମୃତ ହାତୀର ଶରୀରରେ ସାମାନ୍ୟ କ୍ଷତ ଚିହ୍ନ ରହିଛି । ତେବେ କେମିତି ଓ କେଉଁ ପରିସ୍ଥିତିରେ ହାତୀର ମୃତ୍ୟୁ ହେଲା…

ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ କାର୍ଯ୍ୟରତ ସାମ୍ବାଦିକଙ୍କ ମୃତ୍ୟୁ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ଅଭାବନୀୟ ଘଟଣା । ପୁଣି ରକ୍ତମୁଖା ହୋଇଛନ୍ତି ମାଓବାଦୀ । ଆଜି ଜରେ ସାମ୍ବାଦିକ ଖବର ସଂଗ୍ରହ କରିବାକୁ ଯାଇ ମାଓବାଦୀ ବିଛାଇଥିବା ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ତାଙ୍କର ମୃତ୍ୟୁ ହୋଇଛି । ଏଭଳି ହୃଦୟବିଦାରକ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର…

ଗାଁକୁ ପହଞ୍ଚୁନି ମୌଳିକ ସୁବିଧା, ତୃତୀୟଥର ପାଇଁ ଭୋଟ୍ ବର୍ଜନର ନିଷ୍ପତ୍ତି ନେଲେ ବାର୍ଷିକୋଣାବାସୀ

କଳାହାଣ୍ଡି: ଆଜିବି ଗାଁକୁ ପହଞ୍ଚୁନି ମୌଳିକ ସୁବିଧା । ତୃତୀୟ ଥର ପାଇଁ ଭୋଟ୍ ବର୍ଜନର ନିଷ୍ପତ୍ତି ନେଲେ କଳାହାଣ୍ଡିର ବାର୍ଷିକୋଣାବାସୀ । ଏନେଇ ଥୁଆମୂଳ ରାମପୁର ବିଡ଼ିଓଙ୍କ ଲିଖିତଭାବେ ଜଣାଇଛନ୍ତି ବାର୍ଷିକୋଣା ସମେତ ଗମ୍ଭାରୀଗୁଡ଼ା, ବିରାଗୁଡ଼ା ଓ ମଣ୍ଡିଚୁଆଁ ବାସିନ୍ଦା । ଶିକ୍ଷା,…

ମା’ର ଆକୁଳ ନିବେଦନ, ମୋ ଝିଅକୁ ବଞ୍ଚାଇ ଦିଅ

କଳାହାଣ୍ଡି: ମୋ ଝିଅକୁ ବଞ୍ଚାଇ ଦିଅ । ମୋ ଝିଅ ଅଜଣା ରୋଗରେ ପୀଡ଼ିତ । ଝିଅକୁ ଭଲ କରିବା ପାଇଁ ଦରକାର ହେଉଛି ଲକ୍ଷ୍ୟଧିକ ଟଙ୍କା । ଝିଅର ରୋଗ ପାଇଁ ଏମିତି ଆକୁଳ ନିବେଦନ କରିଛନ୍ତି ମା’ । କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଦଲକିମୁଣ୍ଡା ଗ୍ରାମର ବାପା ଠାକୁର ବିଶି ଓ ମା’ ଶକୁନ୍ତଳା ବିଶିଙ୍କ…

ପ୍ରତିଶ୍ରୁତି ପୂରଣରେ ବିଫଳ ହେବାରୁ ବିଧାୟକଙ୍କୁ ଗ୍ରାମବାସୀଙ୍କ ଅଭିନବ ପ୍ରତିବାଦ

ଭବାନୀପାଟଣା: ପ୍ରତିଶ୍ରୁତି ପୂରଣରେ ବିଫଳ ହୋଇଥିବା ବିଧାୟକଙ୍କୁ ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି ବନ୍ଦପାରି ଗ୍ରାମବାସୀ । ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ ଦିଶାରୀଙ୍କୁ ପ୍ରତିବାଦ କରାଯାଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ଗତ ନିର୍ବାଚନ ସମୟରେ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ ଦିଶାରୀ…

କଳାହାଣ୍ଡି ବନ୍ଦ ପାଳନ: ହକ୍ ଦାବିରେ ଆଦିବାସୀଙ୍କ ଆନ୍ଦୋଳନ

ଭବାନୀପାଟଣା: ହକ୍ ଦାବିରେ ଆଦିବାସୀଙ୍କ ଆନ୍ଦୋଳନ । ପଞ୍ଚାୟତ ନିର୍ବାଚରେ ସଂରକ୍ଷଣ ବ୍ୟବସ୍ଥା ଉଚ୍ଛେଦ ଦାବିରେ କଳାହାଣ୍ଡି ଜିଲ୍ଲା ବନ୍ଦ ଡାକରା ଦେଇଛି ଆଦିବାସୀ ସଂଘ । ସକାଳ ୭ଟାରୁ ଆରମ୍ଭ ହୋଇଛି ବନ୍ଦ ପାଳନ । ବିଭିନ୍ନ ସ୍ଥାନରେ ବନ୍ଦ ରହିଛି ଗାଡ଼ି ମୋଟର ଚଳାଚଳ । ସମସ୍ତ ସରକାରୀ,…

ମର୍ମନ୍ତୁଦ ଦୁର୍ଘଟଣା: ଡ୍ରାଇଭର ମୃତ, ବର ଓ କନ୍ୟା ସହ ୮ଗୁରୁତର

ଧର୍ମଗଡ଼: କଳାହାଣ୍ଡି ଜିଲ୍ଲା ବିଜୁ ଏକ୍ସପ୍ରେସ ୱେର ଆମପାଣି ନିକଟରେ ଦୁର୍ଘଟଣା ହୋଇଛି । ବୋଲେରୋ ସହ ଟ୍ରକ ମୁହାମୁହିଁ ଧକ୍କା ହୋଇଥିଲା । ଏଥିରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିଲା । ବର, କନ୍ୟାଙ୍କ ସମେତ ୮ଜଣ ଗୁରୁତର ହୋଇଥିଲେ । ସୂଚନା ଅନୁଯାୟୀ, ଛତିଶଗଡ଼ର ଡ଼ୁମେରପଦର ଗାଁରୁ ଗତକାଲି ବର…

କୁକୁର ବନ୍ଧ୍ୟାକରଣ କେନ୍ଦ୍ର ପ୍ରହସନ

ଭବାନୀପାଟଣା: କାର୍ଯ୍ୟରେ ଲାଗୁନି କୁକୁର ବନ୍ଧ୍ୟାକରଣ କେନ୍ଦ୍ର । କାର୍ଯ୍ୟକ୍ଷମ କରିବାକୁ କାହାର ଆନ୍ତରିକତା ନାହିଁ । ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଛି କୁକୁର ବନ୍ଧ୍ୟାକରଣ କେନ୍ଦ୍ର । ଏଭଳି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ମୁଖ୍ୟାଳୟ ଭବାନୀପାଟଣାରେ । ପ୍ରଶାସନ…

ଫୁରଲିଝରଣରେ ଅଭାବନୀୟ ଘଟଣା, ପୁଅକୁ ବଞ୍ଚାଇବାକୁ ଯାଇ ପାଣିରେ ବୁଡ଼ି ବାପାଙ୍କ ମୃତ୍ୟୁ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଅଭାବନୀୟ ଘଟଣା । ପ୍ରସିଦ୍ଧ ଫୁରଲିଝରଣ ଜଳପ୍ରପାତକୁ ବୁଲିବାକୁ ଆସିଥିଲେ ପରିବାର । ଏହି ସମୟରେ ଜଳପ୍ରପାତରେ ଦୁଇ ନାବାଳକ ଖସି ପଡ଼ିଥିଲେ । ପୁଅକୁ ବଞ୍ଚାଇବାକୁ ଯାଇ ବାପା ପାଣିରେ ବୁଡ଼ି ମୃତ୍ୟୁବରଣ କରିଥିଲେ । ମୃତକ ଜଣକ ଟିଟିଲାଗଡ଼ର ଜିତେନ୍ଦ୍ର କୁମାର…

ଭିଜିଲାନ୍ସ ଜାଲରେ ରେଞ୍ଜର, ଦେଇ ପାରିଲେନି ଦେଢ ଲକ୍ଷ ଟଙ୍କାର ହିସାବ

କଳାହାଣ୍ଡି: ଭିଜିଲାନ୍ସ ଜାଲରେ ରେଞ୍ଜର । ଦେଢ ଲକ୍ଷ ଟଙ୍କାର ହିସାବ ଦେଇନପାରି ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି ନୃତ୍ୟରାଜ ମାଝୀ । ତାଙ୍କ ନାମରେ ପୂର୍ବରୁ କୋଟିକୋଟି ଟଙ୍କାର ଘୋଟାଲା ଅଭିଯୋଗ ମଧ୍ୟ ରହିଛି । କଳାହାଣ୍ଡି ଜିଲ୍ଲା ଉତ୍ତର ବନଖଣ୍ଡ ରେଞ୍ଜର ନୃତ୍ୟରାଜ ମାଝୀ ଆଜି…