Latest Odisha News

BREAKING NEWS

Browsing Category

କଳାହାଣ୍ଡି

Kalahandi

ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡି ଉପରକୁ ଅଣ୍ଡାମାଡ

ଭବାନୀପାଟଣା: ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡି ଉପରକୁ ଅଣ୍ଡାମାଡ । ଭବାନୀପାଟଣାରେ ମନ୍ତ୍ରୀଙ୍କ ଗାଡି ଉପରକୁ ଅଣ୍ଡାମାଡ ହୋଇଛି । ଆଜି ଭବନୀପାଟଣାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଥିଲା । ଏହି କାର୍ଯ୍ୟକ୍ରମ ସାରି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଫେରୁଥିବା ସମୟରେ…

କଳାହାଣ୍ଡିରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ୮୬୦ କୋଟି ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ

କଳାହାଣ୍ଡି : କଳାହାଣ୍ଡିରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡି ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିଜ ହାତରେ ହିତାଧିକାରୀମାନଙ୍କୁ  ସ୍ମାର୍ଟ ହେଲଥ କାର୍ଡ…

ଆଜି ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ: ବାଣ୍ଟିବେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ଼, ସୁରକ୍ଷା…

କଳାହାଣ୍ଡି: ଆଜି କଳାହାଣ୍ଡି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭବାନୀପାଟଣାସ୍ଥିତ ଓୟୁଏଟି ପଡ଼ିଆରେ ଆଜି ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ଼ ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି। ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାକୁ ନେଇ…

ମମିତା ହତ୍ୟାକାଣ୍ଡ ମାମଲା ; ସାମ୍ନାକୁ ଆସିଲା ଗୁରୁତ୍ୱପୂର୍ଣ୍ଣ ତଥ୍ୟ

କଳାହାଣ୍ଡି : ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ପୁଣି ସାମ୍ନାକୁ ଆସିଲା ଗୁରୁତ୍ୱପୂର୍ଣ୍ଣ ତଥ୍ୟ। ମହାଲିଙ୍ଗ ଦୋକାନୀ ବିବେକ ଅଗ୍ରୱାଲଙ୍କ ବୟାନ ରେକର୍ଡ କଲା ପୋଲିସ। ମମିତାଙ୍କୁ ହତ୍ୟା କରିବା ପୂର୍ବରୁ ଟାୟାର ମଗାଇଥିଲା ଗୋବିନ୍ଦ। ବିବେକ ଅଗ୍ରୱାଲଙ୍କୁ ଫୋନ୍ କରି ଦୁଇଟି ଟାୟାର…

ମମିତା ମେହେର ହତ୍ୟା ମାମଲା: ମହାଲିଙ୍ଗ ମହିଳା ହଷ୍ଟେଲ୍‌ରେ ଜିଲ୍ଲା ପ୍ରଶାସନର ଚଢାଉ

ଧର୍ମଗଡ : ମମିତା ମେହେର ହତ୍ୟା ମାମଲା । ମହାଲିଙ୍ଗ ମହିଳା ହଷ୍ଟେଲରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଚଢାଉ । ଧର୍ମଗଡ ଉପଜିଲ୍ଲାପାଳ ସଚିନ ପାଓ୍ବାର ଓ କଳାହାଣ୍ଡି ଶିଶୁ ସୁରକ୍ଷା ୟୁନିଟର ମିଳିତ ଭାବେ ଯାଞ୍ଚ । କଲେଜ ମହିଳା ହଷ୍ଟେଲକୁ ନେଇ ଅନେକ ଚର୍ଚ୍ଚା ପରେ ପ୍ରଥମଥର ଜିଲ୍ଲା ପ୍ରଶାସନର…

[ଭିଡିଓ] ବିଚ୍ ରାସ୍ତାରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ଇସ୍ତଫା ମାଗିଲେ ବିଜେପି ଯୁବମୋର୍ଚ୍ଚା କର୍ମୀ

ଭବାନୀପାଟଣା: ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ପାଇଁ ଅଡୁଆ ଦିନକୁଦିନ ବଢିବାରେ ଲାଗିଛି । ସାରା ରାଜ୍ୟରେ ଏ ନେଇ ବିକ୍ଷୋଭ ସହ ପ୍ରତିବାଦ ସାମ୍ନାକୁ ଆସୁଛି । ଏପରି ସ୍ଥିତିରେ ଭବାନପାଟଣାରୁ ନିଜ ନିର୍ବାଚନ ମଣ୍ଡଳୀ ଜୁନାଗଡକୁ ଯାଉଥିବାବଳେ ରାସ୍ତା ହୁଡିଥିଲେ ଜଣେ…

ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ

କଳାହାଣ୍ଡି: ବଜ୍ରାଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। କଳାହାଣ୍ଡି ଜିଲ୍ଲା କଲମପୁର ଅଞ୍ଚଳରେ ଏହିପରି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ହେଲେ ତ୍ରୀପତି ଜାନୀ। ସୂଚନା ଅନୁସାରେ, କଲମପୁର ବ୍ଲକ ଅନ୍ତର୍ଗତ କସାବାହୀ ଗାଁର ତ୍ରୀପତି ଜାନୀ ନିଜ ଚାଷ ଜମିକୁ ଯାଇଥିଲେ। ଏହି ସମୟରେ ବର୍ଷା…

ଓଲଟିଲା ଟ୍ରାକ୍ଟର, ଡ୍ରାଇଭର ମୃତ

କଳାହାଣ୍ଡି: କଳାହାଣ୍ଡିରେ ଅଭାବନୀୟ ଘଟଣା। ଜୟପାଟଣା ଥାନା କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲା ସୀମାନ୍ତ ଅଞ୍ଚଳରେ ଥିବା ଢ଼ୁଲୁଘାଟିରେ ଓଲଟିଲା ଟ୍ରାକ୍ଟର। ଟ୍ରାକ୍ଟର ଡ୍ରାଇଭର ଅକୁର ପୁଝାରୀଙ୍କ ମୃତ୍ୟୁ ହୋଇଛି। ଗାଡ଼ି ମାଲିକ ଚାଚିଗୁଡ଼ା ଗ୍ରାମର ମଞ୍ଜିତ ନାଗ ବୋଲି ଜଣାପଡ଼ିଛି। ଜୟପାଟାଣା…

ଭିଜିଲାନ୍ସ ପଞ୍ଝାରେ ସିଡ଼ିପିଓ

କଳାହାଣ୍ଡି : ଭିଜିଲାନ୍ସ ଜାଲରେ ସିଡିପିଓ । ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ସିଡିପିଓ । ସିଡିପିଓ ପୁଷ୍ପାଞ୍ଜଳି ରଥ ଲକ୍ଷେ ଟଙ୍କା ଲାଞ୍ଚ ନେବାବେଳେ ଭିଜାଲାନ୍ସ ତାଙ୍କୁ ଧରିଥିଲା । ବିର୍ସିଂ ମାଝିଙ୍କୁ ଅଙ୍ଗନବାଡ଼ି କର୍ମୀ…

ତ୍ରୁଟିପୂର୍ଣ୍ଣ ସଂରକ୍ଷଣ ବିରୁଦ୍ଧରେ ୧୨ଘଣ୍ଟିଆ କଳାହାଣ୍ଡି ବନ୍ଦ

କଳାହାଣ୍ଡି: ତ୍ରୁଟିପୂର୍ଣ୍ଣ ସଂରକ୍ଷଣ ବିରୁଦ୍ଧରେ ଆଜି ୧୨ଘଣ୍ଟିଆ କଳାହାଣ୍ଡି ବନ୍ଦ। ପଛୁଆ ବର୍ଗ ଜାତି ସମୂହ ତରଫରୁ କଳାହାଣ୍ଡି ବନ୍ଦ ଡ଼ାକରା ଦିଆଯାଇଛି। ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ରହିବ। ତ୍ରିସ୍ତରୀୟ ପଞ୍ଚାୟତିରାଜ ନିର୍ବାଚନରେ ଜାତିଭିତ୍ତିକ ସଂରକ୍ଷଣକୁ ନେଇ ଚିଠା…