Latest Odisha News

BREAKING NEWS

Browsing Category

କଳାହାଣ୍ଡି

Kalahandi

ମମିତା ମେହେର ହତ୍ୟା ଘଟଣା : ତଦନ୍ତର ନୂଆ ମୋଡ଼

ମମିତା ମେହେର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି । ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦର ସହଯୋଗୀ ରାଧେ ଘରୁ ମିଳିଛି ବଡ଼ ପ୍ରମାଣ। ସେହି ପ୍ରମାଣକୁ ନେଇ ଏବେ ମମିତା ହତ୍ୟା ଘଟଣା ଏବେ ନୂଆ ମୋଡ଼ ନେଇଛି । ରାଧେକୁ ପୋଲିସ୍‌ ଗିରଫ କରିବା ପରେ ରାଧେ ଘରେ ଚଢାଉ ହୋଇଥିଲା । ତେବେ ଚଢ଼ାଉ…

ମମିତା ମେହେର ହତ୍ୟାକାଣ୍ଡ : IIC ନିଲମ୍ବିତ

କଳାହାଣ୍ଡି: ମମିତା ମେହେର ହତ୍ୟାକାଣ୍ଡ ମାମଲାରେ IIC ନିଲମ୍ବିତ ।  କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଆଇଆଇସି ଡମୁ ପରଜା । ମମିତା ମେହେର ହତ୍ୟା ମାମଲାରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ନିଜ ଦାୟିତ୍ଵରେ ଅବହେଳା ପାଇଁ ଥାନା…

୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

କୋରାପୁଟ: କୋରାପୁଟ ପୁଲିସକୁ ମିଳିଲା ବଡ଼ ସଫଳତା । ପୁଣି ଜବତ ହୋଇଛି ଗଞ୍ଜେଇ ।  ପୋଲିସ ଖଡାପୁଟ ଗ୍ରାମ ନିକଟ ଜଲାପୁଟ ଜଳଭଣ୍ଡାର ନିକଟରେ ବିପୁଳ ପରିମାଣର ଗଞ୍ଜେଇ ଚୋରା ଚାଲାଣ ପ୍ରସ୍ତୁତ ହେଉଥିବା ଖବର ପାଇ ଚଢାଉ କରି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି । ଅନ୍ଧାରର ସୁଯୋଗ ନେଇ…

ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବାସଭବନରେ ବିଜେପି ମହିଳା ମୋର୍ଚ୍ଚାର ଅଣ୍ଡାମାଡ

କଳାହାଣ୍ଡି : କ୍ୟାପଟେନଙ୍କ ଘରକୁ ଅଣ୍ଡାମାଡ । ବହୁ ଚର୍ଚ୍ଚିତ କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟତ୍ରୀ ମମିତା ମେହେରଙ୍କ ଅପହରଣ ଓ ହତ୍ୟା ମାମଲାରେ ତେଜୁଛି ବିରୋଧ । ବିଜେପି ପକ୍ଷରୁ ଆଜି କଳାହାଣ୍ଡି ବନ୍ଦ ପାଳନ କରାଯାଉଥିବା ବେଳେ କ୍ୟାପଟେନ ବିଦ୍ୟଶଙ୍କର…

ସତ ମାନିଲା ଗୋବିନ୍ଦ ! ଘଟଣାରେ ଏକାଧିକ ଲୋକ ସଂପୃକ୍ତ

ଧର୍ମଗଡ଼: ଗୋବିନ୍ଦକୁ ମାରାଥନ୍ ଜେରା । ଶେଷରେ ମମିତାଙ୍କୁ ହତ୍ୟା ନେଇ ସତ ମାନିଛି ଗୋବିନ୍ଦ ।  ମମିତାଙ୍କୁ ହତ୍ୟା କରି ଷ୍ଟାଡିୟମରେ ପୋତି ଥିବା ନେଇ ସ୍ୱୀକାର କରିଛି ଗୋବିନ୍ଦ । ହତ୍ୟା କରି ଗାତରେ ଶବକୁ ପୋଡ଼ା ଯିବା ପରେ ପୋତି ଦେଇଥିଲା । ଏନେଇ ପୋଲିସ ଆଗରେ ଦୋଷ ସ୍ୱୀକାର କରିଛି…

ମମିତା ନିଖୋଜ ଘଟଣା: ବିଜେପି ପକ୍ଷରୁ ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ

ଭବାନୀପାଟଣା: ବହୁ ଚର୍ଚ୍ଚିତ କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନ୍‌ସାଇନ୍‌ ପବ୍ଲିକ୍ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଘଟଣାରେ ତେଜୁଛି ବିରୋଧ । ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ପାଳନ କରାଯାଉଛି । ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଓ ସିବିଆଇ ତଦନ୍ତ ଦାବିରେ…

ଖୋଲିବ ମମିତା ନିଖୋଜ ମିଷ୍ଟ୍ରି: ଗୋବିନ୍ଦକୁ ରାତି ସାରା ଜେରା

ବଲାଙ୍ଗିର: କଳାହାଣ୍ଡି ମହାଲିଙ୍ଗ ସନସାଇନ୍ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ରହସ୍ୟ ଉପରୁ ଖୁବଶୀଘ୍ର ହଟିପାରେ ପରଦା । ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ମେହେର ମୁହଁରୁ ସତ ବାହାର କରିଛି ବଲାଙ୍ଗିର ପୋଲିସ । ଗତକାଲି ଗିରଫ ପରେ ଗୋବିନ୍ଦକୁ ସାରା ରାତି ବଲାଙ୍ଗିର ଏସପିଙ୍କ…

ଧରା ପଡ଼ିଲା ଗୋବିନ୍ଦ

କଳାହାଣ୍ଡି: କଳାହାଣ୍ଡି ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାର ମୋଷ୍ଟ ଓ୍ବାଣ୍ଟେଡ ଗୋବିନ୍ଦ ସାହୁ ଗିରଫ । ଫେରାର ଥିବା ଗୋବିନ୍ଦ ସାହୁଙ୍କୁ ସିନ୍ଦେକେଲା ଥାନା ବୁଢୀପଦର ଗାଁର ଏକ ଆଖୁ କିଆରୀରୁ ଗିରଫ କଲା ବଲାଙ୍ଗୀର ପୋଲିସ । ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର…

ସ୍କୁଲ ଅଧ୍ୟକ୍ଷା ନିଖୋଜ ଘଟଣାରେ ନୁଆ ମୋଡ଼, ମାଟି ତଳୁ ମିଳିଲା ମମିତାଙ୍କ ଜନିଷ

ସ୍କୁଲ ଅଧ୍ୟକ୍ଷା ନିଖୋଜ ଘଟଣା ।  କଳାହାଣ୍ଡି ଜିଲ୍ଲା କେଗାଁ ଥାନା ମହାଲିଙ୍ଗ ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାରେ ନୁଆ ମୋଡ଼ । ମହାଲିଙ୍ଗ୍ ଷ୍ଟାଡିୟମ୍ ରୁ ମିଳିଲା ଗଳିତ ମୃତଦେହ ନିଖୋଜ ମମିତା ମେହେରଙ୍କ ହୋଇଥିବା ସନ୍ଦେହ କରାଯାଉଥିଲା । ମାଟିତଳୁ ମିଳିଥିବା ସୁନା…

ମୋଷ୍ଟ ୱାଣ୍ଟେଡ ଗୋବିନ୍ଦ

କଳାହାଣ୍ଡି : ମୋଷ୍ଟ ୱାଣ୍ଟେଡ ଗୋବିନ୍ଦ । ପୋଲିସ କବଜାରୁ ଚମ୍ପଟ ମାରିଥିବା ସନସାଇନ୍ ପବ୍ଲିକ୍ ସ୍କୁଲ ମାଲିକ ଗୋବିନ୍ଦ ସାହୁଙ୍କୁ ମୋଷ୍ଟ ୱାଣ୍ଟେଡ୍ ଘୋଷଣା କରିଛି ବଲାଙ୍ଗୀର ପୋଲିସ । ଏଥିସହିତ ଗୋବିନ୍ଦଙ୍କ ସମ୍ପର୍କରେ ସୂଚନା ଦେବା ଲାେକଙ୍କ ନିମନ୍ତେ ଘୋଷଣା କରାଯାଇଥିବା ୨୦ ହଜାର…