Latest Odisha News

BREAKING NEWS

Browsing Category

କନ୍ଧମାଳ

Kandhamal

ଆତ୍ମସମର୍ପଣ କଲା କୁଖ୍ୟାତ ମାଓବାଦୀ ସାମାୟା ମାଡକାମ

କନ୍ଧମାଳ: କନ୍ଧମାଳ ପୋଲିସକୁ ବଡ ସଫଳତା । ଆତ୍ମସମର୍ପଣ କଲା କୁଖ୍ୟାତ ମାଓବାଦୀ ସାମାୟା ମାଡକାମ । ଏନେଇ ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି ଜୟ ନାରାୟଣ ପଙ୍କଜ । ସାମାୟା ମାଡକାମ କେକେବିଏନ ସଙ୍ଗଠନର ଡିଭିଜନାଲ କମିଟି ମେମ୍ବର ଥିବା ସୂଚନା ମିଳିଛି । କେକେବିଏନ ଡିଭିଜନର ଅଷ୍ଟମ…

ମାଓ କ୍ୟାମ୍ପ ଠାବ: ଯବାନଙ୍କ ଗୁଳିରେ ଛତ୍ରଭଙ୍ଗ ଦେଲେ ମାଓବାଦୀ

କନ୍ଧମାଳ: କନ୍ଧମାଳ ଜିଲ୍ଲା ଦୁର୍ଗାପଙ୍ଗା ସଂରକ୍ଷିତ ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ଏସ୍‌ଓଜି ଯବାନ – ମାଓବାଦୀ ମୁହାଁମୁହିଁ ହୋଇଥିଲେ । ୧୫ରୁ ୨୦ ମିନିଟ୍‌ ଧରି ସେମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଯବାନଙ୍କ ପାଲଟା ଗୁଳିରେ ଛତ୍ରଭଙ୍ଗ ଦେଇଥିଲେ ମାଓ । ଗୁଳି ବିନିମୟ ବନ୍ଦ ହେବା…

କମ୍ବିଂ ଅପରେସନ ବେଳେ ମୁହାଁମୁହିଁ ହେଲେ ସୁରକ୍ଷାକର୍ମୀ ଓ ନକ୍ସଲ, ଜଣେ ନକ୍ସଲ ନିହତ

କନ୍ଧମାଳ: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା କାମ୍ବିରୀକିଆ ଜଙ୍ଗଲରେ କମ୍ବିଂ ଅପରେସନ ଚାଲିଥିବା ବେଳେ ବେଳେ ମୁହାଁମୁହିଁ ହୋଇଛନ୍ତି ଉଭୟ ସୁରକ୍ଷାକର୍ମୀ ଓ ନକ୍ସଲ । ଉଭୟଙ୍କ ପକ୍ଷରୁ ଗୁଳିଚାଳନା ହୋଇଥିବା ବେଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ହାର୍ଡକୋର୍ ମାଓବାଦୀ ନିହତ ହୋଇଛି ।…

ଆବାସିକ ବିଦ୍ୟାଳୟର ଅନ୍ତେବାସୀଙ୍କ ମୁହଁରେ ଉଷ୍ମ ହସ ଫୁଟାଇଲା ଶୀତବସ୍ତ୍ର ବିତରଣ

ଭୁବନେଶ୍ବର: ଆବାସିକ ବିଦ୍ୟାଳୟର ଅନ୍ତେବାସୀଙ୍କ ମୁହଁରେ ଉଷ୍ମ ହସ ଫୁଟାଇଲା ଶୀତବସ୍ତ୍ର ବିତରଣ ।  ଅନୁସୁଚିତ ଜନଜାତି ଓ ଜାତି ବିକାଶ ବିଭାଗ ଅଧିନରେ ଥିବା ଆବାସିକ ବିଦ୍ୟାଳୟ ଓ ଛାତ୍ରାବାସର ଅନ୍ତେବାସୀଙ୍କୁ ଶୀତ ସମୟରେ ଅଧିକ ଆରାମଦାୟକ ରହଣି ପାଇଁ ରାଜ୍ୟର ୫ ଲକ୍ଷରୁ ଅଧିକ…

ଆସ ବୁଲିଯିବା ଓଡିଶା: କଫି ବଗିଚା ଭିତରେ ଥିବା କଫି କାଫେରେ ଶୀତର ମଜା

କନ୍ଧମାଳ: ଆସିଲାଣି ଶୀତଋତୁ । ଶୀତଋତୁରେ ରାଜ୍ୟର ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ ତଥା ପିକନିକ ସ୍ପଟରେ ଅନେକ ସଂଖ୍ୟାରେ ପର୍ଯ୍ୟଟକଙ୍କ ଭିଡ଼ ପରିଲକ୍ଷିତ ହୁଏ । ଜଞ୍ଜାଳମୟ ଜୀବନରୁ ଟିକିଏ ଫୁରସତ ମିଳିଲେ ଲୋକେମାନେ ଖୋଜି ବୁଲନ୍ତି ଶାନ୍ତିପୂର୍ଣ୍ଣ ସ୍ଥାନଟିଏ । ଯେଉଁଠାରେ ପରିବାର ତଥା ନିଜର…

ହଠାତ୍ ଆସିଲା ମୃତ୍ୟୁ : ପୁଅ ଆଗରେ ଚାଲିଗଲା ବାପାର ଜୀବନ

କନ୍ଧମାଳ: ଏମିତି ବି ଆସେ ମୃତ୍ୟୁ  । କାହାର କେତେବେଳେ କେଉଁଠାରେ ମୃତ୍ୟୁ ହେବ, ତାହା କେହି କହିପାରିବେ ନାହିଁ । ବାଟରେ ଯେମିତି ଯମ ଜଗି ବସିଥିଲା । ଏମିତି କିଛି ଦୁଃଖଦ ଘଟଣା ଘଟିଛି କନ୍ଧମାଳ ଫିରିଙ୍ଗିଆ ଥାନା ତେଲିମୁଣ୍ଡା ଛକ ନିକଟରେ  ।  ସମ୍ପର୍କୀୟଙ୍କ ଘରୁ ନିଜ ଘରକୁ ଫେରିବା ଲାଗି…

ସୈତାନ ସାଜିଲା ମାଆ : ୪ବର୍ଷର ଝିଅକୁ ମାରି ଜଙ୍ଗଲରେ ପୋତି ଦେଲା !

ବାଲିଗୁଡା : ବାଲିଗୁଡା ସାରଙ୍ଗଡ ଥାନା ଗୁଟିଙ୍ଗିଆ ଗାଁରେ ଅଭାବନୀୟ ଘଟଣା ଘଟିଛି  । ଏକ ୪ ବର୍ଷର ଝିଅକୁ ତାର ମାଆ ହତ୍ୟା କରିଥିବା ଅଭିଯୋଗ ହୋଇଛି  । ଜଙ୍ଗଲରୁ ମୃତଦେହ ଜବତ ସହ ମାଆକୁ ଅଟକ ରଖିଲା ପୋଲିସ । ପାରିବାରିକ କଳହରୁ  ମହିଳା ଜଣଙ୍କ ତାଙ୍କ ସ୍ବାମୀଙ୍କ ଠାରୁ ଅଲଗା ରହୁଥିଲେ ।…

ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ନଷ୍ଟ

ବାଲିଗୁଡା: ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ। ନିଆଁରେ ଲକ୍ଷାଧିକ ଟଙ୍କାର ଚକଲେଟ୍ ଓ ବିସ୍କୁଟ ପୋଡି ନଷ୍ଟ ହୋଇଯାଇଛି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପାଟ୍ଟଖଣ୍ଡା ସାହିରେ ଘଟିଛି ଏହି ଅଘଟଣ । ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଚଳାଇଛନ୍ତି…

ଭୁଲିଗଲା ମା’ର ମମତା, ମାଆକୁ ପୋଡି ମାରି ଦେଲା ପୁଅ

କନ୍ଧମାଳ: ଫୁଲବାଣୀରେ ଚାଞ୍ଚଲ୍ୟ । ପୁଅ ଭୁଲିଗଲା ମାଆର ମମତା । ଜେଲରୁ ଫେରି ଘଟାଇଲା ଉନ୍ମୁତ୍ତକାଣ୍ଡ । ଘର ଭିତରେ ୯୨ ବର୍ଷୀୟ ମାଆକୁ ଜୀଅନ୍ତା ଜାଳି ମାରିଦେଲା ପୁଅ । ଟିକାବାଲି ଥାନା ଅନ୍ତର୍ଗତ ବଡିମୁଣ୍ଡା ଖଜୁରୀସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା ଘଟିଛି । ହତ୍ୟାକାଣ୍ଡର କାରଣ…

ମେଡିକାଲରେ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା : ଚିକିତ୍ସାରେ ଅବହେଳା ଅଭିଯୋଗ

କନ୍ଧମାଳ: ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି  । ଚିକିତ୍ସା ଅବହେଳାରୁ ଜଣେ ନାବାଳକର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି  । ଯାହାର ପ୍ରତିବାଦରେ ଉତ୍ତ୍ୟକ୍ତ ଗାଁ ଲୋକେ ରାସ୍ତାରୋକ କରିଛନ୍ତି  । ଫଳରେ ଶହ ଶହ ଗାଡି ମଟର ଅଟକି ରହିଛି  । ମୃତକ…