Latest Odisha News
Browsing Category

କନ୍ଧମାଳ

Kandhamal

ମାଓ ପୋଷ୍ଟର ସ୍ଥାନରେ ପୁଣି ଲାଣ୍ଡମାଇନ୍ ବିସ୍ଫୋରଣ, ଯୁବକ ମୃତ

ଫୁଲବାଣୀ: ପୁଣି ମାତିଲେ ମାଓବାଦୀ । ମାଓ ପୋଷ୍ଟର ଲାଗିଥିବା ସ୍ଥାନରେ ପୁଣି ହେଲା ଲାଣ୍ଡମାଇନ୍ ବିସ୍ଫୋରଣ । ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ସାଡିଙ୍ଗିଆ କିଆମୁଣ୍ଡା ନିକଟରେ ଏହି ବିସ୍ଫୋରଣ ହୋଇଛି । ଏଥିରେ ପ୍ରାଣ ହରାଇଛନ୍ତି…

କନ୍ଧମାଳରେ ପୁଣି ମାଓ ଆତଙ୍କ: ପଞ୍ଚାୟତ ନିର୍ବାଚନ ବର୍ଜନ ଲାଗି ଚେତାବନୀ

ଫୁଲବାଣୀ: କନ୍ଧମାଳରେ ପୁଣି ମାଓ ଆତଙ୍କ ।  କନ୍ଧମାଳ ଜିଲ୍ଲାରେ ପୁଣି ମାଓବାଦୀ ସକ୍ରିୟ ହୋଇଥିବାର ଖବର ମିଳିଛି ।  କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆର କିଆମୁଣ୍ଡାରେ ଲଙ୍କାକାଣ୍ଡ ଘଟାଇଛନ୍ତି ମାଓବାଦୀ । ଏଠାରେ ରାସ୍ତା ନିର୍ମାଣ କାର୍ଯ୍ୟରେ ଲାଗିଥିବା ଜେସିବି, ଟ୍ରାକ୍ଟରକୁ ମାଓବାଦୀମାନେ…

କନ୍ଧମାଳରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ,

କନ୍ଧମାଳ: କନ୍ଧମାଳ ଜିଲ୍ଲାରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି ।  କୋଭିଡ଼  କଟକଣା ମଧ୍ୟରେ ପାଳନ ହୋଇଛି ୭୩ ତମ ସାଧାରଣ ତନ୍ତ୍ର ଦିବସ ।  ଏହି  କାର୍ଯ୍ୟକ୍ରମ  ଫୁଲବାଣୀ ପୋଲିସ ପଡ଼ିଆ ଠାରେ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ଦକ୍ଷତା…

କରଡ଼ା ଘାଟିରେ ୭୦ଫୁଟ୍ ତଳକୁ ଖସିଲା କାର, ୩ମୃତ୍ୟୁ ଓ ୬ଜଣ ଆହତ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ କରଡ଼ା ଘାଟିରେ ଦୁର୍ଘଟଣା । ପିକନିକ୍ ପାଇଁ ଯାଉଥିବାବେଳେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା କାର୍ । ଆଜି ଅପରାହ୍ନରେ ଘଟିଛି ଏହିଭଳି ଦୁର୍ଘଟଣା । ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୬ଜଣ ଗୁରୁତର ଆହତ ହୋଇଛନ୍ତି ।…

ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର ,୨ ଗିରଫ

କନ୍ଧମାଳ :ଉଦ୍ଧାର ହେଲା ଜୀବନ୍ତ ବଜ୍ରକାପ୍ତା । ଦୁଇ ଜଣ ଅଭିଯୁକ୍ତ ଗିରଫ । କନ୍ଧମାଳ ଜିଲ୍ଲା କୋଟଗଡ ବନାଞ୍ଚଳରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର ହୋଇଛି । ବନ ବିଭାଗ ଟିମ୍ ଚୋରା ଚାଲଣକାରୀଙ୍କ ନିକଟରୁ ବଜ୍ରକାପ୍ତା ଉଦ୍ଧାର କରିଛନ୍ତି । ଫରେଷ୍ଟର ଓ ଫରେଷ୍ଟ ଗାର୍ଡଙ୍କ ମିଳିତ ଉଦ୍ୟମରେ…

ଭାରସାମ୍ୟ ହରାଇ ଓଲଟିଲା ୧୦୮ ଆମ୍ବୁଲାନ୍ସ, ଡ୍ରାଇଭର ଆହତ

କନ୍ଧମାଳ: କନ୍ଧମାଳ ଜିଲ୍ଲା ସାରଙ୍ଗଗଡ଼ ନୂଆଗାଁ ଛକରେ ଭାରସାମ୍ୟ ହରାଇ ଓଲଟିଲା ୧୦୮ ଆମ୍ବୁଲାନ୍ସ । ଏଥିରେ ଡ୍ରାଇଭର ଆହତ ହୋଇଛନ୍ତି । ରୋଗୀଙ୍କୁ ଫୁଲବାଣୀ ସଦର ମହକୁମା ଡ଼ାକ୍ତରଖାନାରେ ଛାଡ଼ି କ.ନୂଆଗାଁ ମେଡ଼ିକାଲକୁ ଫେରୁଥିଲାବେଳେ ଏହି ଦୁର୍ଘଟଣା ଘଟିଥିଲା । ସ୍ଥାନୀୟ ଲୋକେ ଡ୍ରାଇଭରଙ୍କୁ…

ରାଜବୀରଙ୍କ ସହାୟତା ପାଇଁ ବିଦେଶରେ ସ୍ୱର

ଫୁଲବାଣୀ : ରାଜବୀରଙ୍କ ସହାୟତା ପାଇଁ ବିଦେଶରେ ସ୍ୱର । ଓଡିଶା ପୁଅ ରାଜବୀର ପାଇଁ ବିଦେଶରେ କରାଯାଉଛି କ୍ୟାମ୍ପେନିଙ୍ଗ । ସ୍ପାଇନାଲ ମସ୍କୁଲାର ଅଟ୍ରୋଫି ତଥା ଏସ୍ଏମ୍ଏ ଭଳି ମେରୁଦଣ୍ଡ ମାଂସପେଶୀ ରୋଗରେ ଆକ୍ରାନ୍ତ ରାଜବୀର । ଫୁଲବାଣୀର ୧୯ ମାସର ପୁଅ ରାଜବୀର ପାଇଁ ଆମେରିକାରେ ଏକାଠି ହୋଇ…

ଦାରିଙ୍ଗିବାଡ଼ିରେ ବାଘୁଆ ଶୀତ: ୩.୫ ଡିଗ୍ରୀ ସେଲସିୟସକୁ ଖସିଲା ପାରଦ

ଦାରିଙ୍ଗିବାଡ଼ି: ଶୀତରେ ଥରୁଛି ସାରା ଓଡ଼ିଶା । ଅସମ୍ଭାଳ ଶୀତ । ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗିବାଡ଼ିରେ ବାଘୁଆ ଶୀତ । ତଳକୁ ତଳକୁ ଖସୁଛି ପାରଦ । ଆଜି ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଛି ଦାରିଙ୍ଗିବାଡି । ସେଠାରେ ସର୍ବନିମ୍ନ ତାପମାତ୍ରା ୩.୫ ଡିଗ୍ରୀ ସେଲସିୟସ୍ ରେକର୍ଡ…

ଶୀତରେ ଥରୁଛି ଦାରିଙ୍ଗିବାଡ଼ି: ସର୍ବନିମ୍ନ ତାପମାତ୍ରା ୪ଡିଗ୍ରୀ ସେଲସିୟସ୍ ରେକର୍ଡ

ଦାରିଙ୍ଗିବାଡ଼ି: ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରି । ଦକ୍ଷିଣ ଓଡ଼ିଶାରେ ବେଶୀ ଥଣ୍ଡା ଅନୁଭୂତ ହେଉଛି । ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗିବାଡ଼ିରେ ଜାଡ଼ ହାଡ଼ ଭାଙ୍ଗୁଛି । ସର୍ବନିମ୍ନ ତାପମାତ୍ରା ଖସିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦାରିଙ୍ଗିବାଡ଼ିରେ ସର୍ବନିମ୍ନ…

ବାଲିଗୁଡ଼ା ସବଜେଲରୁ କଏଦୀ ଚମ୍ପଟ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସବଜେଲରୁ କଏଦୀ ଫେରାର୍ । ଫେରାର କଏଦୀର ନାଁ ଟୁକୁନା ମାଳି । ଘର ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ କୁମ୍ଭାରୀଗାଁରେ । ଜେଲ ପରିସରରେ ଥିବା ଏକ ଝରକାର ଲୁହା ଗ୍ରିଲ୍ କାଟି ଚମ୍ପଟ ମାରିଛି ଟୁକୁନା । ଏନେଇ ବାଲିଗୁଡ଼ା ଥାନାରେ ଜେଲର୍ ଏତଲା ଦେଇଛନ୍ତି ।…