Latest Odisha News

BREAKING NEWS

Browsing Category

କେନ୍ଦ୍ରାପଡ଼ା

Kendrapara

ଆଗାମୀ ୬ ମାସରେ ଓଡ଼ିଶା ରାଜନୀତିରେ ବଡ଼ ଭୂମିକମ୍ପ ହେବ:ମୋଦି

କେନ୍ଦ୍ରାପଡ଼ା :କେନ୍ଦ୍ରାପଡ଼ା ସଭାରେ ବିଜେଡ଼ିକୁ ପ୍ରଧାନମନ୍ତ୍ରୀ ମୋଦି ଶାଣିତ ଆକ୍ରମଣ କରିଛନ୍ତି । ଆଗାମୀ ୬ ମାସରେ ଓଡ଼ିଶା ରାଜନୀତିରେ ବଡ଼ ଭୂମିକମ୍ପ ସୃଷ୍ଟି ହେବ। ବିଜେଡି ରାଜନୀତିରେ ବଡ଼ ବିସ୍ଫୋରଣ ହେବା ଆମେ ଦେଖିବା । ପକ୍କା ଘର ଦେବା ନାଁରେ ବିଜେଡି ବହୁତ ବଡ଼ ଘୋଟାଲା କରିଛି  …

‘ଫାଇଭ୍ ଟି ନାଁରେ ୫ଟି ତାମିଲିଆନଙ୍କୁ ବିକ୍ରି ହୋଇଯାଇଛି ଓଡିଶା’

ପାଟକୁରା: ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଏବେ ଜୋର ଦାର ଚାଲିଛି ପ୍ରଚାର । ଗୋଟେ ପଟେ ଘନଘନ କେନ୍ଦ୍ରୀୟ ବିଜେପି ନେତାଙ୍କ ଓଡିଶା ଗସ୍ତ ତ ଆଉଗୋଟେ ପଟେ ବିଜେଡିର ମଙ୍ଗ ଧରିଛନ୍ତି ନିଜେ ସୁପ୍ରିମୋ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନ । ସେପଟେ କଂଗ୍ରେସ ନେତା ବି…

କେନ୍ଦ୍ରାପଡ଼ାରେ ନବୀନଙ୍କ ନିର୍ବାଚନୀ ପ୍ରଚାର, ନାଁ ନ ନେଇ ପୂର୍ବତନ ସାଂସଦଙ୍କୁ କଲେ ଟାର୍ଗେଟ

କେନ୍ଦ୍ରାପଡା: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ୟ୍ୟାୟ ନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଆଜି ଓହ୍ଲାଇଛନ୍ତି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ରାପଡା ସଭାରେ ଜନସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି । ସରକାରଙ୍କ ଯୋଜନା ଭଲ କି ନାହିଁ ବୋଲି…

ପାଦ ରଖୁରଖୁ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ସ୍ମୃତି, କହିଲେ ‘୨୫ ବର୍ଷରେ କ’ଣ କରିଛନ୍ତି ନବୀନ? କୁହନ୍ତୁ’..

ଆଳି: ଗୋଟେ ପଟେ ରାଜ୍ୟରେ ଚାଲିଛି ଗଣତନ୍ତ୍ରର ମହାପର୍ବ । ଆଉ ଗୋଟେ ପଟେ ଓଡିଶାରେ ରଣହୁଙ୍କାର ଦେଉଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ । ପ୍ରଥମେ ପାରଦୀପ ଆଉ ତାପରେ କେନ୍ଦ୍ରାପଡା, ନିଜର ଭାଷଣ ଆରମ୍ଭରୁ ହିଁ ରାଜ୍ୟ ସରକାରଙ୍କ ଉପରେ ପୂରା ଫାୟାର । ୨୫ ବର୍ଷ ଶାସନରେ ରାଜ୍ୟ ସରକାର…

ଓଡ଼ିଶାର ଅସ୍ମିତା ସହ ଖେଳୁଛନ୍ତି ତାମିଲ ବାବୁ:ଯୋଗୀ

କେନ୍ଦ୍ରାପଡ଼ା :ଓଡ଼ିଶାରେ ଚାଲିଛି ବାବୁରାଜ ଶାସନ । ଓଡ଼ିଶାର ଅସ୍ମିତା ସହ ଖେଳୁଛନ୍ତି ତାମିଲ ବାବୁ । ଓଡ଼ିଶାକୁ ଆଗକୁ ନୁହେଁ ପଛକୁ ନେବା ତାମିଲବାବୁଙ୍କ ଉଦ୍ଦେଶ୍ୟ । କିଛି ଏମିତି କହି ଯୋଗୀ ଆଦିତ୍ୟନାଥ ରାଜ୍ୟସରକାରଙ୍କୁ ଆକ୍ରମଣ କରିଛନ୍ତି କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର କୁଳିଆ…

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି

କେନ୍ଦ୍ରାପଡା: ଲାଞ୍ଚ ନେବା ପଡିଲା ମହଙ୍ଗା। ଭିଜିଲାନ୍ସ ଜାଲରେ ପଡିଲେ ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ଦ୍ଵାରା ଗିରଫ ହୋଇଛନ୍ତି। ଜମିଜମା ମାମଲାର ସମାଧାନ ଲାଗି ଲାଞ୍ଚ ନେବା ବେଳେ ଧରାପଡ଼ିଥିବା ଜଣାପଡିଛି।…

ମେ’୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା

କେନ୍ଦ୍ରାପଡା: ମେ’ ୧ରୁ ୩ ମାସ ଯାଏ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରହିବ । କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ୩ ମାସ ବନ୍ଦ ରହିବା ନେଇଁ ସୂଚନା ରହିଛି । ଭିତରକନିକାରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା…

ସ୍ତ୍ରୀ ସାମ୍ନାରେ ସ୍ବାମୀକୁ ଟାଣି ନେଲା କୁମ୍ଭୀର

କେନ୍ଦ୍ରାପଡ଼ା: ଶୌଚ ପାଇଁ ଯିବା ହେଲା କାଳ । ବ୍ୟକ୍ତିଙ୍କୁ ଟାଣିନେଲା କୁମ୍ଭୀର । କିଛି ସମୟ ଭିତରେ ଘଟିଗଲା ବଡ଼ ଅଘଟଣ । କେନ୍ଦ୍ରାପଡ଼ା ରାଜନଗର ଥାନା ଦକ୍ଷିଣଭେଡ଼ା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ହଂସୁଆ ନଦୀରେ ବାଇଧର ମଲ୍ଲିକ ଶୌଚ ହେବାକୁ ଯାଇଥିବା ବେଳେ କୁମ୍ଭୀର ଟାଣି…

ଲାଞ୍ଚ ନେଉଥିଲେ ପ୍ରଧାନଶିକ୍ଷକ; ମାଡ଼ିବସିଲା ଭିଜିଲାନ୍ସ

କେନ୍ଦ୍ରାପଡା: ପିଲାମାନଙ୍କୁ ନୈତିକତା, ବୌଦ୍ଧିକ ଶିକ୍ଷା ଦେଉଥିବା ଶିକ୍ଷକ ଯଦି ଭୁଲ କରେ ତେବେ କହିବ ବା କାହାକୁ । ଲାଞ୍ଚ ନେଉଥିବା ବେଳେ କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ବାନ୍ଧିଲା ଭିଜିଲାନ୍ସ । ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଠାରୁ ୫ହଜାର ଟଙ୍କା…

ଏଣିକି ଭିତରକନିକାର ନୀଳ ଜଳରାଶି ଭିତରେ ରାତ୍ରୀ ଯାପନର ମଜା ଉଠାଇପାରିବେ ପର୍ଯ୍ୟଟକ

କେନ୍ଦ୍ରାପଡା: ଚାରିପଟେ ନୀଳ ଜଳରାଶି, ଆଉ ତା’ଭିତରେ ପୁରା ରାତ୍ରୀ ଯାପନ । ଖାଇବା, ପିଇବା ସହ ନାଚ ଗୀତ । କଣ ଆପଣ ବି ଭାବୁଛନ୍ତି ନା ଏସବୁ ଆମେ କୌଣସି ସମୁଦ୍ର ଭିତରେ ଯାଉଥିବା ଯାହାଜ କଥା କହୁଛୁ । ନାଁ ଆଜ୍ଞା କୌଣସି ଗଭୀର ସମୁଦ୍ର ଭିତରେ ନୁହଁ ଆମେ କହୁଛୁ ଭିତରକନିକା କଥା । ଏଣିକି…