Latest Odisha News
Browsing Category

କେନ୍ଦ୍ରାପଡ଼ା

Kendrapara

୫୩ ଓ ୫୪ ନମ୍ବର କୋଭିଡ୧୯ ପଜିଟିଭ ରୋଗୀଙ୍କ ଜାଣନ୍ତୁ ଟ୍ରାଭେଲ ହିଷ୍ଟ୍ରି

ଭୁବନେଶ୍ୱର : ଗତ କାଲି ଚିହ୍ନଟ ହୋଇଥିବା ୪ କରୋନା ପଜିଟିଭ ରୋଗୀଙ୍କ ମଧ୍ୟରୁ ଦୁଇ ଜଣ ସୁନ୍ଦରଗଡ ବିଶ୍ରାର ହୋଇଥିବା ବେଳେ ତୃତୀୟ ଜଣକ ଝାରପଡାର ଓ ଚତୁର୍ଥ ଜଣଙ୍କ କେନ୍ଦ୍ରାପଡା ରାଜନଗର ଅଂଚଳର ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୫୩ନମ୍ବର କରୋନା ପଜିଟିଭ ଭୁବନେଶ୍ୱର…

କେନ୍ଦ୍ରାପଡାରୁ ଆଉ ଜଣେ କରୋନା ରୋଗୀ ଚିହ୍ନଟ

ରାଜନଗର: ଶନିବାର ଚିହ୍ନଟ ହୋଇଥିବା ରାଜ୍ୟର ୪ କରୋନା ପଜିଟିଭଙ୍କ ମଧ୍ୟରୁ ଜଣେ କେନ୍ଦ୍ରାପଡାର ବୋଲି ଜଣାପଡିଛି । ପଜିଟିଭ ଚିହ୍ନଟ ମହିଳା ଜଣଙ୍କ ରାଜନଗର ଅଂଚଳର ବୋଲି ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି । କରୋନା ପଜିଟିଭ ଚିହ୍ନଟ ଏହି ମହିଳା ଜଣଙ୍କ କିଛି ଦିନ ତଳେ ପଡୋଶୀ…

କେନ୍ଦ୍ରାପଡାର ଦୁବାଇ ଫେରନ୍ତା ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ; ଓଡିଶାରେ ସଂଖ୍ୟା ୪୦ ଛୁଇଁଲା

ଭୁବନେଶ୍ୱର: କେନ୍ଦ୍ରାପଡାର ଜଣେ ୩୨ ବର୍ଷ ବୟସ୍କ ବ୍ୟକ୍ତି ସୋମବାର କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ବ୍ୟକ୍ତି ମାର୍ଚ୍ଚ ୨୪ ତାରିଖରେ ଦୁବାଇରୁ ଫେରିଥିବା ବଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ କୁହାଯାଇଛି ।…

କରୋନା: ନିଜାମୁଦ୍ଦିନ ଧାର୍ମିକ ସଭାରେ ସାମିଲ ଆଉ ଜଣେ ଓଡିଆ କେନ୍ଦ୍ରାପଡାରୁ ଚିହ୍ନଟ

କେନ୍ଦ୍ରାପଡା: ଦିଲ୍ଲୀର ନିଜାମୁଦ୍ଦିନ ମର୍କଜରେ ସାମିଲ ହୋଇଥିବା ଜଣେ ଓଡିଆଙ୍କୁ କେନ୍ଦ୍ରାପଡା ଜିଲ୍ଲା ଅଧିକାରୀ ଚିହ୍ନଟ କରିଛନ୍ତି । କେନ୍ଦ୍ରାପଡାର ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି କି, ଉକ୍ତ ବ୍ୟକ୍ତିଙ୍କୁ ହସ୍ପିଟାଲରେ ଆଇସୋଲେସନରେ ରଖାଯାଇଛି ଏବଂ ତାଙ୍କ ପରିବାରକୁ…

ଓଡିଶାରେ ଲକ୍‌ଡାଉନ ବେଳେ କଣ ସବୁ ଉପରେ ରହିବ କଟକଣା ଜାଣନ୍ତୁ

ଭୁବନେଶ୍ୱର: କରୋନା ଭୂତାଣୁ ସଂକ୍ରମଣର ସମ୍ଭାବ୍ୟ ବିପଦକୁୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ସକାଳ ୭ଟା ଠାରୁ ଆସନ୍ତା ୨୯ ତାରିଖ ରାତି ୯ ଟା ଯାଏଁ ରାଜ୍ୟର ୫ଟି ଜିଲ୍ଲା ଓ ଆଠଟି ପ୍ରମୁଖ ସହରରେ ସମ୍ପୂର୍ଣ୍ଣ ବନ୍ଦ ବା ଲକ୍‌ଡାଉନ ଘୋଷଣା କରିଛନ୍ତି । ତେବେ ଏହି ଆଠ…

ପାଣିରେ ବୁଡି ୨ ଯୁବକଙ୍କ ସଲିଳ ସମାଧି

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ପାଟକୁରା ଥାନା ଅନ୍ତର୍ଗତ ଚିତ୍ରପୋଳା ନଦୀରେ ବୁଡି ଶୁକ୍ରବାର ଦିନ ୨ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଦ୍ୱୟ ହେଲେ ସରିଫ ଖାଁ ଓ ବସନ୍ ଖାଁ । ଦୁହେଁ ଜଣେ ସମ୍ପର୍କୀୟଙ୍କ ଘରକୁ ବୁଲି ଆସିଥିଲେ ବୋଲି ଜଣାପଡିଛି । ସୂଚନା ଅନୁଯାୟୀ ଦୁହେଁ ଘର…

ଗହୀରମଥାରେ କମୁଛି ଡଲଫିନଙ୍କ ସଂଖ୍ୟା

କେନ୍ଦ୍ରାପଡା: ଜାନୁୟାରୀ ୧୯ରେ କରାଯାଇଥିବା ଜନଗଣନା ଅନୁସାରେ, ଭିତରକନିକା ଜାତୀୟ ଉଦ୍ୟାନ ଭିତରେ ଥିବା ଗହୀରମଥା ଅଭୟାରଣ୍ୟ ଓ ଆଖପାଖ ଅଂଚଳରେ ଡଲଫିନଙ୍କ ସଂଖ୍ୟା ହ୍ରାସ ପାଉଛି । ଚଳିତ ବର୍ଷ ବନ ଅଧିକାରୀ କେବଳ ୬୨ଟି ଡଲଫିନର ଗଣନା କରିଛନ୍ତି । ୨୦୧୮ ଓ ୨୦୧୯ ମସିହାରେ ଡଲଫିନଙ୍କ ସଂଖ୍ୟା…