Latest Odisha News
Browsing Category

କେନ୍ଦ୍ରାପଡ଼ା

Kendrapara

ଗୁପ୍ତକ୍ଷେତ୍ର କୁଦାନଗରୀ ପିଠ: ଜାଣନ୍ତୁ ଏହି ପିଠର ମାହାତ୍ମ୍ୟ..

କେନ୍ଦ୍ରାପଡ଼ା (ଓଡିଶା ସମ୍ବାଦ) : ପୁରାଣ ବର୍ଣ୍ଣିତ ଅନୁସାରେ ପବିତ୍ର ଗଙ୍ଗାନଦୀ ଠାରୁ ଶହେ ବର୍ଷ ବଡ଼ ହେଉଛି ପୁଣ୍ୟତୋୟା ଚିତ୍ରୋତ୍ପଳା ନଦୀ l ଏହି ନଦୀକୂଳରେ ପୁରାଣ ବର୍ଣ୍ଣିତ ଅନୁସାରେ ଅବସ୍ଥିତ ଗୁପ୍ତକ୍ଷେତ୍ର କୁଦାନଗରୀ ପିଠ l ଏହି କୁଦାନଗରୀ ପିଠ କେନ୍ଦ୍ରାପଡ଼ା ଜ଼ିଲ୍ଲା ଗରଦପୁର…

କେନ୍ଦ୍ରାପଡ଼ାରେ ୧୨ ଘଣ୍ଟିଆ ଅଖ ଚକ ବନ୍ଦ

କେନ୍ଦ୍ରାପଡା: ଆଜି କେନ୍ଦ୍ରାପଡ଼ା ବନ୍ଦ ପାଳନ ଡାକରା ଦିଆଯାଇଛି  । ସ୍ବାସ୍ଥ୍ୟସେବାରୁ ବଞ୍ଚିତ ହେଉଥିବା ଅଭିଯୋଗ  । କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅନ୍ୟତ୍ର ସ୍ଥାନାନ୍ତର ପ୍ରତିବାଦରେ ଆଜି ବାର ଘଣ୍ଟିଆ କେନ୍ଦ୍ରାପଡା ପୌରାଞ୍ଚଳ ବନ୍ଦ ଡାକରା ଦିଆଯାଇଛି l “କେନ୍ଦ୍ରାପଡା…

ସରପଞ୍ଚ ସମର୍ଥକଙ୍କ ଟାହି-ଟାପରା ସହି ନପାରି ଯୁବତୀଙ୍କ ଆତ୍ମହତ୍ୟା

ପାଟକୁରା: ଅସଦାଚରଣକୁ ସହ୍ୟ ନକରି ପାରି ଯୁବତୀଙ୍କ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ପାଟକୁରା ଥାନା ଅନ୍ତର୍ଗତ ପଦ୍ମପୁର ପଂଚାୟତର ମହମୁଦା ଗ୍ରାମର ପିଙ୍କି ଓରଫ ଶୁଭଶ୍ରୀ ସୁଭଦର୍ଶିନୀ ସ୍ୱାଇଁ ରସି ଲଗାଇ ଆତ୍ମହତ୍ୟା କରିଛନ୍ତି । ଗତ ମାସ ଜୁନ ୧୭ରେ ଯୁବତୀଙ୍କ ପରିବାର ଲୋକଙ୍କ…

ଉତ୍ତର-ଦକ୍ଷିଣ ଉପକୂଳ ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ: ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ଶନିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ବୋଲି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସୂଚନା ଦିଆଯାଇଛି । ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ଦୁଇ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବ ବୋଲି ପାଣିପାଗ ବିଭାଗ…

ସମୁଦ୍ରକୁ ଗଲେ କୋଟି କୋଟି ଅଲିଭ ରିଡଲେ କଇଁଛ

କେନ୍ଦ୍ରାପଡା : ସମୁଦ୍ରକୁ ଗଲେ ଅଲିଭରିଡଲେ କଇଁଛ ଶାବକ । ସୂର୍ଯ୍ୟୋଦୟ ଓ ସୂର୍ଯ୍ୟାସ୍ତ ସମୟରେ ସେମାନଙ୍କୁ ସମୁଦ୍ର ଭିତରକୁ ଛଡାଯାଉଛି । କେନ୍ଦ୍ରାପଡା ଜିଲ୍ଲା ଗହିରମଥାର ନାସୀ-୨ ବେଳାଭୂମିରୁ କଇଁଛ ଛୁଆଙ୍କୁ ସମୁଦ୍ର ଯାତ୍ରାର ଦୃଶ୍ୟ ଆସିଛି । ପ୍ରାୟ ୨ କୋଟି ୫ ଲକ୍ଷରୁ ଅଧିକ କଇଁଛ…

[ଦେଖନ୍ତୁ ଭିଡିଓ] କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ମଣିବିଗ୍ରହ ସିଦ୍ଧବଳଦେବଜୀଉଙ୍କ ମନ୍ଦିରକୁ ରାସ୍ତା ବାଧକ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ସିଦ୍ଧବଳଦେବଜୀଉ ହେଉଛନ୍ତି ମଣିବିଗ୍ରହ । ଜ଼ିଲ୍ଲାର ଆରାଧ୍ୟ ଦେବତା ହେଉଛନ୍ତି ସିଦ୍ଧବଳଦେବଜୀଉ ।  ବଳଦେବଜୀଉ ହେଉଛନ୍ତି ମଣିବିଗ୍ରହ ଓ ପାଷାଣ ମୂର୍ତ୍ତି ।  ବଳଦେବଜୀଉଙ୍କର ମଧ୍ୟ୍ୟ ଭାଗରେ ତୁଳସୀକୁ ମଝିରେ ରଖାଯାଇଅଛି । ଯେପରି ପୁରୀରେ…

[ଦେଖନ୍ତୁ ଭିଡିଓ] ଅସାନୀ ବାତ୍ୟା ଯୋଗୁ ପ୍ରବଳ ବର୍ଷା: ବଢୁଛି ଚାଷୀର ଚିନ୍ତା

କେନ୍ଦ୍ରାପଡ଼ା : ଦୁର୍ବଳ ହେଉଛି ଅସାନୀ । ବିଭିନ୍ନ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବ । ଏନେଇ ଚିନ୍ତାରେ ପଡିଛନ୍ତି କେନ୍ଦ୍ରାପଡ଼ା ଚାଷୀ କୁଳ । ଧାନ ଚାଷ ବେଳେ ଯେତେବେଳେ ଚାଷୀ କୁଳ ଧାନ ଅମଳ କରିବା କଥା ସେତେବେଳେ ପ୍ରବଳ ବର୍ଷା ଯୋଗୁଁ ଶହ ଶହ ଏକର ଚାଷ ଜମି ଜଳମଗ୍ନ ରହିଥିଲା । …

[ଦେଖନ୍ତୁ ଭିଡିଓ] ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମରେ ଲୋକମାନଙ୍କ ସମସ୍ୟାର ସମାଧାନ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜ଼ିଲ୍ଲାରେ ରାଜ୍ୟ ସରକାରଙ୍କ ତରଫରୁ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ହେଉଛି ରାଜ୍ୟ ସରକାରଙ୍କର ସବୁ ବିଭାଗ ପ୍ରତେକ ପଂଚାୟତ ସ୍ତରରେ ପହଂଚି ଲୋକ ମାନଙ୍କର ପ୍ରତି ସମସ୍ୟାକୁ ବୁଝି ତାହାକୁ ସମାଧାନ…

ବରିଷ୍ଠ ବିଜେପି ନେତା ବିଜୟ ପ୍ରଧାନଙ୍କ ପରଲୋକ

କେନ୍ଦ୍ରାପଡ଼ା: ବିଜେପି ବରିଷ୍ଠ ନେତା ତଥା ମହାକାଳପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ବିଜୟ ପ୍ରଧାନଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ହୃଦଘାତରେ ତାଙ୍କ ବିୟୋଗ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା ।…

ଆଜିଠୁ ୩ ମାସ ଭିତରକନିକା ବନ୍ଦ

ଆଜିଠାରୁ ଜୁଲାଇ ୩୧ ତାରିଖ ଯାଏ ଭିତରକନିକା ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଏହି ସମୟରେ କୁମ୍ଭୀରମାନେ ବସା କରିବା ସହ ଅଣ୍ଡା ଦେଇଥାନ୍ତି। ଅଣ୍ଡାକୁ ଶତ୍ରୁମାନଙ୍କ କବଳରୁ ରକ୍ଷା କରିବା ପାଇଁ ସେମାନେ ହିଂସ୍ର ହୋଇପଡ଼ନ୍ତି। ତେଣୁ ପର୍ଯ୍ୟଟକ ଓ କୁମ୍ଭୀରମାନଙ୍କ ସୁରକ୍ଷାକୁ…