Latest Odisha News

BREAKING NEWS

Browsing Category

କେନ୍ଦ୍ରାପଡ଼ା

Kendrapara

ମିଳିଲାନି ମହାପ୍ରୟାଣ ଗାଡ଼ି, ବାଇକରେ ବୁହାହେଲା ନାବାଳିକାଙ୍କ ମୃତଦେହ

କେନ୍ଦ୍ରାପଡ଼ା: ମୃତଦେହକୁ ମିଳୁନି ସମ୍ମାନ । ମେଡ଼ିକାଲରେ ମହାପ୍ରୟାଣ ଗାଡ଼ି ନମିଳିବାରୁ ବାଇକରେ ବୁହାହେଲା ନାବାଳିକାଙ୍କ ଶବ। ଏହି ଦୁଃଖଦ ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ାରେ । ଯାହାକି ଲୋକମାନଙ୍କୁ ହତବାକ୍‌ କରିଦେଇଛି। ମହାପ୍ରୟାଣ ଗାଡ଼ି ଥାଉ ଥାଉ ମେଡିକାଲ୍‌ରୁ କିଭଳି…

ଘରେ ପଶି ଗୁଳିମାଡ କଲେ ଦୁର୍ବୃତ୍ତ , ବାପା ମୃତ , ମା’ ଓ ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତି

କେନ୍ଦ୍ରାପଡା : ଗୁଳିମାଡରେ ଚାଲିଗଲା ଜୀବନ । କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ଥାନା ଅନ୍ତର୍ଗତ ବବକପୁର ଗାଁରେ ଏପରି ଅଭାବନୀୟ ଘଟଣା ଘଟିଛି । ଗୁଳିମାଡରେ ଗୋଟିଏ ପରିବାରର ମୁରବୀ ବାପାଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ସ୍ତ୍ରୀ ଓ ପୁଅ ଗୁରୁତର ହୋଇପଡିଛନ୍ତି ।ମୃତକ ହେଉଛନ୍ତି ଅରବିନ୍ଦ…

ଦାଦାଗିରି ପାଇଁ ଅଡୁଆରେ ପଡ଼ିଲେ ସାଂସଦ

ଭୁବନେଶ୍ୱର: ଦାଦାଗିରି ପାଇଁ ଅଡ଼ୁଆରେ ସାଂସଦ । ଗୁଣ୍ଡାଗିରି ନୁହେଁ, ଅଭିନେତାରୁ ବିଜୁ ଜନତା ଦଳର ସାଂସଦ ବନିଥିବା ଅନୁଭବ ମହାନ୍ତିଙ୍କ ନୂଆ ରିଆଲିଟି ସୋ’ରେ ମାଙ୍କଡ଼ ଧରିଥିବା ଜଣେ ମହିଳାଙ୍କ ସହିତ ଫୋଟୋ ଉଠେଇ ଓ ସୁଟିଂ କରି ଏବେ ଅଡ଼ୁଆରେ । ମାଙ୍କଡ଼ ଭାରତୀୟ ବନ୍ୟ ପ୍ରାଣୀ (ସଂରକ୍ଷଣ)…

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା

କେନ୍ଦ୍ରାପଡ଼ା: ୧୦ ଦିନ ବନ୍ଦ ରହିବା ପରେ ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ଗଣନା ପାଇଁ ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିଲା । ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବା ସହ ପକ୍ଷୀ ଗଣନା ଆରମ୍ଭ ହୋଇଛି । ରାଜନଗର ବନଖଣ୍ଡର ୫ଟି ରେଞ୍ଜରେ ଚାଲିଛି ପକ୍ଷୀ ଗଣନା । ଗତ ୨…

ପାନବରଜ ମାଲିକଙ୍କ ମନ ପରିବର୍ତ୍ତନ, ଜେଏସଡବ୍ଲ୍ୟୁ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ଦେଲେ ସହମତି

ପାରାଦୀପ: ଜେଏସଡବ୍ଲ୍ୟୁ ପ୍ରକଳ୍ପ ପାଇଁ ଢିଙ୍କିଆ ଗାଁରେ ପରିବର୍ତ୍ତନ । ଦୀର୍ଘ ବର୍ଷ ଧରି ଏରସମା ତହସିଲ ଢିଙ୍କିଆ ପଞ୍ଚାୟତରେ ଚାଲିଥିବା ପ୍ରକଳ୍ପ ବିରୋଧରେ ଆନ୍ଦୋଳନର ଚିତ୍ର ବଦଳିବାରେ ଲାଗିଛି । ଆନ୍ଦୋଳନକାରୀଙ୍କ ମଧ୍ୟରୁ ଅନେକ ଲୋକ ଶିଳ୍ପ ପ୍ରତିଷ୍ଠା ପାଇଁ ସହମତି ପ୍ରକାଶ କରୁଥିବାର…

ଢିଙ୍କିଆରେ ପ୍ରକଳ୍ପ ପାଇଁ ୨୪ଟି ପାନବରଜ ମାପ

ପାରାଦୀପ: କିଛିଦିନ ହେବ ଏରସମା ତହସିଲ ଢିଙ୍କିଆ ପଞ୍ଚାୟତବାସୀ ଜେଏସଡବ୍ଲ୍ୟୁ ପ୍ରକଳ୍ପ ବିରୋଧରେ ଆନ୍ଦୋଳନ କରି ଆସୁଛନ୍ତି । ପ୍ରକଳ୍ପ ପାଇଁ କିଛି ଲୋକ ବିରୋଧ କରିଆସୁଥିବା ବେଳେ ଅନ୍ୟ କିଛି ସହମତି ପ୍ରକାଶ କରିଥିବା ଜଣାପଡ଼ିଛି । ଗତ ବର୍ଷ ଢିଙ୍କିଆ ଗାଁର ତିନୋଟି ପାନବରଜ ମାପଚୁପ…

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା: ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା । ବିରଳ ବଉଳା କୁମ୍ଭୀରମାନଙ୍କ ଏନ୍ତୁଡ଼ିଶାଳ ଭିତରକନିକାରେ କୁମ୍ଭୀର ଗଣନା ରବିବାରଠାରୁ କରାଯିବ । ଆଜିଠୁ ୧୧ତାରିଖ ପର୍ଯ୍ୟନ୍ତ ୧୦ଦିନ ଧରି ଭିତରକନିକା ବନ୍ଦ ରହିବ । ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ…

[ଭିଡ଼ିଓ] ପୁର୍ବତନ ମନ୍ତ୍ରୀ ସ୍ବର୍ଗତ ବେଦପ୍ରକାଶ ଅଗ୍ରୱାଲଙ୍କ ଜନ୍ମ ଜୟନ୍ତୀ

କେନ୍ଦ୍ରାପଡା: ବରିଷ୍ଠ ବିଜେଡି ନେତା ତଥା ପୁର୍ବତନ ମନ୍ତ୍ରୀ ସ୍ବର୍ଗତ ବେଦପ୍ରକାଶ ଅଗ୍ରୱାଲଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । କେନ୍ଦ୍ରାପଡା ସହରରେ ପାଳିତ ହୋଇଯାଇଛି । ଏ ଅବସରରେ ବେଦ ପ୍ରକାଶ ଅଗ୍ରୱାଲ ସ୍ମୃତି ପରିଷଦ ଆନୁକୂଲ୍ୟରେ ବିଭିନ୍ନ ବର୍ଗର ୨୫୦ରୁ ଉର୍ଦ୍ଧ୍ବ ପ୍ରତିଯୋଗୀଙ୍କୁ…

ଭିତରକନିକା ଓ ଗହିରମଥାରେ ଡଲଫିନ୍ ଗଣନା ଆରମ୍ଭ

କେନ୍ଦ୍ରାପଡ଼ା: ଭିତରକନିକା ଜାତୀୟ ଉଦ୍ୟାନ ଓ ଗହିରମଥା ସାମୁଦ୍ରିକ ଅଭୟାରଣ୍ୟରେ ଆଜିଠାରୁ ଡଲଫିନ୍ ଗଣନା ଆରମ୍ଭ ହୋଇଛି । ୧୮ତାରିଖ ଯାଏ ଚାଲିବ । ଧାମରାଠାରୁ ଦେବୀ ମୁହାଣ ଯାଏଁ ସମୁଦ୍ର ଉପକୂଳରେ ଡଲଫିନ୍ ଗଣନା କରାଯାଉଛି । ଏଥିପାଇଁ ୯ଟି ଟିମ ଗଠନ କରାଯାଇଛି । ପ୍ରତି ଟିମରେ ୩ରୁ ୫ଜଣ…

ଦୁଇ ଭଉଣୀଙ୍କ ସଲିଳ ସମାଧି

ବାରିମୂଳ: କେନ୍ଦ୍ରାପଡା ସଦରଥାନା ଜଅଁରା ବାରିମୂଳ ଗାଁରେ ଅଘଟଣ । ପାଣିରେ ବୁଡ଼ି ଦୁଇ ଭଉଣୀଙ୍କର ମୃତ୍ୟୁ ହୋଇଯାଇଛି । ମୃତକ ମଧ୍ୟରୁ ଜଣେ ୩ବର୍ଷର ଓ ଅନ୍ୟ ଜଣେ ୨ ବର୍ଷର ଝିଅ । ଯୋର ଭିତରୁ ଡଙ୍ଗା ଗୋଟାଉଥିବା ବେଳେ ଏହି ଅଘଟଣ ଘଟିଛି । ଯୋର ଭିତରୁ ଦୁଇ ଭଉଣୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି…