Latest Odisha News

BREAKING NEWS

Browsing Category

କେନ୍ଦୁଝର

Kendujhar

ନିଜ ମାଟିରେ ମୁଖ୍ୟମନ୍ତ୍ରୀ, ଉତ୍ଫୁଲିତ କେନ୍ଦୁଝର ବାସୀ

କେନ୍ଦୁଝର; ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଜନ୍ମମାଟି କେନ୍ଦୁଝରରେ ପାଦ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭବ୍ୟ ସମ୍ବର୍ଦ୍ଧନା ସହ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି କେନ୍ଦୁଝରବାସୀ । ମନରେ ଭରି ରହିଛି ଅନେକ ଉତ୍କଣ୍ଠା ଓ ଉଦ୍ଦୀପନ । ନିଜ ମାଟିର ପୁଅକୁ…

ପଞ୍ଚଭୂତରେ ଲୀନ ହେଲେ ପଦ୍ମଶ୍ରୀ ମାଗୁଣି

କେନ୍ଦୁଝର: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଞ୍ଚଭୂତରେ ଲୀନ ହେଲେ ପଦ୍ମଶ୍ରୀ ମାଗୁଣି କୁଅଁର। ତାଙ୍କ ପାର୍ଥିବ ଶରୀରକୁ ଏକ ସୁସଜ୍ଜିତ ଗାଡ଼ିରେ ଜନ୍ମସହରରେ ପରିକ୍ରମା କରାଯାଇ ଗାଁ ଶ୍ମଶାନକୁ ନିଆଯାଇଥିଲା। ସେଠାରେ ପୋଲିସ ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍ ଅନର ଓ ତୋପ ସଲାମୀ ଦିଆଯାଇ…

ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ପରଲୋକ

କେନ୍ଦୁଝର: ପରଲୋକରେ ପଦ୍ମଶ୍ରୀ ମାଗୁଣି କୁଅଁର । ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଯୋଗୁଁ ୮୮ ବର୍ଷ ବୟସରେ ନିଜ ପୈତୃକ ଘର ବୈଦରାଜ ସାହିରେ ତାଙ୍କର ପରଲୋକ ହୋଇଛି । କିଛି ଦିନ ତଳେ ଗୁରୁତର ଅବସ୍ଥାରେ ସେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ । ତେବେ ମାଗୁଣି କୁଅଁରଙ୍କ…

 ଭାରସାମ୍ୟ ହରାଇ ଓଲଟିଲା ବସ

କେନ୍ଦୁଝର: ବସ ଓଲଟି ୧୮ ଜଣ ଆହତ । ସୂଚନା ଅନୁଯାୟୀ ବସ୍ ଟି କେନ୍ଦୁଝରରୁ ତେଲକୋଇ ଦେଇ ରାଉରକେଲା ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। କାଞ୍ଜିପାଣି ଘାଟିରେ  ଭାରସାମ୍ୟ ହରାଇ ଓଲଟି ପଡିଥିଲା ବସ । ଏହି ଦୁର୍ଘଟଣାରେ ୧୮ ଜଣ ଆହତ ହୋଇଛନ୍ତି । ୧୮ ଆହତଙ୍କୁ ତେଲକୋଇ ମେଡିକାଲରେ…

ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି କେନ୍ଦୁଝର ଲୋକସଭା ପ୍ରାର୍ଥୀ ବିନୋଦ ବିହାରୀ ନାୟକ

କେନ୍ଦୁଝର :ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ବିନୋଦ ବିହାରୀ ନାୟକ । ଆଜି କେନ୍ଦୁଝର ଜିଲ୍ଲା ଲୋକସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ବିନୋଦ ବିହାରୀ ନାୟକ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏକ ବିଶାଳ ଶୋଭାଯାତ୍ରାରେ ସମର୍ଥକ ଓ ଦଳୀୟ ନେତା ମାନଙ୍କ ସହ  …

କେନ୍ଦୁଝର ଷ୍ଟିଲ ପ୍ଲାଣ୍ଟରେ ବ୍ଲାଷ୍ଟ

କେନ୍ଦୁଝର: କେନ୍ଦୁଝର ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି । ରୁଗୁଡି ସ୍ଥିତ କେଜେଏସ୍ ଆଲୁଓ୍ବାଲିଆ ଷ୍ଟିଲ ପ୍ଲାଣ୍ଟରେ ଫାଟିଲା ଫର୍ଣ୍ଣେସ । ଷ୍ଟିଲ ପ୍ଲାଣ୍ଟରେ ଫର୍ଣ୍ଣେସ ଫାଟିବାରୁ ୪ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି । ଏଥିରେ ୯ ଜଣ  ଅର୍ଦ୍ଧଦଗ୍ଧ…

ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଅସୁସ୍ଥ

କେନ୍ଦୁଝର: ପୁଣି ଥରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । ହଠାତ୍ ତାଙ୍କ ସ୍ଵାସ୍ଥ୍ୟ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ପୁଣିଥରେ ଆଜି କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏନେଇ ସୂଚନା ଦେଇଛନ୍ତି…

ସୁନା ବେଶରେ ଦର୍ଶନେ ଦେଇଛନ୍ତି ମା’ ତାରିଣୀ, ଧୁମଧାମରେ ଜମୁଛି ଚଇତି ପର୍ବ

କେନ୍ଦୁଝର: ଆଜି ହେଉଛି ମହାବିଷୁବ ପଣା ସଂକ୍ରାନ୍ତି। ଏହା ସହ ଓଡ଼ିଆ ନବବର୍ଷ। ଏହି ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ଘଟଗାଁ ମାତାରିଣୀଙ୍କ ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଗତ ମଙ୍ଗଳବାରଠାରୁ ୬ ଦିନ ଧରି ମା’ ତାରିଣୀଙ୍କ ଚଇତି ପର୍ବ ପାଳିତ ହେଉଛି । ଆଜି ଭୋର ୫ଟାରୁ ମା’ଙ୍କ…

ଚିକିତ୍ସାଧୀନ ଅବସ୍ଥାରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ

କଟକ: ଚିକିତ୍ସାଧୀନ ଅବସ୍ଥାରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ । ଜେଲ୍ ରେ ଫାଶୀ ଲଗାଇ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ କଟକର ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ଆଜି ପ୍ରାଣ ହରାଇଛନ୍ତି କଏଦି ଜଣଙ୍କ ।…

୨୪ଘଣ୍ଟିଆ କେନ୍ଦୁଝର ବନ୍ଦ, ଶୁଆକାଠିରୁ ଗୁହାଳଡିହି ରେଳ ପ୍ରକଳ୍ପକୁ ବିରୋଧ

କେନ୍ଦୁଝର: ଆଜି ୨୪ ଘଣ୍ଟିଆ କେନ୍ଦୁଝର ବନ୍ଦ । ଶୁଆକାଠିରୁ ଗୁହାଳଡିହି ରେଳ ପ୍ରକଳ୍ପକୁ ବିରୋଧ କରି ଟ୍ରକ ମାଲିକ ସଂଘ ପକ୍ଷରୁ ୨୪ ଘଣ୍ଟିଆ ବନ୍ଦ ପାଳନ । କେନ୍ଦୁଝର ଷ୍ଟେସନରେ ୨ଟି ଟ୍ରେନକୁ ଅଟକ ରଖି ପ୍ରତିବାଦ କରୁଛି ସଂଘ । କେନ୍ଦୁଝରଗଡ଼-ଖୋର୍ଦ୍ଧାରୋଡ଼ ପାସେଞ୍ଜର ଟ୍ରେନ୍ ଚଳାଚଳ ବନ୍ଦ…